• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Watch The Great Odisha Political Circus only on OTV
ଆବେ ମୁଁ ଶାସକ ଦଳର ନେତା, ମୁଁ ତତେ ନମସ୍କାର କରିବି ?

ରହିଛି ରହିବି ତୋ ସାଥୀରେ ମଲା ଯାଏଁ। ଆବେ ମୁଁ ଶାସକ ଦଳର ନେତା, ତତେ ପୁଣି ମୁଁ ନମସ୍କାର କରିବି? ମଦୁଆ ଗୁଡ଼ା ବଢିଲେଣି, ଏ ସିକ୍ୟୁରିଟି ୟାକୁ ଟେକିକି ଫୋପାଡ଼ି ଦେଲ

The firearm seized from accused Binay Acharya belongs to his wife and is licensed one.
ରାଜଧାନୀରେ ଗୁଳିକାଣ୍ଡ ମାମଲାର ନୂଆ ମୋଡ; ସ୍ତ୍ରୀ ବନ୍ଧୁକରୁ ଗୁଳି କରିଥିଲା ଅଭିଯୁକ୍ତ

ସିଆର୍ପି ଛକରେ ଗୁଳିକାଣ୍ଡ ଘଟଣାରେ ନୂଆ ଖୁଲାସା । ସ୍ତ୍ରୀ ନାଁରେ ଥିବା ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଅଭିଯୁକ୍ତ ବିନୟ ଆଚାର୍ଯ୍ୟ ଗୁଳି କରିଥିବା ସୂଚନା ମିଳିଛି ।

MLA Mother falls Seek
ବିଧାୟକ ବିଜୟ ଶଙ୍କର ଦାସଙ୍କ ମାଆ ଗୁରୁତର

ସେ ସୁସ୍ଥ ହେଲେ ଭୁଲ ଔଷଧ ଖାଇବା ପଛର କାରଣ ଜଣାପଡ଼ିବ ବୋଲି ବିଧାୟକ କହିଛନ୍ତି।

Malkangiri man beaten to death in 'praja court' on suspicion of sorcery
ପ୍ରଜାକୋର୍ଟରେ ଅମାନବୀୟ କାଣ୍ଡ: ଯୁବକଙ୍କୁ ପିଟିପିଟି ମାରିଦେଲେ

ପ୍ରଜାକୋର୍ଟରେ ଜଣକୁ ପିଟିପିଟି ହତ୍ୟା କରାଯାଇଛି । ଗୁଣି ଗାରେଡ଼ିକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି

Bride Trashed on Marriage Mandap
ବେଦୀ ଉପରେ ହାତରୁ ଶଙ୍ଖା ଫୋପାଡ଼ିଲେ କନିଆଁ, ବର ବେହୋସ୍

ବର ବେହୋସ ହୋଇ ପଡ଼ିଯିବାର ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି।

Sister\'s heartwrenching letter to deceased Andrew Symonds - OTV Special Story
ଭାଇ ଚାଲିଯିବା ପରେ ଏମିତି ହୃଦୟଥରା ଚିଠି ଲେଖିଲା ଭଉଣୀ...

ଭାଇ ଚାଲିଯିବାର ଦୁଃଖକୁ ଗ୍ରହଣ କରିପାରୁନି ଭଉଣୀ। ଚିଠି ଲେଖି କହିଲା, ଏତେ ଶୀଘ୍ର ତୁମେ କାହିଁକି ଚାଲିଗଲ ? ଆମେ ଆଉ ଗୋଟିଏ ଦିନ ଏକାଠି ରହିଥାଆନ୍ତେ, ଆଉ ଟିକିଏ ଫୋନ୍‌ରେ କଥା ହୋଇ ଥାଆନ୍ତେ...କିନ୍ତୁ ତୁମେ ଠକିଦେଲ....ସାଇମଣ୍ଡଙ୍କ ଚାଲିଯିବା ଦୁଃଖରେ ଏମିତି ଚିଠି ଲେଖିଛନ୍ତି ତାଙ୍କ ଭଉଣୀ

Asha Ra Aloka - Child\'s love makes couple to reunite again
ଝିଅ ପାଇଁ ଏକାଠି ହୋଇଗଲେ ସ୍ୱାମୀ-ସ୍ତ୍ରୀ?

ମଦକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ସମ୍ପର୍କରେ ପଡ଼ିଥିଲା ଫାଟ। କିନ୍ତୁ ଝିଅର ଭବିଷ୍ୟତ ପାଇଁ ଏବେ ଏକାଠି ହେବାକୁ ନିଷ୍ପତ୍ତି ନେଲେ ଏଇ ଦମ୍ପତି। ସମସ୍ତଙ୍କ ସାମ୍ନାରେ ମଦ ଛାଡ଼ିବାକୁ କଥା ଦେଲେ ସ୍ୱାମୀ...ସେପଟେ ସ୍ତ୍ରୀ କହିଲେ....

Orphaned in a young age, three siblings await govt help to survive - OTV Special Story
୬ ମାସ ମଧ୍ୟରେ ଚାଲିଗଲେ ବାପା-ମାଆ...ଖାଇବାକୁ ନମିଳିଲେ ଏମିତି ପାଣି ପିଇ କାଟୁଛନ୍ତି ଦିନ

ମାତ୍ର ୬ ମାସରେ ଚାଲିଗଲେ ବାପା-ମାଆ। ଅନାଥ ହୋଇଗଲେ ତିନି ଛୁଆ। ଖାଇବାକୁ ନାହିଁ କି ପିଇବାକୁ ନାହିଁ...ଅଭାବ ଅସୁବିଧାରେ କଟୁଛି ଦିନ। ସରକାରୀ ଭାବରେ ୨୦ କିଲୋ ମିଳୁଥିବା ଚାଉଳ ଏମାନଙ୍କର ସାହାଭରସା। ଇଚ୍ଛା ଥିଲେ ବି ପଢିପାରୁନାହାନ୍ତି ୩ ପିଲା...ରୋଷେଇ ଆସୁନଥିବାରୁ ପାଣି ପିଇ ରହୁଛନ୍ତି ଏମାନେ

15 years old Samriddhi sets example, donates organs to save two - OTV Special Story
ଭଗବାନ ମତେ ଠକିଦେଲେ...ନିଜେ ଡାକ୍ତର ହୋଇ ବି ରୋଗ ଜାଣିପାରିଲିନି...ହେଲେ ୨ ଜଣଙ୍କ ଜୀବନ ବଞ୍ଚାଇଦେଲା କୁନି ଝିଅ

୧୫ ବର୍ଷର ଝିଅ....”ସେ ଆମ ପାଇଁ ଭଗବାନଙ୍କ ଦାନ ଥିଲା। ମୁଁ ନିଜେ ଡାକ୍ତର, କିନ୍ତୁ ଝିଅର ରୋଗ ଜାଣିପାରିଲିନି”। ଝିଅକୁ ହରାଇ କାନ୍ଦି କାନ୍ଦି ଏମିତି କହୁଛି ମାଆ। ସମୃଦ୍ଧି ଚାଲିଗଲା ସିନା କିନ୍ତୁ ୨ ଜଣଙ୍କ ଜୀବନ ବଞ୍ଚାଇଦେଲା। ଗୋଟିଏ ପଟେ ଝିଅକୁ ହରାଇ ଭାଙ୍ଗି ପଡ଼ିଛନ୍ତି ବାପା-ମାଆ, ଏପଟେ ୨ ଜଣଙ୍କ ଜୀବନ ବଞ୍ଚିଥିବାରୁ ଗର୍ବ ମନେ କରୁଛନ୍ତି ଏହି ଦମ୍ପତି...

Souvic Biswal\'s marriage - OTV News Fuse
ଆଜି ମୋ ବାହାଘର, ମୁଁ ଆଜି କରିପାରିବିନି...

ଗୋରୀ ଟିକେ ହେଇ ଯାଉ ହେଇ ଯାଉ ଡିଜେ ବାଲା ଡ୍ୟାନ୍ସ। ଆଲୋ ମୋ ବୋଉ...କି ପ୍ରସେସନ୍‌ କିରେ? କେଡ଼େ ସୁନ୍ଦରିଆ ସାଜସଜ୍ଜା ହୋଇଛି, ପୁଣି ଡିଜେ ବାଜୁଛି...ନାରଣରେ, ଇଏ କଣ କହିଲେ ମୁଁ ଆଜି କିଛି କରିପାରିବିନି, ଆଜି ମୋ ବାହାଘର...

death
ରାଜଧାନୀରେ ଝୁଲନ୍ତା ମୃତଦେହ ଠାବ

ଭୁବନେଶ୍ୱର ବରମୁଣ୍ଡାର ତ୍ରିନାଥ ମନ୍ଦିର ରୋଡ଼ରେ ଥିବା ଗୋଟିଏ ଗଛରେ ଝୁଲନ୍ତା ମୃତଦେହ ଠାବ ହୋଇଛି ।

Flower seller Sarita Mali admitted in top US university
ସରିତାଙ୍କ ସଫଳତା; ଫୁଲ ବିକ୍ରିରୁ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ

ନିଜର ଦୃଢ ଇଛାଶକ୍ତି ଆଜି ଦେଇଛି ତାଙ୍କୁ ସଫଳତା। ମୁମ୍ବାଇ ରାସ୍ତାରେ ଫୁଲ ବିକ୍ରି କରି ଉଚ୍ଚ ହେବାର ସ୍ୱପ୍ନ ଦେଖୁଥିବା ସରିତା ଆଜି ଜେଏନୟୁରୁ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ ପହଞ୍ଚିଛନ୍ତି। ଆସନ୍ତୁ ଜାଣିବା ପୂରା କାହାଣୀ।

Father Kills Self
ପୁଅ ମରିଗଲା ବୋଲି ଜୀବନ ହାରିଦେଲା ବାପା

ରେଲେୱେ ପୋଲିସ ଆସିବା ଆଗରୁ ପରିବାର ଲୋକେ ପୁଅର ଅନ୍ତିମ ସଂସ୍କାର କରି ଦେଇଥିଲେ।

lightning
କାଳବୈଶାଖୀର ତାଣ୍ଡବ: ଝଡ ପବନରେ ଚାଲିଗଲା ଜୀବନ

ରାଜ୍ୟର ବିଭିନ୍ନ ସ୍ଥାନରେ କେଉଁଠି ବଜ୍ରପାତରେ ଲୋକଙ୍କ ପ୍ରାଣ ଯାଇଛି ତ ଆଉ କେଉଁଠି ଝଡ଼ ପବନ ମାଡ଼ରେ ବିଜୁଳି ଭିତ୍ତିଭୂମି ଉପୁଡ଼ି ଯାଇଛି ।

Youth dies after falling into open drain near Market Chhak of Badadanda in Puri
BREAKING: ବଡ଼ଦାଣ୍ଡ ମୁକୁଳା ଡ୍ରେନ୍ ନେଲା ଜୀବନ

ପୁରୀ ବଡ଼ଦାଣ୍ଡରେ ମୁକୁଳା ଡ୍ରେନ୍‌ରେ ପଡ଼ି ଯୁବକ ମୃତ । ପୁରୀ ମାର୍କେଟ ଛକ ନିକଟ ମୁକୁଳା ଡ୍ରେନ୍‌ରେ ପଡ଼ି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ।

  • Wednesday, 18 May 2022
  • Puri
Body of an unidentified woman found near Krushak Bazaar in Bidanasi
କଟକରେ ଅଚିହ୍ନା ମହିଳାଙ୍କ ମୃତଦେହ ଠାବ; ହତ୍ୟା ସନ୍ଦେହ

କଟକ ବିଡ଼ାନାସୀ କୃଷକ ବଜାରରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି । ମାର୍କେଟରେ ଥିବା ପାଣି ଟାଙ୍କି ତଳେ ଏକ ମୃତଦେହ ପଡ଼ି ରହିଛି ।

Cabinet Meeting
ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ବେଳେ ବସିବ ଏହି ବୈଠକ ।

Actress Manorama goes viral from where emoji came from
ଏଇଠୁ ଆସିଛି କି ମୋବାଇଲ୍‌ ଇମୋଜି?

ମୋବାଇଲ୍ ଚାଟିଂ ବେଳେ ଆମେ ଅନେକ ଇମୋଜି ବ୍ୟବହାର କରୁ। ଅବଶ୍ୟ, ଏହି ପ୍ରଶ୍ନ ଅନେକଙ୍କ ମନରେ ଆସୁଥିବ ଯେ ଏହି ଇମୋଜିଗୁଡିକ କେଉଁଠୁ ଆସିଲା। ଏବେ ଏହାର ପ୍ରମାଣ ମିଳିଛି।

Poverty
ପାଠ ପଢିବାକୁ ବହୁତ୍ ଇଚ୍ଛା ଥିଲେ ବି ପାଖରେ ଟଙ୍କା ନାହିଁ; ସାଙ୍ଗମାନେ କଲେଜ ଗଲେ କଷ୍ଟ ଲାଗୁଛି,କାନ୍ଦ ଲାଗୁଛି

ଦାରିଦ୍ର୍ୟ ଦେଉଛି ବାଧା। ମାଟ୍ରିକ୍‌ରେ ଫାଷ୍ଟ କ୍ଲାସ୍‌ ପାଇବା ପରେ ବି କଲେଜ୍‌ ଯାଇପାରୁନି ଲକ୍ଷ୍ମୀପ୍ରିୟା। ସାଙ୍ଗମାନେ କଲେଜ ଗଲେ କଷ୍ଟ ଲାଗୁଛି, କାନ୍ଦୁଛି ଲକ୍ଷ୍ମୀ। ପର ଘରେ ମାଆ ମୂଲ ଲାଗିଲେ ଘରେ ଚୁଲି ଜଳିବ, ସେଠି ଝିଅର ପାଠପଢା ଚିନ୍ତା କରିବ ବା କେମିତି? ଆପଣମାନେ ସାହାଯ୍ୟ କଲେ କଲେଜ୍ ଯାଇପାରନ୍ତା ଲକ୍ଷ୍ମୀପ୍ରିୟା..

Govt hospital
ସରକାରୀ ମେଡ଼ିକାଲ ପାଲଟିଛି ନିଶା ବେପାରୀଙ୍କ ଆଡ୍ଡାସ୍ଥଳୀ; ମାତାଲ ହେଉଛନ୍ତି ନିଶାଡି, ଜମାଉଛନ୍ତି ନିଶା ବେପାର

ସରକାର ମେଡ଼ିକାଲ ତିଆରି କରିଦେଲେ, ନିଶା ବେପାରୀ ୟାକୁ ଲିଜ୍‌ରେ ନେବା ପରି ନିଜ ବେପାର ଆରମ୍ଭ କରିଦେଲେ। ଦିନରାତି ୨୪ ଘଣ୍ଟା ଏଠାରେ ପିଉଛନ୍ତି..ବୋତଲ ଫୋପାଡ଼ୁଛନ୍ତି, ନିଶା ବେପାର କରୁଛନ୍ତି। ଚିକିତ୍ସା ପାଉନାହାନ୍ତି ଲୋକେ

Brian dead girl
ଝିଅର ବ୍ରେନ୍‌ ଡେଡ୍‌ ଜାଣିବା ମାତ୍ରେ ଅଙ୍ଗଦାନ ନିଷ୍ପତ୍ତି ନେଇ ଉଦାହରଣ ସାଜିଛନ୍ତି ମାଆ ସୁନୀତା

ଚିକିତ୍ସା ଆରମ୍ଭ ହେବା ପରେ ଡାକ୍ତର ତାଙ୍କୁ ବ୍ରେନ୍ ଡେଡ୍ ଘୋଷଣା କରିବା ମାତ୍ରେ ଝିଅର ଅଙ୍ଗଦାନ ନିଷ୍ପତ୍ତି ନେଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ସୁନୀତା।

Brian dead girl
ଏମିତି ବି ଥାଆନ୍ତି ମାଆ; ଝିଅର ଅଙ୍ଗଦାନ କରି ବଞ୍ଚାଇଲେ ଦୁଇ ଦୁଇଟି ଜୀବନ

ଯେଉଁ ଭଗବାନ ଉପହାର ଦେଇଥିଲେ, ସେଇ ଠକିଦେଲେ । ବୃତ୍ତିରେ ଡାକ୍ତର ହୋଇ ବି ନିଜ ୧୫ ବର୍ଷର ଅଲିଅଳି ଝିଅକୁ ବ୍ରେନ୍ ଟ୍ୟୁମରରୁ ବଞ୍ଚାଇ ନପାରିବା ଦୁଃଖରେ ଫାଟି ଯାଉଛି ଛାତି, ଭାଙ୍ଗି ଯାଉଛି ମନ । ହେଲେ ତାରି ପାଇଁ ଆଉ ଦୁଇ ଅଜଣା-ଅପରିଚିତଙ୍କ ଜୀବନ ରକ୍ଷା ଖୁସିରେ ସେ ଆତ୍ମହରା ହୋଇପଡ଼ିଛନ୍ତି ।

Mid Day Meal
ଏଥର ଦୁର୍ନୀତି ପାଇଁ ନୁହେଁ ବରଂ ଦରଦାମ ବୃଦ୍ଧି ଯୋଗୁଁ ଛାତ୍ରଛାତ୍ରୀଙ୍କୁ ମିଳୁଛି ନିମ୍ନ ମାନର ମଧ୍ୟାହ୍ନ ଭୋଜନ

ମଧ୍ୟାହ୍ନ ଭୋଜନର ବିକଳ ଚିତ୍ର, ପାଣିରେ ଭାସୁଛି ସୋୟା ବଡି । ତାକୁ ଲଗେଇ ଭାତ ଖାଉଛନ୍ତି ପିଲେ । ନିମ୍ନମାନର ଖାଦ୍ୟ ପରଷିବା ପଛର କାରଣ ଶୁଣିଲେ ମୁଣ୍ଡ ଚକ୍କର କାଟିବ ।

Mid Day Meal
ମଧ୍ୟାହ୍ନ ଭୋଜନ ପାଇଁ ଟଙ୍କା ନାହିଁ ! ପିଲା ଖାଉଛନ୍ତି ପାଣିଆ ସୋୟାବଡ଼ି ତରକାରୀ

ଦରଦାମ ବୃଦ୍ଧି ଲାଗି ଏଭଳି ନିମ୍ନମାନର ଖାଦ୍ୟ ପାଉଛନ୍ତି ସ୍କୁଲ୍ ପିଲା । ବର୍ତ୍ତମାନ ତେଲ ଠାରୁ ଆରମ୍ଭ କରି ପନିପରିବା, ଡାଲିଜାତୀୟ ଶସ୍ୟ, ଗ୍ୟାସ୍ ସିଲିଣ୍ଡର, ଲେବର ଚାର୍ଜ ଆକାଶ ଛୁଆଁ ।

Dead man receives govt aid
ମରିବାର ୧୪ ବର୍ଷ ପରେ ଅଫିସ୍‌ରୁ ଆସି ନେଲେ ଟଙ୍କା ? ହେଲେ କେମିତି...

ଆଶ୍ଚର୍ଯ୍ୟ !! ମରିବାର ୧୪ ବର୍ଷ ପରେ ସରକାରୀ ଅଫିସ୍‌ ଆସି ନେଇ ଗଲେ ସହାୟତା। ପରିବାର ଜାଣିବା ପରେ ପାଦ ତଳୁ ଖସିଗଲା ମାଟି। ଭାଇ କହିଲେ, ଭାଇ ତ ନାହିଁ..ସେ ଟଙ୍କା ଆଉ କିଏ ନେଇଯାଇଛି। ଆମ ପରିବାର ନାଁରେ ମିଛରେ କାଗଜପତ୍ର ହୋଇଛି।