ଅଧାରେ ଅଟକିଲା ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଟ୍ରେନ୍
ରାସ୍ତା ଖରାପ ଯୋଗୁଁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ । ଫଳରେ ଆମ୍ବୁଲାନ୍ସ ପାଖକୁ ପାଖାପାଖି ୧ କିଲୋମିଟର ଷ୍ଟ୍ରେଚରରେ ବୁହାହୋଇ ଆସିଲେ ରୋଗଗ୍ରସ୍ତ ମହିଳା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଜୀବନ ଗଲା।
ରାଜ୍ୟର ଶିକ୍ଷାନୁଷ୍ଠାନ ଗୁଡ଼ିକରେ କେତେ ସୁରକ୍ଷିତ 'ମହିଳା ହଷ୍ଟେଲ୍'?
ସଚେତନ ପାଇଁ ହଷ୍ଟେଲ ସୁପରିଟେଣ୍ଡେଣ୍ଟଙ୍କୁ ନିର୍ଦ୍ଦେଶ ।
ପୋଲିସ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କେବଳ ଜଣେ ଯୁବତୀଙ୍କ ଭିଡିଓ ଭାଇରାଲ ହୋଇଥିବା କହୁଛନ୍ତି । ପଂଜାବ ସରକାର ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ଆଜି ୩ ଜଣିଆ ସଦସ୍ୟ ବିଶିଷ୍ଟ ଏସ୍ଆଇଟି ଗଠନ ହୋଇଛି ।
ରାଜଧାନୀର ଅଧିକାଂଶ ମଣ୍ଡପ ରାଜପଥ କଡ଼ରେ ଏବଂ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବାରୁ ଭିଡ଼ ନିୟନ୍ତ୍ରଣ କରିବା କମିଶନରେଟ୍ ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ପାଲଟିବ ।
ବୀଜ ଗଣିତ ପ୍ରତିଯୋଗିତାରେ ୩ଜଣ ହେଲେ ପ୍ରଥମ। ଜାତୀୟ ସ୍ତର ପ୍ରତିଯୋଗିତାରେ ନେବେ ଭାଗ
SCB ମେଡିକାଲ୍ ଟିକେଟ୍ କାଉଣ୍ଟର ଭିତରେ ଜଣେ କର୍ମଚାରୀ ମଦ ପିଇବା ଭିଡିଓ ଭାଇରାଲ ହୋଇଥିଲା। ମାମଲାର ତନାଘନା ପରେ ଲିଫ୍ଟ ଅପରେଟର ତଥା ଠିକା କର୍ମଚାରୀ ସନ୍ତୋଷ ଦାସଙ୍କୁ ନିଲମ୍ବନ କରାଯାଇଛି।
ଦଶହରା ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା ବଢ଼ାଇଲେ ରାଜ୍ୟ ସରକାର।
ବାହାଘର ପରେ ସବୁ ଠିକ୍ ଠାକ୍ ଚାଲିଥିଲା। ଯିଏ ଯାହା କହୁ ପଛେ ମୋ ପାଇଁ ମୋ ସ୍ତ୍ରୀ ଭଲ। ଏମିତି ନ୍ୟାୟରେ ସଂସାର ଗଡ଼ି ଚାଲିଥିଲା। ହେଲେ ତଥାପି ଆଜି ଜୀବନ ଦୋ ଛକିରେ ଆମେ ଖୋଜୁଛୁ ଆଶାର ଆଲୋକ…
ଦି’ଚକିଆ ଯାନ ଚାଳକଙ୍କ ପାଇଁ ହେଲ୍ମେଟ୍ ବାଧ୍ୟତାମୂଳକ ହୋଇଥିଲେ ବି ଅନେକ ଏହାକୁ ମାନୁ ନଥିବା ଦେଖାଯାଏ। ଜଣେ ଏମିତି ଅମାନିଆକୁ ପୋଲିସ ଧରି ନିଆରା ମନ୍ତ୍ର ପଢି ତାଙ୍କୁ ହେଲ୍ମେଟ୍ ପିନ୍ଧେଇଦେବାର ଭିଡିଓ ଏବେ ସୋସିଆଲ୍ ମିଡିଆରେ ହେଉଛି ଭାଇରାଲ୍। ଦେଖନ୍ତୁ…
ଏବେ ଆପଣଙ୍କ ସ୍ୱପ୍ନ ସତ ହେଇଛି। ବାଇକ୍ରେ ବସି ଆପଣ ଏବେ ଆକାଶରେ ଉଡିପାରିବେ। ଆପଣଙ୍କ ମନ ଜାଣି କମ୍ପାନୀ ବାହାର କରିଛି ଉଡନ୍ତା ବାଇକ୍। ଯଦି ଏହାକୁ କିଣିବାକୁ ଯୋଜନା କରୁଛନ୍ତି ତେବେ ଜାଣି ନିଅନ୍ତୁ ଏହାର ମୂଲ୍ୟ।
ପୁରୀରେ ଆଜି ବାୟୁସେନା ପକ୍ଷରୁ ଟର୍ଣ୍ଣସ, ଓ୍ୱିଙ୍ଗ୍ ଓଭର୍ସ ଏବଂ ବ୍ୟାରେଲ ରୋଲ୍ସ ଭଳି ଫର୍ମେସନ ତିଆରି କରିଥିଲେ ବାୟୁବୀର।
ଏହି ନିର୍ଦ୍ଦେଶନାମା ରାଜ୍ୟ ସରକାରଙ୍କ ପାଖରେ ପହଞ୍ଚି ନଥିଲେ ମଧ୍ୟ ମନ୍ତ୍ରୀଙ୍କ ଯୁକ୍ତି ଆମେ ଏସବୁ ପଦକ୍ଷେପ ନେଇ ସାରିଛୁ।
ଗାଡ଼ିର ସ୍ପିଡ୍ ଏତେ ଅଧିକ ଥିଲା ଯେ, ବିଜେଡି ନେତାଙ୍କ ଘରର ପାଚେରି ଭାଙ୍ଗି କ୍ୟାମ୍ପସ ଭିତରକୁ କାର୍ ପଶି ଯାଇଥିଲା।
ଲଜ୍ରେ ଚଢ଼ାଉ କରିଥିବା ସ୍କ୍ୱାଡ୍ର ସବୁ ସଦସ୍ୟଙ୍କୁ ଏସ୍ପି ବ୍ୟକ୍ତିଗତ ଭାବେ ଡାକି ପଚରାଉଚରା କରିଛନ୍ତି। ଇଟାଭାଟି ମାଲିକଙ୍କଠାରୁ ଅଧିକ ଟଙ୍କା ଜବତ କରାଯାଇଥିଲେ ମଧ୍ୟ SDPO କାରସାଦି କରି ଅଧା ଟଙ୍କା ଲୁଚାଇ ଦେଇଥିବା ନେଇ ଖବର ପ୍ରସାରଣ ହୋଇଥିଲା।
ବର୍ତ୍ତମାନ ମେଡିକାଲରେ ପହଞ୍ଚିଛନ୍ତି ଅତିରିକ୍ତ ଏସପି ଓ ଉପଜିଲ୍ଲାପାଳ ।
ଖାଲି ଚେକିଂ ହେବ ତାହା ନୁହେଁ ବରଂ ଯେଉଁମାନେ ନିୟମ ଖିଲାପ କରିଥିବେ ସେମାନଙ୍କ ପାଖରୁ ମୋଟା ଅଙ୍କର ଫାଇନ୍ କଟାଯିବ ।
ବାପା ପ୍ରଫୁଲ୍ଲ ପକ୍ଷାଘାତ ରୋଗରେ ପୀଡିତ ଓ ମା ମଞ୍ଜୁଲତାଙ୍କ ଦେହର ଅବସ୍ଥଆ ଭଲ ନାହିଁ । ପରିବରର ଆର୍ଥିକ ସ୍ଥିତି ବି ଭଲ ନାହିଁ । ଭାଇର ଚାକିରି ପାଇବା ଆଶାରେ ବସିଥିବା ସାନ ଭାଇର ବୟସ ବି ଗଡି ଗଲାଣି ।
ଭୁବନେଶ୍ୱରରେ ହୋଇଥିବା ଏୟାର ଶୋ’ ଅପେକ୍ଷା ପୁରୀରେ କମ୍ ଉଚ୍ଚତାରେ ଏହି ଶୋ’ ପ୍ରଦର୍ଶିତ ହୋଇଥିଲା। ତେବେ ପୁରୀରେ ଏହି ଏୟାର ଶୋ’ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଥିଲା।
ବେଆଇନ୍ ଭାବେ ଲିଙ୍ଗ ନିରୂପଣ କରୁଥିବା କ୍ଲିନିକ୍ ସମ୍ପର୍କରେ ସୂଚନା ପାଇବା କଷ୍ଟକର ହେଉଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।
ମୟୂରଭଞ୍ଜ ଲକ୍ଷ୍ମୀପୋଷିରେ ବଜ୍ରପାତ । ଜଣେ ଦର୍ଶକ ମୃତ, ଅନ୍ୟ ଚାରିଜଣ ଆହତ ।
ଦୁର୍ଗମ ଜିଲ୍ଲାରେ ବର୍ଷକ ଭିତରେ ୨୦ରୁ ୨୫ଟି ନୂଆ ଶାଖା ଖୋଲିବାକୁ SBI ଲକ୍ଷ୍ୟ ରଖିଛି। ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମକୁ ସଫଳ କରିବାକୁ ମଧ୍ୟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଲକ୍ଷ୍ୟ ରଖିଛି।
ପେପରଲେସ୍ ହେବ ରାଜ୍ୟର ସମସ୍ତ ଜିଲ୍ଲା ଜଜ୍ କୋର୍ଟ । ଯୋଜନାର ଶୁଭାରମ୍ଭ କଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ।