ବାଲେଶ୍ୱରରେ ଗଣଶିକ୍ଷାମନ୍ତ୍ରୀଙ୍କ ସ୍କୁଲ ପରିଦର୍ଶନ ବେଳେ ରୋଚକ ସ୍ଥିତି ପିଲାଏ ପଣିକିଆ କହି ନପାରିବାରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦେଲେ, ବିଧାୟକଙ୍କ ସହ ବିନା ହେଲ୍ମେଟ୍ରେ ବୁଲିବା ବେଳେ ଧରାପଡ଼ି ଫାଇନ୍ ଦେଲେ...
ସୁସ୍ଥ ହୋଇ ଘରକୁ ଫେରିଲା ଛତିଶଗଡ଼ ପିହରିଡ୍ର ମୃତ୍ୟୁଜୟୀ ବାଳକ ରାହୁଲ୍ । ହସ୍ପିଟାଲ୍ଠୁ ଗାଁ ସବୁଠି ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା, ସବୁଠି ଖେଳିଲା ଖୁସି...
ସିଲ୍କ ସ୍ମିତାଙ୍କଠୁ ନେଇ ସୁଶାନ୍ତ ସିଂ ରାଜପୁତ ଅବା ରାଇମୋହନ...ସଫଳତାର ଶୀର୍ଷରେ ଥାଇ ବି କାହିଁକି ଜୀବନ ହାରୁଛନ୍ତି ସେଲିବ୍ରିଟି...
ବିଶ୍ୱବିଦ୍ୟାଳୟରେ ଅଣଛାତ୍ରୀଙ୍କ ପ୍ରବେଶ ଉପରେ ଲାଗିଲା ରୋକ୍....
ରାଇମୋହନଙ୍କ ଘରେ କମିଶନରେଟ ପୋଲିସ , ଗତକାଲି ଆତ୍ମହତ୍ୟା କରିଥିଲେ ରାଇମୋହନ
ରାଇମୋହନ ପରିଡା ଅଭିନୟ ଭିତରେ ଅନେକ ଥର ମରିଛନ୍ତି, କିନ୍ତୁ ଏହା ଏମିତି ଏକ ମୃତ୍ୟୁ ଯେଉଁଠି ଆଉ ଥରେ ରଙ୍ଗ ମାରିବାର ସୁଯୋଗ ନାହିଁ କି ଆକ୍ସନ ଅର୍ଡର ପରେ ପରେ ଡାଇଲଗ ଶୁଭିବାର ସ୍କୋପ ନାହିଁ। ସେ ସିନା ଅକାଳରେ ଚାଲିଗଲେ କିନ୍ତୁ ତାଙ୍କ ଅଭିନୟର ଛାପ ରହିଗଲା, ସବୁଦିନ ପାଇଁ... ଅମର ହୋଇ
ଅଚାନକ୍ ଫାଟିଲା ଗ୍ୟାସ ସିଲିଣ୍ଡର । ଦେଖୁ ଦେଖୁ ହୁତୁ ହୁତୁ ନିଆଁ ଜଳିଲା ।
ଭୟଭୀତ କରାଇ ଲୋକଙ୍କୁ ଲୁଟୁଥିଲେ ନକଲି ମାଓବାଦୀ, ଗିରଫ କଲା ପୋଲିସ୍ ।
୧୫ ମାସ ଧରି ଭତ୍ତା ମଞ୍ଜୁର ହୋଇ ସାରିଛି, ହେଲେ ଆଉ କେହି ଜଣେ ତାଙ୍କର ଭତ୍ତା ଟଙ୍କା ଉଠାଉଛି ।
କଟକ ଜଲ୍ଲା ରାଉତି ପାଟଣା ନାହାରଙ୍ଗା ଗାଁର ଜଣେ ବ୍ୟକ୍ତିଙ୍କ ଘରର ମାଟି ତଳୁ ମିଳିଛି ୧୪ଟି ପିତଳ ମୂର୍ତ୍ତି ।
ଭୁବନେଶ୍ୱରସ୍ଥିତ ଆମୋଫୋଇ ସଂସ୍ଥା ସହାୟତାରେ ବିବାହ କରିଥିଲେ ରାଇମୋହନ ।
ମାଟିର ପାତ୍ରରେ ଆୟୋଜିତ ହେଲା ବିବାହ ଭୋଜି...
ଡାକ୍ତର କହିଛନ୍ତି ବାହାରକୁ ନେଇ ଅପରେସନ କଲେ ଭଲ ହୋଇଯିବ । ହେଲେ ଭଲ କରିବାକୁ ପାଖରେ ଅର୍ଥ ନାହିଁ, ଯାହା ବି ଥିଲା ଡାକ୍ତରଖାନାରେ ଦେଖାଇ ସବୁ ସରିଯାଇଛି ।
ବିନା ହେଲମେଟରେ ବାଇକରେ ଉଭୟ ଯାଉଥିବାରୁ ଜରିମାନା
ବିଟେକ୍ ପାଠ ପଢ଼ିଥିଲେ। କିନ୍ତୁ ଏ ଚାକିରି-ମହଙ୍ଗା ଯୁଗରେ ସେ ଆଉ ଚାକିରି ପଛରେ ନଗୋଡ଼େଇ ନୂଆ କିଛି କରି ପଇସା ରୋଜଗାର କରିବାକୁ ଉପାୟ କଲେ। ଶେଷରେ ଫୁଲଚାଷ କରି ସେ ଏବେ ଲକ୍ଷପତି। ଏ ଭିଡିଓ ଦେଖି ଆଜିକାଲିର ଯୁବକଯୁବତୀ, ରୋଜଗାର କରିବାର ଉପାୟଟି ତାଙ୍କଠାରୁ ଶିଖି ପାରିବେ।
ସରକାରୀ ଯୋଜନା ବାବୁଲାଙ୍କ ପାଇଁ ସାତ ସପନ ।
ସକାଳ ପ୍ରାୟ ୧୧ଟା ସମୟରେ ରାହୁଲକୁ ବିଳାସପୁରର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାପରେ ରାହୁଲ ୨ଟା ବେଳେ ଜାଞ୍ଜଗିର ଚାମ୍ପା ଜିଲ୍ଲାପାଳଙ୍କୁ ସାକ୍ଷାତ କରିବ । ଅପରାହ୍ନ ୩ଟା ବେଳକୁ ନିଜ ଗାଁ ପିହରିଡ୍ରେ ପହଞ୍ଚିବ ରାହୁଲ ।
ଚିର ମରୁଡି ପ୍ରପିଡିତ ଏବଂ ଅର୍ଦ୍ଧ ବିକଶିତ ଅଞ୍ଚଳ ପଦ୍ମପୁରରେ ସରକାରୀ ଯୋଜନା କେବଳ କାଗଜ ପତ୍ରରେ ଦେଖିବାକୁ ମିଳେ । ଏହାର ଜ୍ୱଳନ୍ତ ଉଦାହରଣ ହେଉଛି ପଦ୍ମପୁର ବିଜ୍ଞାପିତ ଅଂଚଳର ଓ୍ୱାର୍ଡ ନମ୍ବର ୨ ରେ ଚାଲୁଥିବା ଏକ ଅଙ୍ଗନବାଡି କେନ୍ଦ୍ର ।
ସରକାର କେତେ କେତେ ନୂଆ ଯୋଜନା କରୁଛନ୍ତି। ଇଏ ବୋଧେ ସେମିତି ଏକ ଯୋଜନା। ପ୍ରାୟ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରି ପାର୍କଟିଏ ତିଆରି ହୋଇଥିଲା, ଛେଳି ଚରିବାକୁ?
ଏ ଶପଥ ଶୁଣି ନାରଣ ମୁଣ୍ଡ ଟିଣ ହେଇଗଲା… ଡ୍ରାଇଭର ଭାଇମାନଙ୍କ ସଭା ଚାଲିଛି… ସମସ୍ତେ ଡ୍ରେସ୍ ପିନ୍ଧିଛନ୍ତି… ଆଉ ଶପଥ ନେଇ ଯାହା କହେଲ, ଶୁଣିଲେ ଆପଣଙ୍କ ମୁଣ୍ଡ ଟିଣ ହେଇଯିବ… ନାରଣରେ…
ମେଡିକାଲରୁ ଡିସଚାର୍ଜ ପରେ ଜିଲ୍ଲାପାଳଙ୍କୁ ଭେଟିବ ରାହୁଲ । ରାହୁଲକୁ ସ୍ୱାଗତ ପାଇଁ ଗାଁରେ ବ୍ୟାପକ ଆୟୋଜନ ହୋଇଛି । ୧୦୮ ଘଣ୍ଟାର ଅପରେସନ ପରେ ଉଦ୍ଧାର ହୋଇଥିଲା ରାହୁଲ ।
ସ୍ୱର୍ଗଦ୍ୱାରରେ ଶୋକାକୂଳ ପରିବେଶରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।
ଦିନେ ଅଟୋ ଚଳାଉଥିଲେ, ଏବେ ଛତୁ ଚାଷ କଲେ। ପରିବାର ପ୍ରତିପୋଷଣ ପାଇଁ ଅସୁବିଧା ହେବାରୁ ଛତୁ ଚାଷ କରିବା ପାଇଁ ମନ ବଳାଇଲେ ପ୍ରଦୀପ୍ତ। ଏବେ ଏଇ ଚାଷ କରି ମାସକୁ ରୋଜଗାର କରୁଛନ୍ତି ୪୦ ହଜାରରୁ ଅଧିକ ଟଙ୍କା..
୧୯୮୦ରୁ ତାଙ୍କର ଦେହାବସାନ ହୋଇଥିଲେ ବି ବ୍ରହ୍ମପୁରରେ ତାଙ୍କର ସ୍ମୃତି ରହିଯାଇଛି । ଭି.ଭି ଗିରିଙ୍କ ବାସଭବନରେ ଚାଲିଛି ଗାର୍ଲସ ହାଇସ୍କୁଲ । ତାଙ୍କ ନାଁରେ ବ୍ରହ୍ମପୁରରେ ରାସ୍ତା ଓ ମାର୍କେଟକୁ ନାମିତ କରାଯାଇଛି ।
ହାତୀ ମୃତ୍ୟୁ ଘଟଣା ସମ୍ପର୍କରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଡିଏଫ୍ଓ କହିଛନ୍ତି ଯେ, ପୋଷ୍ଟମର୍ଟମ ବେଳେ ହାତୀ ହେହରୁ ଗୋଟିଏ ଗୁଳି ମିଳିଛି ।