ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ..
ସ୍କୁଲ ଭିତରେ ଦୁଇ ଗୋଷ୍ଠୀର ମହିଳାମାନେ ଭୁଲି ଯାଇଥିଲେ ହିତାହତ ଜ୍ଞାନ
ଅପରାହ୍ନ ଅଧିବେଶନ ଘଣ୍ଟାଏ ବଢ଼ି ୪ଟାରୁ ୭ଟା ପର୍ଯ୍ୟନ୍ତ ଚାଲିବାକୁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି
ଏକ ମାସରେ ମିଳିଲା ୨୮୬ ମାସର ଦରମା । ଫେରାଇବା ବଦଳରେ କମ୍ପାନୀକୁ ଚକମା ଦେଇ କର୍ମଚାରୀ ଗାୟବ୍ ।
ଯିଏ ଦେଖୁଛି ଆହା ପଦେ କହୁଛି, ଶୀଘ୍ର ସୁସ୍ଥ ହେଉ ବୋଲି କାମନା ବି କରୁଛନ୍ତି ।
ନିକଟରେ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ଜଣେ ଝିଅ ଏକୁଟିଆ ଏକ ପଥର ଉପରେ ବସି ପାଠ ପଢୁଛି। ଏହି ଫଟୋକୁ ଦେଖି ଯେ କେହି ବି ଆନୁପ୍ରାଣିତ ହୋଇପାରନ୍ତି।
ରାଉରକେଲାରେ ସୁପର ସ୍ପେଶାଲିଟି ହସ୍ପିଟାଲର କାର୍ଯ୍ୟକ୍ଷମ ଦାବି କରି ଖବରର ଶିରୋନାମାରେ ରହିଥିଲେ ମୁକ୍ତିକାନ୍ତ ।
ଆମେରିକାର କାଲିଫର୍ଣ୍ଣିଆରେ ଓଡ଼ିଶା ସୋସାଇଟି ଅଫ୍ ଆମେରିକାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଉଛି ଜୁଲାଇ ୨ ତାରିଖରେ ।
ବିବାହ ପରର ଦୃଶ୍ୟ ସମସ୍ତଙ୍କୁ ଅବାକ୍ କରିଦେଲା । ନାରାଜ ହୋଇଗଲେ ପଣ୍ଡିତ ।
ଅଣ୍ଡାରୁ ଫୁଟି ବାହାରିଲେ ୧୯ ତମ୍ପ ଛୁଆ। ଜଣେ ସାପଧରାଳିଙ୍କ ଘରେ ଏହି ସାପ ଛୁଆ ଅଣ୍ଡାରୁ ଫୁଟି ବାହାରିଛନ୍ତି।
ରାମ-ସୀତା ବେଶଧାରୀଙ୍କ ଆଧୁନିକ ଗୀତରେ ଡ୍ୟାନ୍ସ ଭିଡିଓ ଭାଇରାଲ ପରେ ଏବେ ଲକ୍ଷ୍ମଣ ବେଶଧାରୀଙ୍କ ଡ୍ୟାନ୍ସ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି। ଗୁଆ ଘିଅ ଗୀତରେ ୨ ଝିଅଙ୍କୁ ଧରି ମଞ୍ଚ ଦୁଲୁକାଇଥିଲେ ଲକ୍ଷ୍ମଣ ବେଶଧାରୀ।
କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ୍ ଅନ୍ତର୍ଗତ ବେହେରାଗୁଡା ସ୍କୁଲ୍ର ଜଣେ ଛାତ୍ର ସ୍କୁଲ୍ ସମସ୍ୟାର ସମାଧାନ ପାଇଁ ଯାଇଥିବା ଅଧିକାରୀଙ୍କୁ ଏମିତି କିଛି ପ୍ରଶ୍ନ କରିଛନ୍ତି....
ଦାୟିତ୍ୱରେ ଅବହେଳା ପାଇଁ କିଶନନଗର ଥାନା IIC ସସ୍ମିତା ରଣାଙ୍କୁ ପୋଲିସ ଡିଜି ନିଲମ୍ବିତ କରିଛନ୍ତି। ଘଟଣାକୁ ନେଇ IICଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ SP ସୁପାରିସ କରିଥିଲେ।
କାରାଗାରରେ ସ୍ୱାମୀ ଆଉ କାଠଗଡ଼ାରେ ସ୍ତ୍ରୀ। ବାଜିରେ ଲାଗିଛି ଶଙ୍ଖା, ସିନ୍ଦୂର। ସ୍ୱାମୀଙ୍କୁ ଜେଲ୍ରୁ ମୁକୁଳାଇବା ପାଇଁ କେସ୍ ଲଢ଼ୁଛନ୍ତି ସ୍ତ୍ରୀ। ଏଭଳି ଏକ ନିଆରା ପ୍ରେମ କାହାଣୀ ଦେଖିବାକୁ ମିଳିଛି ବଲାଙ୍ଗିରରେ।
ଜୁଲାଇ ପହିଲାରୁ ହେବାକୁ ଥିଲା ବସ୍ ଧର୍ମଘଟ । କିନ୍ତୁ ତାହା ଏବେ ସ୍ଥଗିତ ରହିଛି । ଏନେଇ ଆଜି ନିଷ୍ପତ୍ତି ନିଆଯାଇଛି । ଗତକାଲି ଘରୋଇ ବସ୍ ମାଲିକ ସଂଘ ଓ ପରିବହନ ମନ୍ତ୍ରୀଙ୍କ ମଧ୍ୟରେ ବୈଠକ ହୋଇଥିଲା ।
ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ । ଲମତାପୁଟ ବ୍ଲକରେ ଗୋଟିଏ ମାତ୍ର ଶବବୁହା ଆମ୍ବୁଲାନ୍ସ ରହିଛି ।
ରାଇମୋହନଙ୍କ ମୃତ୍ୟୁକୁ ନେଇ ମଞ୍ଚେଶ୍ୱର IICଙ୍କ ଦ୍ୱାରା ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି
୨୦୦୦ ଏପିସୋଡ୍ରେ ପହଞ୍ଚିଛି ଓଟିଭିର ଲୋକପ୍ରିୟ କାର୍ଯ୍ୟକ୍ରମ ନ୍ୟୁଜ୍ ଫ୍ୟୁଜ୍ ।
ଭାରୋତ୍ତୋଳନରେ ସ୍ୱର୍ଣ୍ଣ ପଦକ ଜିତିଲେ ମୀନା ।
ଆଜି ରେମୁଣାଠାରୁ ନୀଳଗିରି ମିତ୍ରପୁର ଯାଏଁ ୧୦ କିଲୋମିଟର ରାଜରାସ୍ତାରେ ଚାଲି ଚାଲି ଗଲା ଏକ ଦନ୍ତା ।
ଛତିଶଗଡ଼ ପିହରିଡ଼ରେ ଯେଉଁଠି ୮୦ ଫୁଟ ଗଭୀର ବୋରୱେଲ୍ ଭିତରୁ ରାହୁଲ ଉଦ୍ଧାର ହୋଇଥିଲା ଓ ରେସ୍କ୍ୟୁ ପାଇଁ ଖୋଳା ହୋଇଥିବା ସ୍ଥାନରେ ଏବେ ମାଟି ପୋତା ଚାଲିଛି।
ଫୁଟ୍ପାଥ୍ରେ ଚାଲିଛି ପିଲାଙ୍କ ଭବିଷ୍ୟତର ପ୍ରସ୍ତୁତି । ରାସ୍ତା କଡ଼ରେ ବସି ପାଠ ପଢୁଛନ୍ତି ପାଖାପାଖି ୧୦୦ ପିଲା । ହେଉଛି ଗୁଜୁରାଟ୍ ଭଦୋଦରା ସହର ରାସ୍ତା କଡ଼ରେ ଦେଖିବାକୁ ମିଳିଛି ଏହିପରି ଦୃଶ୍ୟ । କେଜିରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ପାଠ ପଢାଉଛନ୍ତି ଯୁବ ଇଞ୍ଜିନିଯର ନିକୁଞ୍ଜ ତ୍ରିବେଦୀ ।
କଥାରେ ଅଛି ଦୃଢ଼ ଇଚ୍ଚାଶକ୍ତି ଥିଲେ ସବୁ କିଛି ସମ୍ଭବ । ଏଭଳି ଘଟଣା ଦେଖିବାକୁ ମିଳିଛି ଟିଟିଲାଗଡ ସହରରେ ।
ତରଙ୍ଗ ସିନେ ପ୍ରଡକ୍ସନର ଆସ୍ତିକ ନାସ୍ତିକ ଚଳଚିତ୍ରର ସୁଟିଙ୍ଗ୍ ଚାଲିଛି। ଏହି ଚଳଚିତ୍ରରେ ଅଭିନେତା ବୁଦ୍ଧାଦିତ୍ୟଙ୍କ ସ୍କୁଟ ଚଲାବା ତାଙ୍କୁ ନିଜର କଲେଜ ସ୍ମୃତିକୁ ସତେଜ୍ ରଖି ପାରିଛି। ଯାହାକୁ ସେ ଆମ କ୍ୟାମେରା ସାମ୍ନାରେ ବଖାଣିଛନ୍ତି। ଚଳଚିତ୍ରର ଗୀତ ‘ମଧୁବାଲା’ ଦର୍ଶକଙ୍କୁ ବେଶ୍ ପସନ୍ଦ ଆସିଛି। ଏଥିରେ ଗୋପାଳ ଭୂମିକାରେ ବୁଦ୍ଧାଦିତ୍ୟ ନଜରେ ଆସିବେ। ଗୋପାଳର ସ୍ତ୍ରୀ ଭୂମିକାରେ ନଜରରେ ଆସିବେ ଅଭିନେତ୍ରୀ ସୁପ୍ରିୟା...
ଭିନ୍ନକ୍ଷମ ବାପାଙ୍କୁ ସାଲ୍ୟୁଟ । ଟ୍ରାଇ ସାଇକେଲରେ ଝିଅକୁ ଛାଡିବାକୁ ଯାଉଛନ୍ତି ସ୍କୁଲ ।