କପିଲ ନିଜର ଅପ୍ କମିଂ ଫିଲ୍ମର ସୁଟିଂ ପାଇଁ ଭୁବନେଶ୍ୱରରେ ଆସିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ନିର୍ଦ୍ଦେଶିକା ନନ୍ଦିତା ଦାସ ବି ଏହି ସମୟରେ ଉପସ୍ଥିତ ଥିଲେ ।
କିଛି ଗୋଟେ କରିବେ ବୋଲି ଭାବୁଥିଲେ। ଠିକ ସେତିକି ବେଳେ ୟୁଟ୍ୟୁବରୁ ଦେଖିଲେ ଧଳା ଘୁଷୁରୀ ଚାଷ ବିଷୟରେ। ଆଉ ତା’ପରେ ନିଜ ଗାଁରେ କରୁଛନ୍ତି ଧଳା ଘୁଷୁରୀ ଚାଷ। ଏଠାରେ ଘୁଷୁରୀ ଛୁଆ ପ୍ରସ୍ତୁତ କରି ବିଭିନ୍ନ ରାଜ୍ୟକୁ ପଠାଇ ଭଲ ରୋଜଗାର କରୁଛନ୍ତି ସାଲେପୁରର ଅମୂଲ୍ୟ ରାଉତ
ଏତେ ବଡ଼ ବିଲାତି ଗଛ ଆପଣ କେବେ ଦେଖିନଥିବେ। ୧୦ ଫୁଟ୍ ପର୍ଯ୍ୟନ୍ତ ବଢିଛି, ଦିନକୁ ୩ କିଲୋ ବିଲାତି ଅମଳ ହେଉଛି..ଗଛ ଦେଖିବାକୁ ଏବେ ସ୍ଥାନୀୟ ଅଂଚଳରେ ଲାଗିଛି ଭିଡ଼
ପଞ୍ଚାୟତ ନିର୍ବାଚନ ତ ସରିଲା ଏବେ ପୌର ନିର୍ବାଚନ । ଏ ମଉସା କାଇଁ ଏମିତି ହେଉଛ।
ନମ୍ବର ୱାନ ଦିଅର। ଅଧ ରାତିରେ ବାଘ ସହ ଲଢେଇ କରି କରି ବଞ୍ଚାଇ ଦେଲେ ଭାଉଜଙ୍କ ଜୀବନ...ପରିସ୍ରା କରିବାକୁ ଉଠିଥିବା ବେଳେ ଛକି ବସିଥିବା ବାଘ କରିଥିଲା ଆକ୍ରମଣ, ଜୀବନକୁ ବାଜି ଲଗାଇ ବଞ୍ଚାଇଲେ ଜୀବନ। ଉଭୟ ବାଘ କାମୁଡ଼ାରେ ଆହତ ହେଲେ ସତ କିନ୍ତୁ ଜୀବନ ଫେରି ପାଇଲେ। ଦେଖନ୍ତୁ କଣ ଥିଲା ପୂରା ଘଟଣା
ସାରା ପୃଥିବୀରେ ଅନେକ ସୁନ୍ଦର ଦେଶ ରହିଛି ତା ଭିତରୁ ୟୁକ୍ରେନ୍ ଥିଲା ଗୋଟିଏ ସୁନ୍ଦର ଦେଶ। ଆଗରୁ ଯିଏ ଯାଇଛି ସେହିଁ ପାଖରୁ ଦେଖିଛି ୟୁକ୍ରେନ୍ର ସୌନ୍ଦର୍ଯ୍ୟକୁ । ହେଲେ କାହିଁଙ୍କି ୟୁକ୍ରେନ୍କୁ କୁହାଯାଏ ୟୁରୋପ୍ ମହାଦେଶର ଭୂସ୍ୱର୍ଗ ବୋଲି।
ଘୁଞ୍ଚିଲା କୋଟିଆ ଶୁଣାଣି । ଓଡ଼ିଶା ପକ୍ଷରୁ ଆନ୍ଧ୍ର ବିରୋଧରେ ଦାୟର ମାମଲାର ଶୁଣାଣି ଘୁଞ୍ଚାଇଛନ୍ତି ସୁପ୍ରିମକୋର୍ଟ ଅଦାଲତ । ଅବମାନନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଉ ଏକ ମାମଲା କରାଯାଇଥିବା ଖଣ୍ଡପୀଠଙ୍କୁ ଅବଗତ କରାଯାଇଛି ।
ଏତିକି ଖାଇବା ପରେ ସେ ପିଠି ଆଉ ଅଛି ତ? ହଇରେ ନାରଣ...ଇଏ କଣ ମୁଣ୍ଡରୁ ଗାମୁଛା ଫୋପାଡ଼ି ଦେଇ ପୂରା ସ୍ମାଇଲ ଦେଉଛନ୍ତି? ମେଡ଼ିକାଲ ନୁହେଁ ତ ଆୱାର୍ଡ଼ ନେବା ପାଇଁ ଆଉଛନ୍ତି ବୋଧହୁଏ...
ଆଜ୍ଞା…ଜମାରୁ ବିଶ୍ୱାସ କରନ୍ତୁନି। ରୋଗୀଙ୍କୁ ଲୋଭ ଦେଖାଇ ଦେଖାଇ ୧୭ ସ୍ତ୍ରୀ ରଖିଲାଣି। ଟିକିଏ ଗଳାବଟ ପାଇଲେ ଚଟ୍କିନା ଗଳି ଯିବ, ଆଉ ସ୍ତ୍ରୀ କରିପକାଇବ
କଲେଜ୍ରେ ପାଠ ପଢୁ ପଢୁ ମାଡ଼ିବସିଲା ରୋଗ। ବିଛଣାରେ ଶଯ୍ୟାଶାୟୀ ନରେଶ...ବାପା-ମାଆ ଦିନରେ କାମକୁ ଗଲେ ରାତିରେ ଘରେ ଚୁଲି ଜଳେ...ଆଉ ଭେଣ୍ଡିଆ ପୁଅର ଏ ଅବସ୍ଥା ଦେଖି କାନ୍ଦିକାନ୍ଦି ନୟାନ୍ତ ହେଲେଣି ବାପା-ମାଆ। କେମିତି ପୁଅର ଚିକିତ୍ସା ହେବ ସେନେଇ ଚିନ୍ତାରେ ପୂରା ପରିବାର
ଅତ୍ୟାଚାରର ସବୁ ସୀମା ଟପିଲା ପୁଅ । ଗଛ ମୂଳେ ବସିଛନ୍ତି ବାପା-ମାଆ। ଘରକୁ ପସିବା ମାତ୍ରେ ଦୂରରୁ ପନିକି ଫୋପାଡ଼ୁଛନ୍ତି ପୁଅ ବୋହୂ। ଶିଡ଼ି ଲଗାଇ ପାଚେରୀ ଡେଇଁ ଘରୁ ବାହାରୁଛନ୍ତି ବୃଦ୍ଧ ଦମ୍ପତି। ଅତ୍ୟାଚାରରେ ଅତିଷ୍ଠ ହୋଇ ଏବେ କାନ୍ଦୁଛନ୍ତି ବାପା-ମାଆ
ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିରରେ । ବରଗଡ଼ ପାଇକମାଲ ଗାଁର ସାଇନା ବାନୁ ନାମକ ଜଣେ ଯୁବତୀ ଧର୍ମ ପରିବର୍ତ୍ତନ କରି ଏବେ ସୋନମ ଆର୍ଯ୍ୟ ହୋଇଛନ୍ତି ।
ସବୁ ଜିଲ୍ଲା ଜଜ୍ ମାନଙ୍କୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଚିଠି କରାଯାଇଛି । ତେବେ ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦାଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି ।
ଗାଡ଼ିରେ ଥିବା ରେଡିଏଟର ଫାଟିଯିବା ଯୋଗୁଁ ତିନି ଜଣ ପିଲା ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ମାର୍ଶାଘାଇ ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ଅଭିଭାବକଙ୍କ ମହଳରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି ।
କଲରାପତରିଆ ବାଘ ଆକ୍ରମଣରେ ଭାଉଜ ଦିଅର କ୍ଷତ ବିକ୍ଷତ । ଭାଉଜକୁ ବାଘ ଆକ୍ରମଣ ସମୟରେ ଦିଅର ଲଢି ଲଢି ବାଘ ମୁହଁରୁ ବଞ୍ଚେଇଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଦୁର୍ନୀତି ଓ ଅପାରଗତା ପାଇଁ ଆଉ ୬ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୬ ଅଧିକାରୀଙ୍କ ମଧ୍ୟରେ ୩ ଜଣ ନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନ୍ସପେକ୍ଟର ଅଛନ୍ତି।
ସାଙ୍ଗମାନେ ବ୍ଲାକମେଲ୍ କରୁଥିବାରୁ ଆତ୍ମହତ୍ୟା ପରି ରାସ୍ତାକୁ ବାଛିନେଲେ । ସାଙ୍ଗମାନଙ୍କ ଠାରୁ ଧୋକ୍କା ଖାଇବା ସହ ଜଳେଶ୍ୱର ଆଇଆଇସିଙ୍କଠାରୁ ନ୍ୟାୟ ନ ପାଇ ପୁଅ ଏପରି ପଦକ୍ଷେପ ନେଇଥିବା ପରିବାର ଲୋକ କହିଛନ୍ତି ।
ପୋଲିସ୍ ହାତରେ ଧରାପଡ଼ିଲେ ରସିକିଆ ଗଣିତ ମାଷ୍ଟର। ନାବାଳିକା ଛାତ୍ରୀକୁ ପ୍ରେମ ଜାଲରେ ଫସାଇ ଗଣିତ ମାଷ୍ଟର ଚମ୍ପଟ ମାରିଥିଲେ। ଶେଷରେ ତନାଘନା ପରେ ପୋଲିସ୍ ରସିକିଆ ଗଣିତ ମାଷ୍ଟରଙ୍କୁ ଗିରଫ କରିଛନ୍ତି।
ପୁଅ ମରିବାର ୨ ମାସ ପରେ ଘରେ ପହଞ୍ଚିଲା ଶବ। ମୁଣ୍ଡ ବାଡ଼େଇ କାନ୍ଦୁଛି ମାଆ। ଟଙ୍କା ରୋଜଗାର କରିବାକୁ ବିଦେଶ ଯାଇଥିଲା ପୁଅ।
ବି.ଟେକ ଛାତ୍ରଙ୍କ ଅଭିନବ ଉପାୟ , ଉପରେ ମୋବାଇଲ ତଳେ ଡିଜିଟାଲ ସେବା
ଆଜିକାଲି ୟୁଟ୍ୟୁବ୍ ଏକ ଭଲ ରୋଜଗାରର ମାଧ୍ୟମ ହୋଇଯାଇଛି। ନୂଆ ନୂଆ ଇନ୍ଫ୍ଲ୍ୟୁଏନସର୍ଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରି ଭିତରେ ଏମିତି ଜଣେ ୟୁଟ୍ୟୁବର୍ ସାମ୍ନାକୁ ଆସିଛନ୍ତି ଯିଏ ମାତ୍ର ୪୨ ସେକେଣ୍ଡରେ ୧କୋଟି ୭୫ ଲକ୍ଷ ଟଙ୍କା ରୋଜଗାର କରିପାରିଛନ୍ତି।
ଭାରତରେ ଏମିତି ଏକ ଗାଁ ଅଛି ଯେଉଁଠାରେ ଦୁଇଟି ବିବାହ କରିବା ବାଧ୍ୟତାମୂଳକ। ଦୁଇଟି ବିବାହ କରିବା ପାଇଁ ଲୋକଙ୍କ ବିରୁଦ୍ଧରେ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଏ ନାହିଁ। ଉଭୟ ପତ୍ନୀ ଝଗଡା ନ କରି ଦୁଇ ଭଉଣୀ ଭଳି ଚଳନ୍ତି।
ପ୍ରତ୍ୟେକ ମା’ ନିଜ ସନ୍ତାନର ଲାଳପାଳନ ଠାରୁ ଆରମ୍ଭ କରି ଭବିଷ୍ୟତ ତିଆରି କରିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା କରନ୍ତି। କିନ୍ତୁ ଏମିତି କିଛି ମାଆଙ୍କ ସଂଘର୍ଷର କାହାଣୀ ଅଛି ଯାହାକୁ ଜାଣିଲେ ଆପଣ ଆଖି ଲୁହରେ ଭିଜିଯିବ। ତେବେ ଆସନ୍ତୁ ଜାଣିବା ନେହା ଶର୍ମାଙ୍କ ସଂଘର୍ଷର କାହାଣୀ।
ତେଲ ଦର ବୃଦ୍ଧିକୁ ନେଇ ଅନେକ ଅସନ୍ତୋଷ ଦେଖେଇଛନ୍ତି। ଅନେକ ବାଧ୍ୟହୋଇ ଗାଢି ବାହାର କରୁଛନ୍ତି। ଜଣେ ବ୍ୟକ୍ତି ଏମିତି କିଛି କୌଶଳ ଆପଣେଇଛନ୍ତି ଯାହା ଆଶ୍ଚର୍ଯ୍ୟ କରିବା ଭଳି।