ଚାକିରି ଛାଡ଼ି ନିଜ ଜମିରେ କରିଛନ୍ତି ଚାଷ। ଖାଲି ନିଜେ ସ୍ୱାବଲମ୍ବୀ ହୋଇ ନାହାନ୍ତି, ବରଂ ୧୫ ଜଣଙ୍କୁ ରୋଜଗାର ଦେଇ ପାରିଛନ୍ତି। ଆଉ ବର୍ଷକୁ ରୋଜଗାର କରୁଛନ୍ତି ଲକ୍ଷ ଲକ୍ଷ ଟଙ୍କା।
କରୋନା ସବୁ ବିଗାଡି ଦେଲା। ଚାକିରି ଗଲା, ରୋଜଗାର ହରାଇଲେ। ଦୁଇ ଓଳି ଦୁଇ ମୁଠା ଖାଇବା ପାଇଁ କଷ୍ଟ ହୋଇ ପଡ଼ିଲା। ସିଭିଲ ଇଞ୍ଜିନିୟରରେ ଡିଗ୍ରୀ ହାସଲ କରିବା ପରେ ଏହି ମହିଳା ଏକ ଘରୋଇ ସଂସ୍ଥାରେ କାମ କରୁଥିଲେ। ହେଲେ ମହାମହାରୀ କରୋନା ସବୁକିଛି ବିଗାଡ଼ି ଦେଲା।
୨୦୨୦ରେ କରୋନା ହେବା ଠାରୁ ମାନସିକ ଅବସାଦରେ ଥିଲେ ବୋଲି କହିଲେ ଅବକାରୀ ଇନ୍ସପେକ୍ଟର
ଚିଠି ପରେ ଛୁଟି ମାଗିଲେ ଅବକାରୀ ଇନ୍ସପେକ୍ଟର
୧୪ ବର୍ଷରୁ କମ୍ ଶିଶୁଙ୍କୁ ଶ୍ରମ କ୍ଷେତ୍ରରେ ନିୟୋଜିତ କରିବା ଅକ୍ଷମଣୀୟ ଓ ଧର୍ତ୍ତବ୍ୟ ଅପରାଧ ଅଟେ ।
ମାଳତୀ ନାନିଙ୍କ ଥ୍ରୀ ଇନ୍ ୱାନ ବରା। ବିଦ୍ୟାଧରପୁରରୁ ବିଡ଼ାନାସୀ ଯାଏଁ ବରା ଖାଇବାକୁ ଲୋକଙ୍କ ଲାଗୁଛି ଲମ୍ବା ଲାଇନ୍। ବୁଟ, ଆଳୁ, ବିରି ପକାଇ ଆଣ କରିଦେଉଛି ଦୋକାନୀ ଭାଇ। ସନ୍ଧ୍ୟାରେ ଚାହିଦା ଏତେ ଯେ, ଗୋଟିଏ ବରା ଖାଇବା ପାଇଁ ଲୋକଙ୍କ ଲାଗୁଛି ଲମ୍ବା ଲାଇନ୍ ।
ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ। ୮ ବର୍ଷ ହେଲାଣି ଉଇ ହୁଙ୍କା ପରି ଘରେ ବିତୁଛି ଜୀବନ। ବଡ଼ବାବୁଙ୍କୁ ଗୁହାରି କରି କରି କେହି ଶୁଣିଲେନି କି ବୁଝିଲେନି। ଭିକ୍ଷାବୃତ୍ତି କରି କୋଉଦିନ ଦୁଇ ମୁଠା ଖାଉଛନ୍ତି ତ ଆଉ କୋଉଦିନ ଉପାସ ରହୁଛନ୍ତି । ଭୋଟ୍ ନେବାକୁ ସମସ୍ତେ ଆସିଲେ ହେଲେ ଘର ଖଣ୍ଡିଏ ବେଳକୁ ମୁହଁ ମୋଡ଼ିଲେ । ଦୁଃଖୀ ଦୁଃଖ ଶୁଣିବାକୁ କେହି ନାହାନ୍ତି।
ଜଙ୍ଗଲ ଅନୁମତି ନଥାଇ ରାଜ୍ୟରେ ଜାରି ରହିଥିବା ବେଆଇନ୍ ଖଣି ଖନନ ନେଇ ସୁପ୍ରିମକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାରଙ୍କ ଜଙ୍ଗଲ ଓ ଅନ୍ୟ କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ ମିଳିନଥିଲେ ବି ଅନେକ ଖଣି ସଂସ୍ଥା ବେଆଇନ୍ ଭାବେ ଖନନ ଜାରି ରଖିଛନ୍ତି।
ଆବେଦନକାରୀଙ୍କୁ ସୁପ୍ରିମକୋର୍ଟ କରିଥିବା ଜରିମାନା ଜୋତା ପଲିସ୍ କରି ଓ ଭିକ୍ଷା ମାଗି ଆଦାୟ କରାଯିବ। ଜୋତା ପଲିସ ପାଇଁ ୧ ଟଙ୍କା ଓ ଜଣକ ଠାରୁ ୧ ଟଙ୍କା ଭିକ୍ଷା ମଗାଯିବ। ଏହାଠାରୁ କେହି ଅଧିକ ଦେଲେ ମଧ୍ୟ ନିଆଯିବ ନାହିଁ।
ମୋ ଚଷମା ଦୋକାନ ଏଇଠି ଥିଲା କିନ୍ତୁ ବିଏମ୍ସି ଉଠେଇ ଦେଲା। ଏତେ ଚଷମା ରଖିଛି ଯେ, ପାଣ୍ଡିଆନ୍ ବାବୁ ବି ମୋ ପାଖରୁ କିଣୁଛନ୍ତି ଚଷମା...ମୁଁ କରିବି କ’ଣ?
ଲଗାତାର ଦୁଇଥର ହାରିଥିଲେ ୨୦୨୪ରେ ନେତାଙ୍କୁ ଟିକେଟ୍ ଦେବନି କଂଗ୍ରେସ? ଚିନ୍ତନ ବୈଠକରେ ନେତା କି କି ନିଷ୍ପତ୍ତି ନେଲେ? କଂଗ୍ରେସରେ BigElephant କିଏ?
ହଇରେ ପିଲା....ତୁ ତ ମୋ ଉପରେ ଏତେ ଗରମ ହେଉଛୁ, ସେପଟେ ଝିଅ ଦେଖୁ ଦେଖୁ ନରମ କଥା କହୁଛି....ତୋ ଖୁରାକୁ ଜୁହାର.....
ପୁଣି ସୋସିଆଲ୍ ମିଡିଆରେ ବିଜେଡି ସାଂସଦ ଅନୁଭବ ମହାନ୍ତି ଭିଡିଓ ଛାଡ଼ିଛନ୍ତି। ଆଜି ସକାଳୁ ସକାଳୁ ୟୁଟ୍ୟୁବ୍ରେ ଅନୁଭବ ମହାନ୍ତିଙ୍କ ନାଁରେ ଥିବା ପେଜ୍ରେ ଏହି ଭିଡିଓ ଅପ୍ଲୋଡ୍ ହୋଇଛି। ମଧ୍ୟ ରାତ୍ରରେ ସେ ଏହି ଭିଡିଓ କରିଥିବା ଜଣାପଡ଼ିଛି।
ସତରେ କଣ ଆଉ ଜୀବିତ ନାହାନ୍ତି ଋଷିଆ ରାଷ୍ଟ୍ରପତି ପୁଟିନ୍? ତାଙ୍କର ପରଲୋକ ହୋଇସାରିଥିବା ନେଇ ବଢିଲା ଚର୍ଚ୍ଚା...ଜାଣନ୍ତୁ କଣ ରହିଛି ପୂରା ଘଟଣା
ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ। ୮ ବର୍ଷ ହେଲାଣି ଉଇ ହୁଙ୍କା ପରି ଘରେ ବିତୁଛି ଜୀବନ। ବଡ଼ବାବୁଙ୍କୁ ଗୁହାରି କରି କରି କେହି ଶୁଣିଲେନି କି ବୁଝିଲେନି। ଭିକ୍ଷାବୃତ୍ତି କରି କୋଉଦିନ ଦୁଇ ମୁଠା ଖାଉଛନ୍ତି ତ ଆଉ କୋଉଦିନ ଉପାସ ରହୁଛନ୍ତି....ଭୋଟ୍ ନେବାକୁ ସମସ୍ତେ ଆସିଲେ ହେଲେ ଘର ଖଣ୍ଡିଏ ବେଳକୁ ମୁହଁ ମୋଡ଼ିଲେ....ଦୁଃଖୀ ଦୁଃଖ ଶୁଣିବାକୁ କେହି ନାହାନ୍ତି....
ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ଖବର। ଏଣିକି ଆପଣ ଓହ୍ଲାଇବାକୁ ଥିବା ଷ୍ଟେସନ୍ର ୨୦ ମିନିଟ୍ ପୂର୍ବରୁ ଆପଣଙ୍କୁ ଆସିବ ଫୋନ୍ କଲ। ଆଉ ମିସ୍ ହେବନି ଷ୍ଟେସନ, ନଷ୍ଟ ହେବନି ସମୟ। ଜାଣନ୍ତୁ କେମିତି ଓ କେବେଠୁ ଉପଲବ୍ଧ ହେବ ଏଇ ସୁବିଧା....
ଭାଇନା ଟିକିଏ ହାଉଲୋ ଚାଲ....ଝୁଣ୍ଟି ପଡ଼ିବ ପା....ଇରେ ନାରଣ ତୁ କଣ ଜାଣିପାରୁନୁ? ଇଏ ପା ପିସିସି ସଭାପତି। ୨୨ ବର୍ଷ ହେଲାଣି ଦଳ ଏମିତି ଚାଲୁଛି ଯେ....ସରକାର କଣ ବିରୋଧୀ ଆସନରେ ବି ବସିପାରିଲାନି। ଆଉ ଇଏ ଯଦି ହାଉଲେ ଚାଲିବେ ୨୦୨୪ରେ ହେବ କ’ଣ?
ଅଗ୍ନି-୪ର ସଫଳ ପରୀକ୍ଷଣ ହୋଇଛି । ସବୁଠୁ ବଡ଼ କଥା ହେଉଛି ଏହି କ୍ଷେପଣାସ୍ତ୍ରର ରେଞ୍ଜରେ ପାକିସ୍ତାନ ଓ ଚୀନ ଆସୁଛନ୍ତି ।
ତିନି ଦିନ କାଳ ନଜରବନ୍ଦୀ ରଖିବା ପରେ ଆଜି ଝିଅକୁ ଅନ୍ୟ ଜଣେ ଯୁବକଙ୍କ ସହ ଜୋରଜବରଦସ୍ତ ବିବାହ କରିବାକୁ ଯୋଜନା କରିଥିଲେ ହେଲେ ରାହୁଲ ଏହି ଖବର ପାଇଯାଇଥିଲେ । ଫିଲ୍ମ ଷ୍ଟାଇଲରେ କିଛି ସାଙ୍ଗଙ୍କ ସହ ଘଟଣାସ୍ଥଳରୁ ବାଇକ୍ରେ ସ୍ତ୍ରୀକୁ ଉଠାଇ ଆଣିଥିଲେ ।
କମିଶନରଙ୍କୁ ଜିଲ୍ଲା ଅବକାରୀ ଇନିସପେକ୍ଟରଙ୍କ ଖୋଲା ଚିଠିକୁ ନେଇ ସୃଷ୍ଟି ହୋଇଛି ହଇଚଇ...
ଅପହରଣର ୩ ଦିନ ପରେ ଫିଲ୍ମଷ୍ଟାଇଲ୍ରେ ବାହାବେଦୀରୁ ପ୍ରେମିକା ପତ୍ନୀଙ୍କୁ ଉଠାଇ ଆଣିଲେ ଭଦ୍ରକ ଧୁଷୁରି ଅଞ୍ଚଳର ଯୁବକ ରାହୁଲ...ଅପହରଣ ଓ ଉଦ୍ଧାର କାହାଣୀକୁ ନେଇ ଚର୍ଚ୍ଚା...
ଦେବ ଦମ୍ପତିଙ୍କ ମନ୍ଦିର ପ୍ରବେଶ ସହ ସରିଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା: ପ୍ରବଳ ଗରମ ଗୁଳୁଗୁଳି ସତ୍ତ୍ୱେ ହର-ପାର୍ବତୀଙ୍କ ଯୁଗଳ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ...ଶୋଭାଯାତ୍ରାରେ ମନମୋହିଲା ପାରମ୍ପରିକ ଓ ଆଧୁନିକ ନୃତ୍ୟକଳା...
ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ବିରାଶାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାଗ୍ରସ୍ତ ବିମାନଟି ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ।
ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୯ ଜଣଙ୍କ ଜୀବନ ଯାଇଛି
ଏଣିକି ଅଗ୍ନିଶମ କର୍ମଚାରୀଙ୍କୁ ମିଳିବ ୟୁନିଫର୍ମ ଭତ୍ତା...ଜାଣନ୍ତୁ କେତେ...