ଗଜ ଉଦ୍ଧାରଣର ନିଆରା ଦୃଶ୍ୟ...ଦେଖନ୍ତୁ ଭିଡ଼ିଓ...
ଆଉ ନାହାନ୍ତି ILS ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା..
ଘଣ୍ଟାକୁ ଲକ୍ଷେ କିଲୋମିଟର ବେଗରେ ସୌରଝଡ଼ ଆସୁଥିବା ନାସାର ଆକଳନ
କେନ୍ଦ୍ରାପଡା ମାଗୁରଗଣ୍ଡା ପାଟଣା ମୁଣ୍ଡାସାହିରେ ଅଭାବନୀୟ ଘଟଣା... ଚର୍ମ ରୋଗ ପାଇଁ ୬୦ ପରିବାରକୁ ଗାଁରୁ ବାସନ୍ଦ ଅଭିଯୋଗ...
ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବ ଛାତ୍ର ସଂଗଠନ
ଓଡିଆ ପେଟରେ ଜୋର ଦାର ଲାତ ମାରିଦେଲେ କି ସରକାର । ଶେଷରେ ମୁଢିରେ ବସେଇଦେଲେ ଜିଏସଟି
ପ୍ଲାଷ୍ଟିକ ସାମଗ୍ରୀ ନେଇ ଆସୁଥିବା କାଉଡିଆଙ୍କୁ ନେଇ ଅସନ୍ତୋଷ...
କେନ୍ଦ୍ରର ନିଷ୍ପତ୍ତି ବିରୋଧରେ ବଢୁଛି ସାଧାରଣ ଲୋକଙ୍କ ଅସନ୍ତୋଷ, ରାଜଧାନୀ ରାସ୍ତାରେ କ୍ଷୀର-ଚୂଡ଼ା ଢାଳି ଦୁଗ୍ଧ ବ୍ୟବସାୟୀ ସଂଘର ପ୍ରତିବାଦ
କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ କରୁ, ସତ ସାମ୍ନାକୁ ଆସିବ
ସେୟାର ମାର୍କେଟ ନାଁରେ ବିଟେକ୍ ଛାତ୍ରଙ୍କ ଠାରୁ ଅଢେଇ ଲକ୍ଷ ଟଙ୍କା ଠକେଇ...ଆମେରିକାରେ ରହୁଥିବା ମହିଳା ଜଣଙ୍କ ଠକିଥିବା ଅଭିଯୋଗ...
ବିଜେବି କଲେଜ୍ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରାର ଦିଆଯାଇଛି ।
ସାପଟିକୁ ଗାଁଠୁ ଦୂର ଜଙ୍ଗଲରେ ଛାଡ଼ି ଦିଆଯାଇଥିଲା ।
ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଲାଗିଲା GST । ସୋସିଆଲ୍ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ...
ସ୍କୁଲକୁ ରାସ୍ତା ତ ନାହିଁ, ପିଲାମାନେ ଖେଳିବା ପାଇଁ ପଡ଼ିଆଟିଏ ମଧ୍ୟ ନାହିଁ । ହେଲେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ସ୍କୁଲରେ ଗୋଟିଏ ଖେଳପଡିଆ ନିର୍ମାଣ ପାଇଁ ଦୁଇଥର ବିଲ୍ ହୋଇଛି ।
ଏଇଟା ସ୍କୁଲ ଗେଟ୍ ନାଁ ଅଳିଆ ଗଦା? ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍କୁଲ ଚକାଚକ୍ ହେଲା...କିନ୍ତୁ ଗେଟ୍ ସାମ୍ନା ଦେଖିଲେ ଆପଣଙ୍କୁ ଭିତରକୁ ଯିବାକୁ ହେବନି ଇଚ୍ଛା। ଏତେ ମାତ୍ରାରେ ସେଠି ଅଳିଆ ପଡ଼ିଛି ଯେ, ପଚାଗନ୍ଧରେ ସ୍କୁଲରେ ପାଠ ପଢିବା ପ୍ରଭାବିତ ହେଉଛି। ବାରମ୍ବାର ଅନୁରୋଧ ପରେ ବି କେହି ଶୁଣୁନାହାନ୍ତି..
ଏଣିକି ଦ୍ୱିତୀୟ ବିବାହ କରିବା ପୂର୍ବରୁ ସରକାରଙ୍କ ନେବାକୁ ପଡ଼ିବ ଅନୁମତି। ଯେଉଁ ବିଭାଗରେ କାମ କରୁଥିବେ ସେଇ ବିଭାଗକୁ ଲିଖିତ ଆକାରରେ ଜଣାଇବାକୁ ଜାରି ହେଲା ନିର୍ଦ୍ଦେଶ। ଯଦି ନିୟମ ନମାନିବେ ତେବେ ଏଇ ସବୁ ସୁବିଧାରୁ ବଞ୍ଚିବା ହେବା ସହ ହୋଇପାରେ କାର୍ଯ୍ୟାନୁଷ୍ଠାନ..
ରାତିରେ 'ଏମିତି ଏ ସମୟ, ବଦଳାଇ ଦେଲା ପରିଚୟ' ଗୀତରେ ରିଲ୍ କଲେ। ପୁଣି ଜୀବନର ସ୍ପନ୍ଦନ ଗୀତରେ ଭିଡ଼ିଓ ବି କଲେ। କିନ୍ତୁ ସକାଳୁ ପୋଖରୀରୁ ମିଳିଲା ଶବ। ବାପଘର ଲୋକଙ୍କ ଅଭିଯୋଗ, ରିଲ୍କୁ ନେଇ ଶାଶୂଘରେ ଥିଲା ଅଶାନ୍ତି । ହେଲେ ଶାଶୂଘର ଲୋକେ କହିଲେ ରାତିରେ ଘରୁ ପଳାଇଥିଲେ, ସକାଳୁ ଶବ ମିଳିଲା।
ଦିନେ ଠେଲା ଗାଡ଼ିରେ ଗାଁକୁ ଗାଁ ବୁଲି ବରା, ସିଙ୍ଗଡ଼ା ବିକ୍ରି କରୁଥିଲେ। ସଂଘର୍ଷ ପରେ ବି ହାର୍ ମାନିନଥିଲେ। ପରିଶ୍ରମ କରି ପାଠ ପଢିଲେ ଆଉ ମାଟ୍ରିକ୍ରେ ୫୩୨ ନମ୍ବର ରଖିଲେ। ଏବେ ଡାକ୍ତର ହେବାକୁ ସ୍ୱପ୍ନ ଦେଖୁଛନ୍ତି ବିକାଶ। କିନ୍ତୁ ଅର୍ଥ ସାଜିଛି ବାଧକ । ସରକାରୀ ସହାୟତା ମିଳିଲେ ବିକାଶଙ୍କ ସାକାର ହେବ ସ୍ୱପ୍ନ ।
ଦିନେ ଠେଲା ଗାଡ଼ିରେ ଗାଁକୁ ଗାଁ ବୁଲି ବରା, ସିଙ୍ଗଡ଼ା ବିକ୍ରି କରୁଥିଲେ। ସଂଘର୍ଷ ପରେ ବି ହାର୍ ମାନିନଥିଲେ। ପରିଶ୍ରମ କରି ପାଠ ପଢିଲେ ଆଉ ମାଟ୍ରିକ୍ରେ ୫୩୨ ନମ୍ବର ରଖିଲେ। ଏବେ ଡାକ୍ତର ହେବାକୁ ସ୍ୱପ୍ନ ଦେଖୁଛନ୍ତି ବିକାଶ। କିନ୍ତୁ ଅର୍ଥ ସାଜିଛି ବାଧକ । ସରକାରୀ ସହାୟତା ମିଳିଲେ ବିକାଶଙ୍କ ସାକାର ହେବ ସ୍ୱପ୍ନ ।
ମହାନଦୀ ଓ ତାର ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା ରହିଛି।
ଦୁର୍ଗମ ଅଞ୍ଚଳରେ ରହୁଥିବା ମଣିଷମାଙ୍କର କଣ ରାସ୍ତା କି ପୋଲ ଭଳି ମୌଳିକ ଭିତ୍ତିଭୂମି ସହ ବଞ୍ଚିବାର ଅଧିକାର ନାହିଁ?
ଆଜି ବିଏମ୍ସି ଅଧିକାରୀ ଷ୍ଟୋର୍ର ସ୍ଥିତି ପରଖିଥିଲେ।
ସାଲୁଙ୍ଖି ନଦୀରେ ଗାଧୋଇବାକୁ ଯାଇଥିବା ବେଳେ ମହିଳା ଜଣକ ପାଣିରେ ଭାସି ଯାଇଥିଲେ। ୨ ଘଣ୍ଟାର ମିଳିତ ଅପରେସନ ପରେ ତାଙ୍କୁ ଅଚେତ୍ ଅବସ୍ଥାରେ ଉଦ୍ଧାର କରାଯାଇଥିଲା।
ଉତ୍କଳ ହସ୍ପିଟାଲର ମ୍ୟାନେଜମେଣ୍ଟ ପକ୍ଷରୁ CEOଙ୍କୁ ସସପେଣ୍ଡ କରାଯାଇଛି ।
ନଦୀରେ ବନ୍ୟାପାଣି ବୃଦ୍ଧି ପାଉଥିବାବାରୁ ବଢୁଛି ଆଶଙ୍କା।