ଆମେରିକାର ସ୍ପେସ୍ ଏଜେନ୍ସି ନାସା ଚନ୍ଦ୍ରରୁ ଆଣିଥିବା ମାଟିରେ ଚାରା ଲଗାଇ ଦେଖାଇଛି ।
ଜଳବାୟୁ ପରିବର୍ତ୍ତନ ଯୋଗୁଁ ଗତ ବର୍ଷ ପ୍ରଚୁର ଆମ୍ବ ଫଳିଥିଲା ବେଳେ ଏ ବର୍ଷ ଆମ୍ବ ଗଛରେ ଆମ୍ବର ଦେଖା ନାହିଁ । ଯାହାକୁ ନେଇ ଚିନ୍ତାରେ ଚାଷୀ ।
ନ୍ୟାୟ ପାଇଁ ଅଗ୍ନି ବିପନ୍ନଙ୍କ ଆତ୍ମାହୂତି ଉଦ୍ୟମ । ପ୍ରଥମେ ଭଦ୍ରକ ଟାଉନ୍ ଥାନା ଆଗରେ ଧାରଣା ଦେଇ କେହି ନଶୁଣିବାରୁ ଏସ୍ପିଙ୍କ ଅଫିସ୍ ଆଗରେ ଧାରଣା ଦେଲେ ଭଦ୍ରକ ଗବସାହିର ଅଗ୍ନି ବିପନ୍ନ ସୁଦର୍ଶନ ଦାସ ।
ରାଜ୍ୟ ସରକାରଙ୍କୁ ପୂର୍ବତନ ରାଜ୍ୟପାଳଙ୍କ ପରାମର୍ଶ । ଜଳ ସଂପଦର ଉପଯୁକ୍ତ ବିନିଯୋଗ ପାଇଁ ପରାମର୍ଶ ଦେଇଛନ୍ତି ପୂର୍ବତନ ରାଜ୍ୟପାଳ ଏମ୍ ଏମ୍ ରାଜେନ୍ଦ୍ରନ । ମହାନଦୀର ଉପନଦୀରେ ଅଧିକରୁ ଅଧିକ ଚେକଡ୍ୟାମ ପାଇଁ ପରାମର୍ଶ ଦେଇଛନ୍ତି ।
ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ସତ୍ୟପାଠ ପରେ ପ୍ରଥମଥର ପାଇଁ ଏଏସଆଇ ଟିମ୍ ପୁରୀରେ ପହଞ୍ଚିଛନ୍ତି ।
ପାଗଳ କରିଛି ପଶୁପ୍ରେମ । ବାଘର ବଂଶ ବିସ୍ତାର ପାଇଁ ଭିଟାମାଟି ଛାଡ଼ିବାକୁ ପ୍ରସ୍ତୁତ ହେଲେ ଗାଁ ଲୋକେ। ପଲ୍ଲୀସଭାରେ ନିଆଗଲା ବଡ଼ ନିଷ୍ପତ୍ତି । ହେଲେ ପ୍ରଶାସନର ଅବହେଳା ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ ।
ତେବେ ଏହା ପ୍ରଥମ ଥର ନୁହେଁ, ପୂର୍ବରୁ ମଧ୍ୟ ଅନେକ ଥର ସେ ଏପରି ବିମାନ ଉଡ଼ାଇ ସାରିଛନ୍ତି ।
ପିସି ଦେଉନଥିବାରୁ କାର୍ଯ୍ୟରୁ ନିଲମ୍ବନ ହେଲେ ଫରେଷ୍ଟର। ପ୍ରତିବାଦ କରି ଡିଏଫ୍ଓଙ୍କ ଅଫିସ ସାମ୍ନାରେ ବସି ଆମ୍ବ ବିକିଲେ। କହିଲେ, ପ୍ରମାଣ ରଖିପାରିବିନି ବୋଲି ହ୍ୱାଟ୍ସଆପ୍ରେ କଲ୍ କରୁଥିଲେ ।
ଦେବଦୂତ ସାଜିଲେ କୋବ୍ରା ଯବାନ । ସାଥୀ କମାଣ୍ଡୋଙ୍କ ଝିଅ ବାହାଘର କରାଇ ନିଜର ମହାନତା ଦେଖାଇଛନ୍ତି କୋବ୍ରା ଯବାନ। ବାହାଘର ପାଇଁ ଆର୍ଥିକ ସହାୟତା ଯୋଗାଇବା ସହ ଜିନିଷପତ୍ର କିଣାକିଣି ଲାଗି ଯୋଗାଇଦେଲେ ଗାଡ଼ି ।
କୁନି କୁନି ପିଲା କରୋନା ଟିକା ନେବା କେତେ ଜରୁରୀ? ଯଦି ଟିକା ନେଇ ନାହାନ୍ତି ତେବେ କରୋନା ସେମାନଙ୍କୁ ସମସ୍ୟାରେ ପକାଇବ କି? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଶିଶୁ ରୋଗ ବିଶେଷଜ୍ଞ..
ପାଗଳ କରିଛି ପଶୁପ୍ରେମ। ବାଘର ବଂଶ ବିସ୍ତାର ପାଇଁ ଭିଟାମାଟି ଛାଡ଼ିବାକୁ ପ୍ରସ୍ତୁତ ହେଲେ ଗାଁ ଲୋକେ। ପଲ୍ଲୀସଭାରେ ନିଆଯଗଲା ବଡ଼ ନିଷ୍ପତ୍ତି। ହେଲେ ପ୍ରଶାସନର ଅବହେଳା ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ...ଦେଖନ୍ତୁ ପୂରା ରିପୋର୍ଟ
ତିନିଭାଇଙ୍କ ସମାନ ଦୁଃଖ। କେମିତି ବଖାଣିବେ ସେ ନିଜେ ବି ଜାଣିପାରୁନାହାନ୍ତି। ଅସାଧ୍ୟକୁ ସାଧ୍ୟ କରିବା ବୟସରେ ବାଡ଼ି ଧରି ବାଟ ଚାଲୁଛନ୍ତି ଏମାନେ ସମସ୍ତେ...ଅଭାବୀ ପରିବାର ପିଲା ବୋଲି ସବୁ ଦୁଃଖ ସହିଯାଉଛନ୍ତି। ଚିକିତ୍ସା ତ ଦୂରର କଥା ମେଡ଼ିକାଲ ପର୍ଯ୍ୟନ୍ତ ପହଞ୍ଚିବା ଏମାନଙ୍କ ପାଖରେ ମୁସ୍କିଲ
ପିସି ଦେଉନଥିବାରୁ କାର୍ଯ୍ୟରୁ ନିଲମ୍ବନ ହେଲେ ଫରେଷ୍ଟର। ପ୍ରତିବାଦ କରି ଡିଏଫ୍ଓଙ୍କ ଅଫିସ ସାମ୍ନାରେ ବସି ଆମ୍ବ ବିକିଲେ। କହିଲେ, ପ୍ରମାଣ ରଖିପାରିବିନି ବୋଲି ହ୍ୱାଟ୍ସଆପ୍ରେ କଲ୍ କରୁଥିଲେ..
ଆଲୋ ମୋ ସ୍ୱାମୀ ଆସିଥିଲେ, କୁଆଡ଼େ ଗଲେ କିଲୋ? ହେ...ମତେ ଜମାରୁ ନିଶା ହେଇନି। ଏଇଟା ବିଦେଶୀ ଭଳିଆ ତ ଜମାରୁ ଲାଗୁନି। ପୂରା ଦେଶୀ ବୋଧହୁଏ...ଲୁଙ୍ଘି ଖୋଲିଗଲାଣି, ତଥାପି ଚେୟାର ଉପରେ ବସିବାକୁ ଦୌଡ଼ୁଛନ୍ତି
ପୁଅ ଜନ୍ମ ହେବ ବୋଲି କେତେ କଣ ଆୟୋଜନ କରିଥିଲା ବାପା। ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲା ସ୍ତ୍ରୀ...ଶୌଚ ହେବାକୁ ଯାଇଥିବା ବେଳେ ବାପାକୁ ଖାଇଦେଲା କୁମ୍ଭୀର। ପୁଅ ଜନ୍ମ ହେବା ଖୁସିରେ ନାଁ ସ୍ୱାମୀକୁ ହରାଇବା ଦୁଃଖରେ କାନ୍ଦିବ ସ୍ତ୍ରୀ....କାନ୍ଦବୋବାଳିରେ ଫାଟି ପଡ଼ୁଛି ପୂରା ପରିବାର
ମହଙ୍ଗା ମାଡ଼ରେ ପେଶି ହୋଇଗଲେଣି ସାଧାରଣ ଜନତା। ସପ୍ତାହ ପୂର୍ବେ ବ୍ରଏଲର କୁକୁଡ଼ା ମାଂସ ୧୮୦ରୁ ୨୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଏବେ ଏହା ୨୮୦ ଟଙ୍କାରେ ପହଞ୍ଚିଲାଣି।
ପୋତି ହେବାକୁ ବସିଲାଣି କୋଲାବ ଜଳଭଣ୍ଡାର । ଏହାର ଜଳଧାରଣ କ୍ଷମତା କ୍ରମାଗତ ଭାବେ ହ୍ରାସ ପାଉଛି । ଏମିତି ହେଲେ ସାଙ୍ଘାତିକ ବିଦ୍ୟୁତ ସଂକଟ ସହ ଜଳସେଚନ ଓ ପାନୀୟ ଜଳ ସମସ୍ୟା ଦେଖାଯିବା ଆଶଙ୍କା ରହିଛି । ସ୍ଥିତିକୁ ନେଇ ଜଳଭଣ୍ଡାର ଯେତିକି ଉପକାର କରିଛି ତାର ବହୁଗୁଣା ସମସ୍ୟାର କାରଣ ପାଲଟିବ ବୋଲି ସତର୍କ କରାଇଛନ୍ତି ବିଶେଷଜ୍ଞ ।
ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ୍ର ଜଣେ ଡାକ୍ତର ଆତ୍ମହତ୍ୟା କରିଛନ୍ତି। ଗତକାଲି ନିଜ ଚାମ୍ବରରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ବିଶୁଦ୍ଧ ପାନୀୟ ଜଳର ଘୋର ସଂକଟ ଦେଖାଦେଇଛି ନୂଆପଡ଼ା ଜିଲ୍ଲା ଝିକିଡୋଙ୍ଗରି ଗାଁରେ । ନଳକୂପରୁ ବାହାରୁଛି ଲୌହ ମିଶ୍ରିତ ପାଣି । ଅତ୍ୟଧିକ ମାତ୍ରାରେ ଲୌହ ମିଶ୍ରିତ ପାଣି ବାହାରୁଥିବାରୁ ଏହାକୁ ପିଇ ଲୋକେ ରୋଗରେ ପଡୁଛନ୍ତି । ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ୧୫ରୁ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି ।
ଦୀର୍ଘଦିନ ପରେ ହତ୍ୟା ମାମଲାରେ ଜାମିନ୍ ମିଳିଲା ସତ। କିନ୍ତୁ ବୟସ ହୋଇଯିବାକୁ ବୃଦ୍ଧ ଦମ୍ପତ୍ତିଙ୍କୁ ଘରକୁ ନେବାକୁ ମନା କରିଦେଲେ ପରିବାର ଲୋକ। ୩ ମାସ ପରେ ପୁଣି ବେଲ୍ କରାଇ ଜେଲରୁ ଜରାଶ୍ରମକୁ ନେଲେ ଜଣେ ଆଇନଜୀବୀ। ପରିବାର ଲୋକଙ୍କ ମାନସିକତା ନାପସନ୍ଦ କଲେ ଅଂଚଳବାସୀ
ପରିବା ମାର୍କେଟକୁ ଗଲେ ଟମାଟୋରୁ ମୁହଁ ଫେରାଇ ନେଉଛନ୍ତି ଗ୍ରାହକ । ଟମାଟୋ କିଲୋ ୧୦୦ ଟଙ୍କା ପାର୍ କରିଛି ।
ନିଆଁ ଲାଗି ମାଆ ସହ ୨ ଶିଶୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଏହି ଅଭାବନୀୟ ଘଟଣା ଘଟିଛି।
ମେଦବହୁଳ ବ୍ୟକ୍ତିଙ୍କ ପାଇଁ ମଦ୍ୟପାନ ବିପଦ ହୋଇପାରେ। ସେମାନଙ୍କୁ ପ୍ରମୁଖ କର୍କଟ ଭଳି ସମସ୍ୟାରେ ପୀଡିତ ହେବାକୁ ପଡିପାରେ। ମଦ୍ୟପାନ କରିବା ଦ୍ୱାରା ଅନେକ ପ୍ରକାରର କର୍କଟ ରୋଗ ହେବାର ଆଶଙ୍କା ରହିଛି।
ନିଜ ବିଭାଗରେ ଚାଲିଥିବା ଦୁର୍ନୀତି ବିରୋଧରେ ସ୍ଵର ଉତ୍ତୋଳନ କରି ନିଲମ୍ବିତ ହେଲେ ଫରେଷ୍ଟର। ନିଜର ଉଚ୍ଚ ଅଧିକାରୀଙ୍କ ଦୁର୍ନୀତି ବିରୋଧରେ ସ୍ଵର ଉତ୍ତୋଳନ କରି ହରାଇଛନ୍ତି ନିଜ ଚାକିରି। ଏହାର ପ୍ରତିବାଦ ପୂର୍ବକ ଫରେଷ୍ଟର ଜଣକ ଜିଲ୍ଲା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମ୍ବ ବିକ୍ରୟ କରୁଛନ୍ତି।
ASI ଡିଜିଙ୍କ ପରାମର୍ଶକୁ ଦୃଷ୍ଟିରେ ରଖି ୧୦୦ ମିଟର ନିଷିଦ୍ଧାଞ୍ଚଳ ବାହାରକୁ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ସ୍ଥାନାନ୍ତର ପ୍ରସ୍ତାବ ଉପରେ ରାଜି ହୋଇଛି ସିଏସି ।