ଟ୍ରାନ୍ସଜେଣ୍ଡରମାନଙ୍କୁ ଆମ ସମାଜରେ ହୀନ ଦୃଷ୍ଟିରେ ଦେଖାଯାଏ। ଫଳରେ ଏଭଳି ପରିସ୍ଥିତିରେ କୌଣସି ଏକ ବଡ଼ ପଦବୀ ହାସଲ କରିବା ସେମାନଙ୍କ ପାଇଁ ଅତ୍ୟନ୍ତ ଚ୍ୟାଲେଞ୍ଜ୍ ହୋଇଥାଏ। କିନ୍ତୁ କିଛି ଅଛନ୍ତି ଯେଉଁମାନେ ସେମାନଙ୍କର ପରିଶ୍ରମ ଓ ନିଷ୍ଠା ବଳରେ ଉଚ୍ଚ ପଦବୀ ହାସଲ କରିଛନ୍ତି। ତେବେ ଆସନ୍ତୁ ଏମିତି ୮ଜଣ ଟ୍ରାନ୍ସଜେଣ୍ଡରଙ୍କ ବିଷରେ ଜାଣିନେବା।
ପେଟ୍ରୋଲ, ଡିଜେଲ୍ ଉପରୁ କେନ୍ଦ୍ର ସରକାର ଏକସାଇଜ୍ ଡ୍ୟୁଟି ହ୍ରାସ କରିବାପରେ ଆଜିଠୁ କମିଛି ତେଲ ଦର। ସେପଟେ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ କମାଇବାପରେ ରାଜ୍ୟ ସରକାର ମଧ୍ୟ ଟ୍ୟାକ୍ସ୍ କମାଇବାକୁ ଦାବି କରିଛନ୍ତି ବିଜେପି ଓ କଂଗ୍ରେସ
ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ରାତି ଅଧରେ GPR ସର୍ଭେକୁ ନେଇ ବଡ଼ ବିବାଦ OBCC ଚଂଚକତା କରି ଏଭଳି ସର୍ଭେ କରୁଥିବା ନେଇ ଐତିହ୍ୟ ପ୍ରକଳ୍ପ ବିରୋଧୀ ଅଭିଯୋଗ ଆଣିଥିବାବେଳେ ରାଜ୍ୟ ସରକାରଙ୍କ ମିଛ ଧରାପଡ଼ିଛି ବୋଲି କହିଛନ୍ତି।
ଚିତ୍ରକଳାକୁ ନିଜ ଜୀବନରେ ଲକ୍ଷ୍ୟ ସଜେଇ ସେ ଏବେ କଟକରେ ପାଇଛନ୍ତି ସ୍ୱତନ୍ତ୍ର ପରିଚୟ।
କୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଭିଡିଓ କରୁଛନ୍ତି।
ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ଭାଟ କମାଇବାକୁ ଦାବି କରିଛନ୍ତି।
ରାଜ୍ୟ ସରକାରଙ୍କୁ ନରସିଂହ ମିଶ୍ର ମଧ୍ୟ ଟାର୍ଗେଟ୍ କରିଛନ୍ତି । ଶଙ୍କରାଚାର୍ଯ୍ୟ କହିଲେ, ତପଭୂମିକୁ ଭୋଗଭୂମି କରିବା ସରକାରଙ୍କ ଚିରାଚରିତ ଅଭ୍ୟାସ ।
ଜମି ବିବାଦରୁ ଦୁଇ ପୁଅଙ୍କୁ ସମାନ ଢଙ୍ଗରେ ହତ୍ୟା ଉଦ୍ୟମ ଅଭିଯୋଗ ଆଣିଲେ ବାପା...
ଭୂତ ଖାଉଛି ପିଡିଏସ ସାମଗ୍ରୀ। ହିତାଧରକାରୀଙ୍କ ମୃତ୍ୟୁର ୫ ବର୍ଷ ପରେ ବି ପରିବାରକୁ ଅନ୍ଧାରରେ ରଖି ପିଡିଏସ ସାମଗ୍ରୀ ଉଠାଣ ହୋଇଥିବା ଅଭିଯୋଗ ଆସିଛି। ଏବେ ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ତଦନ୍ତ ଆରମ୍ଭ ହୋଇଯାଇଛି...
ସକାଳ ହେଲେ କୁନି କୁନି ପିଲା ଭବିଷ୍ୟତ ଗଢ଼ିବାକୁ ଏଠାକୁ ଆସୁଛନ୍ତି। ହେଲେ ଏ ଅଙ୍ଗନୱାଡ଼ି କେନ୍ଦ୍ର ସୁରକ୍ଷିତ ନୁହେଁ। ନିଇତି ଏହାର ଆଖପାଖରେ ଘଟୁଛି ବଡ଼ ବଡ଼ ଦୁର୍ଘଟଣା। ଯେହାକୁ ନେଇ ଭୟଭିତ ପିଲା, ଚିନ୍ତାରେ ଅଭିଭାବକ...
ତପଭୂମିକୁ ଭୋଗଭୂମି କରିବା ସରକାରଙ୍କ ଚିରାଚରିତ ଅଭ୍ୟାସ । ଏହାସହ ଏତେ ସବୁ ନିର୍ମାଣ କାମ ପୂର୍ବରୁ ପ୍ରଶାସନ ତାଙ୍କ ସହ ଥରେ ବି ଆଲୋଚନା କରିନାହିଁ ।
ମେଡିକାଲ କୋଠାକୁ ସୁନ୍ଦର କରି ଦେଲେ ହେବ ନାହିଁ। ଡାକ୍ତରଙ୍କଠାରୁ ଉତ୍ତମ ସ୍ୱାସ୍ଥ୍ୟସେବା ମିଳିବା ଦରକାର। ଯଦି ଏତକ ନ ମିଳେ ସେ ମେଡିକାଲରେ ଗଣା ହେବ କେମିତି? ପାରଳାଖେମୁଣ୍ଡି ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ରକୁ ଦେଖିଲେ ଏହା ସ୍ପଷ୍ଟ ବାରି ହୋଇପଡୁଛି
ସ୍କୁଲ ଘରଟିଏ ନଥିବାରୁ ଗଛ ପାଲଟିଛି ପିଲାଙ୍କ ସାହା ଭରସା। ଖରା, ବର୍ଷା ହେଉ କି ଶୀତ ସବୁବେଳେ ଗଛ ମୂଳେ ଚାଲିଥାଏ ପାଠପଢା
ଏମାନଙ୍କୁ ସାହା ହୁଅ ସରକାର। ଦୁଇ ପିଲାଙ୍କୁ ନେଇ ଅଭାବ ଅନାଟନରେ ଦିନ କାଟୁଛନ୍ତି ଏ ବୃଦ୍ଧ ଦମ୍ପତି...
ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଏକସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଏବେ ରାଜ୍ୟ ସରକାରଙ୍କ ପାଳି। ପେଟ୍ରୋଲ ଉପରୁ ଲିଟର ପିଛା ୮ ଟଙ୍କା କମିଥିବା ବେଳେ, ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମିଛି।
ସରକାରୀ ଆବାସ ଟଙ୍କା ପାଇଁ ଅଫିସ୍ ଦୌଡ଼ି ଦୌଡ଼ି ସ୍ୱାମୀ ଚାଲିଗଲେ ସିନା କିନ୍ତୁ ଟଙ୍କା ପାଇଲେନି। ବାରମ୍ବାର ଗୁହାରି କଲାପରେ ବି ଶୁଣୁନି ପ୍ରଶାସନ। ସାହାଯ୍ୟ ପାଇଁ ପାଖରେ ବି କେହି ନାହିଁ, ତେବେ ବାକି ଟଙ୍କା ଖାଇଲା କିଏ? ବିଡ଼ିଓ କହୁଛନ୍ତି...
ଚାରି ଚାରି ଜଣ ଦେବଦାସୀଙ୍କ ପାଖରୁ ଶିକ୍ଷା କରିଛନ୍ତି ନୃତ୍ୟ। ନାଚ ଶିଖୁ ଶିଖୁ ମାହାରୀ ନୃତ୍ୟ କରିବି ବୋଲି ଗୁରୁ କହିଥିଲେ। ମାହାରୀରୁ ଅର୍ଥ ହେଉଛି ମହାନ୍ ନାରୀ...ଜଗନ୍ନାଥ ସଂସ୍କୃତିର ଅଂଶ ବିଶେଷ। ପରମ୍ପରାକୁ ଆଗେଇ ନେବାର ପ୍ରୟାସ କରୁଛନ୍ତି ରୂପଶ୍ରୀ
ଚାରି ଚାରି ଜଣ ଦେବଦାସୀଙ୍କ ପାଖରୁ ଶିକ୍ଷା କରିଛନ୍ତି ନୃତ୍ୟ। ନାଚ ଶିଖୁ ଶିଖୁ ମାହାରୀ ନୃତ୍ୟ କରିବି ବୋଲି ଗୁରୁ କହିଥିଲେ। ମାହାରୀରୁ ଅର୍ଥ ହେଉଛି ମହାନ୍ ନାରୀ...ଜଗନ୍ନାଥ ସଂସ୍କୃତିର ଅଂଶ ବିଶେଷ। ପରମ୍ପରାକୁ ଆଗେଇ ନେବାର ପ୍ରୟାସ କରୁଛନ୍ତି ରୂପଶ୍ରୀ
କେମିତି ହୋଇଥିଲା ବଲାଙ୍ଗିର ଆର୍ଟିଓ ଛକରେ ଦୁର୍ଘଟଣା ? ଜାଣିଶୁଣି କରାଯାଇଥିଲା କି ଦୁର୍ଘଟଣା ? କାରଣ ଘଟଣା ସମୟର ସିସିଟିଭି ଫୁଟେଜ୍ ଏବେ ସାମ୍ନାକୁ ଆସିଛି।
ରାଜ୍ୟର ବିଭିନ୍ନ DHH, PHC ଓ CHCରେ ଡାକ୍ତର ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାର ଅଭାବକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ ।
କିଛିଦିନ ପୂର୍ବେ ଅନୁଭବ ପ୍ରଥମ ଭିଡିଓରେ ନିଜ ମନର କ୍ଷୋଭ ପ୍ରକାଶ କରିବା ପରେ ଗତକାଲି ଦ୍ୱିତୀୟ ଭିଡିଓରେ ସିଧାସଳଖ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ନାଁ ନେଇ ତାଙ୍କ ବୈବାହିକ ଜୀବନରେ ଝଡ ସମ୍ପର୍କରେ ମୁହଁ ଖୋଲିଛନ୍ତି।
ହାଇ ଭୋଲଟେଜ୍ ତାରରେ ବସିବା ସତ୍ତ୍ୱେ ପକ୍ଷୀଙ୍କୁ କାହିଁକି ଲାଗେନାହିଁ ବିଦ୍ୟୁତ୍ ଆଘାତ ଜାଣନ୍ତି କି ?
ଓଡ଼ିଆ ନେତା ଓଡ଼ିଆ ଲେଖି ପାରୁନାହାନ୍ତି, ତଥାପି ଲୋକେ ତାଙ୍କୁ ଆପଣାଉଛନ୍ତି। ପ୍ରତାପ ଦେବ ମତେ ଡକାୟତ କୁହନ୍ତୁ କି ଚୋର..ମୁଁ ତାଙ୍କୁ କ୍ଷମା କରିଦେଉଛି। ମୁଁ ୨୪ ଘଂଟା ଟିଭିରେ ରହୁଛି ଯଦି ପିନାକୀ ବାବୁ ୨୪ ଘଂଟା ପୁରୀରେ ରୁହନ୍ତୁ। ଦିଲ୍ଲୀରେ ରହି ପୁରୀର କଥା କୁହନ୍ତୁ ନାହିଁ, କେତେ ଥର ପୁରୀ ଆସିଛନ୍ତି ପିନାକୀ ବାବୁ?
ବସ୍ତା ସାରା ଖାଲି ପୋକ ସାଲୁବାଲୁ ହେଉଛନ୍ତି। ଆଉ ଏଇ ଚାଉଳରେ ପିଲାଙ୍କ ପାଇଁ ତିଆରି ହୋଇଛି ମଧ୍ୟାହ୍ନ ଭୋଜନ। ଏ ପୃଷ୍ଟିକର ଖାଦ୍ୟ ଖାଇ ପିଲା ପାଠ ପଢିବେ କି ମେଡ଼ିକାଲରେ ଭର୍ତ୍ତି ହେବେ ସେଇ ଚିତ୍ର ଆପଣଙ୍କ ସାମ୍ନାରେ। ଦେଖନ୍ତୁ କେମିତି ଚାଲିଛି ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା...
ବଜ୍ରାଘାତରେ ୨ ଜଣଙ୍କ ମୃତ ହୋଇଥିବାବେଳେ ୩ ଗୁରୁତର ହୋଇଛନ୍ତି ।