ବାଘଗଣନା କରୁ କରୁ ଆଟାକ୍ କଲା ଭାଲୁ । ଭାଲୁ ଆକ୍ରମଣରେ ଆହତ ହୋଇଛନ୍ତି ୨ ବନ ସୁରକ୍ଷାକର୍ମୀ । ମୟୂରଭଞ୍ଜ ଜିଲ୍ଲା ଉତ୍ତର ଶିମିଳିପାଳ ଚହଲା ରେଞ୍ଜରେ ବାଘ ଗଣନା ବେଳେ ଏପରି ଅଘଟଣ ଘଟିଥିବା ଜଣାଯାଇଛି।
ସ୍ଥାୟୀ କାର୍ଯ୍ୟାଳୟ ପାଇଁ ଜମି ନମିଳିବାରୁ ନିଷ୍ପତ୍ତି। ସଂସ୍କୃତି ବିଭାଗ ସଚିବଙ୍କୁ ଚିଠି ଲେଖି ଜଣାଇଲେ କର୍ତ୍ତୃପକ୍ଷ ।
ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଆଣିଥିବା ଶ୍ରେୟାଙ୍କୁ ଏବେ ଚାରିଆଡୁ ମିଳୁଛି ଶୁଭେଚ୍ଛାର ବାର୍ତ୍ତା ।
ବୁଲା, ଅସହାୟ ଓ ପରିତ୍ୟକ୍ତ ଅବସ୍ଥାରେ ଥିବା ପ୍ରାଣୀମାନଙ୍କୁ ସହାୟତା ଲାଗି ଜାରି ହେଲା ଷ୍ଟେଟ୍ ଆନିମଲ୍ ହେଲ୍ପଲାଇନ୍ ଟୋଲ ଫ୍ରି ନମ୍ବର ।
ଭିକ ମାଗିବାକୁ ଭୁବନେଶ୍ୱରରୁ ରାଉରକେଲା ଯାଉଛନ୍ତି ଭଗବତୀ। ବର୍ଷା ପବନରେ ଘର ଭାଙ୍ଗିଗଲା....ଧାର ଟଙ୍କା ସୁଝିବା ଲାଗି ରାଜଧାନୀ ମନ୍ଦିରରେ ଭିକ ମାଗୁଥିଲେ। କିନ୍ତୁ ବିଏମସି ମନ୍ଦିରରୁ ତଡ଼ି ଦେବା ପରେ ଟଙ୍କା ସୁଝିବା ପାଇଁ ରାଉରକେଲା ଗଲେ। ରାସ୍ତା କଡ଼ରେ ବସି ଭିକ ମାଗୁଛନ୍ତି, ଯେତିକି ଟଙ୍କା ହେଉଛି ତାକୁ ଧାନ ନେଇଥିବା ଲୋକକୁ ସୁଝୁଛନ୍ତି। ୮୫ ବର୍ଷ ବୟସରେ ବି ସ୍ୱାଭିମାନର ସହ ବଞ୍ଚିଛନ୍ତି ଭଗବତୀ...ଆଉ ତାଙ୍କ ଦୁଃଖ ଶୁଣିଲେ ଆପଣ ବି କାନ୍ଦିବେ...ଦେଖନ୍ତୁ ଏଇ ଭିଡ଼ିଓ ।
ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି। କୋଇଲି ବୈକୁଣ୍ଠ ଓ ନୃସିଂହ ମନ୍ଦିର ପାଖରେ ସେଲ୍ଫି ଉଠାଇ ଜଣେ ଭକ୍ତ ଫେସ୍ବୁକ୍ରେ ଫଟୋ ପୋଷ୍ଟ କରିଛନ୍ତି।
କଟକ ଏସସିବି ମେଡିକାଲରେ ୧୩ ଦିନ ହେଲାଣି ନାଇଜେରୀୟ ଅଭିଯୁକ୍ତଙ୍କ ମୃତଦେହ ପଡ଼ି ରହିଛି। ଗତ ମେ’ ୨୬ ତାରିଖରେ ଅଗଷ୍ଟିନ୍ଙ୍କ ମୃତ୍ୟୁ ହୋଇଛି। ସେବେଠୁ ହସ୍ପିଟାଲ୍ର ଶବ ସଂରକ୍ଷଣ ଗୃହରେ ତାଙ୍କର ମୃତଦେହ ପଡ଼ି ରହିଛି।
ମୋ ବୋଉଲୋ.....ପଳାରେ ନାରଣ। ଇଏ ପା’ ଶ୍ରଦ୍ଧାର ମାଡ଼। ନାରଣ ତୁ ଖାଉନୁ? ଇଲୋ ବୋଉ...ଇଏ ଯେତେ ଜୋର ବାଡ଼ି ଉଠାଉଛନ୍ତି ସେଇଠି ପିଠି ରହିବ ତ? ନାରଣ ଛାଡ଼ି ଦେ’...ନା ଆଉ ମଦ ପିଇବୁ?
5 T ସ୍କୁଲ୍ର ଅବସ୍ଥା ବେଶ ଶୋଚନୀୟ । କେଉଁଠି କାନ୍ଥ ଭୁସୁଡ଼ି ଗଲାଣି ତ କେଉଁଠି କାନ୍ଥ ଫାଟି ଆଁ କଲାଣି ।
୨ ଦିନରେ ମାଟି ତଳୁ ଦୁଇ ହାତୀଙ୍କ କଙ୍କାଳ ଠାବ ପରେ କଟକ ଜିଲ୍ଲା ବଡ଼ମ୍ବା ନରସିଂହପୁର ଜଙ୍ଗଲରେ ଜୀବନ ସହ ସଂଘର୍ଷ କରୁଛି ଗୁଳିବିଦ୍ଧ ଦନ୍ତା। ଦନ୍ତା ମୁଣ୍ଡରେ ବାଜିଛି ଶିକାରୀର ଗୁଳି।
ସ୍ୱାମୀ ଛାଡିଦେବା ପରେ ଆରମ୍ଭ ହୋଇଗଲା ସଂଘର୍ଷ। ପିଲାମାନଙ୍କୁ ମଣିଷ କରିବା ପାଇଁ ଠେଲା ଲଗେଇ ଦିନକୁ ରୋଜଗାର କରୁଥିଲେ ମାତ୍ର ୫୦ ଟଙ୍କା। ଆଜି ସେ ଦିନକୁ କରୁଛନ୍ତି ୨ ଲକ୍ଷ ଟଙ୍କା ରୋଜଗାର।
ଉଈହୁଙ୍କା ଭଳି ଝୁମ୍ପୁଡ଼ିରେ ରହୁଛନ୍ତି ୭୦ ବର୍ଷୀୟ ବୃଦ୍ଧା । ୮ବର୍ଷ ଧରି ଅସହାୟ ବଲାଙ୍ଗିର ବାଲିପଟାର ଦୁଃଖଦେଇ । ଦୁଃଖଦେଇଙ୍କୁ ଉପହାସ କରୁଛି ସରକାରୀ ଯୋଜନା, ଓଟିଭିରେ ଖବର ପରେ ଚେତିଲା ପ୍ରଶାସନ।
ପୁରୀ ଅବକାରୀ ଇନ୍ସପେରଙ୍କ ବଦଳିଲା ମତ। ମୁଁ ଜଣେ ମାନସିକ ରୋଗୀ ବୋଲି କହିଲେ ପୁରୀ ଅବକାରୀ ଇନ୍ସପେକ୍ଟର । ନିଶା ବେପାରୀଙ୍କଠୁ ପୁରୀ ପୋଲିସ ବଟି ନେଉଥିବା କହିଥିଲେ ସଂଜୟ।
୨୪ ଘଣ୍ଟାରେ ମତ ପରିବର୍ତ୍ତନକୁ ନେଇ ନିଶାମୁକ୍ତି ଅଭିଯାନ ସଦସ୍ୟଙ୍କ ପ୍ରଶ୍ନ । ବିଭାଗୀୟ ଚାପ ନା ମାନସିକ ରୋଗ ? ଉଠିଲା ବଡ଼ ପ୍ରଶ୍ନ ।
ଶିକାରୀଙ୍କ ଗୁଳିରେ ଦନ୍ତା ଗୁରତର ହୋଇ ଜଙ୍ଗଲରେ ରହିଛି।
କେ-ପପ୍ ଅର୍ଥାତ୍ କୋରିଆନ୍ ପପ୍ ସଙ୍ଗୀତକୁ ନେଇ ଏବେ ସାରା ବିଶ୍ୱରେ ଯୁବ ପିଢ଼ିଙ୍କ ମଧ୍ୟରେ ଖୁବ୍ କ୍ରେଜ୍ ରହିଛି । ତେବେ ଏହାରି ଭିତରେ ଓଡ଼ିଶାବାସୀଙ୍କ ପାଇଁ ଗର୍ବର ବିଷୟ ଯେ, ଓଡ଼ିଆ ଝିଅ ଶ୍ରେୟା ଲେଙ୍କା ଏହାର ଏକ ଅଶଂ । କେ-ପପ୍ର ନୂଆ ଗ୍ରୁପ୍ ବ୍ଲାକ୍ ସ୍ୱାନ୍ରେ ସେ ନିଜ ସ୍ଥାନ ସୁରକ୍ଷିତ କରିଛନ୍ତି ।
ଏକର ଏକର କଲରା ଫସଲ କ୍ଷତିଗ୍ରସ୍ତ ହୋଇଛି
ବର୍ଷା ହେଉନି। କେମିତି ହେବ ଚାଷବାସ। ଶେଷରେ ବେଙ୍ଗ ବେଙ୍ଗୁଲି ନାଚ କଲେ ଗାଁ ଲୋକେ ।
ଡାକ୍ତର ଅଭାବ ଯୋଗୁ ଲୋକଙ୍କୁ ମିଳୁନି ସଠିକ ରୋଗୀ ସେବା
କୁମ୍ଭୀର ଯାତାୟତ କରୁଥିବା ଖରସ୍ରୋତା ନଦୀର ଯମୁନା ନାଳ ମଧ୍ୟକୁ ସର୍ବସାଧାରଣ ପ୍ରବେଶ ନିଷେଧ
ଚାକିରି ଛାଡ଼ି ନିଜ ଜମିରେ କରିଛନ୍ତି ଚାଷ। ଖାଲି ନିଜେ ସ୍ୱାବଲମ୍ବୀ ହୋଇ ନାହାନ୍ତି, ବରଂ ୧୫ ଜଣଙ୍କୁ ରୋଜଗାର ଦେଇ ପାରିଛନ୍ତି। ଆଉ ବର୍ଷକୁ ରୋଜଗାର କରୁଛନ୍ତି ଲକ୍ଷ ଲକ୍ଷ ଟଙ୍କା।
କରୋନା ସବୁ ବିଗାଡି ଦେଲା। ଚାକିରି ଗଲା, ରୋଜଗାର ହରାଇଲେ। ଦୁଇ ଓଳି ଦୁଇ ମୁଠା ଖାଇବା ପାଇଁ କଷ୍ଟ ହୋଇ ପଡ଼ିଲା। ସିଭିଲ ଇଞ୍ଜିନିୟରରେ ଡିଗ୍ରୀ ହାସଲ କରିବା ପରେ ଏହି ମହିଳା ଏକ ଘରୋଇ ସଂସ୍ଥାରେ କାମ କରୁଥିଲେ। ହେଲେ ମହାମହାରୀ କରୋନା ସବୁକିଛି ବିଗାଡ଼ି ଦେଲା।
୨୦୨୦ରେ କରୋନା ହେବା ଠାରୁ ମାନସିକ ଅବସାଦରେ ଥିଲେ ବୋଲି କହିଲେ ଅବକାରୀ ଇନ୍ସପେକ୍ଟର
ଚିଠି ପରେ ଛୁଟି ମାଗିଲେ ଅବକାରୀ ଇନ୍ସପେକ୍ଟର
୧୪ ବର୍ଷରୁ କମ୍ ଶିଶୁଙ୍କୁ ଶ୍ରମ କ୍ଷେତ୍ରରେ ନିୟୋଜିତ କରିବା ଅକ୍ଷମଣୀୟ ଓ ଧର୍ତ୍ତବ୍ୟ ଅପରାଧ ଅଟେ ।