ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଭୂତପଙ୍କାଳ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଓଲଟି ପଡ଼ିବାରୁ ୧୬ ଜଣ ଆହତ ହୋଇଛନ୍ତି।
ବାପା ରାଜମିସ୍ତ୍ରୀ କାମ କରୁଛନ୍ତି। ଦୁଃଖକଷ୍ଟରେ ଘର ଚଳୁଛି। ଆଉ ପୁଅ ୱାର୍ଲଡ ଚାମ୍ପିୟନ ହେବ ବୋଲି ସ୍ୱପ୍ନ ଦେଖୁଛି। ଖାଲି ସ୍ୱପ୍ନ ଦେଖୁନି, କଳାହାଣ୍ଡିରୁ କଲମ୍ବିଆ ଯିବାକୁ ଟିକେଟ୍ ପାଇ ସାରିଛି। ପୁଅର ସଫଳତାରେ ବାପା, ମା ସମସ୍ତେ ଖୁସ୍... ପୁଅର ପଦକ ଧରି ଖୁସିରେ ଆତ୍ମବିଭୋର ହେଉଛନ୍ତି... ଦେଖନ୍ତୁ ରିପୋର୍ଟ…
ମନ ଥରେ ଫାଟି ଗଲେ ଆଉ କଣ ଯୋଡି ହେବ କି? ସଂପର୍କର ଡୋରି ଥରେ ଛିଣ୍ଡି ଗଲେ କେବେ ହେଲେ ଯୋଡି ହୋଇନଥାଏ। ଯାହା ଘଟିଲା ରଶ୍ମିତା-ଶମ୍ୱୁନାଥଙ୍କ କ୍ଷେତ୍ରରେ। ଯିଏ ଯେତେ ଚାହିଁଲେ ବି ଏକାଠି ହେଲେନି ରଶ୍ମିତା-ଶମ୍ୱୁନାଥ
କ’ଣ ନ ଦେଖିଲାରେ ଏ ନେତ। ମନ୍ତ୍ରୀ ମହାଶୟ କୋଉଠି ଥିଲେ କେଜାଣି। ମଗ ଧରି ହଠାତ୍ ଆସି ପାଇଖାନା ଭିତରେ ପଶିଗଲେ। ଆଉ ବାହାରିବା ପରେ ବିଡ଼ିଓଙ୍କ ଉପରେ ହେଲେ ଖାଲି ରାଉରାଉ...
ଅନୁଭବ, ବର୍ଷା ପାରିବାରିକ ବିବାଦରେ ନିଇତି ଯୋଡି ହେଉଛି ନୂଆ ଫର୍ଦ୍ଦ । ଦୁହିଁଙ୍କ ମଧ୍ୟରେ ଜାରି ରହିଛି ଆରୋପ-ପ୍ରତ୍ୟାରୋପ । ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ପୋଷ୍ଟକୁ ନେଇ ସାଇବର ଥାନାରେ ଏତଲା ଦେଇଛନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।
ଲାଲୁଙ୍କ ବାପା ମାଆ ଦେଖାଉଛନ୍ତି ସଫଳତାର ପଦକ । ନିଜ ମେହନତରେ ପଦକ ହାସଲ କରିଛନ୍ତି ଲାଲୁ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ଆଶ୍ରମପଡାରେ ତାଙ୍କ ଘର ।
ମନ୍ଦିର ପରିକ୍ରମା ପ୍ରକଳ୍ପକୁ ପୁରୀ ଗୋବର୍ଦ୍ଧପୀଠ ଶଙ୍କରାଚାର୍ଯ୍ୟଙ୍କ ବିରୋଧ । ଗଜପତି ମହାରାଜା ଓ ଜିଲ୍ଲା ପ୍ରଶାସନ ସହ ଆଲୋଚାନ ପରେ ଗତକାଲି ସବୁ ରାଜନୈତିକ ଦଳ, ସାମାଜିକ ସଙ୍ଗଠନ, ଏଏସ୍ଆଇ, ଓବିସିସି, ସ୍ଥପତି, ଐତିହାସିକ, ଗବେଷକ ଓ ସେବାୟତଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରିଥିଲେ ।
ପୁଣି କାଳ ହେଲା କଳିଙ୍ଗା । ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକଙ୍କ ପାଇଁ ପୁଣି ଥରେ ଡେଥ୍ ଜୋନ୍ ସାବ୍ୟସ୍ତ ହେଲା ଗଂଜାମ ସୀମାନ୍ତ କଳିଙ୍ଗା ଘାଟି ରାସ୍ତା । ମଙ୍ଗଳବାର ରାତି ପ୍ରାୟ ୧୨ଟା । ପଶ୍ଚିମବଙ୍ଗର ହାଓ୍ୱଡ଼ା ଅଞ୍ଚଳର ପ୍ରାୟ ୭୦ ଜଣ ପର୍ଯ୍ୟଟକଙ୍କୁ ଧରି ଦାରିଙ୍ଗିବାଡ଼ିରୁ ବିଶାଖାପାଟଣା ଅଭିମୁଖେ ଯାଉଥିଲା ସାଗର ଓ ସମ୍ରାଟ୍ ନାମକ ବସ୍ ।
ବିଲମ୍ବିତ ରାତିରେ ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ଭଞ୍ଜନଗର ଓ ଜି.ଉଦୟଗିରି ପୋଲିସ । ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ୍ରୁ ଜଣକ ପରେ ଜଣେ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।
ସୂଦୁର କଳାହାଣ୍ଡି ଜିଲ୍ଲାରୁ କଲମ୍ବିଆ ଯିବେ ଲାଲୁ । ଆଉ ଏଥିପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୋରଦାର ଅଭ୍ୟାସ ଚଳାଇଛନ୍ତି । ସେହିପରି ଆଉ ଜଣେ ବଣ ମଲ୍ଲୀ ହେଲେ ସୁନ୍ଦରଗଡ଼ ନୂଆ ଗାଁ ବ୍ଲକ ବାରିଲେପଟା ଗାଁର ଆର୍ୟନ୍ ଏକା । ଆର୍ୟନ ଏବେ ଭାରତୀୟ ଆଥଲେଟିକ୍ ଜଗତ ପାଇଁ ନୂଆ ସମ୍ଭାବନା ।
ବର୍ଷାଙ୍କ ଏତଲା ଭିତ୍ତିରେ IPC ଧାରା ୫୦୯ ଅର୍ଥାତ୍ ମର୍ଯ୍ୟାଦା ହାନୀ ଏବଂ IT ACTରେ ରୁଜୁ ହୋଇଛି ମାମଲା । ବର୍ଷାଙ୍କ ବିରୋଧରେ ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଲେଖାର ସ୍କ୍ରିନସଟ୍ ଜବତ କରିଛି ପୋଲିସ ।
ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ସମସ୍ତଙ୍କୁ ଶୁଣିବା ପରେ ପ୍ରକଳ୍ପକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।
ସରକାରୀ ଜାଗାରେ ଏକ କୋଠା ଘର ଭଙ୍ଗାଯିବାକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି । ପ୍ରସାଶନ ଜନତା ମୁହାଁମୁହିଁ ହୋଇଛନ୍ତି ।
ପିଆଜ ଘର ନାହିଁ । ବାଧ୍ୟ ହୋଇ କିଲୋ ପିଝା ପାଞ୍ଚରୁ ଦଶ ଟଙ୍କାରେ ପିଆଜ ବିକ୍ରି କରୁଛନ୍ତି ଚାଷୀ ।
ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ସୋସିଆଲ୍ ମିଡିଆ ୱାର୍ ଆହୁରି ତେଜିବାରେ ଲାଗିଛି। ଏପରି ଲାଗୁଛି ଏବେ ସ୍ୱାମୀ-ସ୍ତ୍ରୀଙ୍କ କଳିର କଡ଼ା ଜବାବ ଫ୍ୟାନ୍ସ ଦେଉଛନ୍ତି।
ପତ୍ନୀଙ୍କ ବିରୋଧରେ ସୋସିଆଲ୍ ମିଡିଆରେ ଭିଡିଓ ଛାଡ଼ି ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଏବେ ହରଡ଼ଘଣାରେ। ବର୍ଷାଙ୍କ ଏତଲା ଭିତ୍ତିରେ ସାଇବର ଥାନା ପୋଲିସ ଆଇପିସିର ଧାରା ୫୦୯ ଓ ଆଇଟି ଆଇନରେ ମାମଲା ରୁଜୁ କରିଛି।
ଦିନକୁ ଦିନ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଜଟିଳ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଛବି ଖରାପ କରାଯାଉଥିବା ଅଭିଯୋଗ କରି କଟକ ସାଇବର ଥାନାରେ ବର୍ଷା ଏତଲା ଦେଇଛନ୍ତି।
ଏ ବିବାଦ ଆଜିକାର ନୁହେଁ। ବିବାଦ ବହୁ ଦିନର। ଜାଣନ୍ତୁ କେବେ ଓ କାହିଁକି ଦେଖା ଦେଇଥିଲା ଜ୍ଞାନବାପୀ ମସଜିଦ୍ ବିବାଦ...
ବିବାଦରେ କେବେ ପଡିବ ପୂର୍ଣ୍ଣଛେଦ। କାଶୀ ବିଶ୍ୱନାଥ ମନ୍ଦିର ଓ ଜ୍ଞାନବାପୀ ମସଜିଦ୍ ବିବାଦକୁ ନେଇ ସାରା ଦେଶରେ ଚର୍ଚ୍ଚା...
ଆମେ ସ୍ମାର୍ଟ ପିଲା। ସରକାର ଆମ ପାଇଁ ସବୁ କିଛି କରିଛନ୍ତି। ସ୍ମାର୍ଟ ପିଲା ମାନେ ସ୍ମାର୍ଟ ନାଚିବା ନିହାତି ଦରକାର...
ହାତରେ ବ୍ୟାଟ ଧରି ଗୋଡ଼ାଉଛନ୍ତି । ସ୍ତ୍ରୀର ଉଗ୍ରରୂପ ଦେଖି ଭୀତତ୍ରସ୍ତ ହୋଇ ନିଜକୁ ରକ୍ଷା କରିବାକୁ ଦଉଡ଼ୁଛନ୍ତି ସ୍ୱାମୀ ।
ସୁପ୍ରିମକୋର୍ଟଙ୍କ ଆଦେଶ ପରେ ପ୍ରଥମ ଥର ପାଇଁ ଜ୍ଞାନବାପୀ ବିବାଦ ମାମଲାର ଶୁଣାଣି ହୋଇଛି। ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ, ମୋକଦ୍ଦମା ସହ ଜଡିତ ପ୍ରତିଟି ଦଲିଲ୍ ଏବେ ଜିଲ୍ଲା ଜଜଙ୍କ ଅଦାଲତରେ ପହଞ୍ଚି ସାରିଛି...
ଗୋଟିଏ ଜାଗାରେ ସ୍ୱୟମ-ଜାଗୃତି-ସୋହିନୀ। ଖୁବ୍ କଲେ ମଜା ମସ୍ତି। କହିଲେ ଉଭୟ ଉଭୟଙ୍କ ଗୁମର କଥା...
ଏ କଳି ଆଉ କେଉଁଥି ପାଇଁ ନୁହେଁ, କେବଳ ଖୋଲାଖୋଲି ପାଇଁ ଏ କଳି। ଯେଉଁଥି ପାଇଁ ମଂଚ ଉଠିଲା ପଡିଲା। ଆଉ ଶେଷରେ କିଏ
ଲିଚୁ ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଥିବା ଖଣ୍ଡାଧାର ଅଂଚଳର ଚାଷୀଙ୍କ ଆଖିରେ ଲୁହ। ଖରାଦିନେ ଦୁଇ ଲକ୍ଷରୁ ଅଧିକ ଟଙ୍କା ରୋଜଗାର କରୁଥିବା ଲିଚୁ ଚାଷୀ ଏବେ ଚିନ୍ତାରେ। କାରଣ, ଲାଲ ବଦଳରେ କଳା ଲିଚୁ ଦେଖି ମୁହଁ ମୋଡୁଛନ୍ତି ଗ୍ରାହକ..