ଭଉଣୀ ବାହାଘର ସାରି ଫେରିଥିଲେ। ଘରକୁ ଶବ ହୋଇ ଫେରିଲେ। ମାଆକୁ କଥା ଦେଇଥିଲେ ଏଥର ଆସିଲେ ନୂଆ ଘର କରିବା...ସବୁ ସ୍ୱପ୍ନ ଚୁରମାର ହୋଇଗଲା। ବାପାର ଶବକୁ ଶେଷ ଶ୍ରଦ୍ଧାଞ୍ଜଳି ଦେଉଛି କୁନି ଝିଅ। ସ୍ୱାମୀକୁ ହରାଇ ମୁଣ୍ଡ ବାଡ଼େଇ କାନ୍ଦୁଛି ୮ ମାସର ଗର୍ଭବତୀ ସ୍ତ୍ରୀ...ସେପଟେ ଭେଣ୍ଡିଆ ପୁଅକୁ ହରାଇ ପାଗଳ ପ୍ରାୟ ବାପା
୧୩ କିଲୋମିଟର ଓଡ଼ିଶା ଭିତର ଗାଁକୁ ଅକ୍ତିଆର କରିବାକୁ ଆନ୍ଧ୍ର ଯୋଜନା କରୁଥିବା ଜଣାପଡ଼ିଛି। ଓଡ଼ିଶାର ଲୋକଙ୍କୁ ପ୍ରଭାବିତ କରିବାକୁ ଘର ନିର୍ମାଣ କରୁଛି ଆନ୍ଧ୍ର।
ଗାଁ ଗହଳି ଲୋକଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଦେବାକୁ ସରକାରଙ୍କ ବସୁଧା ଯୋଜନା। ହେଲେ ଯଦି ଏହି ମେଗା ପାନୀୟ ଜଳ ପ୍ରକଳ୍ପ କାମରେ ନ ଆସେ, ତେବେ କାହିଁକି ଏ ପ୍ରକଳ୍ପ। ଶୋଷ ମେଣ୍ଟାଇବା ବଦଳରେ ଶୁଷ୍କ ହୋଇ ପଡି ରହିଛି ଭଦ୍ରକ ଜିଲ୍ଲା ବାସୁଦେବପୁରର ୮୫ ଲକ୍ଷ ଟଙ୍କାର ପାନୀୟ ଜଳ ପ୍ରକଳ୍ପ...
ଭାରି ସୁଆଦିଆ ପୋଟଳ କବାବ୍। ପୋଟଳ ଭିତରେ ରସୁଣ ବଟା, ଅଦାବଟା,ଲଙ୍କା ଗୁଣ୍ଡ ଦେଇ ଘରେ ପ୍ରସ୍ତୁତ କରନ୍ତୁ ପୋଟଳ କବାବ୍। ନିଜେ ଖାଆନ୍ତୁ...ଅନ୍ୟକୁ ବି ଖୁଆନ୍ତୁ
ବାହାଘର ୨୫ ବର୍ଷ ପରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ କଳି। ସ୍ୱାମୀଙ୍କ ରାଗ...ଆମ ଝଗଡ଼ା ହେଲେ ଝିଅକୁ ସ୍ତ୍ରୀ ମାମୁଁଘରକୁ ନେଇଯାଉଛି। ଏଥିରେ ଝିଅ ଶିଖିବ କଣ? ଜାଣିଶୁଣି ଝିଅକୁ ମୋ ବିରୋଧରେ ଉସୁକାଉଥିବା କହୁଛନ୍ତି ସ୍ୱାମୀ। ତେବେ ପ୍ରକୃତରେ ଘଟଣା କ’ଣ?
ବଦହଜମି। ଆଜିକାଲି ପ୍ରାୟ ସମସ୍ତଙ୍କର ହେଉଛି। ତେବେ ଏହି ସାଙ୍ଘାତିକ ରୋଗରୁ କେମିତି ପାଇବେ ରକ୍ଷା? କଣ କଲେ ହେବନି ବଦହଜମି?
ପୁରୀ ଏମାର ମଠ ପରିସରରେ ମାଟି ଖନନ ବେଳେ ବାହାରିଲା କାରୁକାର୍ଯ୍ୟପୂର୍ଣ୍ଣ ସିଂହ ମୂର୍ତ୍ତି...
ଗାଁରେ ଝାଡାବାନ୍ତି ଆତଙ୍କ । ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସାମ୍ନାକୁ ଆସିଲା ଆଉ ଏକ ନୂଆ ଅଭିଯୋଗ...
ସ୍କୁଲରେ ବଢୁଛି କରୋନା। ଏଥିପାଇଁ ଦାୟୀ କିଏ? ପ୍ରକୃତରେ ସ୍କୁଲ ପିଲା ନାଁ ଶିକ୍ଷକ...କିଏ ବାଣ୍ଟୁଛି କରୋନା? ଶୁଣନ୍ତୁ ଏନେଇ କଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
ବଢ଼ୁଥିବା ଟମାଟୋ ଦରରେ ଲାଗିଲା ବ୍ରେକ୍...ଏବେ ଭୁବନେଶ୍ୱର, ବାଲେଶ୍ୱର, କଟକରେ ଏତିକି ଟଙ୍କାରେ ବିକ୍ରି ହେଉଛି ଟମାଟୋ ...
ସୁନାଖଣି ଜଙ୍ଗଲରେ ସୁନାର ମିଳିଛି କି ସନ୍ଧାନ? ୬ ମାସ ହେଲାଣି ଜଙ୍ଗଲ ମଧ୍ୟରେ ଚାଲିଛି ଖୋଳାତଡ଼ା...ସୁନା ଖଣି ନାଁ ଶୁଣି ଗାଁ ଲୋକଙ୍କ ମନରେ ବଢୁଛି ପ୍ରବଳ ଉତ୍କଣ୍ଠା...
ନିଜ ପର୍ସନାଲ ଆକାଉଣ୍ଟରୁ କଟିଗଲା ଟଙ୍କା। ଓଟିପି ଆସିନି, ହେଲେ ଲୁଟେରା ପାଇଗଲେ ପଇସା। ବ୍ୟାଙ୍କବାଲାଙ୍କ ପାଖକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି। କିନ୍ତୁ ସେମାନଙ୍କ ପାଖରେ କିଛି ଉତ୍ତର ନାହିଁ
ଶ୍ରଦ୍ଧାଞ୍ଜଳି ସଭାରେ ‘ଲେ… ଲେ… ଲେ ଲେ ମଜ୍ଜା’ ଗୀତରେ ଜବରଦସ୍ତ ନାଚ। ସୋସିଆଲ ମିଡ଼ିଆରେ ଭାଇରାଲ ହେଲା ଭିଡ଼ିଓ, ଦେଖନ୍ତୁ ଏହି ଦୃଶ୍ୟ...
ମୁନ୍ଦେ ପାଣି ପାଇଁ କଲବଲ ହେଉଛନ୍ତି ଲୋକେ...ବାରମ୍ୱାର ଅଭିଯୋଗ ସତ୍ତ୍ୱେ ଶୁଣୁନାହାଁନ୍ତି ବିଭାଗୀୟ ଅଧିକାରୀ...
ଆଲୋ ଆଲୋ...ଇଏ ବିଡ଼ିଓଙ୍କ ଉପରେ ଏମାନେ ଏମିତି କାହିଁକି ଚଢୁଛନ୍ତି କିରେ? ହଇରେ ଓଭରସ୍ମାର୍ଟ କିଏ ହେଲା? ନାରଣ କିଛି ବୁଝାପଡ଼ୁନି। ଆମ ରାଇଜରେ ଅଫିସର ବେଶି ସ୍ମାର୍ଟ, ହେଲେ ଇଏ ଶାସକ ଦଳ ନେତା କଣ ସ୍ମାର୍ଟ ହେବାରେ ପ୍ରତିବନ୍ଧକ ଲଗାଉଛନ୍ତି କିରେ?
ଗତ କିଛି ଦିନ ଧରି ଅସୁସ୍ଥ ରହିଥିବା ବେଳେ ଆଜି ଚନ୍ଦକା ଅଭୟାରଣ୍ୟରେ ନନ୍ଦ ହାତୀର ମୃତ୍ୟୁ ହୋଇଛି ।
ବ୍ୟାଡମିଣ୍ଟନରେ ଭାରତକୁ ବଡ଼ ସଫଳତା । ବିଶ୍ୱ ପୁରୁଷ ଟିମ୍ ଚାମ୍ପିଅନସିପ୍ କୁହାଯାଉଥିବା ଥୋମାସ୍ କପ୍ ଇତିହାସରେ ପ୍ରଥମ ଥର ପାଇଁ ଟାଇଟଲ୍ ବିଜେତା ଭାବେ ନିଜ ନାମକୁ ଲିପିବଦ୍ଧ କରିଛି ଭାରତ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ନିତି ନୂଆ ନୂଆ କେଁ । ସଦ୍ୟତମ ବିବାଦରେ ଏବେ ଯୋଡ଼ି ହୋଇଛି ନିର୍ମାଣାଧୀନ ଶ୍ରୀମନ୍ଦିର କାର୍ଯ୍ୟାଳୟର ପ୍ରଶାସନିକ କୋଠା ।
ଆଜି ପୁରୀ ଗସ୍ତରେ ଯାଇଥିବା ବେଳେ ସନ୍ଧ୍ୟାରେ ମାର୍କେଟ ଛକଠାରେ ତାଙ୍କ ଗାଡ଼ି ଉପରକୁ କାଳିମାଡ଼ କରିଥିରେ ଛାତ୍ର କଂଗ୍ରେସର କର୍ମୀ।
ଦିଲ୍ଲୀ ଓ ପଞ୍ଜାବ ଟ୍ରାଜେଡି ପରେ ବାଲେଶ୍ୱର ଓ କଟକରେ ବିଭିନ୍ନ ସପିଂମଲ୍ ଓ ହସ୍ପିଟାଲରେ ଅଚାନକ ରେଡ୍
ଗଲା ୨ ବର୍ଷ ଭିତରେ ଏମିତି ତିନି-ତିନିଟି ଘଟଣାକୁ ନେଇ ଉଠିଛି ପ୍ରଶ୍ନ
ଏଭେରେଷ୍ଟ ଶିଖରରେ ପହଞ୍ଚିବା ପାଇଁ ସିଦ୍ଧାର୍ଥଙ୍କୁ ମାସେ 27 ଦିନ ସମୟ ଲାଗିଥିଲା।
ଗତକାଲି ଗଞ୍ଜାମ ଏସପି ଅଫିସ ସାମ୍ନାରେ ଦେହରେ ପେଟ୍ରୋଲ ଢାଳି ଜଳିଗଲେ ରମ୍ଭା ଥାନା ବୋରିଗାଁର ୨୬ ବର୍ଷୀୟ ଯୁବକ ବାଦଲ ସାହୁ ।
ଓଡ଼ିଶାର ୨୪ ହଜାର ହେର ଜମିରେ ପ୍ରାକୃତିକ ଚାଷ କରାଯାଉଛି । ଆଗାମୀ ଦିନରେ ଏହାର ଫାଇଦା ମିଳିବ ।