ରାଜଧାନୀ ଭୁବନେଶ୍ୱର ଯେତିକି ସ୍ମାର୍ଟ ହେଉଛି, ତା’ସହ ତାଳ ଦେଇ ମଦୁଆମାନେ ବି ସେତିକି ସ୍ମାର୍ଟ ହେଉଛନ୍ତି
ପାଣି ଟୋପେ ପାଇବା ପାଇଁ ସଂଘର୍ଷ
ସ୍ଵାଧୀନତାର ୭୫ ବର୍ଷ ପରେ ରାସ୍ତା ଦେଖିଲେ ଗାଁଲୋକେ। ଘରକୁ ଯିବାକୁ ହେଲେ ଆଉ ପାହାଡ ଚଢିବାକୁ ହେବନି କି ଜଙ୍ଗଲ ଡେଇଁବାକୁ ପଡିବନି। ଏବେ ଗାଁକୁ ଗଡିବ ଗାଡିମଟର।
ଯେଉଁ ଚର୍ଚ୍ଚରେ ପ୍ରଥମ ଦେଖା ହୋଇଥିଲା, ସେଠାରେ କଲେ ପ୍ରେମ ବିବାହ ।
ଭୁବନେଶ୍ୱର ଲୋକସଭା ଆସନରୁ ବହୁବାର ନିର୍ବାଚିତ ହୋଇଥିଲେ।
ସରକାରଙ୍କ ନୂଆ ଟୋକନ ବ୍ୟବସ୍ଥା ଚାଷୀଙ୍କୁ ଜଟିଳ ସମସ୍ୟାରେ ପକାଇଛି। ହେକ୍ଟର ପ୍ରତି ଚାଷୀଙ୍କୁ ୫ରୁ ୧୦ କ୍ୱିଣ୍ଟାଲ ଧାନ ବିକ୍ରି ପାଇଁ ଟୋକନ ଆସିଛି। ଯାହାକୁ ନେଇ ବରଗଡରେ ଦେଖା ଦେଇଛି ଚାଷୀ ଅସନ୍ତୋଷ।
ରାଜ୍ୟ ସରକାର ଓ ASIକୁ ପକ୍ଷଭୁକ୍ତ କରି ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରାଯାଇଛି
ପିଲାଙ୍କ ଭବିଷ୍ୟତ ଆରମ୍ଭ ହେଉଛି ଗଛ ମୂଳରୁ... ଏ କଥା ଟିକିଏ ଅଡୁଆ ଲାଗୁଥିଲେ ବି ସତ। ଘର ଖଣ୍ଡେ ନ ଥିବାରୁ ଟାଇଁ ଟାଇଁ ଖରାରେ ଗଛ ମୂଳେ ପଢୁଛନ୍ତି କୁନି କୁନି ପିଲା। ଆଉ ବର୍ଷା ହେଲେ କାହା ପିଣ୍ଢା ହିଁ ସାରା ଭରସା।
ତାଳଚେରରେ ଗଢ଼ି ଉଠିଛି ବହୁ ଶିଳ୍ପାନୁଷ୍ଠାନ। ଏଥି ପାଇଁ ଦିନରାତି ପରିବହନ ହେଉଛି କୋଇଲା। ହେଲେ ନିୟମକୁ ଫୁ କରି ଟ୍ରକ ଓ ରେଳ ୱାଗନଗୁଡିକରେ ବିନା ପାଲରେ କୋଇଲା ପରିବହନ ହେଉଥିବାରୁ ଅକଥନୀୟ ସମସ୍ୟା ଭୋଗୁଛନ୍ତି ତାଳଚେରବାସୀ
ନିଜ ନିଜ ମଧ୍ୟରେ ଥିବା ସନ୍ଦେହ ସ୍ୱାମୀ-ସ୍ତ୍ରୀ ସମ୍ପର୍କରେ କଲା ଫାଟ। ଏହାରି ମଧ୍ୟରେ ସ୍ୱାମୀ ଦ୍ୱିତୀୟ ବିବାହ କରିଥିବା ନେଇ ଅଭିଯୋଗ ଆଣିଲେ ସ୍ତ୍ରୀ...ନିଶା ବି ମୁଖ୍ୟ କାରଣ
ବିପଦରେ ସଂରକ୍ଷିତ ଜଙ୍ଗଲ। ଶହ ଶହ ଏକର ଜଙ୍ଗଲ କାଟି କରାଯାଉଛି ଚାଷ ଜମି। ଦିନେ କି ଦୁଇ ଦିନ ନୁହେଁ, ମାସ ମାସ ଧରି ଜଙ୍ଗଲକୁ ପଦା କରିବାରେ ଲାଗିଛନ୍ତି ମାଫିଆ। ଗଛ କାଟିବା ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ଲକ୍ଷ ଲକ୍ଷ ଟଙ୍କାର କାଠରେ ନିଆଁ ଲଗାଇ ଦେଉଛନ୍ତି। ବନ ବିଭାଗ ପାଖରେ ଖବର ଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ୍...
ଆଇନଜୀବୀଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ଚାର୍ଜସିଟ୍ ଦାଖଲ କରାଯାଇଛି
ସାରୁ ପତ୍ର ବେସର। ଏ ନାଁ ଶୁଣିଲେ ଆପଣମାନେ ନିଶ୍ଚୟ କହିବେ ଆମେ ତ ସବୁବେଳେ ଘରେ କରୁ। କିନ୍ତୁ ନା…ଆପଣ କରୁଥିବା ସାରୁପତ୍ର ବେସର ଆଉ ଏ ସାରୁପତ୍ର ବେସର ମଧ୍ୟରେ ଅନେକ ଫରକ୍ ରହିଛି। ବେସନ, କଂଚାଲଙ୍କା, ହଳଦୀ ଗୁଣ୍ଡ…ସହ ଟିକିଏ ରସୁଣ ଦେଇ ଏମିତି ତିଆରି କରନ୍ତୁ ଏହି ଡ଼ିସ୍। ଥରେ ଖାଇଲେ ବାରମ୍ବାର ଖାଇବାକୁ ହେବ ଇଚ୍ଛା…
ମହଙ୍ଗା ମାଡ଼ରୁ ରାଜ୍ୟବାସୀଙ୍କୁ ମିଳିବ କି ଆଶ୍ୱସ୍ତି ?
ଦିଲ୍ଲୀରେ ବସି ପୁରୀର କଥା କହିଲେ ହେବନି। କେବେ ପୁରୀରେ ୨୪ ଘଣ୍ଟା ରବିଛନ୍ତି ସାଂସଦ ମହୋଦୟ? ମୁଁ ଦିଲ୍ଲୀରୁ ଆସି ପୁରୀରେ ବସିଛି, ସେ ଆସୁନାହାନ୍ତି କାହିଁକି?
ବଲାଙ୍ଗିର ଆର୍ଟିଓ ଛକର ସିରିଜ୍ ଦୁର୍ଘଟଣା ଏକ ପ୍ରି ପ୍ଲାନ୍ ମର୍ଡର ଥିଲା। ହତ୍ୟା ଉଦ୍ୟମ କରି ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା ହୋଇଥିଲା।
ଗୋ ମାଫିଆଙ୍କ ଦ୍ୱାରା ଗୋ ସୁରକ୍ଷା କର୍ମୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ଓ ଗୁଳିମାଡ ଘଟଣାରେ ୫ ଘଣ୍ଟିଆ ବନ୍ଦ ଡାକରା ।
ଯକ୍ଷ୍ମାରେ ବାପା ଚାଲିଗଲେ, ମାଆ ପାଗେଳି ହୋଇ ଘର ଛାଡ଼ିଦେଲେ। ନିଆଁ ଲାଗି ସେ ଘର ବି ପୋଡ଼ିଗଲା। ଏବେ କ୍ଲବ୍ ଘରେ ପଥର ରଖି ରୋଷେଇ କରି ଖାଉଛନ୍ତି ୪ ଅନାଥ ଶିଶୁ। ଗାଁ ଲୋକଙ୍କ ସାହା ଭରଷାରେ ଗଣ୍ଡାଏ କେତେବେଳେ ମିଳୁଛି ତ କେତେବେଳେ ମିଳୁନି। ପାଠ ପଢିବା ପାଇଁ ଇଚ୍ଛା ଥିଲେ ବି ଅର୍ଥ ସାଜିଛି ବାଧକ
ପର୍ଯ୍ୟଟକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ନନ୍ଦନକାନନ ଉପନିର୍ଦ୍ଦେଶକ ।
ହଷ୍ଟେଲ୍ ଭିତରେ କଙ୍କାଳ । ନୂଆପଡ଼ା ସମଲେଶ୍ୱରୀ ହାଇସ୍କୁଲର ବନ୍ଦ ପଡ଼ିଥିବା ଛାତ୍ରୀ ନିବାସ ଭିତରୁ ଏକ କଙ୍କାଳ ଠାବ ହୋଇଛି ।
ବଲାଙ୍ଗିର ଆର୍ଟିଓ ଛକରେ ସିରିଜ୍ ଦୁର୍ଘଟଣାର ଆଉ ଏକ ନୂଆ ଭିଡିଓ ଓଟିଭି ହାତରେ ଲାଗିଛି। ଏହି ଭିଡିଓରୁ ସ୍ପଷ୍ଟ ଭାବେ ଜଣାପଡୁଛି, ହତ୍ୟାକାରୀ ହିଁ ମିନି ଟ୍ରକ୍ର ଡ୍ରାଇଭର୍ ସିଟ୍ରେ ବସିଥିଲେ।
ଏଣିକି ମନ୍ଦିରରେ ଦକ୍ଷିଣା ମାଗିବେନି ସେବାୟତ। ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଉତ୍ତମ ବ୍ୟବହାର ସହ କରାଯିବ ସ୍ୱାଗତ। ସବୁ ସେବାୟତ ଓ ବ୍ରାହ୍ମଣଙ୍କୁ ଶପଥ ପାଠ କରାଇଲେ ସବ୍କଲେକ୍ଟର...ଜାଣନ୍ତୁ କେବେଠୁ ନିୟମ ହେବ ଲାଗୁ...
ଆଲୋ ଇଏ କଣ? ସିଏ ତ ଷଣ୍ଢ ମହାରାଜା। ଇଏ କଣ ତାଙ୍କ ଉପରେ ଏମିତି ଶୟନ କଲେ? ପାଟିରୁ ପୁଣି କଣ ଏମିତି ମୋଟା ଧୂଆଁ ବାହାରୁଛି? ନାରଣ କଥା କଣ କିରେ? ଆଜି ଷଣ୍ଢର ଷଣ୍ଢତ୍ୱ ବୋଧହୁଏ ନଷ୍ଟ ହୋଇଯିବ ଲାଗୁଛି...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ପ୍ରଥମ ଥର ପାଇଁ ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ନିର୍ମାଣ ଆଗରୁ ପ୍ରଶାସନ ତାଙ୍କ ସହ ଆଲୋଚନା କରିବାର ଆବଶ୍ୟକତା ଥିଲା।
ଭାରତୀୟ ପରମ୍ପରାରେ ତୁଳସୀ ଏକ ପବିତ୍ର ଗଛ। ଏଥିରେ ରହିଛି ଅନେକ ଔଷଧିୟ ଗୁଣ। ତେବେ ତୁଳସୀକୁ ନେଇ କ’ଣ କୁହେ ବିଭିନ୍ନ ପୌରାଣିକ କାହାଣୀ ଓ ଆୟୁର୍ବେଦ ଶାସ୍ତ୍ର ଆସନ୍ତୁ ଜାଣିବା।