ମୋ ବୋଉଲୋ...ଏଇଠି କଣ ମେୟରଙ୍କ ସାଙ୍ଗରେ କମିଶନର ବୁଲୁଛନ୍ତି? ଗଲା ଆଜି ଯିଏ ସାମ୍ନାରେ ପଡ଼ିଲା ତା’ବେଳ ଖରାପ। ଦେଖୁନୁରେ ନାରଣ, କେମିତି ଦୋକାନୀକୁ ତାଗିଦ୍ କଲେଣି ମେୟର ମାଡାମ। କହିଲେଣି, ଏଇଠି ଅଳିଆ ପକାଇବ ତ ଦୋକାନ ବନ୍ଦ କରିଦେବି..
ସତ୍ତା ହରାଉଛି କୋରାପୁଟର ଅପର କୋଲାବ ଇକୋ ଟୁରିଜମ ପାର୍କ...
ନରସିଂହପୁର ଅଂଚଳରେ ଗୁଳିମାଡ଼ରେ ହାତୀ ଆହତ ଘଟଣା । ଜଙ୍ଗଲରେ ବୁଲୁଥିବା ଦନ୍ତା ଦେହରେ ବାଜିଛି ୫ଟି ଗୁଳି...
ରାସ୍ତାରେ ଅଳିଆ ପକାଇଲେ ଦେବାକୁ ପଡ଼ିବ ଫାଇନ୍....
SCBରେ ଖୋଲିଲା ମଙ୍କିପକ୍ସର ନୋଡାଲ ସେଣ୍ଟର....
ଚେନ୍ନାଇରୁ ଫେରିବାର ୨୪ ଘଂଟା ପରେ ବାଲକୋନିକୁ ଆସିଲେ ବାବୁସାନ । ସାଙ୍ଗରେ ମାଆ ଅପରାଜିତା ମଧ୍ୟ ଥିଲେ । ନମସ୍କାର କରି ବାବୁସାନ ଧନ୍ୟବାଦ ଜଣାଇଥିଲେ । ଗଣମାଧ୍ୟମ ଓ ଘଂଟା ଘଂଟା ଧରି ଅପେକ୍ଷାରତ ଫ୍ୟାନଙ୍କୁ କହିଥିଲେ, ପରିବାର ପାଖରେ ଥିବାରୁ ଖୁସି ଅଛି, ଠିକ୍ ସମୟରେ ଠିକ୍ ଜିନିଷ କହିବି ।
ନିଶ ରଖିଛନ୍ତି ମହିଳା, କହୁଛନ୍ତି ‘ନିଶ ବିନା ମୁଁ ବଞ୍ଚିପାରିବିନି’...
ପୁଣି ଚର୍ଚ୍ଚାରେ ଗୁଲାବି ଆଖେଁ ଗାଇଥିବା କୁନି ବାଳକ ...
ଭସାପୋଲରେ ଫସି ରହିଛନ୍ତି ୬୦ରୁ ଅଧିକ ଯାତ୍ରୀ...
ପରୀକ୍ଷା ଫଳ ଖରାପ୍ ଆସିବାରୁ ଜୀବନ ହାରିଲେ ଛାତ୍ର...
ଅନ୍ଧାର ରାତିରେ ଜଣେ ମହିଳା ନିଜର କଅଁଳା ଛୁଆକୁ ଧରି ଆତ୍ମହତ୍ୟା କରିବା ପାଇଁ କଟକ ରେଲ୍ୱେ ଷ୍ଟେସନର ରେଳ ଧାରଣାରେ ବସିଥିଲେ। ଜଣେ ମହିଳା ପୋଲିସ୍ ଦେବଦୂତ ସାଜି ଆସିଲେ ଓ ଜୀବନ ବଞ୍ଚାଇଲେ।
ଗତକାଲି ସନ୍ଧ୍ୟାରେ ବଡ଼ ଭାଇ ଡ୍ୟାମକୁ ମାଛ ଧରିବାକୁ ଯାଇଥିଲେ। ପାଣି ଭିତରେ ପଶି ମାଛ ମାରୁଥିବା ସମୟରେ ଆଉ ବାହାରକୁ ବାହାରି ପାରିନଥିଲେ। ଆଜି ତାଙ୍କ ଶବ ପାଣିରେ ଭାସୁଥିବା ଦେଖିବାକୁ ମିଳିଥିଲା।
ପୁରୀରେ ଖୁବ୍ଶୀଘ୍ର ନିର୍ମାଣ ହେବ ଗ୍ରୀନ୍ଫିଲ୍ଡ ଏୟାରପୋର୍ଟ। ପୁରୀରେ ପ୍ରସ୍ତାବିତ ବିମାନବନ୍ଦର କାର୍ଯ୍ୟ ଧୀରେ ଧୀରେ ଆଗଉ ଥିବାରୁ ପୁରୀ ବାସିନ୍ଦା ଖୁସିପ୍ରକଟ କରିଛନ୍ତି।
ଦେଶର ସର୍ବ ପୁରାତନ ଟେଲିକମ୍ କଂପାନୀ ବିଏସ୍ଏନ୍ଏଲର ପୂର୍ବ ଗୌରବ ଫେରାଇ ଆଣିବାକୁ କେନ୍ଦ୍ର ସରକାରଙ୍କ ଉଦ୍ୟମ। ଯୋଗାଯୋଗ କ୍ଷେତ୍ରରେ ସେବା ଦେଉଥିବା ଦେଶରେ ଏହି ପୁରୁଣା ରାଷ୍ଟ୍ରାୟତ୍ତ କମ୍ପାନୀର ପୁନରୁତ୍ଥାନ ଲାଗି ୧ଲକ୍ଷ ୬୪ ହଜାର କୋଟିର ରିଭାଇଭାଲ୍ ପ୍ୟାକେଜ୍ ପ୍ରସ୍ତାବକୁ ମଂଜୁରୀ ଦେଇଛି କେନ୍ଦ୍ର କ୍ୟାବିନେଟ୍। ଏ ନେଇ ବିଭାଗୀୟ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।
ସ୍ୱପ୍ନ ସତ ହେଲା। ଅତିଥି ହୋଇ ଯାଇଥିଲେ, ଅଭୁଲା ଅନୁଭବ ନେଇ ଫେରିଲେ।
ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଅଭିନେତା ବାବୁସାନ ତ ପହଞ୍ଚିଲେ, କିନ୍ତୁ ଏକାଧିକ ଅସମାହିତ ପ୍ରଶ୍ନ ଏବେ ଘେରିରହିଛି ତାଙ୍କୁ ।
ସ୍କୁଲକୁ ପାଠ ପଢ଼ିବାକୁ ଯାଇଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨ ଛାତ୍ର ଗୁରୁତର ହୋଇଛନ୍ତି। ସେମାନଙ୍କୁ ବିଦ୍ୟୁତ୍ ଆଘାତରୁ ମୁକୁଳାଇବାକୁ ଯାଇ ସ୍କୁଲର ପ୍ରଧାନଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି।
ବାବୁସାନଙ୍କ ଘର ଫେରିବା ନେଇ ସମ୍ପର୍କୀୟ ଭଉଣୀ ତୃପ୍ତି ମହାନ୍ତି ନିଜର ପ୍ରତିକ୍ରିୟା ରଖିଛନ୍ତି ।
ଅନାଥ ଶିଶୁକୁ ମିଳିଗଲା ନୂଆ ମା’ କୋଳ। ଜଣେ ସ୍ପେନୀୟ ମହିଳା ଗଜପତିର ଏକ ଅନାଥ ଶିଶୁକୁ କୋଳେଇ ନେଇଛନ୍ତି।
୬୫୦ କୋଟି ଟଙ୍କା ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ୍। ଆସନ୍ତା ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାକୁ ଲକ୍ଷ୍ୟ।
ହୁଇଲ୍ ଚେୟାର୍ ଧରି ହସ୍ପିଟାଲ୍ ସାରା ବୁଲୁଥିବା ଇଏ ପିଲାଟି ହେଉଛି ସୋମେଶ ସାହୁ। ଏବେ ଓଲଟପୁର ସ୍ଥିତ SVNIRTARରେ ଚିକିତ୍ସାଧୀନ। ହାତ ଗୋଡ଼ ଦୁର୍ବଳ। ହୁଇଲ୍ ଚେୟାର ନ ହେଲେ ଚାଲିବା କଷ୍ଟ। ତା ଗୀତ ଶୁଣିଲେ ଆପଣ ବି ଖୁସି ହୋଇଯିବେ... ଜୀବନ ଯନ୍ତ୍ରଣା ଭୋଗିଲେ ବି ଏତେ ବିନ୍ଦାସ୍ ଆଉ ଖୁସି ମିଜାଜର ପିଲା ଯେ, ତାକୁ ଦେଖିଲେ ରୋଗୀ ଭଲ ହୋଇଯିବ। ନା ମନରେ ଅଛି ଅବସାଦ ନା ବିସାଦ...
କେଉଁ ହିରୋଇନ ବାବୁସାନଙ୍କ ପସନ୍ଦ। ଉତ୍ତରରେ ପ୍ରଥମେ ଆସିଲା ରିୟାଙ୍କ ନାଁ। ପରେ ଝିଲିକଙ୍କ ନାଁ ନେଲେ ବାବୁସାନ୍। ଆଉ ତା’ପରେ... ଦିନେ ଖୋଲାକଥାର ହଟସିଟରେ ବସି ଏମିତି କହିଥିଲେ ବାବୁସାନ ମହାନ୍ତି...
ଆଠଗଡ ବନଖଣ୍ଡରେ ମାଟିତଳୁ ହାତୀ କଙ୍କାଳ ଉଦ୍ଧାର ଘଟଣାର ରିପୋର୍ଟ ଦେବାକୁ ଆଉ ମାସେ ସମୟ ମାଗିଲା ଏସ୍ଆଇଟି
୩ ଦିନ ପରେ ଚେନ୍ନାଇରୁ ଫେରିଛନ୍ତି ଅଭିନେତ୍ରୀ ପ୍ରକୃତି ଏବଂ ଆଜି ତାଙ୍କ ଘରକୁ ଯାଇ ପଚରାଉଚରା କରିଛି ଖାରବେଳନଗର ଥାନା ପୋଲିସ । ତେବେ ବାବୁସାନ ଗଲେ କୁଆଡ଼େ ? ଚେନ୍ନାଇରେ ନା ଆଉ କେଉଁଠି ଅଛନ୍ତି ସେ ? ନୋଟିସ୍ ସତ୍ତ୍ୱେ ନଆସିଲେ ଆଉ କି ପଦକ୍ଷେପ ନେଇପାରେ ପୋଲିସ ?
ଚେନ୍ନାଇ ବିମାନ ବନ୍ଦରରେ ଓଲିଉଡ ଅଭିନେତା ବାବୁସାନ । ସାମ୍ନାକୁ ଆସିଲା ଚେନ୍ନାଇ ବିମାନବନ୍ଦରରେ ବାବୁସାନ୍ଙ୍କ ଭିଡିଓ । ବାବୁସାନ୍ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିବା ନେଇ ସୂଚନା ମିଳିଛି ।