ପାହାଡ଼ ପର୍ବତ ଭିତରେ ମହାଦେବଙ୍କ ମନ୍ଦିର । ଚାରିପଟେ ଯୁଆଡ଼େ ଚାହିଁବେ ସିଆଡ଼େ କେବଳ ଜଙ୍ଗଲ ଆଉ ଜଙ୍ଗଲ । ମନ୍ଦିରର ନିର୍ମାଣ ଶୈଳୀ ଦେଖିଲେ ଏହାର ଆୟୁ ଅନୁମାନ କରି ହେଉଥିବ ।
ଗତକାଲି ସୂର୍ଯ୍ୟୋଦୟରୁ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ହୋଇଥିଲା ପରିକ୍ରମା ପ୍ରକଳ୍ପ ଲୋକର୍ପଣ ଉତ୍ସବ ମହାଯଜ୍ଞର ଶୁଭାରମ୍ଭ । ଶ୍ରୀମନ୍ଦିର ଐଶାନ୍ୟକୋଣରେ ସ୍ଥାପିତ ବିଶାଳ ଯଜ୍ଞ କୁଣ୍ଡରେ ରୋଷଶାଳାରୁ ବୈଷ୍ଣବାଗ୍ନୀ ସଂସ୍କାର ପରେ ଯଜ୍ଞକାର୍ଯ୍ୟ ଆରମ୍ଭ ହୋଇଥଲା ।
ଯଦି କେହି ଆପଣଙ୍କୁ ୧.୫ କୋଟି ମୂଲ୍ୟର ଫ୍ଲାଟ୍କୁ ୧୦୫ ଟଙ୍କାରେ ବିକେ, ତେବେ ଆପଣ କ’ଣ କହିବେ? କିଏ ବା ଏହାକୁ କିଣିବାକୁ ଇଚ୍ଛା ନ କରିବ? ନା ରହିବ କୌଣସି ଋଣ ଭାର ନା ରହିବ EMI ର ଟେନସନ୍।
ବାଇକରେ ଆସୁଥିବା ବେଳେ ବାଲିକୁଦା ଛକ ନିକଟରେ ସୂତା ଲାଗିଯିବାରୁ ସେମାନଙ୍କ ବେଗରେ ଗଭୀର ଆଘାତ ଲାଗିଛି ।
ଶୀତ ରାତିରେ ଭଙ୍ଗା ଦୋକାନ ବାରଣ୍ଡାରେ ପଡ଼ିରହିଛନ୍ତି । କେଇଖଣ୍ଡ ଛିଣ୍ଡା କପଡ଼ାରେ ଗୁଡେଇ ହୋଇ ଥରୁଛନ୍ତି । ହାଡ଼ ଭଙ୍ଗା ଜାଡ଼ ରାତିରେ ଏମିତି ଜୀବନ ସହ ଯୁଝୁଛନ୍ତି...ଶୀତ ଦିନେ କିପରି ଏ ଥଣ୍ଡାରୁ ରକ୍ଷା ପାଇବେ କିଛି ବୁଝିପାରୁନାହାନ୍ତି । ଦିନେ ରାଜଗାଙ୍ଗପୁର ସହରରେ ରିକ୍ସା ଚଳାଉଥିଲେ...ଆଜି ବାସହରା....
ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର କୋରାପୁଟକୁ ଆସୁନାହାନ୍ତି ବିଦେଶୀ ପକ୍ଷୀ । ଦିନଥିଲା କୋରାପୁଟ ଜିଲ୍ଲାର ପ୍ରାକୃତିକ ପରିବେଶ ଓ ପାଣିପାଗ ବିଦେଶୀ ପକ୍ଷୀମାନଙ୍କୁ ଆକୃଷ୍ଟ କରୁଥିଲା । ହେଲେ ପ୍ରାୟ ୩ ବର୍ଷ ହେବ ଏଠାକୁ ଆଉ ବିଦେଶୀ ପକ୍ଷୀମାନେ ଆଉ ଆସୁ ନାହାନ୍ତି । କୋରାପୁଟ ବନଖଣ୍ଡରେ ପକ୍ଷୀ ଗଣନାରୁ ମିଳିଛି ଏହି ତଥ୍ୟ ।
ଦିନେ ସୁରଟରେ ରହି ଦାଦନ ଶ୍ରମିକ ଭାବେ କାମ କରୁଥିଲେ । ଆଜି ଜମିରେ ଫଳାଉଛନ୍ତି ସୁନାର ଫସଲ ।
ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ । ସେପଟେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବ ପାଇଁ ଭକ୍ତିମୟ ଶ୍ରୀକ୍ଷେତ୍ର। ଯଜ୍ଞ ପ୍ରତିଷ୍ଠାର ତୃତୀୟ ଦିନରେ ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବ ପାଇଁ ଭକ୍ତିମୟ ଶ୍ରୀକ୍ଷେତ୍ର। ଯଜ୍ଞ ପ୍ରତିଷ୍ଠାର ତୃତୀୟ ଦିନରେ ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ।
ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା
ମୁଖ୍ୟ ଶାସନ ସଚିବ ଲିଖିତ ପ୍ରତିଶ୍ରୁତି ଦେବା ପରେ ବି ସେମାନଙ୍କ ଦାବି ପୂରଣ ହୋଇପାରିନାହିଁ । ସିଏମ୍ଓ ଦେଇଥିବା ପ୍ରତିଶ୍ରୁତି ମଧ୍ୟ ଫେଲ୍ ମାରିଛି । ଆଉ ସେମାନଙ୍କ ପାଇଁ ସମସ୍ତ ସରକାରୀ ପ୍ରତିଶ୍ରୁତି ପାଲଟିଛି ପାଣିର ଗାର ।
ବେଦ ପାଠରେ ଗୁଞ୍ଜରିତ ହେବ ଶ୍ରୀକ୍ଷେତ୍ର। ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେବ ବଡ଼ଦାଣ୍ଡ । ଏଠାରେ ହିଁ ୠଗ୍, ଯଦୁ, ଶାମ୍, ଅଥର୍ବ ଆଦି ୪ ବେଦର ବ୍ରାହ୍ମଣ କରିବେ ଯଜ୍ଞ କାର୍ଯ୍ୟ ।
ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। ଏଥର ପ୍ରମୁଖ ମୁଦ୍ଦା କଣ ରହିଛି ନିର୍ବାଚନରେ ? ଗ୍ରାମୀଣ ଭାରତର କେଉଁ କେଉଁ ପ୍ରସଙ୍ଗ ଆଗାମୀ ନିର୍ବାଚନରେ ପ୍ରଭାବ ପକାଇବ ?
ବେଦ ପାଠରେ ଗୁଞ୍ଜରିତ ହେବ ଶ୍ରୀକ୍ଷେତ୍ର। ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେବ ବଡ଼ଦାଣ୍ଡ । ଏଠାରେ ହିଁ ୠଗ୍, ଯଦୁ, ଶାମ୍, ଅଥର୍ବ ଆଦି ୪ ବେଦର ବ୍ରାହ୍ମଣ କରିବେ ଯଜ୍ଞ କାର୍ଯ୍ୟ । ଏ
ଦେଶର ବିକାଶ ଯାତ୍ରାରେ ଆଉ ଲାଷ୍ଟ ମାଇଲ ହୋଇ ରହିନାହିଁ ନର୍ଥ ଇଷ୍ଟ ରାଜ୍ୟ । ବିଗତ ୯ ବର୍ଷରେ ଦ୍ରୁତ ବଦଳିଛି ଉତ୍ତର ପୂର୍ବାଞ୍ଚଳର ଛବି । ଓଟିଭିର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ ଓଟିଭି ଫୋରସାଇଟ-୨୦୨୪ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।
ଲୋକାର୍ପଣ ଉତ୍ସବକୁ ମଝିରେ ମାତ୍ର ୪ ଦିନ । ହେଲେ ଏଯାଏଁ ସଂପୂର୍ଣ୍ଣ ସରି ପାରିନି ଶ୍ରୀମାର୍ଗ ନିର୍ମାଣ କାମ । ଆଜି ବି ପେଭର ବ୍ଲକ୍ ବିଛା କାମ ଚାଲିଛି । ଫଳରେ ତରବରିଆ ର' ଠ' କାମକୁ ନେଇ ଲୋକେ ଅସନ୍ତୋଷ ପ୍ରକାଶ କରିଥିଲା ବେଳେ, ପ୍ରଶାସନ କହିଛି ଅତି ବେଶିରେ କାଲି ସୁଦ୍ଧା ସବୁ କାମ ସରିଯିବ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ପାଇଁ ସଜେଇ ହେଉଛି ଶ୍ରୀକ୍ଷେତ୍ର । ଯେଉଁଠି ଆଜି ସୁଦ୍ଧା କାମ ସରିଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା ସେଠି ଏବେ ଆହୁରି ଅନେକ କାମ ବାକି ରହିଛି ।
ପ୍ରକାଶ ପାଇଛି ସାରା ଦେଶର ସ୍ୱଚ୍ଛ ସର୍ବେକ୍ଷଣ ରିପୋର୍ଟ । ତାଲିକାରେ ଗଲା ବର୍ଷ ୪୫ନମ୍ବରରେ ଥିଲା ଷ୍ଟିଲସିଟି ରାଉରକେଲା । ଆଉ ଚଳିତ ବର୍ଷ ବହୁ ତଳକୁ ଖସି ୧୧୯ ନମ୍ବରରେ ପହଞ୍ଚିଛି ।
କ୍ରାନ୍ତିକାରୀ ଫାଉଣ୍ତେସନ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି । ସ୍ଥାନୀୟ ଜୟଦେବ ଭବନରେ କ୍ରାନ୍ତିକାରୀ ଫାଉଣ୍ତେସନ ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ମଧ୍ୟ ଅନୁଷ୍ଠିତ ହୋଇଯାଇଛି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଲାଗି ଆଜିଠୁ ଆରମ୍ଭ ହେବ କାର୍ଯ୍ୟକ୍ରମ । ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅରଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।
ଇତିହାସ ସୃଷ୍ଟି କରିବ ଜାନୁୟାରୀ ୨୨ ତାରିଖ..ସେପଟେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ହେବ ଆଉ ଏପଟେ ଓଡ଼ିଶାର ଫତେଗଡ଼ ରାମ ମନ୍ଦିର ବି ପ୍ରତିଷ୍ଠା କରାଯିବ.. ହୁଏତ ପ୍ରଭୁ ରାମଙ୍କ ଏହା ହିଁ ଇଚ୍ଛା ଥିଲା.. ତିଥି ଖୋଜୁ ଖୋଜୁ ସ୍ଥିର ହେଲା ଜାନୁଆରୀ ୨୨ ତାରିଖ..
ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।
ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ।