ଋଷିଆ-ୟୁକ୍ରେନ୍ ଯୁଦ୍ଧ ଜାରି ରହିଥିବା ବେଳେ ପୁଟିନଙ୍କ ପ୍ରେମିକାଙ୍କୁ ନେଇ ପୁଣି ଚର୍ଚ୍ଚା। ପୁଟିନଙ୍କ ପ୍ରେମିକା ବୋଲି କୁହାଯାଉଥିବା ଆଲିନା କାବାଏଭାଙ୍କ ଉପରେ କଟକଣା ଲଗାଇବାକୁ ପଛଘୁଞ୍ଚା ଦେଇଛି ଆମେରିକା। ଏ ଖବର ପରେ ଋଷିଆର ସିକ୍ରେଟ୍ ଫାଷ୍ଟ ଲେଡିଙ୍କୁ ନେଇ ଚର୍ଚ୍ଚା
ଏ କେମିତିକା ଭକ୍ତ କିରେ ନାରଣ... ସିଂହଦ୍ୱାର ଆଗରେ ପଡିଛନ୍ତି ଯେ ଉଠୁ ନାହାଁନ୍ତି। ସାଆନ୍ତଙ୍କୁ ଦୁଃଖ ଜଣାଇବାକୁ ବୋଧେ ଆସିଛନ୍ତି ଏ ମ୍ୟାଡମ୍
ରାଜ୍ୟର ୮୯ଟି କ୍ଷେତ୍ରରେ ଶ୍ରମିକଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ୧୧ ଟଙ୍କା ଲେଖାଏ ବୃଦ୍ଧି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।
ଖରା ବେଳେ ଗାଁରେ ଅଘୋଷିତ ବିଜୁଳିକାଟ , ସନ୍ତୁଳି ହେଉଛନ୍ତି ଗ୍ରାମାଞ୍ଚଳ ବାସିନ୍ଦା ।ବିଦ୍ୟୁତ୍ ବିତରଣ କମ୍ପାନୀ ଡିସ୍କମ୍ ଟାଟା ପାଓ୍ୱାର କଟ୍ କରୁଥିବା ଗ୍ରାମବାସୀଙ୍କ ଅଭିଯୋଗ ...
ବାହାଘର ପରେ ଖୁସିରେ ମିଳିମିଶି ଘର ସଂସାର କରୁଥିଲେ ବିଶ୍ୱଜିତା ଓ ବିନୋଦ। ଦିନେ ହଠାତ୍ ଆଗକୁ ଆସିଲା ଗୋଟିଏ ଫଟୋ। ଯେଉଁଥିରେ ଫାଟିଗଲା ଖୁସିର ସଂସାର। କଣ ଥିଲା ସେ ଫଟୋରେ? ଜାଣିବା ପାଇଁ ଦେଖନ୍ତୁ ଜୀବନ ଦୋ ଛକିରେ ଆଶାର ଆଲୋକ
ଦୌଡି ଦୌଡି ନୟାନ୍ତ ହୋଇଗଲେଣି। ହେଲେ ଉପର ଅଫିସରଠୁ ତଳ ଅଫିସର ପର୍ଯ୍ୟନ୍ତ କେହି ଶୁଣୁ ନାହାଁନ୍ତି ଅଭିଯୋଗ। ଶେଷ କାନମୁଣ୍ଡା ଆଉଁସି ଚୁପ୍ ହୋଇ ବସିବାକୁ ହେଲା...
ବିଡିଓଙ୍କୁ ମାଡ଼ ମାରି ଗିରଫ ହେଲେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ
ପକ୍ଷୀ ସଉକକୁ ବେଉସା କରିଲେଣି ଯୁବ ଇଂଜିନିୟର। ମୁମ୍ବାଇରୁ ଚାକିରୀ ଛାଡି ଗାଁରେ ତିଆରି କରିଛନ୍ତି ପକ୍ଷୀ ବିହାର। ୪୨ ପ୍ରଜାତିର ନାମିଦାମୀ ପକ୍ଷୀ ରଖି କରୁଛନ୍ତି ମ୍ୟୁଟେସନ ଓ ବ୍ରିଡିଙ୍ଗ। ନିଜେ ସ୍ୱାବଲମ୍ବୀ ହେବା ସହ ବେକାରୀ ଯୁବକଙ୍କୁ ଦେଉଛନ୍ତି ରୋଜଗାର...
ଧନ୍ୟ ସେ ଠିକାଦାର। ଯିଏ ତିଆରି କରିଛି ଅଷ୍ଟବକ୍ରି ଡ୍ରେନ୍। ଆଖି ଖୋଲିବା ଦିନଠାରୁ ଆପଣ କେବେ ହେଲେ ଏମିତିକା ଡ୍ରେନ୍ ଦେଖିନଥିବେ, ଯାହା ଆନନ୍ଦପୁର ପୌର ପରିଷଦ ଅଂଚଳରେ ତିଆରି ହୋଇଛି। ଯେମିତି ସେମିତି ଡ୍ରେନ୍ କାମ କରି ଟଙ୍କା ଚଳୁ କରି ଦେଇଛନ୍ତି ଠିକାଦାର...
କୃଷିଜାତ ଦ୍ରବ୍ୟର ଉତ୍ପାଦନ ବୃଦ୍ଧି ସହ ମାର୍କେଟରେ ଚାଷୀ କିପରି ଉଚିତ ମୂଲ୍ୟ ପାଇପାରିବ, ସେ ନେଇ ଚାଲିଛି ପ୍ରସ୍ତୁତି। କେନ୍ଦ୍ର ସରକାର ଇ-ନାମ ମାର୍କେଟିଂ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା କରୁଛନ୍ତି। ଇ-ନାମ ମାର୍କେଟିଂ ନେଇ ଚାଷୀ ଖୁସି ଥିଲେ ମଧ୍ୟ କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଚାଲିଥିବା ସମସ୍ତ କାର୍ଯ୍ୟକୁ ତନତନ କରି ଅନୁଧ୍ୟାନ କରୁଛି ASI ଟିମ୍
ଆଜି ରବିବାର ଜମିବ। ମାଛ କି ମଟନ୍ ନ ହୋଇ ହେବ କଙ୍କଡା ଡାଲମା। କେମିତି କରି ଜାଣି ନିଅନ୍ତୁ... ଆଉ ଖାଇ ସାରିବା ପରେ କମେଣ୍ଟ ବକ୍ସରେ ଜଣାଇବେ କେମିତି ଲାଗିଲା...
ପର୍ଯ୍ୟଟକ ଓ କୁମ୍ଭୀରମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମେ’ ପହିଲାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସ ଭିତରକନିକା ବନ୍ଦ ରଖାଯାଇଛି।
ବିଶେଷଜ୍ଞଙ୍କ ମତରେ ଯେତେ ବିଜୁଳି ଦରକାର, ଟାଟା ସେତିକି କିଣୁ ନାହିଁ । ଆଉ ହଜାରେ ମେଗାଓ୍ୱାଟ କିଣିଲେ, ପାଓ୍ୱାର କଟ୍ ହୁଅନ୍ତା ନାହିଁ
ଶ୍ମଶାନ ହେବା ପରେ ଲୋକଙ୍କର ଦାବି ତ ପୂରଣ ହେଲା, କିନ୍ତୁ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ତିଆରି ହୋଇଥିବା ନୂଆ ମଶାଣିରେ ଗୋଟିଏ ବି ମୃତଦେହ ପୋଡା ହୋଇପାରିଲାନି
ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଟ୍ରକ୍ ପଛରେ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।
ଆମ ସମାଜରେ ଏମିତି ଅନେକ ମହିଳା ଅଛନ୍ତି ଯେଉଁମାନେ କଷ୍ଟକର ପରିସ୍ଥିତିରେ ବି ଉଦ୍ୟମ ଏବଂ ପରିଶ୍ରମ ବଳରେ ସଫଳତା ହାସଲ କରିଛନ୍ତି। ନିଜର ଉଦ୍ୟମ ଏବଂ ବିଭିନ୍ନ ସଂଗଠନର ସହଯୋଗ ବଳରେ କେମିତି ଅନ୍ୟମାନଙ୍କ ପାଇଁ ଉଦାହରଣ ବନିପାରିଲେ ମୋନାଲିସା ଆସନ୍ତୁ ଜାଣିବା।
ବାପଘର ଲୋକଙ୍କ ପକ୍ଷରୁ ବୁଝାମଣା ପାଇଁ ପୂର୍ବରୁ ଚେଷ୍ଟା କରାଯାଇଥିଲା।
ବିଜୁଳି ବଳକା ରାଜ୍ୟ ଓଡ଼ିଶାରେ କାହିଁକି ହେଉଛି ବିଜୁଳି କାଟ ? ୧୦ ହଜାର ମେଗାଓ୍ବାଟ୍ର ଉତ୍ପାଦନ କ୍ଷମତା ସତ୍ତ୍ୱେ କାହିଁକି ପିକ୍ ଚାହିଦା ମେଣ୍ଟାଇ ପାରୁନି ରାଜ୍ୟ ? କେଉଁଠି ରହୁଛି ତ୍ରୁଟି ? ଭିତ୍ତିଭୂମିର ଅଭାବ ନା ଡିମାଣ୍ଡ ସାଇଡ୍ ମ୍ୟାନେଜମେଣ୍ଟରେ ଅଧିକାରୀଙ୍କ ବିଫଳତା ?
ହସ୍ପିଟାଲ୍ ସାମ୍ନାରେ ରୋଗୀଙ୍କ ଦୁର୍ଦ୍ଦଶା ନେଇ ଗଲା ଦୁଇ ଦିନ ଧରି ଲଗାତର ଖବର ପ୍ରସାରଣ ପରେ ଡେରିରେ ହେଲେ ବି ସମ୍ବେଦନହୀନତାର ଟ୍ୟାଗ୍ ହଟେଇ ଆଜି ଯେମିତି ନିଦ ଭାଙ୍ଗିଥିଲା ସମସ୍ତଙ୍କର ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଏକ ପ୍ରତିନିଧି ଦଳକୁ ଜିଲ୍ଲା ପ୍ରଶାସନ ରେମୁଣା ଅଂଚଳର ପଦାବଡ଼ଗାଁ, ବାଉଁଶମୁହାଁ ଏବଂ ନରହରିପୁର ଆଦି ସ୍ଥାନ ବୁଲି ଦେଖାଇଥିଲେ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଥା ୧୦୦ ମିଟର ପରିଧି ଭିତରେ ନିର୍ମାଣ କାମକୁ ନେଇ ଯେଉଁ ବିବାଦ ଉପୁଜିଥିଲା, ତାର ତଦନ୍ତ କରିବା ନେଇ ଏଏସ୍ଆଇ ଟିମ୍ ପୁରୀ ଯିବ
ରାସ୍ତା କାମରେ ଗଫଲତି। ଯେଉଁ ରାସ୍ତାର କୌଣସି ଆବଶ୍ୟକତା ନାହିଁ, ସେଇଠି ତିଆରି ହେଲା ନୂଆ ରାସ୍ତା। ୧୦ ଲକ୍ଷ ଟଙ୍କାର ମୋରମ କାମର ଫଳକ ମରାଯାଇଛି। ହେଲେ ରାସ୍ତାର ଅବସ୍ଥା ଦେଖିଲେ ଆପଣ ବୁଝି ଯିବେ ଦୁର୍ନୀତି ହୋଇଛି କେମିତି?
ସ୍ୱାମୀ ଚାଷୀ। ରୋଜଗାରରେ ପରିବାର ଚଳାଇବା କଷ୍ଟ। କିଛି କରିବାର ଆଶା ଆଜି ତାଙ୍କୁ ବହୁ ଆଗକୁ ନେଇ ଯାଇଛି। ପରିବାର ପ୍ରତିପୋଷଣରେ ସ୍ୱାମୀଙ୍କ ସହ କାନ୍ଧ ମିଳାଇବା ପାଇଁ କାଇଁଚ ବୁଣି ଚଳାଉଛନ୍ତି ପରିବାର