ମଣିଷ ଏବଂ ପଶୁ ଭିତରେ ପ୍ରେମର କରୁଣ ଚିତ୍ର । ଜୀବନ ଥିବା ବେଳେ ସାଥିରେ ବୁଲୁଥିଲା କୁକୁର , ହେଲେ ମାଲିକ ମରିଗଲା ପରେ ମଧ୍ୟ ଘଣ୍ଟା ଘଣ୍ଟା ଶବ ପାଖରେ ଜଗି ବସିଲା କୁକୁର ।
ପ୍ରମାଣ ନଷ୍ଟ ପାଇଁ ହତ୍ୟା କରି ପୋଡିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ଛାନ୍ଭିନ୍ ଚଳାଇଛି । ତଦନ୍ତ ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି କୋରାପୁଟ ଏସ୍ଡିପିଓ କହିଛନ୍ତି ।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଚା ଦୋକାନ ଖୋଲିଲେ କିନ୍ନର। ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗୋଟିଏ ନିଆରା ଚା ଦୋକାନ ଖୋଲିଛି। ଚାଲନ୍ତୁ ଥରେ ବୁଲି ଆସିବା ଆଉ ଦେଖିବା ସେଠି କିଏ କିଏ ସବୁ ଚା ପିଉଛନ୍ତି
୫ ବର୍ଷ ହେଲାଣି ଆବାସ ଯୋଜନା ଘର ମିଳିଥିଲା ଏମାନଙ୍କୁ। ହେଲେ ଆଜି ପର୍ଯ୍ୟନ୍ତ ଘର ପାଇଲେନି...ସମସ୍ତଙ୍କୁ ଠକି ଦେଲା ଠକ ଠିକାଦାର...ନିଜ ପକେଟ୍ ଗରମ କଲା, ଶୀତକାକରରେ ଛଟପଟ ବସ୍ତିବାସିନ୍ଦା...
ଭବିଷ୍ୟତ କିଏ ଦେଖିଛି? ମତେ ବିଜେଡ଼ି-ବିଜେପି ଉଭୟ ଡାକିପାରନ୍ତି...ଲୋକଙ୍କ ଭରସା ଅଛି, ଯାହା ଦରକାର ପଡ଼ିବ ମୁଁ କିରିବି...ଶୁଣନ୍ତୁ କଣ କହୁଛନ୍ତି ବାପି ବାବୁ?
କିମିଆ କରୁଛି ସାର୍ଙ୍କ ବଂଶୀ ସ୍ୱର। ସକାଳ ୧୦ ଟା ବାଜିଲା କ୍ଷଣି ସ୍କୁଲ ଆସିବାକୁ ଛାଟିପିଟି ହେଉଛନ୍ତି ପିଲା...ପ୍ରାର୍ଥନା ହେଉ କି ଜନ୍ମଦିନ ସବୁଠି ଶୁଭୁଛୁ ସାର୍ଙ୍କ ବଂଶୀ ସ୍ୱର
ଅଧ୍ୟାପକରୁ ଅଟୋ ଡ୍ରାଇଭର। ଦିନେ ଇଂରାଜୀରେ ଅଧ୍ୟାପକ ଥିଲେ, ଏବେ ଅଟୋ ଡ୍ରାଇଭର ହେଲେ। ଚାକିରି ପରେ ପେନସନ୍ ନମିଳିବାରୁ ପରିବାର ଚଳାଇବା ପାଇଁ ବାଛି ନେଇଛନ୍ତି ଏମିତି ରାସ୍ତା...କହୁଛନ୍ତି ମୁଁ ରୋଡ୍ ରାଜା। ଯେତେବେଳେ ଇଚ୍ଛା ହେବ ଖଟିବି ଯେତେବେଳେ ଇଚ୍ଛା ହେବ ଶୋଇବି...
ପୁଅ-ବୋହୂଙ୍କ ଅତ୍ୟାଚାରରେ ଅତିଷ୍ଠ ହେଲେଣି ବୁଢା ବାପା-ମାଆ। ଶାଶୂଙ୍କୁ ଚାକରାଣୀ ବୋଲି ଖଟାଉଥିଲା ବୋହୂ। କଥା ମାନିଲାନି ବୋଲି ବୁଢୀ କାଳରେ ଦାଆ ଧରି ହାତ କାଟିଲା, ଘୋଷାରି ଘୋଷାରି ଘରୁ ବାହାର କରିଦେଲା...ସେପଟେ ବାପାର ଡ୍ରେସ୍ ଚିରି ଘରୁ ବାହାର କରିଦେଲା କଳିଯୁଗର କୁଳାଙ୍ଗାର ପୁଅ
ପ୍ଲିଜ୍ ପ୍ଲିଜ୍ ମତେ ଜମା ପଚାରନା। ମୋ ପାଟି ଥରିବ...ଏମିତିରେ ବି ଏ ୱାର୍ଡରେ ମୋ ଘର ନୁହେଁ । ମାରିଦେଲୁରେ ନାରଣ। ଆମେ କଣ ୱାର୍ଡ ୱାରି ପଚାରୁଛୁ ? ଆମେ ପଚାରୁଛୁ ଉତ୍କଳ ଦିବସ ପାଳନ ହୁଏ କାହିଁକି ? ଆଉ ତୁମେ ଏମିତି ଛାଟିପିଟି କାହିଁକି ହେଉଛ?
ପୁଅ-ବୋହୂଙ୍କ ଅତ୍ୟାଚାରରେ ଅତିଷ୍ଠ ହେଲେଣି ବୁଢା ବାପା-ମାଆ। ଶାଶୂଙ୍କୁ ଚାକରାଣୀ ବୋଲି ଖଟାଉଥିଲା ବୋହୂ। କଥା ମାନିଲାନି ବୋଲି ବୁଢୀ କାଳରେ ଦାଆ ଧରି ହାତ କାଟିଲା, ଘୋଷାରି ଘୋଷାରି ଘରୁ ବାହାର କରିଦେଲା...ସେପଟେ ବାପାର ଡ୍ରେସ୍ ଚିରି ଘରୁ ବାହାର କରିଦେଲା କଳିଯୁଗର କୁଳାଙ୍ଗାର ପୁଅ ।
କିମିଆ କରୁଛି ସାର୍ଙ୍କ ବଂଶୀ ସ୍ୱର। ସକାଳ ୧୦ ଟା ବାଜିଲା କ୍ଷଣି ସ୍କୁଲ ଆସିବାକୁ ଛାଟିପିଟି ହେଉଛନ୍ତି ପିଲା...ପ୍ରାର୍ଥନା ହେଉ କି ଜନ୍ମଦିନ ସବୁଠି ଶୁଭୁଛୁ ସାର୍ଙ୍କ ବଂଶୀ ସ୍ୱର...
୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, ‘ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଦିବସ’ ଭାବରେ ପାଳନ କରାଯାଏ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା ।
ନିର୍ମାଣ ବେଳେ ଶ୍ରୀମନ୍ଦିର ଚାରିପଟୁ ବହୁ ମାଟି କାଢ଼ି ନିଆଯାଇଛି । ସେସବୁ ଗଲା କୁଆଡ଼େ ? ତାକୁ ନେଇ ବି ନାନା ପ୍ରଶ୍ନ । ଅପରପକ୍ଷେ ଏବେ ବି ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ଏନେଇ ଲୋକଙ୍କ ମନରେ ଅନେକ ସନ୍ଦେହ ଓ ଶଙ୍କା ରହିଛି ।
ଶ୍ରୀମନ୍ଦିର ରୋଷଘରେ ବ୍ୟାପକ ଭଙ୍ଗାରୁଜା । ଗୋଟିଏ କି ଦୁଇଟି ନୁହେଁ ୮୦ରୁ ଅଧିକ ଚୁଲାକୁ ଭଙ୍ଗାରୁଜା ହୋଇଥିବା ଜଣାପଡ଼ିଛି ।
କେନ୍ଦୁଝରର ବଡ଼ବିଲ ଅଞ୍ଚଳରେ ଥିବା କିଛି ଡାକ୍ତରଖାନା ଉପରେ ଆମର ନଜର ପଡ଼ିଥିଲା । ଯେଉଁଠି କେବଳ କାଗଜପତ୍ରରେ ଚାଲିଛି ସ୍ୱାସ୍ଥ୍ୟସେବା ।
ବରିଷ୍ଠ IAS ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନ ଯିବା ପରେ ପଦ ଥିଲା ଖାଲି ।
ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ତାତି ବଢୁଛି ଆଉ ତା ସାଙ୍ଗକୁ ଭୂତଳ ଜଳସ୍ତର ବି ହ୍ରାସ ପାଉଛି । କେଉଁଠି ସରକାରୀ ଯୋଜନାର ବିଫଳ ଯୋଗୁଁ ଲୋକେ ପାଣି ମୁନ୍ଦେରୁ ବଞ୍ଚିତ ରହୁଛନ୍ତି ତ ଅନ୍ୟ କେଉଁଠି କୋଶେ ବାଟ ଚାଲି ଚାଲି ଗଲେ ବି ସୁଦ୍ଧା ସ୍ୱଚ୍ଛ ପାଣି ମିଳିବାର ସୁଯୋଗ ମିଳୁନି । ତତଲା ଓଡ଼ିଶାରେ ଏବେ କେବଳ ଦୁର୍ଗମ ନୁହେଁ । ସହରାଞ୍ଚଳରେ ମଧ୍ୟ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି ।
ଅପରିଷ୍କାର ଅମୃତଧାରାକୁ ନିଜ ହାତରେ ସଫା କଲେ ବ୍ଲକ୍ ଉପାଧ୍ୟକ୍ଷ...କେବଳ ଏତିକି ନୁହେଁ ବରଂ ଅଚଳ ଥିବା ପାଣିଟାଙ୍କିକୁ କଲେ ସଚଳ...ଦେଖନ୍ତୁ ଏହି ସୁନ୍ଦର ଦୃଶ୍ୟ...
ଟ୍ରେନ ଲାଇନ୍ରେ ଥିଲା ବଡ଼ ଫାଟ। କ୍ଷେତକୁ ଯାଉଥିବା ବେଳେ ଦେଖିଦେଇଥିଲେ ମହିଳା। ସାଙ୍ଗେ ସାଙ୍ଗେ ନିଜ ପିନ୍ଧା ନାଲି ଶାଢୀ ଟାଙ୍ଗୀ ଅଟକାଇ ଦେଲେ ଟ୍ରେନ୍। ବଞ୍ଚିଗଲା ଶହଶହ ପ୍ରାଣ...ଦେଖନ୍ତୁ ଏହି ଭିଡ଼ିଓ
ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ। କଳ୍ପନା ଦାସ ଓ ଝିଅ ବବ୍ଲି ହତ୍ୟା ମାମଲାରେ ଛତିଶଗଡ଼ ରାୟଗଡ଼ ସେସନ୍ସ କୋର୍ଟ ଏହି ଦଣ୍ଡାଦେଶ ଦେଇଛନ୍ତି।
ବାଉଳା କଲା ମଦ ନିଶା। ଏତେ ପିଇ ଥିଲେ ଯେ କିଛି ଜାଣିପାରୁନଥିଲେ....ଶେଷରେ ନିଜ ସ୍ତ୍ରୀ ବଦଳରେ ଶାଶୂଙ୍କୁ ପିନ୍ଧାଇ ଦେଲେ ଫୁଲମାଳ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଭିଡ଼ିଓ
ରାସ୍ତାରେ ଆଞ୍ଜୁଳାଏ ମାଟି ପଡିନି, ଏପଟେ ୫ ଲକ୍ଷର ବିଲ୍ ହୋଇଛି। ଫଳକ ଲଗାଇ କରିଦେଲେ ଖୋଳ...ଦେଖନ୍ତୁ ସେହି ଭିଡ଼ିଓ
ଟ୍ରେନ ଲାଇନ୍ରେ ଥିଲା ବଡ଼ ଫାଟ। କ୍ଷେତକୁ ଯାଉଥିବା ବେଳେ ଦେଖିଦେଇଥିଲେ ମହିଳା। ସାଙ୍ଗେ ସାଙ୍ଗେ ନିଜ ପିନ୍ଧା ନାଲି ଶାଢୀ ଟାଙ୍ଗୀ ଅଟକାଇ ଦେଲେ ଟ୍ରେନ୍। ବଞ୍ଚିଗଲା ଶହଶହ ପ୍ରାଣ...ଦେଖନ୍ତୁ ଏହି ଭିଡ଼ିଓ
ବାଉଳା କଲା ମଦ ନିଶା। ଏତେ ପିଇ ଥିଲେ ଯେ କିଛି ଜାଣିପାରୁନଥିଲେ....ଶେଷରେ ନିଜ ସ୍ତ୍ରୀ ବଦଳରେ ଶାଶୂଙ୍କୁ ପିନ୍ଧାଇ ଦେଲେ ଫୁଲମାଳ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଭିଡ଼ିଓ
ତୁମେ କ’ଣ ମତେ ଛାଡୁଛ ଯେ ମୁଁ ପଳାଇବି? ତୁମେ ତ ମତେ କୁଣ୍ଢେଇ ଧରୁଛ...ପୁଣି ପଳା ବୋଲି କାହିଁକି କହୁଛ? ତୁମେ ଭାରି ଭଲ ଲୋକ ତ...