• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Cuttack Chandi mandir
କଟକ ଚଣ୍ଡୀ ମନ୍ଦିର ପାଇଁ ୭୦ କୋଟି

ଚଣ୍ଡୀ ମନ୍ଦିର ସାମ୍ନା ରାସ୍ତା ଡାଇଭର୍ଟ କରାଯିବ । ଏହାସହ ମନ୍ଦିର ଚଟାଣ ଉଚ୍ଚ ହେବ ।

anubhab
ମିଡିଆ ଉପରେ ଖପ୍ପା ଅନୁଭବ : ମିଛ ଖବର ପ୍ରସାରଣ କରୁଥିବା ଅଭିଯୋଗ କରି ଦେଲେ ଅଭିଶାପ

ଭିଡିଓ ସେୟାର କରି ମିଡିଆ ଉପରେ ବର୍ଷିଲେ ଅନୁଭବ ମହାନ୍ତି ।

ଦର୍ଶକମାନେ ଶ୍ରୀଜିଉଙ୍କ ବିଭିନ୍ନ ବେଶ ଦର୍ଶନ କରୁଛନ୍ତି
ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ଅବସରରେ ଦେଖନ୍ତୁ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟର କିଛି ଝଲକ୍...

ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟର କିଛି ଝଲକ୍...ଦଶର୍କମାନେ ନିଜ ମନ ପସନ୍ଦର କଳାକୃତି ଦେଖୁଛନ୍ତି...

Lion Sculpture
ଦୁଇ ଦିନ ପରେ, ୨ ସିଂହମୂର୍ତ୍ତିକୁ ASI କଲା ସ୍ଥାନାନ୍ତର

ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ଆସୁଥିବା ବିବାଦ ଦିନକୁ ଦିନ ନୂଆମୋଡ଼ ନେଉଛି । ପରିକ୍ରମା ପ୍ରକଳ୍ପ ପାଇଁ ଖନନ ବେଳେ ମାଟିତଳୁ ସିଂହମୂର୍ତ୍ତି ମିଳିବା ପରେ ଏହାକୁ ଏବେ ସ୍ଥାନାନ୍ତର କରାଯାଇଛି ।

Anubhav Mohanty Shares New Video On Social Media
‘ଭଲ ପାଇ ଭୁଲ୍‌ କଲି, ନ୍ୟାୟକୁ ଅପେକ୍ଷା କରିବାଠୁ ବରଂ ‍ଭଲ ମୃତ୍ୟୁକୁ ଆପଣାଇ ନେବା; କିନ୍ତୁ ମୁଁ କେବେବି...’

ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଚ୍ଛେଦ ମାମଲାକୁ ନେଇ ଚର୍ଚ୍ଚାରେ ଥିବା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ପୁଣି ଚର୍ଚ୍ଚା। ସୋସିଆଲ ମିଡିଆରେ ଅନୁଭବ ଏବେ ଏମିତି ଏକ ଭିଡିଓ ଶେଆର କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

orphan kids
ଅନାଥ ପିଲାଙ୍କୁ ମଲ୍ ନେଲେ କଲେକ୍ଟର: ନୂଆ ନୂଆ ଡ୍ରେସ କିଣି ବେଶ୍‌ ଖୁସି ହେଲେ ପିଲା

କଲେକ୍ଟର ହେବ ତ ଏମିତି। ଅନାଥ ପିଲାଙ୍କୁ ମଲ୍ ବୁଲାଇ ନେଲେ, ମନପସନ୍ଦର ଡ୍ରେସ କିଣିଦେଲେ। ହଷ୍ଟେଲରୁ ମଲ୍‌ ଯାଇ ବେଶ୍‌ ଖୁସି ହେଲେ ପିଲେ। ଭଳି କି ଭଳି ଡ୍ରେସ ଦେଖି କାହାକୁ ନେବେ କାହାକୁ ନନେବେ କନଫ୍ୟୁଜ୍‌ ହେଲେ ପିଲେ । ଡ୍ରେସ ଦେଖାଇବାରେ କିନ୍ତୁ ହେଳା କରୁନଥିଲେ ମଲ୍‌ କର୍ମଚାରୀ

Cuttack Mayor
କାମ କରିବ ତ ରୁହ,ନହେଲେ ପଳାଅ...

ଇଲୋ ବୋଉଲୋ...ଆରମ୍ଭରୁ ଏତେ ଫଁ ଫଁ କିଆଁ ହେଉଛନ୍ତି ମେୟର? ଇଏ କଣ ଏମିତି କହିଲେଣି, ଛୋଟ ମୋଟ ଆଲୋଚନା କରିବାନି ବୋଲି। ନାରଣ କେଉଁ କାମ ଛୋଟ କିରେ? ମାରିଦେଲୁରେ ନାରଣ...ଇଏ କଣ ରାଗିକି ପୂରା ଚିଡି ଗଲେଣି

Rathayatra 2022
ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାରେ ଲାଗିବ ଶ୍ରଦ୍ଧାଳୁଙ୍କ ଭିଡ଼

ଭକ୍ତଙ୍କ ଗ୍ରହଣରେ ହେବ ସ୍ନାନଯାତ୍ରା ଓ ରଥଯାତ୍ରା । ଆଜି ଦଇତାପତି ନିଯୋଗ ଓ ଅନ୍ୟ ସେବାୟତ ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି ।

Odisha HighCourt
ହାଇକୋର୍ଟ ବେଞ୍ଚ ଗଠନକୁ ବାର୍‌ ଆସୋସିଏସନ୍‌ର ବିରୋଧ

ମୁଖ୍ୟ ବିଚାରପତି ହାଇକୋର୍ଟ ବେଞ୍ଚ ଗଠନକୁ ନିଜର ସ୍ୱୀକୃତି ନଦେବାକୁ ଏକ ସ୍ମାରକପତ୍ର କମିଟି ପ୍ରସ୍ତୁତ ହେବ । ଏନେଇ ଗତକାଲି ହାଇକୋର୍ଟ ବାର୍ ସାଧାରଣ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

Groom Rides Cycle During His Marriage Procession
ନା ଥିଲା ଦାମୀ କାର୍‌, ନା ଫୁଲରେ ସଜ୍ଜା ହୋଇଥିଲା ଗାଡ଼ି...ସାଇକେଲ୍‌ ଚଢ଼ି ବାହା ହେବାକୁ ଗଲେ ବର

ନା ଥିଲା ଦାମୀ କାର୍‌, ନା ଫୁଲରେ ସଜ୍ଜା ହୋଇଥିଲା ଗାଡ଼ି...ବରଂ ସାଇକେଲ୍‌ ଚଢି ବର ବେଶରେ ବରଯାତ୍ରୀ ଧରି ବିବାହ ମଣ୍ଡପକୁ ଯାଇଥିଲେ ଏହି ଯୁବକ।

Ganjam wonder kid makes his way into record books
ରେକର୍ଡ ବୁକ୍‌ରେ ନିଜ ନାଁ ଲିପିବଦ୍ଧ କଲେ ଅଢ଼େଇ ବର୍ଷର ବିସ୍ମୟ ବାଳକ

ଯାହା ପଚାରିଲେ କୁନି ମୁହଁରୁ ଫଟାଫଟ ବାହାରୁଛି ଉତ୍ତର। ଯେଉଁ ବୟସରେ ପିଲାଙ୍କ ପାଟି ଭଲ କରି ଖୋଲି ନଥାଏ, ସେହି ବୟସରେ ସେ ଅନର୍ଗଳ ଭାବେ ଇଂରାଜୀ ଶବ୍ଦର ବିପରୀତ ଶବ୍ଦ କହୁଛନ୍ତି । 

Ravenshaw University
ରେଭେନ୍ସାରେ ଛାତ୍ର ଆନ୍ଦୋଳନ; ପଛପଟ ଫାଟକ ଖୋଲିବା ନେଇ ଆମରଣ ଅନଶନ

ରେଭେନ୍ସା ମହାବିଦ୍ୟାଳୟର ଗେଟ୍ ବିବାଦରୁ ଆନ୍ଦୋଳନ । ଗତକାଲି ରାତିରୁ ଆମରଣ ଅନଶନରେ ବସିଛନ୍ତି ଛାତ୍ରଛାତ୍ରୀ ।

Puri Srimandir corridor row
ASI ଅଧିକ୍ଷକଙ୍କ ବଡ଼ ଖୁଲାସା- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଯେବେ ବି ଖନନ କଲେ ମିଳିବ ଏହିସବୁ ଜିନିଷ...

ଶ୍ରୀମନ୍ଦିର ଆଖପାଖ ଅଞ୍ଚଳ ସାରା ପୁରାତନ କୀର୍ତ୍ତିରାଜି ଭରି ରହିଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ ବୋଲି ASI ଅଧିକ୍ଷକ କହିଛନ୍ତି।

Mahanadi Yatra
ଓଡ଼ିଶା ନଦୀ ବଞ୍ଚାଅ ସମିତିର ମହାନଦୀ ଯାତ୍ରା

୩ ଦିନିଆ ଛତିଶଗଡ଼ ଗସ୍ତରେ ଓଡ଼ିଶା ନଦୀ ବଞ୍ଚାଅ ସମିତି ପକ୍ଷରୁ ୧୩ ଜଣିଆ କମିଟି । ଗ୍ରାଉଣ୍ଡରେ ସ୍ଥିତି ପରଖି ରିପୋର୍ଟ ପ୍ରସ୍ତୁତ କରିବ ଏହି ଟିମ୍‌ ।

Power Cuts
ଗ୍ରୀଷ୍ମ ଓ ଅସହ୍ୟ ଗୁଳୁଗୁଳିରେ ଏବେ ଦହଗଞ୍ଜ ପୁରା ଓଡ଼ିଶା

 ଟାଟା ପାୱାର କହିଛି, ଗତ ବର୍ଷ ମେଣ୍ଟେନାନ୍ସ ହୋଇ ନ ଥିବାରୁ ଏବେ ମେଣ୍ଟେନାନ୍ସ କାମ ଚାଲିଛି ।

Marriage
ବିବାହ ଏକ ଐଶ୍ୱରୀୟ ବନ୍ଧନ, ପତି-ପତ୍ନୀ ମଧ୍ୟରେ ଏହା ସାତ ଜନ୍ମର ସଂପର୍କର ଡୋରୀ, କିନ୍ତୁ ଏବେ ସବୁ ଓଲଟା

ବିବାହକୁ ଖେଳ ଘର ଭାବି ମଦ ପିଇ ମାତାଲ୍ ହୋଇ ନିଜ ବିବାହରେ ନିଜେ ନାଚି ନାଚି ବାରାତି ଯାଉଛି ବର ।

Srimandir Corridor Project
ଶୁକସାରୀ ମନ୍ଦିର ପାଇଁ ଗୋଟେ ନିୟମ, ଶ୍ରୀମନ୍ଦିର ପାଇଁ ଅଲଗା ?

ସିଂହମୂର୍ତ୍ତିଟି ଆଜି ବି ସେମିତି ବାଲିମାଟିରେ ଲୋଟୁଥିବାବେଳେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ନେତା ସମ୍ବିତ୍ ପାତ୍ର ।

Marriage
କ’ଣ ଚାଲିଛି ଏଇଠି ! ବହାଘର ଚାଲିଥିବା ବେଳେ ହଠାତ୍ ହାତରୁ ଶଙ୍ଖା-ଚୁଡ଼ି-ମୁଦି ସବୁ ଖୋଲିଦେଲା କନ୍ୟା

ବାଲେଶ୍ୱର ଜିଲ୍ଲା ରେମୁଣା ଗାଁ । ଅଗ୍ନିକୁ ସାକ୍ଷୀ ରଖି ହାତକୁ ଦିହାତ ହେଲେ ବର କନ୍ୟା । ପଣ୍ଡିତଙ୍କ ମନ୍ତ୍ରପାଠ ପରେ ବେଦୀ ଉପରେ ହସ୍ତଗଣ୍ଠି ପଡ଼ିଲା । ଠିକ୍ ଏତିକି ବେଳକୁ କନ୍ୟା କାଢ଼ି ପକାଉଛନ୍ତି ଶଙ୍ଖା, ଚୁଡ଼ି ସହ ସୁନା ମୁଦି ।

Power Cuts
ଗ୍ରାହକଙ୍କୁ ଉତ୍ତମ ସେବା ଯୋଗାଇବାକୁ ମେଣ୍ଟେନାନ୍ସ କାମ କରାଯାଉଛି: ଟାଟା ପାୱାର

ବିଜୁଳି କାଟ ସମସ୍ୟାର ସମାଧାନ ଲାଗି ଟାଇମ ମ୍ୟାନେଜମେଣ୍ଟ ସହ ବର୍ଷାଦିନ ପୂର୍ବରୁ ମେଣ୍ଟେନାନ୍ସ କାମ ସାରିବାକୁ ବିତରଣ କମ୍ପାନିଙ୍କୁ ନିର୍ଦ୍ଦେଶ ଦେଇଛି ଶକ୍ତି ସମ୍ପର୍କିତ ଷ୍ଟାଣ୍ଡିଂ କମିଟି । ଏମିତିକି ବିଦ୍ୟୁତ୍ ବିଲ୍ ସମ୍ପର୍କିତ ସମସ୍ୟାକୁ ଜିଲ୍ଲାସ୍ତରରେ ବିଜୁଳି ଅଦାଲତ ମାଧ୍ୟମରେ ସମାଧାନ କରିବାକୁ କମିଟି ପରାମର୍ଶ ଦେଇଛି ।

Pension
ଖବର ପଢ଼ିବା ପରେ ଆପଣ ବି କହିବେ.. ଧିକ୍‌ ସେ ସରକାରୀ ଯୋଜନା !

ବିନିକାର ଗାନ୍ଧିନଗରପଡାର ୮୦ ବର୍ଷିୟା ବୃଦ୍ଧା ସୂର୍ଯ୍ୟ ସିନ୍ଦ୍ରିଆ ରିକ୍ସାରେ ଭତ୍ତା ନେବାକୁ ପ୍ରତିମାସରେ, ଏମିତି ପ୍ରତି ମାସରେ ଟ୍ରଲିରେ ବୁହା ହୋଇ ଯାଆନ୍ତି ସରକାରୀ ଭତ୍ତା ଆଣିବାକୁ ।

Orphan
ଆଗ ପଛ ହୋଇ ଚାଲିଗଲେ ବାପା-ମାଆ ! ଏବେ ୩ ଅନାଥ ପିଲାଙ୍କ କାହାଣୀ ଭିଜେଇଦେବ ଆଖି

ବାପାଙ୍କ ମୃତ୍ୟୁ ପରେ ଇଚ୍ଛା ନଥାଇ ପାଠ ଛାଡ଼ିଦେଲା ବଡ଼ ଝିଅ । ସରକାର ଦେଉଥିବା ୨୦ କିଲୋ ଚାଉଳ ଏବେ ଏମାନଙ୍କ ପାଇଁ ସବୁକିଛି ।

Organ Donates
ସାବାସ୍‌ ସମୃଦ୍ଧି ! ତୁମେ ଚାଲିଗଲ ହେଲେ ଦୁଇ ଜଣଙ୍କ ଜୀବନ ବଞ୍ଚାଇଦେଲ.. ବାପା-ମାଆ ବି ଗର୍ବିତ

ବାପା-ମାଆଙ୍କ ପରି ହେବାର ସେ ସୁନେଲୀ ସ୍ୱପ୍ନ ଦେଖୁଥିଲା । କିନ୍ତୁ ଆଜି ସବୁ ଚୁରମାର ହୋଇଗଲା । ମୁଁ ନିଜେ ଡାକ୍ତର ହୋଇ ମଧ୍ୟ ତା ରୋଗ ଚିହ୍ନିପାରିଲିନି ।’

Glass Gate Broken
ଛତା ଖୋଲୁ ଖୋଲୁ ଭାଙ୍ଗିଗଲା ସପିଂ ମଲ୍‌ର କାଚ ଗେଟ୍ !

ରାଉରକେଲା ରେଳଷ୍ଟେସନ ନିକଟରେ ଥିବା କ୍ରସ୍‌ରୋଡ୍‌ ମଲ୍‌ରେ ଏଭଳି ଘଟଣା ଘଟିଛି । ଜଣେ ଯୁବତୀ ମଲ୍‌କୁ ବୁଲିବାକୁ ଆସିଥିଲେ ବୋଲି କହିଛନ୍ତି ।

Special Story | Large-scale PDS irregularities surface in Boudh district
ସତ ହୋଇଥିଲେ ସାଙ୍ଘାତିକ... ଭୂତ ନେଉଛି କି ପିଡିଏସ ସାମଗ୍ରୀ ?

ଭୂତ ଖାଉଛି ପିଡିଏସ ସାମଗ୍ରୀ। ହିତାଧରକାରୀଙ୍କ ମୃତ୍ୟୁର ୫ ବର୍ଷ ପରେ ବି ପରିବାରକୁ ଅନ୍ଧାରରେ ରଖି ପିଡିଏସ ସାମଗ୍ରୀ ଉଠାଣ ହୋଇଥିବା ଅଭିଯୋଗ ଆସିଛି। ଏବେ ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ତଦନ୍ତ ଆରମ୍ଭ ହୋଇଯାଇଛି...

Making News | Special episode on husband-wife fight
ମୁଁ ବାହା ହୋଇଛି, ମୋର ବଳ ହେବନି?

ମୁଁ କାମଦାମ ସାରି ଆଇଲି...ପାତେଳୀ ନାନି ତୁ ଆଇଛୁ କି? କହନି କହନି, ଏ ସ୍ୱାମୀ-ସ୍ତ୍ରୀ କଳି, ରାତି ପାହିଲା ବେଳକୁ ଯିବ ଟଳି। କହୁନୁ ବାହାଘର ପରେ କେମିତି ବଳ ହୁଏ ଟିକିଏ...