ସ୍ବାଧୀନତା ଦିବସ ପରଦିନ ୭ ଯବାନ ସହିଦ୍। ଘାଟିର ରାସ୍ତା ଆଉ ଗାଡିର ବ୍ରେକ୍ ଫେଲ୍ ୩୯ ଯବାନଙ୍କୁ ବିପଦ ମୁହଁକୁ ଠେଲିଦେଲା । ୬୦ମିଟର ତଳକୁ ଖସି ସହିଦ ହେଲେ ଯବାନ୍
ସୁର ଭାଇ ସବୁବେଳେ ସାଙ୍ଗରେ , ଯିଏ ଯେଉଁଠି ଡାକିଲା ଓ କରିବେ ସୁର ଭାଇ I ଭାଇଙ୍କୁ ଭାଇ କରିଦେଲେ ରାନୀ ପଣ୍ଡା । ହାତରେ ବାନ୍ଧି ଦେଲେ ଭାଇ ଭଉଣୀର ପବିତ୍ର ବନ୍ଧନ ରାକ୍ଷୀ
ବାହା ହେଲେ ୫ ପିଲା ହେଲା । ପୁଣି ମନ ବୁଝିଲାନି ବୋଲି ବାହାରେ ଆଉ ଏକ ସ୍ତ୍ରୀ ସହ ୬ ବର୍ଷ ରହିଲେ । ଏବେ ପିଲା ବାର ଦୁଆର ହେଉଛନ୍ତି । ଦେଖନ୍ତୁ ପାରିବାରିକ କଳହର ଆଉ ଏକ କରୁଣ ପରିଣତି
ଭାରତୀୟଙ୍କ ପାଇଁ ଜାତୀୟ ସଂଗୀତ ପରିବେଷଣ କଲେ ପାକିସ୍ତାନୀ କଳାକାର। ‘ଜନ ଗଣ ମନ’କୁ ବଜେଇ ସେ ଭାରତୀୟଙ୍କ ପ୍ରୀୟ ହୋଇଯାଇଛନ୍ତି। ପ୍ରତି ଭାରତୀୟଙ୍କ ପାଖରୁ ଛୁଟୁଛି ପ୍ରଶଂସାର ସୁଅ।
ନାରୀ ଆଜି ସଫଳତାର ଶୀର୍ଷରେ। ନିଜର ପରିଶ୍ରମ ଏବଂ ଉଦ୍ୟମ ବଳରେ ସେ ଆଜି ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟିକରିପାରିଛି। ଆମ ଭିତରେ ଏମିତି ଅନେକ ନାରୀ ଅଛନ୍ତି ଯେଉଁମାନେ ଓଡ଼ିଶାର କଳା, ସଂସ୍କୃତି ଓ ପରଂପରାକୁ ଆଗକୁ ନେବା ସହିତ ବିଶ୍ୱବନ୍ଦିତ ହୋଇପାରିଛନ୍ତି। ସେମିତି ଏକ ମହତ ଉଦ୍ଦେଶ୍ୟ ସହିତ ଆଗକୁ ବଢିଛନ୍ତି ରୂପଶ୍ରୀ ମହାପାତ୍ର।
ବାବା ଭେଙ୍ଗା ଏଭଳି ଅନେକ ଭବିଷ୍ୟବାଣୀ କରିଥିଲେ, ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ସତ ହୋଇସାରିଛି। ୨୦୨୨ ପାଇଁ ସେ ୬ଟି ଭବିଷ୍ୟବାଣୀ କରିଛନ୍ତି, ୨ଟି ସତ ହେଲାଣି। ଚଳିତ ବର୍ଷ ଭାରତ ପାଇଁ ରହିଛି ଏହି ଭୟଙ୍କର ଭବିଷ୍ୟବାଣୀ, ଜାଣନ୍ତୁ…
କାଲି ସନ୍ଧ୍ୟା ୬ଟାରୁ ୯ଟା ଭିତରେ ପିକ୍ ଫ୍ଲୋ ସମୁଦ୍ରକୁ ଚାଲିଯିବ ବୋଲି କହିଛନ୍ତି SRC ପ୍ରଦୀପ ଜେନା ।
ଅସହ୍ୟ ହେଲା ପ୍ରଧାନଶିକ୍ଷକଙ୍କ ନିର୍ଯାତନା । ଆତ୍ମହତ୍ୟା ଉଦ୍ୟମ କଲେ ଶିକ୍ଷୟିତ୍ରୀ ।
ଯୁଆଡ଼େ ଚାହିଁଲେ ଖାଲି ପାଣି ଆଉ ପାଣି...କାହାକୁ ବି ନିସ୍ତାର ନାହିଁ...ବାସହରା ଲୋକଙ୍କ କଥା କହିଲେ ନସରେ...
ବର୍ଷେ ନୁହେଁ କି ଦୁଇବର୍ଷ ନୁହେଁ ବରଂ ୩୮ ବର୍ଷ ପରେ ବରଫ ପାହାଡ ତଳୁ ମିଳିଲା ଯବାନଙ୍କ ମରଶରୀର। ଘରକୁ ଦିଆଗଲା ଖବର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ
ସ୍ୱାମୀ ସ୍ତ୍ରୀ ଝଗଡାରେ ହନ୍ତସନ୍ତ ଦୁଇ ପରିବାର। ୫ ପିଲାବି ବାପା ମାଆ କଳିରେ ଅସହାୟ। ସ୍ତ୍ରୀ ଓ ୫ ପିଲାଙ୍କୁ ଛାଡି ସ୍ୱାମୀ ଅନ୍ୟ ଝିଅ ସହ ୬ବର୍ଷ ହେଲା ବାହାରେ । ପଚାରିଲାରୁ କହୁଛି ବିବାହ ପରେ ଅନ୍ୟ ସ୍ତ୍ରୀ ସହ ରହିଲେ କେସ୍ ହୁଏନି ବୋଲି ସେ ଜାଣି ନାହାନ୍ତି
ବର୍ଷା ଦିନ। ଘରେ ଗରମା ଗରମ କିଛି ହେଲେ ତାର ମଜା ଅଲଗା। ଆଜି ଦେଖନ୍ତୁ ଚୁଡାରେ ତିଆରି ମସଲା ପିଠା , ଯେତିକି ସୁଆଦିଆ ତିଆରି ବି ଭାରି ସହଜ
ଚାଲିଛି ରାମ ରାଜ୍ୟ । ଏଠି ପିସିରେ ଖେଳ ହେଉଛି। ଏଠି ରାମ ନାହାନ୍ତି । ରାବଣ ମାଳ ମାଳ ଆଉ ଚାଲିଛି ରାମରାଜ୍ୟ I ଏଠି ଗୋଡି ବାଲି ୱାର୍ଡ ମେମ୍ୱର ଖାଉଛି
ବଡମ୍ୱାର ମାଆ ଭଟ୍ଟାରିକା ମନ୍ଦିର ପାଣିରେ ବୁଡି ଯାଇଛି। ତିନି ଦିନ ଭିତରେ ପାଣି ୧୫ ଫୁଟି ଉଠି ମନ୍ଦିର ଭିତରେ ପାଣି ଲହଡି ଭାଙ୍ଗୁଛି। ମାଆଙ୍କୁ ବନ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତରିତ କରାଯାଇଛି। ବେହାଲ ଏ ପୀଠର ଅବସ୍ଥା
ଆଶ୍ଚର୍ଯ୍ୟ !! କିଏ କାନ୍ଦୁଛି ତ ପୁଣି କିଏ ହସୁଛି। ସ୍କୁଲରେ ୯ ଛାତ୍ରୀଙ୍କ ଦେହରେ ଲାଗୁଛି ଭୂତ। ତାନ୍ତ୍ରିକ ଆସି କରୁଛି ପୂଜାର୍ଚ୍ଚନା। ପିଲାଙ୍କୁ ସ୍କୁଲ କି ଟ୍ୟୁସନ ଛାଡ଼ିବାକୁ ରାଜି ହେଉନାହାନ୍ତି ଅଭିଭାବକ। (ବି-ଦ୍ର: ଓଟିଭି ଭୂତପ୍ରେତ ପରି ଅନ୍ଧ ବିଶ୍ୱାସକୁ ପ୍ରୋତ୍ସାହନ ଦିଏ ନାହିଁ। ଏହା କେବଳ ସଚେତନତା ପାଇଁ ପ୍ରସାରଣ କରାଯାଇଛି। ଆପଣମାନେ ମଧ୍ୟ ଅନ୍ଧବିଶ୍ୱାସକୁ ବିଶ୍ୱାସ କରନ୍ତୁ ନାହିଁ)
ବଡ ଦାଣ୍ଡରେ ଯେତିକି ପାଣି ପୁରା ଅବସ୍ଥା ବେହାଲ। ପାଣି ଭିତରେ କିଏ ସୁଅ ଚିରିକି ଯାଉଛି ତ କିଏ ମୁଣ୍ଡ କୁଣ୍ଡେଇଲାଣି।
ସମସ୍ତେ ‘ଆଜାଦି କା ଅମୃତ ମହୋତ୍ସବ’କୁ ନିଜ ନିଜ ଢଙ୍ଗରେ ପାଳନ କରିଛନ୍ତି। ବିଶେଷକରି ଯୁବକମାନଙ୍କ ମଧ୍ୟରେ ଖୁବ ଉତ୍ସାହ ଦେଖାଦେଇଛି। ଦେଶପ୍ରେମରେ ପରିପୂର୍ଣ୍ଣ ଏପରି ଜଣେ ଯୁବକ ଏବେ ସାମ୍ନାକୁ ଆସିଛନ୍ତି ଯାହାଙ୍କ ବିଷୟରେ ଶୁଣି ଯେ କେହି ବି ଆଶ୍ଚର୍ଯ୍ୟ ହେବେ।
ଏଭଳି ବିକଳ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ବେହେରାଗୁଡ଼ା ଗାଁରେ ।
ସାରା ଦେଶ ଏବେ ଦ୍ୱନ୍ଦ୍ୱରେ। ଦେଶ ୭୫ ନା ୭୬ତମ ସ୍ୱାଧୀନତା ଦିବସ ପାଳନ କରୁଛି ତାହାକୁ ନେଇ ସମସ୍ତେ ସନ୍ଦେହରେ। ଯଦି ଆପଣ ବି ଏହି ଦ୍ୱନ୍ଦ୍ୱରେ ଅଛନ୍ତି ତେବେ ଜାଣନ୍ତୁ ପ୍ରକୃତ କଥା।
ତଳଠୁ ଉପର ପର୍ଯ୍ୟନ୍ତ ସବୁ ମିଳିମିଶି ହଡ଼ପ କରିଦେଲେ ହିତାଧିକାରୀଙ୍କ କୁଇଣ୍ଟାଲ୍ କୁଇଣ୍ଟାଲ୍ ଚାଉଳ... ତିନି ମାସ ହେବ ଆମେ ଚାଉଳ ପାଇନୁ, ହେଲେ ଆମ ନା ଏଣ୍ଟ୍ରି କରି କିଏ ନେଲା ବୋଲି ପ୍ରଶ୍ନ କରିଛନ୍ତି ଗ୍ରାମବାସୀ....
ଘରେ ବନାନ୍ତୁ ଦେଶୀ ରେସିପି ‘ମହୁରାଳି ମାଛ ଘଡ଼ିପୋଡ଼ା’।
ଏ ଦେଶର ଇଂଜିନିୟର ସବୁ ଭାଙ୍ଗି ପଡ଼ିଲେ...ଏ ଦେଶର ଶିକ୍ଷକ ଭାଙ୍ଗି ପଡ଼ିଲେ....
ଏଇ ଅଟୋରେ କେତେ ପିଲା? ଅଟୋରେ ଖୁନ୍ଦାଖୁନ୍ଦି ହୋଇଯା ସ୍କୁଲ ଯାଉଛନ୍ତି ପିଲା। ଡ୍ରାଇଭର ଜଣଙ୍କ ଫୁଲ୍ କନଫିଡେଣ୍ଟରେ କହୁଛନ୍ତି ବେଶୀ ନୁହେଁ ୧୦ ଜଣଙ୍କୁ ନେଉଛି।
‘ଗାଁର ପ୍ରତିଭାବାନ ପିଲାଙ୍କ ପାଇଁ ରାଜ୍ୟରେ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ୩୧୫ ଆଦର୍ଶ ବିଦ୍ୟାଳୟରେ ୧ ଲକ୍ଷ ପିଲା ପାଠ ପଢୁଛନ୍ତି। ୫ ହଜାର ଝିଅଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲ ରହିଛି’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭାରତ ସରକାର 'ହର୍ ଘର୍ ତ୍ରିରଙ୍ଗା' ଅଭିଯାନ ଆରମ୍ଭ କରିଛନ୍ତି। ଏନେଇ ସାଧାରଣ ଭାରତୀୟ ମଧ୍ୟ ନିଜ ଘରେ ତ୍ରିରଙ୍ଗା ବାନ୍ଧି ଦେଶପ୍ରେମର ପତାକା ଉତ୍ତୋଳନ କରୁଛନ୍ତି। ସେଲିବ୍ରେଟିମାନେ ମଧ୍ୟ ଏଥିରେ ପଛରେ ପଡି ନାହାଁନ୍ତି। ସବୁଠୁ ଆଶ୍ଚର୍ଯ୍ୟ କରିଛନ୍ତି ଜଣେ ବୃଦ୍ଧ ଦମ୍ପତ୍ତି।