ଏଇ ଏବେ ହେଲା ଦେଖା, କିଛି ଗୋଟେ ହେଲା ଲେଖା। ଟ୍ରାଡ଼ିସ୍ନାଲ ଡ୍ରେସ ପିନ୍ଧିବାକୁ ଏଣିକି ଭଲ ପାଇଲେଣି ରାଗିଣୀ....ଅଲଗା ଅଲଗା ଗେଟ୍ଅପ୍ ନେବା ପାଇଁ ଭଲପାଆନ୍ତି ରାଗିଣୀ....ଭାରି ସୁନ୍ଦର ଦିଶୁଛି ମଥା ସେଇ ମାଙ୍ଗ୍ ଟିକା... ଶୁଣନ୍ତୁ କଣ କହୁଛନ୍ତି ଓଲିଉଡ୍ ନାୟିକା ରାଗିଣୀ
ଯୋଗକୁ ଆହୁରି ଲୋକାଭିମୁଖୀ କରିବା ଲକ୍ଷ୍ୟରେ ବାନ୍ଧକଳାରେ ଯୋଗକୁ ସ୍ଥାନିତ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର ଜଣେ ବାନ୍ଧଶିଳ୍ପୀ ।
ଆଲୋ ଆଲୋ ଇଏ କ’ଣ? ଧନୀ ସଭାପତି ଯାଉ ଯାଉ କଂଗ୍ରେସିଆଙ୍କୁ ଶନି ଦଶା ପଡିଲା କି? ନିରଞ୍ଜନ ବାବୁ କ’ଣ ଏମିତି କହିଲେ? ଆମର ଏତେ ବଡ଼ ଅଫିସ୍ରେ ଲେଟର ପ୍ୟାଡ୍ ନାହିଁ....ଇଏ କ’ଣ ହେଲାରେ ନାରଣ? କ୍ଷମତାରେ ତ ଦଳ ନାହିଁ, ଟଙ୍କା ଆସିବ କେଉଁଠୁ ?
ପିଲାଟି ଦିନରୁ ଉମାକାନ୍ତଙ୍କର ଚିତ୍ର ପ୍ରତି ପ୍ରବଳ ଦୁର୍ବଳତା ଥିଲା । ସେଥିପାଇଁ ତ ଯେଉଁଠି ବସିଲେ ବି ସୁନ୍ଦର ସୁନ୍ଦର ଚିତ୍ର ଆଙ୍କି ଦେଉଛନ୍ତି ଉମାକାନ୍ତ।
ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗାଡି ଉପରେ ପଡ଼ିଲା ତୋରଣ
5Gର ପରବର୍ତ୍ତୀ ପର୍ଯ୍ୟାୟରେ ଓଡ଼ିଶାରେ 5-ଜି ସେବା ମିଳିବ ବୋଲି କହିଛନ୍ତି କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
୫୧ ଟ୍ରାକ୍ଟର, ୧୫୦ ବରଯାତ୍ରୀ ନେଇ କନିଆଁ ଘରକୁ ବାହାରିଲା ବର। ବାଜୁଥିଲା ବ୍ୟାଣ୍ଡ ବାଜା..ନାଚୁଥିଲେ ବରଯାତ୍ରୀ। ସୋସିଆଲ ମିଡ଼ିଆରେ ଭାଇରାଲ ହେଲା ଭିଡ଼ିଓ..
ଗଣ୍ଡଗୋଳରୁ ଜାଳିଦେଲେ ସ୍କୋର୍ପିଓ କାର । କିଏ ଓ କାହିଁକି ନିଆଁ ଲଗାଇଲା ତାହା ସ୍ପଷ୍ଟ ଜଣାପଡିନାହିଁ ।
ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ବାଲୁକାକଳା । ବାଲୁକାକଳା ମାଧ୍ୟରେ ଯୋଗ ସଚେତନତାର ବାର୍ତ୍ତା ଦେଲେ ବାଲୁକଶିଳ୍ପୀ ।
ଫସଲ ନଷ୍ଟ କରୁଥିବାରୁ ଗୁଳି ଚଳାଇବାକୁ ବି ପଛାଉ ନାହାଁନ୍ତି ଲୋକେ । କିଛି କ୍ଷେତ୍ରରେ ବନ କର୍ମଚାରୀଙ୍କ ତ୍ରୁଟି ଓ ଉଦାସୀନତାରୁ ବି ହାତୀଙ୍କ ଜୀବନ ଯାଉଛି । ଏଭଳି ବିଭିନ୍ନ କାରଣକୁ ନେଇ ଆମ ରାଜ୍ୟର ହାତୀ ଏବେ ସଙ୍କଟରେ ।
ଅଘଟଣ ପୂର୍ବରୁ କଲରାପତରିଆ ବାଘକୁ ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ ଟିମ୍ । ସାତକୋଶିଆ ଅଭୟାରଣ୍ୟର ଗୋପାଳପୁର ଅଞ୍ଚଳରେ ଫସିଥିଲା ବାଘ ।
କେବେ ଶିକାରୀ ଗୁଳି ତ ଆଉ କେବେ ଟ୍ରେନ୍ ଇଂଜିନ ନେଉଛି ହାତୀଙ୍କ ଜୀବନ । ଏଭଳି ବିଭିନ୍ନ କାରଣକୁ ନେଇ ଆମ ରାଜ୍ୟର ହାତୀ ଏବେ ସଙ୍କଟରେ । ରାଜ୍ୟରେ ହାତୀ ମୃତ୍ୟୁ କିଏ ଦେବ ଏମାନଙ୍କୁ ସୁରକ୍ଷା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ମାଟି ତିଆରି ପାତ୍ରରେ ଖାଇ ସୁସ୍ଥ ଥିବା କହିଛନ୍ତି ସରିତାଙ୍କ ପରିବାର ଲୋକ ।
ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁକୁ ନେଇ ବଢ଼ିଛି ସସ୍ପେନ୍ସ । ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା କରିଥିବାର କହିଲେ ଭୁବନେଶ୍ୱର ଡିସିପି ।
ଗୋପନୀୟ ଓ ସଂବେଦନଶୀଳ ପ୍ରସଙ୍ଗ ଛାଡ଼ି ଅନ୍ୟ ସବୁ RTIକୁ ଆସିବ
୨ ପରିବାରକୁ ସାମାଜିକ ବାସନ୍ଦ ! ନା ସେମାନେ ଦୋକାନରୁ ସଉଦା କିଣୁଛନ୍ତି, ନା କାହା ସହ କଥା ହେଉଛନ୍ତି। ଗାଁ ଲୋକଙ୍କ ସହ କଥା ହେଲେ ୫ ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ଗାଁ କମିଟି ଚେତାବନୀ ଦେଇଛି।
ବୟସ ୯୭ ଡେଇଁଲାଣି। କିନ୍ତୁ ପ୍ରତ୍ୟେକ ଦିନ ସକାଳୁ ୨ ଘଂଟା ଯୋଗ କରୁଛନ୍ତି, ୩ କିମି ପର୍ଯ୍ୟନ୍ତ ଚାଲୁଛନ୍ତି। ଶିଡ଼ି ଚଢିବାଠୁ ଆରମ୍ଭ କରି ବଜାରରୁ ସଉଦା ଆଣିବା...ସବୁ କାମରେ ନିରଞ୍ଜନ ପୂରା ଫିଟ୍। ଛାତ ଉପରେ ନିଜେ ଯୋଗ କରୁଛନ୍ତି, ଅନ୍ୟକୁ ଉତ୍ସାହିତ ମଧ୍ୟ କରୁଛନ୍ତି....
କେବେ ପିଇଛନ୍ତି କି ମାଣ୍ଡିଆ ଚା’ ? ସମ୍ପୂର୍ଣ୍ଣ ଭାବେ ମାଣ୍ଡିଆରେ ପ୍ରସ୍ତୁତ ହେଉଛି ଏହି ଚା’। ଦିନେ ମାଣ୍ଡିଆକୁ ନାକ ଟେକୁଥିବା ସୌଖିନ ମଣିଷ ଆଜି ମାଣ୍ଡିଆର ମହତ୍ତ୍ୱକୁ ବି ବୁଝୁଛି।
ଯିଏ ଦିନେ ଶହଶହ ଲୋକଙ୍କୁ ଉଦ୍ଧାର କରୁଥିଲେ...ବନ୍ୟା ହେଉ କି ବାତ୍ୟା କି ଘରପୋଡ଼ି..ଖବର ପାଇବା ମାତ୍ରେ ସାଙ୍ଗେ ସାଙ୍ଗେ ପହଞ୍ଚି ଯାଉଥିଲେ ଆଉ ପ୍ରାଣ ରକ୍ଷା କରୁଥିଲେ...ରାସ୍ତା ଉପରେ ଗଛ ନେଇଗଲା ତାଙ୍କ ଜୀବନ। ରାସ୍ତାରେ ଯାଉ ଯାଉ ବିରାଟ ଡାଳ ପଡ଼ିଲା କିନ୍ତୁ ବଂଚିବାକୁ ସଂଘର୍ଷ କରୁଥିଲେ..ହେଲେ ଉଦ୍ଧାର ତ ହୋଇଗଲେ କିନ୍ତୁ ଜୀବନ ଫେରିପାରଲେନି ବାହାଦୁର ଅଗ୍ନିଶମ କର୍ମଚାରୀ
ବୟସ ୯୭ ଡେଇଁଲାଣି। କିନ୍ତୁ ପ୍ରତ୍ୟେକ ଦିନ ସକାଳୁ ୨ ଘଂଟା ଯୋଗ କରୁଛନ୍ତି, ୩ କିମି ପର୍ଯ୍ୟନ୍ତ ଚାଲୁଛନ୍ତି। ଶିଡ଼ି ଚଢିବାଠୁ ଆରମ୍ଭ କରି ବଜାରରୁ ସଉଦା ଆଣିବା...ସବୁ କାମରେ ନିରଞ୍ଜନ ପୂରା ଫିଟ୍। ଛାତ ଉପରେ ନିଜେ ଯୋଗ କରୁଛନ୍ତି, ଅନ୍ୟକୁ ଉତ୍ସାହିତ ମଧ୍ୟ କରୁଛନ୍ତି....
ଓଡ଼ିଶାରୁ ହିମାଚଳ ବୁଲିବାକୁ ଯାଇଥିଲେ, ଆଉ ସେଠାରେ ଚାରି ଜଣଙ୍କ ଜୀବନ ରକ୍ଷାକଲେ ଦୁଇ ସମ୍ପର୍କୀୟ ଭଉଣୀ ।
ଭାରି ସୁଆଦିଆ ଛତୁ ପୁର ଗୋଟା ବାଇଗଣ? କଟା ଆଳୁ, କଟା ପିଆଜ, କଂଚା ଲଙ୍କା...ଅଦା ରସୁଣ ଆଉ ଟିକିଏ ହଳଦୀ ଗୁଣ୍ଡ ଦେଇ ଏମିତି ତିଆରି କରନ୍ତୁ ଏଇ ସ୍ୱତନ୍ତ୍ର ଡିସ୍। ଥରେ ଖାଇଲେ ପାଟିରୁ ଜମା ଛାଡ଼ିବନି...
ନିଷ୍ଠା ନା ଅନ୍ଧବିଶ୍ୱାସ , ସ୍ୱାମୀଙ୍କୁ ବାବାଜୀଙ୍କ ଅଭିଶାପରୁ ରକ୍ଷା କରିବାକୁ ମନ୍ଦିରରୁ ଆଣ୍ଠେଇ ଆଣ୍ଠେଇ ଆସିଲେ ମହିଳା
ଡାଇବେଟିସ୍ ହେଲେ ଜାଣିବେ କେମିତି? ଶରୀର ଓ ମନ ଉପରେ ଇଏ କି କି ପ୍ରଭାବ ପକାଏ? କଣ କଲେ ରୋଗ ଭଲ ହୁଏ? ଶୁଣନ୍ତୁ କଣ କହୁଛନ୍ତି ଡାକ୍ତର....
ରେଲ ଷ୍ଟେସନରୁ କାହିଁକି ଅଲଗା ହେଲେ ସ୍ୱାମୀ-ସ୍ତ୍ରୀ? ୬ ବର୍ଷ ହେଲାଣି କାହିଁକି ଅଲଗା ଅଲଗା ରହୁଛନ୍ତି ସ୍ୱାମୀ-ସ୍ତ୍ରୀ? ବାହାଘର ପରେ ପ୍ୟାକ୍ ଉପରେ ପ୍ୟାକ ନେବାରୁ କୁମୁଦୁନୀ, ସତ୍ୟାନନ୍ଦଙ୍କ ମଧ୍ୟରେ ହେଲା କି ବିବାଦ? ଦେଖନ୍ତୁ କଣ ଥିଲା ପୂରା ଘଟଣା...