ହଇରେ ନାରଣ ଏଠି କଣ ଚାଲିଛି କିରେ... କୁକୁଡା ଗାଡି ପଛେ ପଛେ ଯାଉଛି ନାଲିବତୀ ଗାଡି। ଅଧ ବାଟରେ ଏ କଣ ହଉଛି... ଶୂନ୍ୟରେ ଏ ଗାଡିରୁ ବାହାଉଛି ହାତ, ସେ ଗାଡିରୁ ବାହାଉଛି ହାତ...
ଅନୁଭବ-ବର୍ଷା । ଦିନେ ଏମାନଙ୍କ ପ୍ରେମକୁ ନେଇ ସାରା ଓଡିଶାରେ ହେଉଥିଲା ଚର୍ଚ୍ଚା । ଏବେ ଚର୍ଚ୍ଚା ହେଉଛି ଏମାନଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ବିବାଦକୁ ନେଇ । ସୋସିଆଲ ମିଡିଆରେ ଅନୁଭବଙ୍କ ଦୁଇ ଦୁଇଟି ଭିଡିଓ ପୋଷ୍ଟ ପରେ ଥାନାରେ ଏତଲା ଦେଇଛନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।
ଶ୍ରୀମନ୍ଦିର ଐତିହ୍ୟ କରିଡର ଶୀଘ୍ର ସାରିବାକୁ ହାଇକୋର୍ଟରେ ଦାଖଲ ହେଲା ରିଟ୍ ପିଟିସନ୍ । ASI ଓ ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରି ହାଇକୋର୍ଟରେ ଆବେଦନ କରାଗଲା । ରିଟ୍ ପିଟିସନ୍ ଦାଖଲ କରିଛନ୍ତି ଖୋଦ୍ ଶ୍ରୀମନ୍ଦିରର କିଛି ବରିଷ୍ଠ ସେବାୟତ ।
ଯକ୍ଷ୍ମାରେ ବାପା ଚାଲିଗଲେ, ମାଆ ପାଗେଳି ହୋଇ ଘର ଛାଡ଼ିଦେଲେ। ନିଆଁ ଲାଗି ସେ ଘର ବି ପୋଡ଼ିଗଲା। ଏବେ କ୍ଲବ୍ ଘରେ ପଥର ରଖି ରୋଷେଇ କରି ଖାଉଛନ୍ତି ୪ ଅନାଥ ଶିଶୁ। ଗାଁ ଲୋକଙ୍କ ସାହା ଭରଷାରେ ଗଣ୍ଡାଏ କେତେବେଳେ ମିଳୁଛି ତ କେତେବେଳେ ମିଳୁନି। ପାଠ ପଢିବା ପାଇଁ ଇଚ୍ଛା ଥିଲେ ବି ଅର୍ଥ ସାଜିଛି ବାଧକ
ଏଣିକି ମନ୍ଦିରରେ ଦକ୍ଷିଣା ମାଗିବେନି ସେବାୟତ। ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଉତ୍ତମ ବ୍ୟବହାର ସହ କରାଯିବ ସ୍ୱାଗତ। ସବୁ ସେବାୟତ ଓ ବ୍ରାହ୍ମଣଙ୍କୁ ଶପଥ ପାଠ କରାଇଲେ ସବ୍କଲେକ୍ଟର...ଜାଣନ୍ତୁ କେବେଠୁ ନିୟମ ହେବ ଲାଗୁ...
ଅନୁଭବ ତାଙ୍କୁ ୫ଟି ସର୍ତ୍ତ ରଖି ବଣ୍ଡ ପେପରରେ ସାଇନ କରିବାକୁ କହିଥିବା ବର୍ଷା ଏତଲାରେ ଦର୍ଶାଇଛନ୍ତି ।
ରିଟ୍ ପିଟିସନରେ ସେବାୟତ ଦର୍ଶାଇଛନ୍ତି ଯେ, କିଛି ମୁଷ୍ଟିମେୟ ବ୍ୟକ୍ତି ଓ ରାଜନୈତିକ ଦଳ ଏବେ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି, ଯାହାକି ଜନସ୍ୱାର୍ଥ ବିରୋଧୀ ଓ ସେବାୟତଙ୍କ ସୁରକ୍ଷାକୁ ଉପେକ୍ଷା ।
ଗଛ କାଟିବା ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ଲକ୍ଷ ଲକ୍ଷ ଟଙ୍କାର କାଠରେ ନିଆଁ ଲଗାଇ ଦେଉଛନ୍ତି। ବନ ବିଭାଗ ପାଖରେ ଖବର ଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ୍...
ଘର କଳି ଏବେ ସୋସିଆଲ ମିଡିଆରେ । ସିଧାସଳଖ କଥା ନହୋଇ ପରସ୍ପର ବିରୋଧରେ ବିଷୋଦଗାର କରୁଛନ୍ତି ବର୍ଷା ଓ ଅନୁଭବ ।
ତାଳଚେରରେ ଗଢ଼ି ଉଠିଛି ବହୁ ଶିଳ୍ପାନୁଷ୍ଠାନ। ଏଥି ପାଇଁ ଦିନରାତି ପରିବହନ ହେଉଛି କୋଇଲା। ହେଲେ ନିୟମକୁ ଫୁ କରି ଟ୍ରକ ଓ ରେଳ ୱାଗନଗୁଡିକରେ ବିନା ପାଲରେ କୋଇଲା ପରିବହନ ହେଉଥିବାରୁ ଅକଥନୀୟ ସମସ୍ୟା ଭୋଗୁଛନ୍ତି ତାଳଚେରବାସୀ...
ରାଜଧାନୀ ଭୁବନେଶ୍ୱର ଯେତିକି ସ୍ମାର୍ଟ ହେଉଛି, ତା’ସହ ତାଳ ଦେଇ ମଦୁଆମାନେ ବି ସେତିକି ସ୍ମାର୍ଟ ହେଉଛନ୍ତି
ପାଣି ଟୋପେ ପାଇବା ପାଇଁ ସଂଘର୍ଷ
ସ୍ଵାଧୀନତାର ୭୫ ବର୍ଷ ପରେ ରାସ୍ତା ଦେଖିଲେ ଗାଁଲୋକେ। ଘରକୁ ଯିବାକୁ ହେଲେ ଆଉ ପାହାଡ ଚଢିବାକୁ ହେବନି କି ଜଙ୍ଗଲ ଡେଇଁବାକୁ ପଡିବନି। ଏବେ ଗାଁକୁ ଗଡିବ ଗାଡିମଟର।
ଯେଉଁ ଚର୍ଚ୍ଚରେ ପ୍ରଥମ ଦେଖା ହୋଇଥିଲା, ସେଠାରେ କଲେ ପ୍ରେମ ବିବାହ ।
ଭୁବନେଶ୍ୱର ଲୋକସଭା ଆସନରୁ ବହୁବାର ନିର୍ବାଚିତ ହୋଇଥିଲେ।
ସରକାରଙ୍କ ନୂଆ ଟୋକନ ବ୍ୟବସ୍ଥା ଚାଷୀଙ୍କୁ ଜଟିଳ ସମସ୍ୟାରେ ପକାଇଛି। ହେକ୍ଟର ପ୍ରତି ଚାଷୀଙ୍କୁ ୫ରୁ ୧୦ କ୍ୱିଣ୍ଟାଲ ଧାନ ବିକ୍ରି ପାଇଁ ଟୋକନ ଆସିଛି। ଯାହାକୁ ନେଇ ବରଗଡରେ ଦେଖା ଦେଇଛି ଚାଷୀ ଅସନ୍ତୋଷ।
ରାଜ୍ୟ ସରକାର ଓ ASIକୁ ପକ୍ଷଭୁକ୍ତ କରି ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରାଯାଇଛି
ପିଲାଙ୍କ ଭବିଷ୍ୟତ ଆରମ୍ଭ ହେଉଛି ଗଛ ମୂଳରୁ... ଏ କଥା ଟିକିଏ ଅଡୁଆ ଲାଗୁଥିଲେ ବି ସତ। ଘର ଖଣ୍ଡେ ନ ଥିବାରୁ ଟାଇଁ ଟାଇଁ ଖରାରେ ଗଛ ମୂଳେ ପଢୁଛନ୍ତି କୁନି କୁନି ପିଲା। ଆଉ ବର୍ଷା ହେଲେ କାହା ପିଣ୍ଢା ହିଁ ସାରା ଭରସା।
ତାଳଚେରରେ ଗଢ଼ି ଉଠିଛି ବହୁ ଶିଳ୍ପାନୁଷ୍ଠାନ। ଏଥି ପାଇଁ ଦିନରାତି ପରିବହନ ହେଉଛି କୋଇଲା। ହେଲେ ନିୟମକୁ ଫୁ କରି ଟ୍ରକ ଓ ରେଳ ୱାଗନଗୁଡିକରେ ବିନା ପାଲରେ କୋଇଲା ପରିବହନ ହେଉଥିବାରୁ ଅକଥନୀୟ ସମସ୍ୟା ଭୋଗୁଛନ୍ତି ତାଳଚେରବାସୀ
ନିଜ ନିଜ ମଧ୍ୟରେ ଥିବା ସନ୍ଦେହ ସ୍ୱାମୀ-ସ୍ତ୍ରୀ ସମ୍ପର୍କରେ କଲା ଫାଟ। ଏହାରି ମଧ୍ୟରେ ସ୍ୱାମୀ ଦ୍ୱିତୀୟ ବିବାହ କରିଥିବା ନେଇ ଅଭିଯୋଗ ଆଣିଲେ ସ୍ତ୍ରୀ...ନିଶା ବି ମୁଖ୍ୟ କାରଣ
ବିପଦରେ ସଂରକ୍ଷିତ ଜଙ୍ଗଲ। ଶହ ଶହ ଏକର ଜଙ୍ଗଲ କାଟି କରାଯାଉଛି ଚାଷ ଜମି। ଦିନେ କି ଦୁଇ ଦିନ ନୁହେଁ, ମାସ ମାସ ଧରି ଜଙ୍ଗଲକୁ ପଦା କରିବାରେ ଲାଗିଛନ୍ତି ମାଫିଆ। ଗଛ କାଟିବା ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ଲକ୍ଷ ଲକ୍ଷ ଟଙ୍କାର କାଠରେ ନିଆଁ ଲଗାଇ ଦେଉଛନ୍ତି। ବନ ବିଭାଗ ପାଖରେ ଖବର ଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ୍...
ଆଇନଜୀବୀଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ଚାର୍ଜସିଟ୍ ଦାଖଲ କରାଯାଇଛି
ସାରୁ ପତ୍ର ବେସର। ଏ ନାଁ ଶୁଣିଲେ ଆପଣମାନେ ନିଶ୍ଚୟ କହିବେ ଆମେ ତ ସବୁବେଳେ ଘରେ କରୁ। କିନ୍ତୁ ନା…ଆପଣ କରୁଥିବା ସାରୁପତ୍ର ବେସର ଆଉ ଏ ସାରୁପତ୍ର ବେସର ମଧ୍ୟରେ ଅନେକ ଫରକ୍ ରହିଛି। ବେସନ, କଂଚାଲଙ୍କା, ହଳଦୀ ଗୁଣ୍ଡ…ସହ ଟିକିଏ ରସୁଣ ଦେଇ ଏମିତି ତିଆରି କରନ୍ତୁ ଏହି ଡ଼ିସ୍। ଥରେ ଖାଇଲେ ବାରମ୍ବାର ଖାଇବାକୁ ହେବ ଇଚ୍ଛା…
ମହଙ୍ଗା ମାଡ଼ରୁ ରାଜ୍ୟବାସୀଙ୍କୁ ମିଳିବ କି ଆଶ୍ୱସ୍ତି ?
ଦିଲ୍ଲୀରେ ବସି ପୁରୀର କଥା କହିଲେ ହେବନି। କେବେ ପୁରୀରେ ୨୪ ଘଣ୍ଟା ରବିଛନ୍ତି ସାଂସଦ ମହୋଦୟ? ମୁଁ ଦିଲ୍ଲୀରୁ ଆସି ପୁରୀରେ ବସିଛି, ସେ ଆସୁନାହାନ୍ତି କାହିଁକି?