ଭୁବନେଶ୍ୱରରେ ଟ୍ରାଫିକ ପୋଲିସ୍ ପକ୍ଷରୁ କାର୍ରେ ବ୍ଲାକ୍ ସ୍କ୍ରିନ୍ ହଟାଇବା ଅଭିଯାନ ଆରମ୍ଭ ହୋଇଛି। ସୁପ୍ରିମକୋର୍ଟଙ୍କ ଗାଇଡଲାଇନ୍ ଅନୁସାରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ବଜାର ବୁଲିବେ, ମନପସନ୍ଦର ପୋଷାକ କିଣି ପିନ୍ଧିବେ । ସମସ୍ତଙ୍କ ମନରେ ଏଭଳି ଇଚ୍ଛା ଥାଏ । ହେଲେ ସମସ୍ତଙ୍କୁ କ’ଣ ଏଭଳି ସୁଯୋଗ ମିଳେ । ଅନାଥ ପିଲାଙ୍କ ପାଇଁ ଏସବୁ ସାତ ସପନ
ଗତକାଲି ଅଗ୍ନିଶମ ଡିଜି ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେବା ପରେ ଆଜି ବାଲେଶ୍ୱର ଅଗ୍ନିଶମ ବାହିନୀ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇଛି। ବିଭିନ୍ନ ସପିଂ ମଲ୍, କ୍ଲିନିକ, ସିନେମା ହଲ୍ ଓ ବଡ଼ କୋଠାରେ ଅଗ୍ନିଶମ ବିଭାଗ ଚଢାଉ କରିଛି।
ସ୍ୱାମୀ ଯାହା ଭାବିଥିଲେ ହେଲେ କରି ପାରିନଥିଲେ ତାକୁ ପୂରଣ କରିଛନ୍ତି ସ୍ତ୍ରୀ। ଜମି ବିକି ସ୍ତ୍ରୀ ୨୦ ଲକ୍ଷ ଟଙ୍କା ଶ୍ରୀମନ୍ଦିରକୁ ଦାନ କରିଛନ୍ତି।
ଦାରିଦ୍ର୍ୟ ଦେଉଛି ବାଧା। ମାଟ୍ରିକ୍ରେ ଫାଷ୍ଟ କ୍ଲାସ୍ ପାଇବା ପରେ ବି କଲେଜ୍ ଯାଇପାରୁନି ଲକ୍ଷ୍ମୀପ୍ରିୟା। ସାଙ୍ଗମାନେ କଲେଜ ଗଲେ କଷ୍ଟ ଲାଗୁଛି, କାନ୍ଦୁଛି ଲକ୍ଷ୍ମୀ। ପର ଘରେ ମାଆ ମୂଲ ଲାଗିଲେ ଘରେ ଚୁଲି ଜଳିବ, ସେଠି ଝିଅର ପାଠପଢା ଚିନ୍ତା କରିବ ବା କେମିତି? ଆପଣମାନେ ସାହାଯ୍ୟ କଲେ କଲେଜ୍ ଯାଇପାରନ୍ତା ଲକ୍ଷ୍ମୀପ୍ରିୟା
ଆଶ୍ଚର୍ଯ୍ୟ !! ମରିବାର ୧୪ ବର୍ଷ ପରେ ସରକାରୀ ଅଫିସ୍ ଆସି ନେଇ ଗଲେ ସହାୟତା। ପରିବାର ଜାଣିବା ପରେ ପାଦ ତଳୁ ଖସିଗଲା ମାଟି। ଭାଇ କହିଲେ, ଭାଇ ତ ନାହିଁ...ସେ ଟଙ୍କା ଆଉ କିଏ ନେଇଯାଇଛି। ଆମ ପରିବାର ନାଁରେ ମିଛରେ କାଗଜପତ୍ର ହୋଇଛି।
ଭଉଣୀ ବାହାଘର ପାଇଁ ଦାୟିତ୍ୱରୁ ଛୁଟି ନେଇ ଘରକୁ ଆସିଥିଲେ ଯବାନ ଚନ୍ଦ୍ରକାନ୍ତ ସେଜପଡ଼ା । ଆଉ ସବୁ କାମ ସରି ପୁଣି ଫେରିଯାଇଥିଲେ କର୍ମକ୍ଷେତ୍ରକୁ । ଏହାର ମାତ୍ର ଦୁଇ ସପ୍ତାହ ପରେ ହରିଆଣାର ବାହାଦୁର ପାଖ ଏକ ରେଳ ଧାରଣା କକ୍ଷରୁ ତାଙ୍କର ମୃତଦେହ ମିଳିଥିଲା ।
ପାଠ ପଢାରେ ବାଧକ ସାଜିଲା ତଣ୍ଟିର ବଥ। ବାପା ଚାଲିଯିବା ପରେ ପରିବାରର ପୂରା ଦାୟିତ୍ୱ ମାଆ ଉପରେ। ଯେଉଁଠି ଖାଇବା କଷ୍ଟକର, ସେଇଠି ପୁଅର ଚିକିତ୍ସା କେମିତି କରାଇବ ମାଆ? ଡାକ୍ତରଖାନାରେ ଦେଖାଇ ନୟାନ୍ତ ହେଲେଣି ବିମଳା, ହେଲେ ଘା ଶୁଖୁନି କି ପୁଅ ଭଲ ହେଉନି। ସାହାଯ୍ୟ ମାଗୁଛି ଟଙ୍କଧର
ଯେଉଁ ବୟସରେ ବିବାହର ୨୫ ବର୍ଷର ପୂର୍ତ୍ତି ଉତ୍ସବ ପାଳନ କରିବା କଥା...ସେହି ବୟସରେ ସମ୍ପର୍କରେ ଦେଖା ଦେଲା ଫାଟ। ମଦ ପିଇ ସ୍ୱାମୀ କୁଆଡ଼େ ସ୍ତ୍ରୀଙ୍କୁ ପ୍ରବଳ ମାରୁଛନ୍ତି। ଦୁର୍ଘଟଣାରେ ପୁଅ ଚାଲିଯିବା ପରେ ଉଭୟଙ୍କ ମଧ୍ୟରେ ବଢିଲା ବିଶୃଙ୍ଖଳା। ୩ ବର୍ଷ ଭିତରେ ଏମିତି କଣ ହେଲା?
ସରକାର ମେଡ଼ିକାଲ ତିଆରି କରିଦେଲେ, ନିଶା ବେପାରୀ ୟାକୁ ଲିଜ୍ରେ ନେବା ପରି ନିଜ ବେପାର ଆରମ୍ଭ କରିଦେଲେ। ଦିନରାତି ୨୪ ଘଣ୍ଟା ଏଠାରେ ପିଉଛନ୍ତି...ବୋତଲ ଫୋପାଡ଼ୁଛନ୍ତି, ନିଶା ବେପାର କରୁଛନ୍ତି। ଚିକିତ୍ସା ପାଉନାହାନ୍ତି ଲୋକେ
ମୋର ଲେଟ୍ ହୋଇଗଲାଣି। କାଳିଆ ଚଢିଛି, ଗଲେ ପୁଣି ମୁଁ ଚଢିବି। ଏ କେମିତିକା କଥା? ଝିଅ ପାଇଁ ଯେତେବେଳେ ଯାହା ପଠାଇଲି ଇଏ ସବୁ ଗାଏବ କରିଦେଉଛି। କିଛି ପହଞ୍ଚୁନି...ମୁଁ କଣ କରିବି?
ଛବି ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।
ଆକାଉଣ୍ଟରୁ ଟଙ୍କା କଟିବା ପରେ ବ୍ୟାଙ୍କ ଦୌଡ଼ି ଦୌଡ଼ି ହତାଶ। କେମିତି ଓ କାହିଁକି ଆକାଉଣ୍ଟରୁ ଏତେ ଟଙ୍କା କଟିଲା ସେନେଇ କୌଣସି ପତ୍ତା ନାହିଁ। ବ୍ୟାଙ୍କକୁ ପଚାରିଲେ ସେମାନେ କହୁଛନ୍ତି ଆପଣଙ୍କ ଆକାଉଣ୍ଟରୁ ଟଙ୍କା ଉଠିଛି, ଆମେ କଣ କରିବୁ?
ପୃଥିବୀ ଆଡେ ମୁହାଁଇଛି ବିଶାଳକାୟ ଆଷ୍ଟ୍ରଏଡ। ଆସନ୍ତାକାଲି ଏହା ପୃଥିବୀ ପାଖାପାଖି ହେବ। ଯଦି ଏହା ପୃଥିବୀ ସହ ଧକ୍କା ହୁଏ, ତେବେ
ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଦମୟନ୍ତୀ ଆପାର୍ଟମେଣ୍ଟରେ ରହୁଥିବା ବାୟୁସେନା ଅଧିକାରୀ ଅଜିତ କୁମାର ଖୁଣ୍ଟିଆ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି ।
ଭାରି ସୁଆଦିଆ ମାଛ ଆମ୍ବିଳ। ଟିକିଏ କଟା ପିଆଜ, ବଟା ଅଦା ଓ ରସୁଣ ପେଷ୍ଟ ଦେଇ ତେନ୍ତୁଳି ଛୁଙ୍କ ମାରନ୍ତୁ। ଚାହୁଁ ଚାହୁଁ ତିଆରି ହୋଇଯିବ ଏହି ସୁଆଦିଆ ଖାଇବା...
ଶ୍ରୀମନ୍ଦିର ପ୍ରଶାସନର ନୂଆ ବିଲ୍ଡିଂ ନିର୍ମାଣକୁ ନେଇ ବିବାଦ ଦେଖାଦେଇଛି। ତୁରନ୍ତ କାମ ବନ୍ଦ କରି ସଂଶୋଧିତ ପ୍ଲାନ୍ ଦେବାକୁ ଶ୍ରୀମନ୍ଦିର ପ୍ରଶାସନକୁ ନିିର୍ଦ୍ଦେଶ ଦିଆଯାଇଛି।
ଗୁଗୁଲରେ ଆପଣ ଏହି ସବୁ ଜିନିଷ ଦେଖୁଛନ୍ତି କି ସର୍ଚ୍ଚ କରୁଛନ୍ତି କି ? ହୋଇଯାଆନ୍ତୁ ସାବଧାନ। ନଚେତ୍ ଆପଣଙ୍କୁ ବି ହୋଇପାରେ ଜେଲ୍, ଗଣିପାରନ୍ତି ମୋଟା ଅଙ୍କର ଜରିମାନା
ଧାଡ଼ି ଧାଡ଼ି କରି ରଖିଛନ୍ତି ଗରା, ବାଲଟି । ଅପେକ୍ଷା କରିଛନ୍ତି ପାଣି ଟ୍ୟାଙ୍କରକୁ । ପାଣି ନେଲେ ଘରେ ରୋଷେଇ ହେବ, ନିତ୍ୟ ବ୍ୟବହାର୍ଯ୍ୟ କାମରେ ଆସିବ ।
ନାହିଁ ନାହିଁରେ ଚାଲିଛି ବ୍ରହ୍ମପୁରର ପୁରାତନ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ । ଅଧ୍ୟାପକ ମରୁଡ଼ି ପଡିଥିବାବେଳେ ୧୮ଟି ବିଭାଗରେ ୮୮ଟି ପୋଷ୍ଟରୁ ମାତ୍ର ୨୨ ଜଣ ସ୍ଥାୟୀ ଅଧ୍ୟାପକ ଏବଂ ବଳକା ଗେଷ୍ଟ ଫ୍ୟାକଲ୍ଟିରେ ଚାଲୁଛି କଲେଜ ।
କରୋନା ସମସ୍ତଙ୍କୁ ହେବ। ପିଲା ଜନ୍ମ ହେଉ ହେଉ ବି ତାଙ୍କୁ ହୋଇପାରେ କରୋନା। ୫ ବର୍ଷ ତଳର ପିଲାଙ୍କୁ ଦିଆଯିବ କି କରୋନା ଟିକା? ଶୁଣନ୍ତୁ କଣ କହୁଛନ୍ତି ବିଶେଷଜ୍ଞ
ପୋଖରୀ ଖୋଳିଲା ବେଳେ ମିଳିଲା ରତ୍ନପଥର । ଆଉ ତା ପରେ...
ଆଲୋ ଭାଇ ଇଏ କି ନାଚ? ଦେଖୁନ...କେମିତି ନାଗିନ ଗୀତରେ ଗଡ଼ି ଗଡ଼ି ନାଚୁଛନ୍ତି...ନାଚ ନିଶାରେ ଏମିତି ମଜିଛନ୍ତି ଯେ, ସେ ଭାଇଙ୍କୁ ଦୁଇ ଗୋଇଠା ଦେଲେ। ସିଏ ବି ଚିତ୍ପଟାଙ୍ଗ ମାରିଲେ ।
ଜଣେ ବ୍ୟକ୍ତି ତାଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ଏବଂ ଏହାର ତଦନ୍ତ ଜାରି ରହିଥିଲା । ପ୍ରକୃତରେ କେଉଁ କାରଣ ଲାଗି ସେ ଏତେବଡ଼ କଠୋର ନିଷ୍ପତ୍ତି ନେଲେ ତାହାର ତଦନ୍ତ ଚାଲିଛିି ।
ଆମ୍ବ ସୁସ୍ୱାଦୁ ଫଳ ମଧ୍ୟରେ ଗୋଟିଏ। ଦୁନିଆରେ ଅନେକ ପ୍ରକାରର ଆମ୍ବ ରହିଛି। ଏହାରି ଭିତରେ ଏମିତି ଏକ ଆମ୍ବ ରହିଛି ଯାହାର ମୂଲ୍ୟ ଜାଣିଲେ ଖାଇବା ତ ଦୂରର କଥା ଆପଣ ଏହାକୁ ନେଇ ସ୍ୱପ୍ନ ବି ଦେଖିବା ଭୁଲିଯିବେ। ଭାରତରେ କେଉଁଠି ମିଳେ ଆସନ୍ତୁ ଜାଣିବା।