ଏଥର ପୂଜାକୁ ଆକର୍ଷଣୀୟ ଲାଗି ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି
ଆଲୋ ଆଲୋ ଇଏ କଣ? ପିଲା ହାତରେ କଟୁରୀ? ଇଏ କଣ? ଦେଖୁନୁରେ ନାରଣ, କେମିତି ପାପୁଲି ଛିଡିଛି। ହେଲେ ସ୍କୁଲରେ ତ ପାଠ ପଢା ହେବା କଥା...ଏ ପିଲା କଟରୀ ଧରିଲା କାହିଁକି? ସବୁ ଆମେ କହିବୁ, ତୁ କଣ ଲେମ୍ବୁ ଟା ଦେଖିବୁ?
ରକ୍ଷଣାବେକ୍ଷଣା ପାଇଁ ଅଚଳ ହୋଇପଡ଼ିଥିବା ସ୍ୱୀକାର କଲେ ଅଗ୍ନିଶମ ଅଧିକାରୀ,ତୁରନ୍ତ ମରାମତି ସହ ମେଡିକାଲର ସୁରକ୍ଷା ପାଇଁ ଉଠିଲା ଦାବି
ଏକ ଯାତ୍ରୀବାହୀ ଅଟୋକୁ କୋଇଲା ବୋଝେଇ ଟ୍ରକ୍ ଚାପିଦେଲା
ନିଜ ଜନ୍ମଦାତାଙ୍କ ପ୍ରତି ଏଭଳି ଆଚରଣକାରୀ ପୁଅ-ଝିଅ କେମିତି ଭୁଲିଯାଉଛନ୍ତି ଯେ କାଲି ସେମାନଙ୍କ ଦିନ ବି ଆସୁଛି ବୋଲି...।
ଖାଉଟିଙ୍କ କହିବା କଥା, ସବୁ ଜିନିଷର ଦାମ ବଢ଼ିଯାଉଛି। ଢେର୍ ବାଧୁଛି କେମିତି ଚଳିବେ, କିଛି ବୁଝି ହେଉନି।
ବୃଦ୍ଧ ଦମ୍ପତିଙ୍କ ପ୍ରତିଭା ଅନ୍ୟମାନଙ୍କ ପାଇଁ ପ୍ରେରଣା ।
ପ୍ରତି ବର୍ଷ ଶୀତ ଋତୁରେ ଏଠାକୁ ବହୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଥାଏ।
ଏ ଦୁନିଆରେ ସମସ୍ତେ ସ୍ୱାର୍ଥର ଦାସ । ସ୍ୱାର୍ଥ ସରିଗଲେ ପୁଅଝିଅ ବି ବାପାମା’ଙ୍କୁ ଚିହ୍ନି ପାରନ୍ତି ନାହିଁ ।
ଏଥର ଖେଳ ଜମିବ। ହେଲେ ବାଇନ ଟିକେ କହିଲ ତମ କ୍ୟାପଟେନ୍ କିଏ ଆଉ ତମ ଗୋଲ୍ କିପର୍ କିଏ?
ନିଜ ପାଖ ଗାଁରେ ପାଠ ପଢ଼ିବ ବୋଲି ପିଲାଟି ଦୂର ଗାଁର ସ୍କୁଲରୁ TC ଧରି ଆସିଲା। ହେଲେ ନିଜ ଗାଁ ସ୍କୁଲରେ ନାଁ ଲେଖାଇ ପାରିଲାନି। ତାକୁ କାଳେ ଲାଞ୍ଚ ମଗା ଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରୁଛନ୍ତି। ସେଇଥିପାଇଁ ପିଲାଟି ସ୍କୁଲ୍ ସାମ୍ନାରେ ଚଣା ବିକି ପ୍ରତିବାଦ କରୁଛି।
ଦିଲ୍ଲୀପ ଓ ଚାନ୍ଦିନୀଙ୍କ ପ୍ରେମକାହାଣୀ ଦିନେ ଚର୍ଚ୍ଚାରେ ଥିଲା। ଆଉ ଆଜି ଚର୍ଚ୍ଚା ପୁଣି ବଢ଼ିଛି। ମିସ୍ କଲ୍ ରୁ ପ୍ରେମ ହେଲା। ପ୍ରେମ ବିବାହର ରୂପ ନେଲା। ସରକାରଙ୍କ କାନରେ ଏ ଖବର ପଡ଼ିବା ପରେ ଉଭୟଙ୍କୁ ଅଢ଼େଇ ଲକ୍ଷ ଟଙ୍କାର ବିବାହ ପ୍ରୋତ୍ସାହନ ରାଶୀ ମିଳିଲା। ଏବେ ସମସ୍ତେ କହୁଛନ୍ତି ସାବାସ୍ ଚାନ୍ଦିନୀ...
କୋଟିଆ ପଞ୍ଚାୟତର ଶେଷ ଗାଁ ଫାଟୁସିନେରି ନିକଟ ତଥା ଆନ୍ଧ୍ରର ନନ୍ଦା ଗାଁ ପଟେ ରାସ୍ତା ତିଆରି ପାଇଁ ଆନ୍ଧ୍ର ସରକାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଦିଲ୍ଲୀପ ଓ ଚାନ୍ଦିନୀଙ୍କ ପ୍ରେମକାହାଣୀ ଦିନେ ଚର୍ଚ୍ଚାରେ ଥିଲା। ଏବେ ପୁଣି ସେମାନେ ଚର୍ଚ୍ଚାର ପରିଧିକୁ ଆସିଛନ୍ତି ।
ନୂଆ ଥାନା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ପ୍ରଶ୍ନ ଉଠୁଛି, କାହିଁକି ଏତେ ଟଙ୍କାର ଋଣ କରିଥିଲ ଶ୍ୱେତା ?
କେଉଁ ପରିସ୍ଥିତିରେ ମହିଳା SIଙ୍କ ମୃତ୍ୟୁ ହେଲା ତାହା ଜଣାପଡ଼ନି। ସରକାରୀ କ୍ୱାର୍ଟର୍ସରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି।
ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନକୁ କଡ଼ାକଡ଼ି ଭାବେ ସାରା ରାଜ୍ୟରେ ଲାଗୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ପ୍ଲାଷ୍ଟିକ୍ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ଗୁରୁତ୍ୱ ଆରୋପ କରାଯାଇଛି।
କେଉଁ କାରଣ ପାଇଁ ଯୁବକ ଜଣକ ନଦୀକୁ ଡେଇଁଲେ ତାହା ଜଣାପଡ଼ି ନାହିଁ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଖୋଜ ଯୁବକଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଜାରି ରଖିଛି।
ବାର୍ହା ଶିକାର ପାଇଁ ଶିକାରୀ ବିଦ୍ୟୁତ୍ ଚାର୍ଜ କରି ଫାଶ ବସାଇଥିଲା। ହେଲେ ଦୁର୍ଭାଗ୍ୟବଶତଃ, ଏକ ଦନ୍ତା ଏହି ବିଦ୍ୟୁତ୍ ଫାଶରେ ପଡ଼ି ଯାଇଥିଲା।
ଏମିତି ସ୍କୁଲ ଆପଣ ଜୀବନରେ ଦେଖିନଥିବେ। ଯେଉଁଠି ଠାକୁର, ସେଇଠି ସ୍କୁଲ୍। ଭକ୍ତ ଆସି ପୂଜାପାଠ କରୁଛନ୍ତି, ଘଣ୍ଟି ବଜାଉଛନ୍ତି। ଆଉ ସେଇଠି ଠାକୁରଙ୍କ ଆଗରେ ବସି ପାଠ ପଢୁଛନ୍ତି ଛୋଟ ଛୋଟ ପିଲା। ପୂଜାପାର୍ବଣ ଆସିଲେ, ମନ୍ଦିରରେ ଗହଳି ବଢ଼େ, ତେଣୁ ସ୍କୁଲ ବନ୍ଦ। ଆଉ ମଧ୍ୟାହ୍ନ ଭୋଜନ ହୁଏ ମନ୍ଦିର ପ୍ରାଙ୍ଗଣରେ।
ଲୋକ ବନ୍ୟା ପାଣିରେ ବୁଡ଼ି ଗଲେଣି ତୁମକୁ ଖେଳ ଘର ଲାଗିଛି ଆଉ? ତମ ଗୋଡ଼ରେ ଏମିତି କାଦୁଅ ନାଗା ଯାଉଛି?
ରାଜ୍ୟରେ ଉତ୍କଟ ହେଉଛି ବେକାରୀ ସମସ୍ୟା। ସରକାରୀ ପଦବୀ ଖାଲି, ହେଲେ ନିଯୁକ୍ତି ନାହିଁ। କାହିଁକି ଏମିତି ସ୍ଥିତି ? ଓଟିଭି ହାତରେ ଲାଗିଥିବା ସରକାରୀ ଚିଠିରୁ ସାମ୍ନାକୁ ଆସିଛି ଏହାର ସବୁଠୁ ବଡ଼ କାରଣ। ସେଇଟା ହେଉଛି ବିଭାଗଗୁଡ଼ିକର ଚରମ ଅବହେଳା।
ସ୍ଥିତି କାଲି ଥିଲା ଯାହା ଆଜି ବି ତାହା । କେଉଁଠୁ ଆବର୍ଜନା ଉଠୁଛି ତ ଆଉ କେଉଁଠି ଉଠୁନି ।
୨୦୧୯ରେ ସରକାରକୁ ଆସିବା ପରେ ୩ ବର୍ଷରେ ମାତ୍ର ୩୬ ହଜାର ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର କିନ୍ତୁ ରାଜ୍ୟରେ ଏବେ ବି ୭୩ ହଜାର ସରକାରୀ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ।