ନିଜର ଅସାବଧାନତା ପାଇଁ ହରାଇଲେ ହଜାର ହଜାର ଟଙ୍କା। ଫୋନ୍ ପେ’ ଅଫିସରୁ କଲ୍ କରିଥିବା କହି ଆକାଉଣ୍ଟରୁ ଲୁଟିନେଲେ ଏତିକି ଟଙ୍କା। ସତ ଜାଣିବା ପରେ....
ପାଣିର ଅଭାବ ମଣିଷ ବୁଝିନି। କିନ୍ତୁ ପଶୁ ବୁଝୁଛି। ଶୋଷ ମେଂଟାଇବା ପାଇଁ ଏମିତି କରୁଛନ୍ତି ସଂଘର୍ଷ...ଦେଖନ୍ତୁ ଏହି ଭିଡ଼ିଓ
କଞ୍ଚା କାଠ ଓ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଚକରେ ଫାଟ ସୃଷ୍ଟି ହୋଇଥିବା ସୂଚନା...
କିଡ଼ନୀ ରୋଗରେ ଆକ୍ରାନ୍ତ ହୋଇ ମରଣ ସହ କରୁଥିଲେ ସଂଘର୍ଷ...ନିଜ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ କିଡ଼ନୀ ଦାନ କଲେ ସ୍ତ୍ରୀ
ଆଜି ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି ହେବ...
ଭୋଟ୍ ପାଇଁ ମୋଟ ୧ ହଜାର ୨୨୮ ପୋଲିଂ ଅଫିସର ନିୟୋଜିତ ହୋଇଛନ୍ତି
ଜଣେ ବ୍ୟକ୍ତି ୫୦ ବର୍ଷ ଧରି ପ୍ରାୟ ପ୍ରତ୍ୟେକ ଦିନ ଏକ ବର୍ଗର ଖାଉଛନ୍ତି। ଖାଇସାରିଲେଣି ୩୨,୩୪୦ ବର୍ଗର। ଏବେ ବି ଚାଲିଛି ଖାଇବା। ଏନେଇ ମିଳିଛି ୱାର୍ଲ୍ଡ ରେକର୍ଡ।
ନୀରବି ଯାଇଛି ପରିବାର । ସ୍ଥାଣୁ ପାଲଟିଯାଇଛନ୍ତି ସମସ୍ତେ । ନା ପେଟରେ ଭୋକ ଅଛି ନା ଆଖିରେ ନିଦ । ନେପାଳରେ ବିମାନ ଦୁର୍ଘଟଣାପରଠୁ ନୀରବି ଯାଇଛନ୍ତି ପରିବାର ଲୋକେ । କାହିଁକି ବା ନ ହେବେ, ଯେଉଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି, ସେହି ବିମାନରେ ଯାତ୍ରା କରୁଥିବା ନିଜ ଲୋକଙ୍କ ମୃତ୍ୟୁ ହୋଇଛି । ପ୍ରାଣ ହରାଇଛନ୍ତି ଅଶୋକ ତ୍ରିପାଠୀ, ତାଙ୍କ ପତ୍ନୀ ବୈଭବୀ, ପୁଅ ଧନୁଷ ଏବଂ ଝିଅ ରିତିକା ।
ୟୁପିଏସ୍ସି ଦ୍ୱାରା ପରିଚାଳିତ ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ପ୍ରଥମ ୩ଟି ସ୍ଥାନ ଝିଅ ଅକ୍ତିଆର କରିଛନ୍ତି। ଦିଲ୍ଲୀର ଶ୍ରୁତି ଶର୍ମା ଟପ୍ପର ହୋଇଥିବା ବେଳେ ଦ୍ୱିତୀୟ ଓ ତୃତୀୟରେ ବି ଝିଅ ଅଛନ୍ତି।
କୁମ୍ଭୀର ମୁହଁରୁ ସଂଘର୍ଷ କରି ଜୀବନ ବଞ୍ଚାଇଲେ ନାବାଳକ । କାଣି ନଦୀରେ ଗାଧୋଇଲା ବେଳେ କୁମ୍ଭୀର ଟାଣି ନେଇଥିଲା ।
ବିବାହ ବନ୍ଧନରେ ବାନ୍ଧି ହୋଇ ସାତ ଜନ୍ମର ସାଥୀ ହେବା ପାଇଁ ସ୍ୱପ୍ନ ଦେଖିଥିଲେ। ହେଲେ ଗୋଟିଏ ଜନ୍ମରେ ସବୁକିଛି ଓଲଟ ପାଲଟ ହୋଇଗଲା। ବିଧିର ବିଧାନ ଥିଲା କିଛି ଅଲଗା। ପରିବାରକୁ ଏମିତି ଦୁର୍ଭାଗ୍ୟ ମାଡ଼ି ଆସିଲା ଯେ କଡ଼ ଲେଉଟାଇ ସବୁ କିଛି ଛାରଖାର କରିଦେଲା।
ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକମାନେ ଶ୍ରୀକ୍ଷେତ୍ର ଯାଇ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ଏପରିକି ସେମାନଙ୍କ ପାଇଁ ରହିଥିବା ବ୍ୟାଟେରୀ ଅଟୋ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା ବୋଲି ଅଭିଯୋଗ ହୋଇଛି।
ଯୁବକ ବେଶରେ ଆସି ଲୁଟ୍ କଲେ ଯୁବତୀ । ନକଲି ଚାବିରେ ସ୍କୁଟର ଡିକି ଖୋଲି ନେଇଗଲେ କାଗଜପତ୍ର ।
ଅଜଣା ଭାଇର ହାତରୁ ସାବିତ୍ରୀ ସଜ ନେଲାବେଳେ କଇଁକଇଁ ହୋଇ କାନ୍ଦି ପକାଇଥିଲେ ମହିଳାମାନେ
ବାପା-ମାଆଙ୍କ ଝଗଡ଼ାରେ ବଳି ପଡ଼ିଗଲା କି ଝିଅ? କେତେବେଳେ ବାପାଙ୍କ ପାଖରେ ରହିବାକୁ କହୁଛି ପୁଣି କେତେବେଳେ ମାଆଙ୍କ ପାଖରେ ରହିବାକୁ କହୁଛି ଝିଅ...ତେବେ ହେବ କ’ଣ?
ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଟିକିଏ ଡେରି ହେବାରୁ ଏମିତି ମାଆଙ୍କୁ ଚା’ ମାଗୁଛି ଶୁଆ। ସ୍ୱର ଶୁଣିଲେ ଆପଣ ବି ବାରମ୍ବାର ଶୁଣିବେ ଶୁଆର ଏଇ ଡାକ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଭିଡ଼ିଓ...
କାହାର ଭାଇ ନାହିଁ ତ କାହାର ଟଙ୍କା ନାହିଁ। ଏମିତି ମହିଳାଙ୍କ ପାଇଁ ଭାଇ ସାଜି ବସ୍ତିରେ ପହଞ୍ଚିଥିଲେ ଜଣେ ଯୁବକ। ସାଙ୍ଗରେ ଆଣିଥିଲେ ସାବିତ୍ରୀ ସଜ। ନୂଆ ଶାଢ଼ି, ଫଳମୂଳ, ଶଙ୍ଖା ଓ ସିନ୍ଦୂର। ଏହି ଅଜଣା ଭାଇର ହାତରୁ ସାବିତ୍ରୀ ସଜ ନେଲାବେଳେ କଇଁକଇଁ ହୋଇ କାନ୍ଦି ପକାଇଥିଲେ ମହିଳାମାନେ। କହିଥିଲେ, ନିଜ ଭାଇ ନହେଲେବି, ଆମ ଆୟୂଷ ତାକୁ ମିଳୁ।
ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ମାଛ ଧରା ନିଶା ଏମିତି ପାଗଳ କରିଥିଲା ଯେ ନିଜ ବାହାଘର ତାରିଖକୁ ଘୁଞ୍ଚାଇ ଦେବା ପାଇଁ ଦେଇନଥିଲେ ପଛଘୁଞ୍ଚା । ଦେଖନ୍ତୁ କେମିତି ଘୁଞ୍ଚିଥିଲା ବିବାହର ତାରିଖ...
ଆଜି ନୁହେଁ ବରଂ ୧୨ ବର୍ଷ ହେଲାଣି ସ୍ୱାମୀଙ୍କ ସେବାରେ ନିଜକୁ ସମର୍ପି ଦେଇଛନ୍ତି ଏଇ ସାବିତ୍ରୀ। ପ୍ରତ୍ୟେକ ଦିନ...ସକାଳୁ ସଞ୍ଜ ଅହରହ ସ୍ୱାମୀଙ୍କର କରୁଛନ୍ତି ସେବା। ସକାଳୁ ଉଠିଲେ ପାଦ ଛୁଇଁ ମୁଣ୍ଡିଆ ମାରୁଛନ୍ତି ତ ପୁଣି ରାତି ଶୋଇବା ବେଳେ ମୁଣ୍ଡିଆ ମାରୁଛନ୍ତି....ୟାଙ୍କ ପାଇଁ ପ୍ରତିଦିନ ସାବିତ୍ରୀ ବ୍ରତ...ଦେଖନ୍ତୁ ଆମର ସ୍ୱତନ୍ତ୍ର ରିପୋର୍ଟ....
ସିଦ୍ଧି ଯିବାର ୧୨ ଦିନ ହେଲାଣି। ତାଙ୍କୁ ଝୁରିଝୁରି କାନ୍ଦୁଛନ୍ତି ବାପା-ମାଆ....ବନ୍ଧୁ ପରିବାର। ଏତେ ଛୋଟ ବୟସରୁ ଅଙ୍ଗଦାନ କରି ଅମର ହୋଇଯାଇଛନ୍ତି ପରୋପକାରୀ ସମୃଦ୍ଧି
ରଙ୍ଗବତୀ କନକଲତା...ଲାଜେ ଲାଜେ ନଇଁ ଯାଉଛି ମଥା। ଷ୍ଟେଜ୍ରେ ରଙ୍ଗବତୀ ଗୀତରେ ଅଣ୍ଟା ହଲେଇ ମାହୋଲ ଗରମ କରିଦେଲେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ । ନାଚରେ ଏମିତି ହଜିଗଲେ ଯେ....
ଜରପଡ଼ାର ମରାତିରା ନିକଟରେ ଟ୍ରକ୍-ଅଟୋ ମୁହାଁମୁହିଁ
ଆଜି ନୁହେଁ, ଦୀର୍ଘ ୧୨ ବର୍ଷ ହେଲାଣି ସ୍ୱାମୀଙ୍କ ସେବାରେ ନିଜକୁ ସମର୍ପି ଦେଇଛନ୍ତି ସାବିତ୍ରୀ ।
କଳିଙ୍ଗା ଜଗିଥିଲା କାଳ। ମରିବା ପରେ ଘାଟିରେ ଏମିତି ବୁଲୁଛି ପ୍ରେତ। କହୁଛି....
ଭୁବନେଶ୍ୱର ଲକ୍ଷ୍ମୀସାଗର ଛକରେ ମହିଳା ଡାକ୍ତରଙ୍କୁ ମାଡ଼ ଅଭିଯୋଗ ।