ଓଡ଼ିଶା ହାଇକୋର୍ଟର ଦୁଇ ଜଣ ନବ ନିଯୁକ୍ତ ବିଚାରପତି ଶପଥ ନେଇଛନ୍ତି ।
ଅନୁଭବଙ୍କ ନାଁରେ ବର୍ଷା ପୁଣି ଏକ ମାମଲା ରୁଜୁ କରିଛନ୍ତି। କଟକ ଏସ୍ଡିଜେଏମ୍ କୋର୍ଟରେ ବର୍ଷା କମ୍ପ୍ଲେନ୍ କେସ୍ ରୁଜୁ କରିଛନ୍ତି।
ମାଂସ ଆଣିବାକୁ ବଜାରକୁ ଯାଇଥିଲା ପୁଅ। ୧୦ ଦିନ ବିତିଲାଣି କିନ୍ତୁ ଘରକୁ ଫେରିଲାନି। ଖୋଜି ଖୋଜି ନୟାନ୍ତ ହେଲେଣି ବାପା-ମାଆ। ଯାହାକୁ ଦେଖୁଛନ୍ତି ପୁଅକୁ ଖୋଜି ଆଣିବା ପାଇଁ ଗୁହାରି କରୁଛନ୍ତି ହେଲେ ପୁଅ ଫେରୁନି....
ଆଲୋ ଆଲୋ...ମନ୍ତ୍ରୀ ପଦ ପାଉ ପାଉ କାଳିଆ ଶରଣରେ ପଶିଲେଣି ମନ୍ତ୍ରୀଗଣ। ଦେଖୁନାହାନ୍ତି ସିଂହଦ୍ୱାର ସାମ୍ନାରେ କେମିତି ଲାଇନ୍ ଲାଗିଲାଣି ମନ୍ତ୍ରୀଙ୍କର। ଜଣକ ପରେ ଜଣେ ଜଗା ଦର୍ଶନରେ ବ୍ୟସ୍ତ....ହେଲେ ଏଇଠି ମନ୍ତ୍ରୀ ମହୋଦୟଙ୍କୁ କିଏ ମୁଣ୍ଡିଆ ମାଇଲା କିରେ?
ପ୍ରେମ ଶାଶ୍ୱତ, ପବିତ୍ର, ଚିରନ୍ତନ। ହେଲେ ପ୍ରେମରେ ବିଫଳ ହେଲେ କିଛି ବ୍ୟକ୍ତି ଚରମ ପଦକ୍ଷେପ ନେବାକୁ ପଛାନ୍ତି ନାହିଁ। ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ବ୍ଲେଡ୍ରେ ନିଜର ହାତ ଓ ଗଳା କାଟି ଦେଇଥିବା ସୂଚନା ମିଳିଛି।
ଔଷଧ ଭାବି ଲଗେଇଥିଲେ, ହେଲେ ଜାଣିନଥିଲେ ଏଭଳି ଦଶା ଭୋଗିବେ
ଡେଙ୍ଗୁ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ବିଏମ୍ସି ମେୟର । ସରକାରୀ ତଥ୍ୟ କହୁଛି ଗତକାଲି ସୁଦ୍ଧା ରାଜ୍ୟରେ ୭୬ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ।
ବାରବାଟି ଟି-ଟ୍ୱେଣ୍ଟି ଲଢ଼େଇ ପୂର୍ବରୁ ଟିକେଟ୍ ପାଇଁ ଖଣ୍ଡଯୁଦ୍ଧ...ପିଟାପିଟିରେ କୁରୁକ୍ଷେତ୍ର ପାଲଟିଲା କାଉଣ୍ଟର ସାମ୍ନା, ନାକେଦମ୍ ପୋଲିସ...
ମଦ୍ୟପାନ କରି ବସ ଚଲାଇବା ପଡିଲା ମହଙ୍ଗା । ଖବର ପାଇ ଅଧାବାଟରେ ଢେଙ୍କାନାଳ ଟାଉନ ଥାନା ପୋଲିସ ବସକୁ ଜବତ କରିବା ସହ ମଦ୍ୟପ ଡ୍ରାଇଭରକୁ ଅଟକ ରଖି ପଚରା ଉଚରା କରୁଛି ।
ସରକାରୀ ସ୍ତରରେ ଚାଷୀଙ୍କୁ କୌଣସି ସରକାରୀ ସହାୟତା ଦିଆଯାଉ ନଥିବାବେଳେ ନିଜସ୍ୱ ଖର୍ଚ୍ଚରେ ସେ ଏହି ଚାଷ ଆରମ୍ଭ କରିଛନ୍ତି ।
ଆରବ ଦେଶରେ ଅକଥନୀୟ ଯନ୍ତ୍ରଣା ଭୋଗ କରୁଛନ୍ତି ଗଞ୍ଜାମର ଦାଦନ ଶ୍ରମିକ। ପୁଅକୁ ଫେରାଇ ଆଣିବାକୁ ପ୍ରଶାସନ ନିକଟରେ ପରିବାର ଲୋକେ ଗୁହାରି କରିଛନ୍ତି।
ହଇରେ ଭାଇ ଆମ ସରକାର ବନ୍ଧ ବାନ୍ଧିଲେ ଆମେ ମାଛ ଖାଉଛୁ, ତୁମ ସରକାର କିଛି କଲେନି ତୁମେ ବାଲି ଖାଅ....
ଭାରି ସୁଆଦିଆ ଚୁଡ଼ା ଚିତଉ। ଟୁକୁଏ ଗୁଡ଼ ଓ ଗୋଲମରିଚ ଦେଇ ସାଙ୍ଗେ ସାଙ୍ଗେ ପ୍ରସ୍ତୁତ କରନ୍ତୁ ଏଇ ସ୍ୱତନ୍ତ୍ର ଡିସ୍...ଥରେ ଖାଇଲେ ଜମାରୁ ପାଟିରୁ ଛାଡ଼ିବନି
ମୋବାଇଲ ଫୋନ୍ ପକେଟ୍ରେ ଅଛି। କିନ୍ତୁ ହ୍ୟାକ୍ ହୋଇଗଲା ନମ୍ବର। ପରେ ସାଙ୍ଗସାଥୀଙ୍କ ପାଖକୁ ଫୋନ୍ ଗଲା...ଟଙ୍କା ଦିଅ ବୋଲି କୁହାଗଲା। ହେଲେ ସତ ଜାଣିବା ପରେ....
ଦିନରାତି ବାପାଙ୍କୁ ଅନ୍ତରୀକ୍ଷ ବାବଦରେ ବାପାଙ୍କୁ କରୁଥିଲେ ପ୍ରଶ୍ନ, ଆଜି ନିଜେ ହେଲେ ବୈଜ୍ଞାନିକ। କୋରାପୁଟ୍ର ଉଚ୍ଚ ପାହାଡ଼ ଉପରେ ଛିଡ଼ା ହୋଇ କରୁଥିଲେ ରିସର୍ଚ୍ଚ, ଆଉ ଏବେ ଇସ୍ରୋ ଦେଲା ସୁବର୍ଣ୍ଣ ସୁଯୋଗ। ପୁଅକୁ ନେଇ ଏବେ ଗର୍ବରେ ଫାଟି ପଡ଼ୁଛି ପୂରା ପରିବାର
ସ୍ୱାମୀ ନାଁକୁ ୧୦୦ ଥର ଧରୁଛ, ହେଇଟି ହେଇଟି କଣ ଡାକି ପାରୁନୁ? ଇଏ କି ସ୍ତ୍ରୀ? ୩୬୫ ଦିନ ମୁଣ୍ଡିଆ ମାରି ମାରି ମୋ ଦିନ ଗଲାଣି....ଏମିତି ସ୍ତ୍ରୀକୁ କଣ କହିବି?
ଲେଡିଜ୍ ଫୋରମର ପ୍ରତିଷ୍ଠା ଦିବସ...ସମ୍ମାନିତ ହେଲେ ଓଟିଭିର ଲେଡ଼ି ଭିଡ଼ିଓ ଜର୍ଣ୍ଣାଲିଷ୍ଟ ଜ୍ୟୋସ୍ନାରାଣୀ ଦଳାଇ...ଦେଖନ୍ତୁ ସେଇ ଭିଡ଼ିଓ
ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣେ ପୂର୍ବତନ ବରିଷ୍ଠ ପୋଲିସ ଅଧିକାରୀଙ୍କ ମୃତ୍ୟୁ ହୋଇଛି। ପୋଲିସ୍ ଅଧିକାରୀ ଜଣକ ହେଲେ ପୂର୍ବତନ ଅତିରିକ୍ତ ଡିସିପି ସୁଦର୍ଶନ ସେଠୀ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।
ଶିବ-ମହାଦେବଙ୍କ ଦୁଃଖ କହିଲେ ନସରେ....ଭଗବାନଙ୍କ ନାଁ ପାଇଛନ୍ତି ସତ ହେଲେ ଦୃଷ୍ଟିବାଧିତ ଦୁଇ ଭାଇ। ୩୫ ବର୍ଷ ହେଲାଣି ଦୁନିଆ ଦେଖିନାହାନ୍ତି ଦୁଇ ଭାଇ। ଅନ୍ଧାରରେ ବିତିଗଲାଣି ଗୋଟିଏ ଯୁଗ...ସବୁ ଦେଖି ଆଖି ବୁଜି ବସିଛି ପ୍ରଶାସନ
ଦୁଇ ନାବାଳକଙ୍କ ବୟସ ୯ ଓ ୧୨ ବର୍ଷ ସୂଚନା
ଝାଟିମାଟି କୁଡ଼ିଆ ଘର। ପବନ ଆଇଲେ ଦୋହଲୁଛି। ଘର ଖଣ୍ଡିଏ ପାଇଁ ବ୍ଲକ୍ ପ୍ରଶାସନ ପାଖକୁ ଦୌଡ଼ି ଦୌଡ଼ି ଗୋଡ଼ ଛିଡ଼ିପଡ଼ିଲାଣି କିନ୍ତୁ କେହି ଦୁଃଖ ଶୁଣୁନାହାନ୍ତି। ବିପଦ ଥିବା ଜାଣିବା ପରେ ବି ଏମିତି ପାଲ ଘେରା ଘରେ ରହୁଛନ୍ତି ପୂରା ପରିବାର। ଝଡ଼ବର୍ଷା ଆସିଲେ ଜୀବନ ବଞ୍ଚାଇବାକୁ ଦୌଡ଼ି ପଳାନ୍ତି ପଡ଼ିଶା ଘରକୁ...ହେଲେ ଏ ପର୍ଯ୍ୟନ୍ତ ଘର ଖଣ୍ଡିଏ ଦେଲାନି ପ୍ରଶାସନ
ରୋଗୀଙ୍କ ପାଇଁ ମେଡ଼ିକାଲ ପରିସରରେ ତିଆରି ହେଲା ପାର୍କ। ଉତ୍ତମ ଚିକିତ୍ସା ସେବା ସହ ପାର୍କରେ ବୁଲି ନିଜର ମନୋରଂଜନ କରୁଛନ୍ତି ରୋଗୀ। ସୁସ୍ଥ ପରିବେଶ ପୂରା ସମାଜକୁ ଦେଉଛି ଉଦାହରଣ....
ହେଇଟି...ହାଉଲେ। ମାମୁଁ ବସିଛନ୍ତି ଦୁଆରେ, ଆଗେ ପକେଟ୍ରୁ ୧୦୦ କାଢ, ପରେ ଆଗକୁ ବଢ। ଆଲୋ ଆଲୋ, ଫୁଲ୍ ୟୁନିଫର୍ମରେ ଇଏ କଣ ବଟି ଆଦାୟ କରୁଛନ୍ତି। ନାରଣ, ତୁ ଜାଣିନୁ କି? ଚାକିରି କରିବ ପୋଲିସ୍ ଆଉ ମାଛ ଖାଇବ....
ଅନ୍ୟପଟେ ମହାନଦୀ ମହାନଦୀ ମଝିରେ ଫସିଛନ୍ତି ୨ ହାତୀ । ଲୋକ ଦେଖି ଭୟରେ ବାହାରୁ ନାହାନ୍ତି ପାଣିରୁ । ସେହିଭଳି ବାଘ ଗଣନା ବେଳେ ୨ କର୍ମଚାରୀଙ୍କୁ କାମୁଡ଼ିଲା ଭାଲୁ ।
ଇଟାଲୀରୁ ଫେରି ଦୁବାଇରେ ଅଟକିବେ ମୁଖ୍ୟମନ୍ତ୍ରୀ