ମେଡିକାଲ କି ଦୋକାନର ରାଙ୍କିଙ୍ଗ୍ ବଢାଇବାକୁ ଚାହୁଁଛନ୍ତି କି? ଆସିବ ଫୋନ୍ କଲ୍, ଆଉ କହିବେ ଏଇ ନମ୍ବରରେ କଲ୍ କରନ୍ତୁ। ବାସ୍ କଲ୍ କରୁ କରୁ ଆକାଉଣ୍ଟ ହୋଇଯିବ ଖାଲି
ବିଧିର ବିଧାନ କିଏ କରିବ ଆନ? ୧୦ ବର୍ଷ ତଳୁ ନିଖୋଜ ହୋଇଯାଇଥିଲା ପୁଅ। ଖୋଜି ଖୋଜି ନୟାନ୍ତ ହେବା ପରେ ଶେଷରେ ଶୁଦ୍ଧକ୍ରିୟା କରିବାକୁ ପ୍ରସ୍ତୁତ ହେଉଥିଲା ପରିବାର। ହେଲେ ଏତିକି ବେଳେ ପୁଅର ମିଳିଲା ଖବର। ଦେଖନ୍ତୁ କେମିତି ଥିଲା ବୌଦ୍ଧରୁ ବିହାର ପର୍ଯ୍ୟନ୍ତ ଯାତ୍ରା...
କିନ୍ନରଙ୍କ ସହ ସ୍ୱାମୀଙ୍କ ସମ୍ପର୍କ ଥିବା ଜାଣିପାରି ନିଷ୍ପତ୍ତି ନେଲେ ସ୍ତ୍ରୀ, ବିନା କୌଣସି ବାଧା ଦେଇ କିନ୍ନରଙ୍କ ସହ ବିବାହ କରାଇଲେ
ଖେଳୁ ଖେଳୁ କିଏ ଜାଣିଥିଲା କି ଚାଲିଯିବ କୁନି ଝିଅର ଜୀବନ...
ଏଥିରେ ଦୁଇ ଜଣିଆ,ଚାରି ଜଣିଆ ଓ ଅଧିକ ଲୋକ ଜଳକ୍ରୀଡା କରିବା ସହିତ ମହାନଦୀରେ ବୁଲିବା ପାଇଁ ସୁନ୍ଦର ବ୍ୟବସ୍ଥା ରହିଛି।
ବିଲରେ ପଶି ଧାନ ଗଛ ଖାଇଦେଲା ଷଣ୍ଢ। ରାଗରେ ଚାଷୀ ପଂଚମ...ନିର୍ଧୁମ ତ ପିଟିଲା, ସେତିକିରେ ମନ ଶାନ୍ତ ହେଲାନି ଯେ କାଠଗଣ୍ଡିକୁ ବେକରେ ଓହଳାଇ ଷଣ୍ଢକୁ ଗଛରେ ବାନ୍ଧି ଦେଲା। ଖାଇବାକୁ ଦେଲାନି କି ପିଇବାକୁ ଦେଲାନି। ଭୋକ ଉପାସରେ ଲୁହ ଗଡାଉଛି ଷଣ୍ଢ
ମାରିଦେଲୁରେ ନାରଣ। ଏଇନା କଣ ହେଇଥାଆନ୍ତା? ଏ ଭିଡ ଭିତରେ ଅନନ୍ତ ବାବୁ କାହିଁକି ପଶିଲେ? ମଲା ...ନଆସିଲେ ମାର୍କ କଟିଯିବ ଯେ...ତେଣୁ ଭିଡ ଭିତରେ ଆମେ ପଶିବୁନା...
କୋହିନୂର ବଡ ଠାକୁର ଜଗନ୍ନାଥଙ୍କର। ବ୍ରିଟିଶ୍ ଶାସକ ଭାରତରୁ ଏହି ଦୁର୍ଲଭ ହୀରାକୁ ନିଜ ଦେଶକୁ ଲୁଟିନେଇଥିବା ଅଭିଯୋଗ ହୋଇ ଆସୁଥିବା ବେଳେ; କୁଇନ୍ ଏଲିଜାବେଥ୍ ଦ୍ୱିତୀୟଙ୍କ ଦେହାନ୍ତ ପରେ ଏହାକୁ ପୁଣି ସ୍ୱଦେଶ ଫେରାଇ ଆଣିବାକୁ ଦାବି ଜୋର୍ ଧରିଛି। ତେବେ ଏ ଭିତରେ ସାମ୍ନାକୁ ଆସିଛି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ତଥ୍ୟ।
ଢୁ ଢୁ ବର୍ଷା... ଛତାମୟ ଲୋୟର ପିଏମଜି... ପ୍ରତିକୂଳ ପାଗ ଭିତରେ ଭିଡ଼ ଏତେ ଯେ ସୋରିଷ ପକାଇବାକୁ ବି ସ୍ଥାନ ନାହିଁ। ଠିକା ନିଯୁକ୍ତି ଉଚ୍ଛେଦ, ସମାନ କାମକୁ ସମାନ ଦରମା ଏବଂ ସ୍ଥାୟୀ ନିଯୁକ୍ତି ବ୍ୟବସ୍ଥା ଭଳି ତିନି ପ୍ରମୁଖ ଦାବି ନେଇ ହଜାର ହଜାର ଠିକା କର୍ମଚାରୀଙ୍କ ରଣ ହୁଙ୍କାରରେ ଥରିଲା ରାଜଧାନୀର ମହାତ୍ମା ଗାନ୍ଧି ମାର୍ଗ।
ଏବେ ସମୟ ଆସିଛି କୋହିନୂରକୁ ଫେରାଇ ଆଣିବା ପାଇଁ ପ୍ରୟାସ ଆରମ୍ଭ ହେଉ ବୋଲି କୁହାଯାଇଛି।
ବାଘଛୁଆର ନାଁ ହିମାଂଶୀ ଓ ସିଂହ ଛୁଆର ନାଁ କାମିନୀ ରଖିଲେ
ଆବାସ ଯୋଜନାରେ ବ୍ୟାପକ ପ୍ରିୟାପ୍ରୀତି
ନିଆଁ ଲାଗି ଜଳିଗଲା ଲକ୍ଷ ଲକ୍ଷ ଟଙ୍କାର ପ୍ଲାଷ୍ଟିକ୍ ପାଇପ୍। ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ ଆସିଥିବା ପାଇପ୍ ଗୁଡ଼ିକୁ ଗଦା କରି ରଖାଯାଇଥିବା ବେଳେ ସେଗୁଡ଼ିକ ଜଳିଯାଇଛି।
ନିରୀହ ଚାହାଣି ଚାହୁଁଛନ୍ତି ହେଲେ ଆଖିରେ ଫ୍ୟାନଙ୍କୁ ହାଣି ଦେଉଛନ୍ତି। କୁନି ଓଠରେ ଜବରଦସ୍ତ ସ୍ମାଇଲ କରୁଛନ୍ତି ଆର୍ଲିନ ଅଙ୍କିତା। ପ୍ରେମର ରଙ୍ଗରେ ରଙ୍ଗୀନ ନାୟିକା। ବିଛା ଗ୍ୟାଙ୍ଗରେ କରୁଛନ୍ତି ଜବରଦସ୍ତ ଆକ୍ଟିଂ
ସରପଂଚ ହେବ ତ ଏମିତି। ଗାଁ ରାସ୍ତା ପାଇଁ ଘରକୁ ଘର ବୁଲି ମାଗିଲେ ଭିକ। ପ୍ରଶାସନକୁ ବାରମ୍ବାର ଅଭିଯୋଗ ପରେ ବି ରାସ୍ତା କାମ ନହେବାରୁ ଏମିତି ଅଭିନବ ଉପାୟରେ ଭିକ ମାଗି ରାସ୍ତା ତିଆରି ପାଇଁ ନେଲେ ନିଷ୍ପତ୍ତି। ସେପଟେ ଜିଲ୍ଲାପାଳ କହିଲେ...
ସାଇବର ଲୁଟେରାଙ୍କ ନୂଆ କାରନାମା। ହାର୍ଟଆଟାକ୍ ଚେକ୍ଅପ୍ ପାଇଁ ଡାକ୍ତରଙ୍କ ଫିସ୍ ୫ ହଜାର ବୋଲି କହିଲେ। ଆଉ ଭଲ ଡାକ୍ତରକୁ ଦେଖାଇବା ଚକ୍କରରେ ଆକାଉଣ୍ଟ ହୋଇଗଲା ଖାଲି....
ସରପଂଚ ହେବ ତ ଏମିତି। ଗାଁ ରାସ୍ତା ପାଇଁ ଘରକୁ ଘର ବୁଲି ମାଗିଲେ ଭିକ। ପ୍ରଶାସନକୁ ବାରମ୍ବାର ଅଭିଯୋଗ ପରେ ବି ରାସ୍ତା କାମ ନହେବାରୁ ଏମିତି ଅଭିନବ ଉପାୟରେ ଭିକ ମାଗି ରାସ୍ତା ତିଆରି ପାଇଁ ନେଲେ ନିଷ୍ପତ୍ତି।
ବାପା-ମାଆ...ଭଉଣୀ ସମସ୍ତେ ଦାଦନ ଖଟୁଛନ୍ତି। ରେଭେନ୍ସା କଲେଜରେ ପୁଅ ପାଇଲା ଗୋଲ୍ଡ ମେଡାଲ। ପୁଅର ସଫଳତା ଦେଖି ଖୁସିରେ କାନ୍ଦିଲେ ବାପା-ମାଆ। ବସଷ୍ଟାଣ୍ଡରୁ ଘର ପର୍ଯ୍ୟନ୍ତ ସୁନା ପୁଅ ପାଇଁ ହେଲା ଧମାକେଦାର ଶୋଭାଯାତ୍ରା...
ହାତରେ ଖାତା କଲମ ଧରିଛନ୍ତି,ଲୋକଙ୍କ ସବୁ ସମସ୍ୟାକୁ ଟିପି ରଖୁଛନ୍ତି। ନିର୍ବାଚନ ଜିତିବା ପରେ ପ୍ରତିଶ୍ରୁତି ରକ୍ଷା କରିବା ପାଇଁ ଏମିତି କାମ କରୁଛନ୍ତି ସରପଞ୍ଚ। ଆଉ ନେତାଙ୍କୁ ପାଖରେ ପାଇ ଖୁସିରେ ଗଦଗଦ ଜନତା
ଆଲୋ ଆଲୋ...ଛାମୁ ଆୱାର୍ଡ ପାଇଲେ, ରାଜଧାନୀରେ ନେତାଏ ଏମିତି ଝାଳ ବୁହାଇଲେ ଯେ ଜାମାପଟା ସବୁ ଓଦା। ବୁଝୁନୁରେ ନାରଣ, ଏଇନା ଯିଏ ଯେତେ ଝାଳ ବୁହାଇବ ୨୦୨୪ରେ ସିଏ....ସବୁ କଣ ଆମେ ଖୋଲିକି କହିବୁ?
ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁକୁ ନେଇ ଚନ୍ଦାହାଣ୍ଡି ଗମ୍ଭାରୀଗୁଡା ଭୋଇପାରା ସାହିରେ ଚାଞ୍ଚଲ୍ୟ । ଆତଙ୍କିତ ଅବସ୍ଥାରେ ଗ୍ରାମବାସୀ ।
ପୁରୁଣା ଗାଡିମାଲିକମାନେ ନିଜ ଗାଡ଼ିକୁ ସ୍ରାପ ଦରରେ ବିକ୍ରି କଲେ ସେମାନଙ୍କୁ କିଛି ମୂଲ୍ୟ ଦେବାକୁ ଧାର୍ଯ୍ୟ କରିଛନ୍ତି ସରକାର। ପୁରୁଣା ଗାଡିର ମୂଲ୍ୟ ସେହି ଗାଡିର ଏକ୍ସ ସୋରୁମ୍ ମୂଲ୍ୟର ୬ ପ୍ରତିଶତ ରହିବ।
କେଉଁଠି କେତେ ବାଲି ଦବିଛି ? ସେହି ବାଲିକୁ କେମିତି କାଢ଼ିବ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା-ଏଏସଆଇ ?
ଗଛର ଡାଳ ଖାଇଦେଲା ବୋଲି ଛେଳିକୁ ଉଠାଇ ନେଇ ୩ଦିନ ହେଲା ବନ୍ଦୀ କରି ରଖିଛନ୍ତି ବନ କର୍ମଚାରୀ
ସବୁ ଆଡୁ ନିରାଶ ହେବା ଭିକ ମାଗି ସେଥିରୁ ଯେଉଁ ଅର୍ଥ ମିଳିବ କାମ ହେବ ବୋଲି କହିଛନ୍ତି।