ଶୁକଶାରୀ ମନ୍ଦିରର ପାର୍ଶ୍ୱରେ ଖନନ ବେଳେ ପୁଣି ଦେବା ଦେବୀଙ୍କ ମୂର୍ତ୍ତି ମିଳିଛି। ଶାରୀ ମନ୍ଦିର ପରିସରରୁ ଗତକାଲି ଆଉ ଏକ ମୂର୍ତ୍ତିକୁ ପ୍ରତ୍ନତତ୍ତ୍ୱ ବିଭାଗ ଠାବ କରିଛି। ଖନନ ସମୟରେ ମନ୍ଦିରର ଗର୍ଭଗୃହରୁ ଚାରିଭୁଜ ଥିବା ମହିଷାମର୍ଦ୍ଦିନୀଙ୍କ ମୂର୍ତ୍ତି ବାହାରିଛି।
ବଦଳିବ ଜୟପୁର-କୋରାପୁଟ ଘାଟିର ରୁପ ରେଖ । ନିର୍ମାଣ ହେବ ୬ ଲେନ୍ ବିଶିଷ୍ଟ ଟନେଲ । ଏହାର ସଫଳ ରୂପାୟନ ହେଲେ ଗନ୍ତବ୍ୟସ୍ଥଳକୁ ପହଞ୍ଚିବାରେ ସମୟ ବଞ୍ଚିବା ସହ ବାରମ୍ବାର ଘାଟିରେ ଘଟୁଥିବା ଦୁର୍ଘଟଣାକୁ ରୋକାଯାଇପାରିବ। ଏନେଇ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ । ୬ଲେନ୍ ବିଶିଷ୍ଟ ଅତ୍ୟାଧୁନିକ ଜ୍ଞାନକୌଶଳ ଟନେଲ ନିର୍ମାଣ ପାଇଁ ଜାତୀୟ ରାଜପଥ କର୍ତ୍ତୁପକ୍ଷ ପ୍ରସ୍ତାବ ଦେଇଛନ୍ତି ପରିବହନ ମନ୍ତ୍ରଣାଳୟକୁ। ଯଦି ଘାଟିରେ ଟନେଲ ନିର୍ମାଣ ହୁଏ ତେବେ ଓଡ଼ିଶା ସଡକ ନିର୍ମାଣ କ୍ଷେତ୍ରରେ ଏହା ଏକ ମାଇଲ ଖୁଣ୍ଟ ସାବ୍ୟସ୍ତ ହେବ ।
ନୟାଗଡ଼ ଦଶପଲ୍ଲାରେ ଆୟୋଜିତ ହୋଇଛି ପ୍ରସିଦ୍ଧ ରାମଲୀଳା ଏବଂ ଲଙ୍କାପୋଡ଼ି ଯାତ୍ରା କାହିଁ କେତେକାଳରୁ ଚାଲି ଆସୁଥିବା ଏହି ଯାତ୍ରା ଦେଖିବା ପାଇଁ ହଜାର ହଜାର ଦର୍ଶକଙ୍କ ସମାଗମ ହୋଇଥିଲା ଶେଷ ଦିନରେ ରାବଣ ପୋଡ଼ି ସହ ଜମିଥିଲା ଆତସବାଜି କାର୍ଯ୍ୟକ୍ରମ...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାକୁ ନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି। ମିଳିତ ପରିଦର୍ଶନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ପୁନଃ ନିର୍ଦ୍ଦେଶ ଦେଇଛନ୍ତି।
ଛୁଟିରେ ଯାଇଛି କି ବଲିଉଡ୍? ନହେଲେ ତିନି ତିନୋଟି ସାଉଥ୍ ଫିଲ୍ମ ସାରା ଭାରତରେ ଚର୍ଚ୍ଚା
ଆଜିଥିଲା କର୍ମଜୀବନର ଶେଷ ଦିନ। ବିମାନରୁ ବାହାରିବା ପୂର୍ବରୁ ଯାତ୍ରୀଙ୍କ ଉଦ୍ଦେଶ୍ୟରେ ଶେଷ ବାର୍ତ୍ତା ଦେଉଥିଲେ ଏୟାରହୋଷ୍ଟେସ୍। ବାସ୍ କୋହ ସମ୍ଭାଳିପାରିଲେନି.....ଭୋ ଭୋ ହୋଇ କାନ୍ଦିଲେ। ଦେଖନ୍ତୁ ଏହି ଭିଡ଼ିଓ
ବିକଟାଳ ଶବ୍ଦ କରି ମାଡ଼ି ଆସୁଥିଲା ଜେସିବି। ଡେଣା ମେଲାଇ ଗର୍ଜନ କରି ଉଠିଲା ଏଇ ଚଢେଇ...ଛୁଆର ଜୀବନ ବଞ୍ଚାଇବାକୁ ଭୟଙ୍କର ରୂପ ଧାରଣ କଲା ମାଆ ଚଢେଇ...ଟ୍ୱିଟରେ ଭିଡ଼ିଓ ସେୟାର କରି ଏମିତି ଲେଖିଲେ ଆନନ୍ଦ ମହିନ୍ଦ୍ରା
ରାତିରାତି ବାପାଙ୍କୁ ଫେମସ କଲା ପୁଅ । ହାଇଦ୍ରାବାଦରୁ ସାମ୍ନାକୁ ଆସିଛି ଏହି ଘଟଣା।
ଆଉ ଜଣେ ବୁଦ୍ଧିଆ ସିଂ। ବୟସ ମାତ୍ର ୮...ହେଲେ ଧୁ ଧୁ ଖରାରେ ପାଦରେ ଜୋତା ମୁଣ୍ଡରେ ଟୋପି ପିନ୍ଧି ଦିନକୁ ଦୌଡ଼ୁଛନ୍ତି ୧୦ କିମି ରାସ୍ତା। ବଡ଼ ହେଲେ ପୋଲିସ ଅଫିସର ହେବାକୁ ରଖିଛନ୍ତି ଇଚ୍ଛା
ହେ ନାଇଁ ମ...ମୁଁ କଣ କରିବି ଯେ? ସଞ୍ଜ ନଇଁଲେ ପାଖ ପଡ଼ିଆକୁ ତ ସାହି ଟୋକା ଡାକିନେଉଛନ୍ତି। ସୁଲୁସୁଲିଆ ପବନ ସାଙ୍ଗକୁ ଖାଲି....। ଦିନ ୪ଟାରୁ ଭାଉଜ ଡାକୁଛନ୍ତି ମୁଁ କ’ଣ କରିବି?
ବର ବେଶରେ ପୁଅକୁ ସଜାଇ ରୋଷଣୀ, ବାଜା ବଜାଇ ପୁଅର ବାହାଘର କରିଥାନ୍ତେ। ହେଲେ ବିଧିର ବିଧାନ କିଛି ଅଲଗା ଥିଲା। ପୁଅର ବାହାଘର ଦିନ ହିଁ ଚାଲିଗଲା ବାପାର ଜୀବନ।ବାହାଘରକୁ ନେଇ ଖୁସିରେ ଘର ଉଠୁଥିଲା, ପଡ଼ୁଥିଲା। ହେଲେ ହଠାତ୍ କାନ୍ଦ ବୋବାଳିରେ ଫାଟି ପଡ଼ିଲା।
ପାଣି ନାଁରେ ବି ବିଷ । ଖରା ତାତିରୁ ରକ୍ଷା ପାଇବା ପାଇଁ ରଖାଯାଉଥିବା ଜଳଛତ୍ରରେ ବିଷ ମିଶାଯାଇଥିବା ଅଭିଯୋଗ ହୋଇଛି ।
ୟାଙ୍କ ବୁଦ୍ଧିକୁ ମାନିବାକୁ ପଡ଼ିବ। ଭଣ୍ଡା ଖାଇବାକୁ ମନ ହେଲା ବୋଲି ଘିଡ଼ିଘିଡ଼ି ହୋଇ ଗଛକୁ ଚଢିଲେ, ଭଣ୍ଡା ତ ଖାଇଲେନି ହେଲେ ଏ ଯେଉଁ କଚଡ଼ା ଖାଇଲେ...ନାରଣରେ ସେ ମୁଣ୍ଡ ଅଛିଟି?
ମଣିଷକୁ ପଶୁ ଇଞ୍ଜେକ୍ସନ ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ କାର୍ଯ୍ୟରେ ଅବହେଳା କରିଥିବା ASIଙ୍କୁ ନିଲମ୍ବନ କଲେ ମୟୂରଭଞ୍ଜ ଏସ୍ପି ।
ଆଜିଠୁ ବଢିଲା ଓମଫେଡ୍ କ୍ଷୀର ଦର । ଓମଫେଡ କ୍ଷୀର ଲିଟର ଫିଛା ୨ ଟଙ୍କା ବୃଦ୍ଧି ପାଇଛି ।
୩୦ ତାରିଖ ଭିତରେ ଏନେଇ ରିପୋର୍ଟ କରିବେ ଜିଲ୍ଲା ଆଇନସେବା ଅଧିକାରୀ ।
କଟକ ଡିଆଇବି ଏସିପି ଥିବା ସତ୍ୟରଂଜନ ମଲ୍ଲିକଙ୍କୁ IUCAWକୁ ବଦଳି କରାଯାଇଥିବା ବେଳେ ଇନ୍ସପେକ୍ଟର କୃଷ୍ଣପ୍ରସାଦ ଦାସଙ୍କୁ କଟକ ଡିଆଇବିକୁ ବଦଳି କରାଯାଇଛି ।
ଧାଡ଼ି ଧାଡି ହୋଇ ବସିଛନ୍ତି ବୟସ୍କ। ଏମାନଙ୍କ ପାଦ ଧୁଆ ଚାଲିଛି। କିଏ ଚନ୍ଦନ ମାରି ବନ୍ଦାପନା କରୁଛି ତ, ଆଉ କିଏ ନୂଆବସ୍ତ୍ର ଦେଇ ଆଶୀର୍ବାଦ ଭିକ୍ଷା କରୁଛନ୍ତି।
ଆଜିକାଲି ସ୍ମାର୍ଟଫୋନ ଫାଟିଯିବା ବା ନିଆଁ ଲାଗିବା ଏକ ସାଧାରଣ କଥା ହୋଇଗଲାଣି। କାରଣ ପ୍ରାୟ ସବୁଦିନ କିଛି ନା କିଛି ଏମିତି ଖବର ସାମ୍ନାକୁ ଆସୁଛି। ବ୍ୟବହାରୀଙ୍କ ଭୁଲ ପାଇଁ ଅଧିକାଂଶ ସମୟରେ ଏମିତି ଦୁର୍ଘଟଣା ଘଟିଥାଏ ବୋଲି ଜଣାପଡିଛି।
ସ୍ମାର୍ଟସିଟି କର୍ପୋରେସନ ଓ ବିଏମସି ପକ୍ଷରୁ ମିଳିତ ଭାବରେ ତାରିଣୀ ମନ୍ଦିର ଭଙ୍ଗାଯାଇଛି
ସେଲିବ୍ରେଟିଙ୍କ ବାହାଘର କଥା ଆସିଲେ ଅଭିଶେକ-ଐଶ୍ଚର୍ଯ୍ୟାଙ୍କୁ ନେଇ ଆରମ୍ଭ ହୋଇଯାଏ ଚର୍ଚ୍ଚା। ପ୍ରେମର ଲମ୍ବା ଇନିଙ୍ଗ୍ସ ଖେଳି ଅନୁଷ୍କାଙ୍କ ପ୍ରେମରେ କ୍ଲିନ୍ ବୋଲ୍ଡ ହୁଅନ୍ତି ବିରାଟ୍। ଲୁଚା ଛପା ପ୍ରେମ ପରେ ବିବାହ ବନ୍ଧନରେ ବାନ୍ଧି ହୁଅନ୍ତି ବିରାଟ-ଅନୁଷ୍କା
ସରକାରୀ ବାସଭବନରୁ ମିଳିଛି କଲ୍ୟାଣସିଂହପୁର ଡେପୁଟି ରେଞ୍ଜରଙ୍କ ମୃତଦେହ। ତାଙ୍କ ନାମ ବ୍ରଜମୋହନ ଭୋଇ
ଗୁଇନ୍ଦା ବିଭାଗ ୧୬ ତାରିଖରେ ଏସମ୍ପର୍କରେ ପୋଲିସକୁ ଅବଗତ କରିଥିଲେ । ହେଲେ ତାସତ୍ତ୍ୱେ କିପରି ଏତେ ସଂଖ୍ୟକ ଡ୍ରାଇଭର କିପରି ରାଜଧାନୀରେ ପ୍ରବେଶ କଲେ ?
ନବୀନ ବାବୁଙ୍କ ଏତେ ପ୍ରବଳ କ୍ରେଜ୍। ହେଲେ ପୂରା ଦମ୍ରେ ବିଜେଡ଼ିକୁ ଚକମା ଦେଇଦେଲେ ଭାଲୁ ଭାଇ। ଏମିତି ମାୟାଜାଲ ବିଛାଇଲେ ଯେ, ସିଧା ସିଧା ଶଙ୍ଖ ଚିତ୍ପଟାଙ୍ଗ ହୋଇ ପଡ଼ିଲା...ଆଉ ତା’ ପରେ ଦେଖୁନାହାନ୍ତି କେମିତି ନାଚୁଛନ୍ତି ଭାଲୁ ଭାଇ
ପ୍ରବଳ ଖରାରେ ଝାଇଁ ଝାଇଁ ହେଇ ଯାଉଛି ଦେହମୁଣ୍ଡ। ଏବେ ଖାଲି ପଖାଳ, ସର୍ବତ...ତରଭୁଜ ଖାଇବାକୁ ମନ ଡାକୁଛି। ହେଲେ ଏଇ ପାନପତ୍ର ସର୍ବତ ଆପଣ କେବେ ପିଇଛନ୍ତି କି? ଯଦି ନା ତେବେ ଏବେ ହିଁ ଘରେ ପ୍ରସ୍ତୁତ କରନ୍ତୁ ପାନପତ୍ର ସର୍ବତ। ସୁଆଦିଆ ଯେମିତି ଦେହ ପାଇଁ ହିତକର ସେମିତି