ଆମେରିକାର ଜଣେ ମହିଳା ୫ଟି ପିଲାଙ୍କର ଜେଜେମା ହୋଇଥିବାବେଳେ ସେ ନିଜ ସପ୍ତମ ସନ୍ତାନକୁ ଜନ୍ମ ଦେଇଛନ୍ତି । ଯାହାକୁ ନେଇ ବେଶ୍ ଚର୍ଚ୍ଚା ହେଉଛି । ହେଲେ ଆଶ୍ଚର୍ଯ୍ୟର କଥା ହେଉଛି ସେ କେବଳ ନିଜ ସନ୍ତାନକୁ ଜନ୍ମ ଦେବା ପାଇଁ ୨୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ।
ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ୩ ଦିନ ଆଗରୁ ରୋଷ ଘରେ ବିଭ୍ରାଟ କଥା ଜାଣିଥିଲେ : ବିଜୟ ମହାପାତ୍ର
କୋଟିଆକୁ ନିଜ ଅକ୍ତିଆରରେ ନେବାକୁ ଆନ୍ଧ୍ରପ୍ରଦେଶର ନୂଆ ଚାଲ୍। ା ପୂର୍ବରୁ ଭତ୍ତା, ଯୋଜନା, ନିଜ ଅଧିକାରୀଙ୍କୁ କୋଟିଆ ପଠାଉଥିବା ଆନ୍ଧ୍ର ଏଥର ନୂଆ ଷଡ଼ଯନ୍ତ୍ର ରଚିଛି। ଓଡ଼ିଶା କୋଟିଆର ୨୮ଟି ଗାଁକୁ ନିଜ ମାନଚିତ୍ରରେ ଆନ୍ଧ୍ରପ୍ରଦେଶ ସ୍ଥାନ ଦେଇଛି।
ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି
ଭୁବନେଶ୍ୱର ପଳାଶୁଣୀ ବସ୍ଷ୍ଟାଣ୍ଡ ନିକଟରେ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ରାସ୍ତାପାର୍ ହେଉଥିବା ଜଣେ ବ୍ୟକ୍ତିଙ୍କୁ ବଞ୍ଚାଇବାକୁ ଯାଇ ଆଜି ସକାଳେ ଏହି ସିରିଜ ଦୁର୍ଘଟଣା ଘଟିଛି।
ଏମିତି ଜଣେ ଲୋକ ପ୍ରତିନିଧି, ଯିଏ କାଉନସିଲର ହେବା ପରେ ବି କୌଳିକ ବୃତ୍ତିକୁ ଛାଡି ନାହାଁନ୍ତି। ଏବେ ରାଜନୀତିକୁ ନିଶା କରି କୌଳିକ ବୃତ୍ତିକୁ ପେଶା ଭାବେ ଆପଣେଇ ନେଇଛନ୍ତି ନୀଳଗିରିର ପ୍ରତାପ ସେଠୀ...
ସରକାରୀ ଆବାସିକ ବିଦ୍ୟାଳୟରେ ଦିଆଯାଉଛି ନିମ୍ନମାନର ଖାଦ୍ୟ। ଏହାସହ ପ୍ରଧାନଶିକ୍ଷକ ଦୁର୍ବ୍ୟହାର କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ଚାଲି ଚାଲି ଯାଇ ବିଡିଓଙ୍କ ଫେରାଦ ହେଲେ ଛାତ୍ରୀ।
ରାଜ୍ୟର ୮ଟି ଜିଲ୍ଲା ଯଥା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ସେସମିକ୍ ସର୍ଭେ କରାଯାଇଥିଲା
ଶ୍ରୀମନ୍ଦିର ରୋଷ ଘରେ ବ୍ୟାପକ ଭଙ୍ଗାରୁଜା ଘଟଣାକୁ ୨୪ ଘଣ୍ଟା ବିତିଯାଇଛି । ହେଲେ ଘଟଣାକୁ ନେଇ ପୋଲିସକୁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୁରାଗ ମିଳିପାରିନାହିଁ ।
ଭାଇରାଲ୍ ହେଉଛି କୁନି ଝିଅ। ଗୀତ ଗାଇ ମନ ମୋହୁଛି। ଯିଏ ଶୁଣିଛି ସିଏ ଅଟକି ଯାଉଛି। ପ୍ରଶଂସା କରିବାକୁ ପଛଉ ନାହିଁ।
ମଦ୍ୟପାନ ଅନେକ ମଣିଷଙ୍କ ନିତି ଦିନିଆ ଅଭ୍ୟାସ ହୋଇଯାଇଛି। ଅନେକ ମଣିଷ ଅଛନ୍ତି ମଦ୍ୟପାନ ନ କଲେ ରହିପାରନ୍ତି ନାହିଁ। ତେବେ ମଣିଷର ଏହି ଅଭ୍ୟାସ କାହିଁକି ହେଲା ଜାଣିବା ପାଇଁ ପଢନ୍ତୁ।
ହେଲେ ରାତିରେ କିଏ ଏଭଳି କାଣ୍ଡ କଲା-ସବୁ ଅସ୍ପଷ୍ଟ।
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସିନାପାଲିର ଅନିରୁଦ୍ଧ ମେହେର । ଦୁଇ ନାତିକୁ ଧରି ବୟସରେ ଅପରାହ୍ନରେ ଘର କୋଣରେ ପଡ଼ି ରହିଛନ୍ତି । ପରିବାର ଚଳାଇବା ପାଇଁ କେହି ନାହାନ୍ତି ।
ବାସୁଦେବପୁର ବ୍ଲକ ବ୍ରାହ୍ମଣଗାଁ ପଞ୍ଚାୟତ ଭୋଇସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ବିଦ୍ୟାଳୟଟି ୧୩୭ ବର୍ଷର ପୁରୁଣା । ବିଦ୍ୟାଳୟରେ ଘଗ ଅଭାବରୁ ରୋଷେଇ ଘରେ ଚାଲିଛି ପିଲାଙ୍କ ପାଠପଢା।
ଇଶା ଫାଉଣ୍ଡେସନର ପ୍ରତିଷ୍ଠାତା ସଦଗୁରୁ ମୃତ୍ତିକା ସଂରକ୍ଷଣ ପାଇଁ ଅଭିଯାନ ଆରମ୍ଭ କରିଛନ୍ତି । ଲଣ୍ଡନର ଟ୍ରାଫାଲଗଡ ସ୍କୋୟାରରୁ ସେ ୧୦୦ ଦିନିଆ ବାଇକ୍ ଯାତ୍ରା ଆରମ୍ଭ କରିଥିଲେ
ମଣିଷ ଏବଂ ପଶୁ ଭିତରେ ପ୍ରେମର କରୁଣ ଚିତ୍ର । ଜୀବନ ଥିବା ବେଳେ ସାଥିରେ ବୁଲୁଥିଲା କୁକୁର , ହେଲେ ମାଲିକ ମରିଗଲା ପରେ ମଧ୍ୟ ଘଣ୍ଟା ଘଣ୍ଟା ଶବ ପାଖରେ ଜଗି ବସିଲା କୁକୁର ।
ପ୍ରମାଣ ନଷ୍ଟ ପାଇଁ ହତ୍ୟା କରି ପୋଡିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ଛାନ୍ଭିନ୍ ଚଳାଇଛି । ତଦନ୍ତ ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି କୋରାପୁଟ ଏସ୍ଡିପିଓ କହିଛନ୍ତି ।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଚା ଦୋକାନ ଖୋଲିଲେ କିନ୍ନର। ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗୋଟିଏ ନିଆରା ଚା ଦୋକାନ ଖୋଲିଛି। ଚାଲନ୍ତୁ ଥରେ ବୁଲି ଆସିବା ଆଉ ଦେଖିବା ସେଠି କିଏ କିଏ ସବୁ ଚା ପିଉଛନ୍ତି
୫ ବର୍ଷ ହେଲାଣି ଆବାସ ଯୋଜନା ଘର ମିଳିଥିଲା ଏମାନଙ୍କୁ। ହେଲେ ଆଜି ପର୍ଯ୍ୟନ୍ତ ଘର ପାଇଲେନି...ସମସ୍ତଙ୍କୁ ଠକି ଦେଲା ଠକ ଠିକାଦାର...ନିଜ ପକେଟ୍ ଗରମ କଲା, ଶୀତକାକରରେ ଛଟପଟ ବସ୍ତିବାସିନ୍ଦା...
ଭବିଷ୍ୟତ କିଏ ଦେଖିଛି? ମତେ ବିଜେଡ଼ି-ବିଜେପି ଉଭୟ ଡାକିପାରନ୍ତି...ଲୋକଙ୍କ ଭରସା ଅଛି, ଯାହା ଦରକାର ପଡ଼ିବ ମୁଁ କିରିବି...ଶୁଣନ୍ତୁ କଣ କହୁଛନ୍ତି ବାପି ବାବୁ?
କିମିଆ କରୁଛି ସାର୍ଙ୍କ ବଂଶୀ ସ୍ୱର। ସକାଳ ୧୦ ଟା ବାଜିଲା କ୍ଷଣି ସ୍କୁଲ ଆସିବାକୁ ଛାଟିପିଟି ହେଉଛନ୍ତି ପିଲା...ପ୍ରାର୍ଥନା ହେଉ କି ଜନ୍ମଦିନ ସବୁଠି ଶୁଭୁଛୁ ସାର୍ଙ୍କ ବଂଶୀ ସ୍ୱର
ଅଧ୍ୟାପକରୁ ଅଟୋ ଡ୍ରାଇଭର। ଦିନେ ଇଂରାଜୀରେ ଅଧ୍ୟାପକ ଥିଲେ, ଏବେ ଅଟୋ ଡ୍ରାଇଭର ହେଲେ। ଚାକିରି ପରେ ପେନସନ୍ ନମିଳିବାରୁ ପରିବାର ଚଳାଇବା ପାଇଁ ବାଛି ନେଇଛନ୍ତି ଏମିତି ରାସ୍ତା...କହୁଛନ୍ତି ମୁଁ ରୋଡ୍ ରାଜା। ଯେତେବେଳେ ଇଚ୍ଛା ହେବ ଖଟିବି ଯେତେବେଳେ ଇଚ୍ଛା ହେବ ଶୋଇବି...
ପୁଅ-ବୋହୂଙ୍କ ଅତ୍ୟାଚାରରେ ଅତିଷ୍ଠ ହେଲେଣି ବୁଢା ବାପା-ମାଆ। ଶାଶୂଙ୍କୁ ଚାକରାଣୀ ବୋଲି ଖଟାଉଥିଲା ବୋହୂ। କଥା ମାନିଲାନି ବୋଲି ବୁଢୀ କାଳରେ ଦାଆ ଧରି ହାତ କାଟିଲା, ଘୋଷାରି ଘୋଷାରି ଘରୁ ବାହାର କରିଦେଲା...ସେପଟେ ବାପାର ଡ୍ରେସ୍ ଚିରି ଘରୁ ବାହାର କରିଦେଲା କଳିଯୁଗର କୁଳାଙ୍ଗାର ପୁଅ
ପ୍ଲିଜ୍ ପ୍ଲିଜ୍ ମତେ ଜମା ପଚାରନା। ମୋ ପାଟି ଥରିବ...ଏମିତିରେ ବି ଏ ୱାର୍ଡରେ ମୋ ଘର ନୁହେଁ । ମାରିଦେଲୁରେ ନାରଣ। ଆମେ କଣ ୱାର୍ଡ ୱାରି ପଚାରୁଛୁ ? ଆମେ ପଚାରୁଛୁ ଉତ୍କଳ ଦିବସ ପାଳନ ହୁଏ କାହିଁକି ? ଆଉ ତୁମେ ଏମିତି ଛାଟିପିଟି କାହିଁକି ହେଉଛ?
ପୁଅ-ବୋହୂଙ୍କ ଅତ୍ୟାଚାରରେ ଅତିଷ୍ଠ ହେଲେଣି ବୁଢା ବାପା-ମାଆ। ଶାଶୂଙ୍କୁ ଚାକରାଣୀ ବୋଲି ଖଟାଉଥିଲା ବୋହୂ। କଥା ମାନିଲାନି ବୋଲି ବୁଢୀ କାଳରେ ଦାଆ ଧରି ହାତ କାଟିଲା, ଘୋଷାରି ଘୋଷାରି ଘରୁ ବାହାର କରିଦେଲା...ସେପଟେ ବାପାର ଡ୍ରେସ୍ ଚିରି ଘରୁ ବାହାର କରିଦେଲା କଳିଯୁଗର କୁଳାଙ୍ଗାର ପୁଅ ।