ବି.ଟେକ ଛାତ୍ରଙ୍କ ଅଭିନବ ଉପାୟ , ଉପରେ ମୋବାଇଲ ତଳେ ଡିଜିଟାଲ ସେବା
ଆଜିକାଲି ୟୁଟ୍ୟୁବ୍ ଏକ ଭଲ ରୋଜଗାରର ମାଧ୍ୟମ ହୋଇଯାଇଛି। ନୂଆ ନୂଆ ଇନ୍ଫ୍ଲ୍ୟୁଏନସର୍ଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରି ଭିତରେ ଏମିତି ଜଣେ ୟୁଟ୍ୟୁବର୍ ସାମ୍ନାକୁ ଆସିଛନ୍ତି ଯିଏ ମାତ୍ର ୪୨ ସେକେଣ୍ଡରେ ୧କୋଟି ୭୫ ଲକ୍ଷ ଟଙ୍କା ରୋଜଗାର କରିପାରିଛନ୍ତି।
ଭାରତରେ ଏମିତି ଏକ ଗାଁ ଅଛି ଯେଉଁଠାରେ ଦୁଇଟି ବିବାହ କରିବା ବାଧ୍ୟତାମୂଳକ। ଦୁଇଟି ବିବାହ କରିବା ପାଇଁ ଲୋକଙ୍କ ବିରୁଦ୍ଧରେ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଏ ନାହିଁ। ଉଭୟ ପତ୍ନୀ ଝଗଡା ନ କରି ଦୁଇ ଭଉଣୀ ଭଳି ଚଳନ୍ତି।
ପ୍ରତ୍ୟେକ ମା’ ନିଜ ସନ୍ତାନର ଲାଳପାଳନ ଠାରୁ ଆରମ୍ଭ କରି ଭବିଷ୍ୟତ ତିଆରି କରିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା କରନ୍ତି। କିନ୍ତୁ ଏମିତି କିଛି ମାଆଙ୍କ ସଂଘର୍ଷର କାହାଣୀ ଅଛି ଯାହାକୁ ଜାଣିଲେ ଆପଣ ଆଖି ଲୁହରେ ଭିଜିଯିବ। ତେବେ ଆସନ୍ତୁ ଜାଣିବା ନେହା ଶର୍ମାଙ୍କ ସଂଘର୍ଷର କାହାଣୀ।
ତେଲ ଦର ବୃଦ୍ଧିକୁ ନେଇ ଅନେକ ଅସନ୍ତୋଷ ଦେଖେଇଛନ୍ତି। ଅନେକ ବାଧ୍ୟହୋଇ ଗାଢି ବାହାର କରୁଛନ୍ତି। ଜଣେ ବ୍ୟକ୍ତି ଏମିତି କିଛି କୌଶଳ ଆପଣେଇଛନ୍ତି ଯାହା ଆଶ୍ଚର୍ଯ୍ୟ କରିବା ଭଳି।
ବାସଗୃହ କ୍ରେତାଙ୍କୁ ଠକି ଆଉ ଖସିପାରିବେନି ବିଲ୍ଡର। ବାସଗୃହ ପ୍ରକଳ୍ପ ବାସିନ୍ଦାଙ୍କ ଲାଗି ପଞ୍ଜୀକୃତ ସୋସାଇଟି ଗଢ଼ା ନ ହେବା ଯାଏଁ ପ୍ରକଳ୍ପର ରକ୍ଷଣାବେକ୍ଷଣ କରିବାକୁ ବିଲ୍ଡର ବାଧ୍ୟ ହେବେ। ଏମିତି ରାୟ ଶୁଣାଇଛନ୍ତି ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ କର୍ତ୍ତୃପକ୍ଷ(ଓରେରା)।
ଆଉ ଠକି ପାରିବେନି ବିଲ୍ଡର। ବାସଗୃହ ପ୍ରକଳ୍ପ ବାସିନ୍ଦାଙ୍କ ଲାଗି ପଞ୍ଜୀକୃତ ସୋସାଇଟି ଗଢ଼ା ନ ହେବା ଯାଏଁ ପ୍ରକଳ୍ପର ରକ୍ଷଣାବେକ୍ଷଣ କରିବାକୁ ବିଲ୍ଡର ବାଧ୍ୟ ହେବେ। ଏମିତି ରାୟ ଶୁଣାଇଛନ୍ତି ଓରେରା।
ସାଉଦି ଆରବରେ ଇଲେକ୍ଟ୍ରି କାମ କରିବାକୁ ଯାଇଥିଲା ପୁଅ l ହେଲେ ମୃତଦେହ ହୋଇ ଫେରିଲା ଗାଁକୁ l ନୟାଗଡ଼ ଜିଲ୍ଲା ଲାଠିପଡ଼ା ଗାଁ ନୂଆସାହିର ପ୍ରହଲ୍ଲାଦ ପ୍ରଧାନଙ୍କ ଏକମାତ୍ର ୨୬ ବର୍ଷୀୟ ପୁଅ ଶୁଭକାନ୍ତ ପ୍ରଧାନ ।
ଦୁଇ ବନ୍ଧୁ ସଂଜୀବ କୁମାର ସାହୁ ଓ ଆଲୋକ କୁମାର ପତି । ଦୁହେଁ ସ୍କୁଲ ବେଳୁ ସାଙ୍ଗ। ଦୁହିଁଙ୍କ ବୟସ ୪୫ ବର୍ଷ। ଜନ୍ମରୁ ହିଁ ଏମାନେ ବାକ୍ ବାଧିତ ଅର୍ଥାତ କଥା କହିପାରନ୍ତି ନାହିଁ।
ବିବାହ ପୂର୍ବରୁ ଏମିତି ହେଲେ କଥା ସରିଲା। ଏ କଥା ବାହାଘର ବେଳର ନୁହେଁ। ବିବାହ ପୂର୍ବରୁ ଦେଖିବାକୁ ମିଳିଲା ଏମିତି ଦୃଶ୍ୟ। ଯେଉଁ ଭିଡିଓ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ଲୋକେ
ଲତାଙ୍କ ପରି ଗୁରୁଙ୍କଠାରୁ ସଙ୍ଗୀତ ସାଧନା କରିବା କିଛି କମ୍ କଥା ନୁହେଁ। ଥରେ ମୁଁ ରାଧାକୃଷ୍ଣ ମୂର୍ତ୍ତି ଓ ଖଜା ନେଇ ଯାଇଥିଲି...ମତେ ଛୁଇଁ ଦେଇ କହିଲେ ତୁମେ ଓଡ଼ିଶାରୁ ଆସିଛ...ତୁମକୁ ଛୁଇଁଦେଲେ ଜଗନ୍ନାଥଙ୍କ ପାଖରେ ପହଞ୍ଚିଯିବି କହିଥିଲେ। ନିଜ ଗୀତ ସ୍ୱରର ଯାଦୁଗରୀରେ ବିଭୋର ହେଉଛନ୍ତି ଦର୍ଶକ..ଆପଣ ବି ଶ୍ୟାମାମଣି ଦେବୀଙ୍କ ମୁହଁରୁ ପଦିଏ ଗୀତ ଶୁଣୁନିଅନ୍ତୁ
କି ନାଚରେ ନାରଣ !! ପଡ଼ୋଶୀ ରାଇଜେ ପଦ୍ମ ଫୁଟିଲା ବୋଲି ଏମିତି ନାଚିବ...ପୂରା ନାଗିନ୍ ଡ୍ୟାନ୍ସରେ କମ୍ପିଲା ସହର..ସାର୍ ଆମର ପୂରା ଟ୍ରେଣ୍ଡ...ଖାଲି ତ କମନ୍ ବେବି ରଙ୍ଗବତୀ
କି ନାଚରେ ନାରଣ !! ପଡ଼ୋଶୀ ରାଇଜେ ପଦ୍ମ ଫୁଟିଲା ବୋଲି ଏମିତି ନାଚିବ । ପୂରା ନାଗିନ୍ ଡ୍ୟାନ୍ସରେ କମ୍ପିଲା ସହର । ସାର୍ ଆମର ପୂରା ଟ୍ରେଣ୍ଡ । ଖାଲି ତ କମନ୍ ବେବି ରଙ୍ଗବତୀ
ରାତି ଅଧରେ ଫୋନ୍ ଆସିଲା,ପ୍ରେମିକଙ୍କୁ ଛୁରୀରେ ଭୟଙ୍କର ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । କାଳରାତିର ଅନ୍ଧାରକୁ ଖାତିର ନକରି ପ୍ରେମିକ ପାଖକୁ ଧାଇଁ ଧାଇଁ ଚାଲିଗଲା ପ୍ରେମିକା । ରକ୍ତ ଜୁଡୁବୁଡ଼ୁ ପ୍ରେମିକାକୁ ଧରି ଅପରେସନ୍ ବେଡ୍ରେ ଭୋ ଭୋ କାନ୍ଦିଲା ପ୍ରେମିକା। ଆଶ୍ଚର୍ଯ୍ୟ ହେଲେ ଡାକ୍ତର ଆଉ ନର୍ସ, ଭଲ ପାଇବା କେମିତି ପାଗଳ କରିଦିଏ ଦେଖନ୍ତୁ ଆମର ଏହି ସ୍ୱତନ୍ତ୍ର ଭିଡ଼ିଓ ।
ଭୋଟ୍ ସରିଲା ମାନେ ଆମର କିଛି ପାୱାର ନାହିଁ। ଟଙ୍କା ୭ଶହ ଯୋଗାଡ଼ କରି ଯାଉଛି ମୁଁ ଦାଦନ ଯିବି...ନେତାତ ମେଞ୍ଚାଏ ପ୍ରତିଶ୍ରୁତି ଦେଲେ ହେଲେ ରଖିଲେନି
ଶବ୍ଦ ନାହିଁ କି କୋଳାହଳ ନାହିଁ, କିନ୍ତୁ ସଂପର୍କ ରହିଲାଣି ୩୦ ବର୍ଷ। ଦୁହେଁ କଥା କହିପାରନ୍ତି ନାହିଁ। ଠରାଠରିରେ କଥାବାର୍ତ୍ତା। ସ୍କୁଲ ବେଳୁ ସାଙ୍ଗ। ଦୁହିଁଙ୍କ କାମ ଅଲଗା ଅଲଗା। କିନ୍ତୁ କେବେ ବୁଝାମଣା ଭୁଲ୍ ହୋଇନି। ସବୁବେଳେ ସେମାନେ ପରସ୍ପରକୁ ଭେଟନ୍ତି ଗୋଟେ ଚା ଦୋକାନରେ। ଆସନ୍ତୁ ଭେଟିବା ଅତୁଟ ବନ୍ଧୁତ୍ୱର ଉଦାହରଣ ସୃଷ୍ଟି କରିଥିବା ଏ ଦୁଇ ଯୁବକଙ୍କୁ ।
କରୋନା ଛଡାଇ ନେଲା ଜୀବିକା । ହେଲେ ଭାଙ୍ଗି ପଡି ନଥିଲେ ଆନନ୍ଦପୁର ଉପଖଣ୍ଡ ସାଇଁକୂଳର ପ୍ରଫୁଲ୍ଲ ଭଞ୍ଜ । ଗତ ୨ ବର୍ଷ ହେଲା ମୂର୍ତ୍ତି କାରଖାନା କରି ନିଜେ ସ୍ୱାବଲମ୍ବୀ ହେବା ସହିତ, ଅନ୍ୟମାନଙ୍କୁ ରୋଜଗାର ଦେଇଛନ୍ତି ଆଗର୍ଦା ଗାଁର ପ୍ରଫୁଲ୍ଲ ଭଞ୍ଜ ଓ ତାଙ୍କ ସ୍ତ୍ରୀ ମାନସୀ ।
ଋଷ୍ର ଆକ୍ରମଣରେ ୟୁକ୍ରେନ୍ ଛାରଖାର ହୋଇଯାଇଛି। ୧୫୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ୟୁକ୍ରେନ୍ବାସୀ ଏବେ ବିକାଶର ବହୁ ପଛକୁ ଚାଲିଯାଇଛନ୍ତି। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟର କଥା ଯେ ଏହି ଯୁଦ୍ଧ ମଧ୍ୟରେ ୟୁକ୍ରେନ୍ର ଜଣେ କୃଷକର ଭାଗ୍ୟ ଖୋଲିଯାଇଛି।
ବିଲୁପ୍ତପ୍ରାୟ ଏକ ପ୍ରଜାତି ଗାଈର ରକ୍ଷକ ସାଜିଛନ୍ତି ସୋସମ୍ମା। ସେ ପ୍ରାୟ ୩୦ ବର୍ଷ ଧରି ଏହି କାମ କରିଆସୁଛନ୍ତି। ଏହି ପ୍ରଜାତି ଦେଖିବାକୁ ଆକାରରେ ବହୁତ ଛୋଟ କିନ୍ତୁ ଏହା ବହୁ ପରିମାଣରେ କ୍ଷୀର ଦେଇଥାନ୍ତି। ଖାଲି ଏତିକି ନୁହେଁ ଏହି ଗାଈର କ୍ଷୀର ଔଷଧୀୟ ଗୁଣରେ ମଧ୍ୟ ଭରପୂର।
ଜାଣନ୍ତୁ କେଉଁ ବିଷୟ କେତେ ତାରିଖରେ ପରୀକ୍ଷା ହେବ।
ସ୍ପାଇଡର ଗାର୍ଲ ଆମେରିକା କି ଲଣ୍ଡନର ନୁହଁନ୍ତି । ସେମାନଙ୍କୁ ଭାରତରେ ଦେଖିବାକୁ ମିଳିଛି । କୁନି କୁନି ଦୁଇ ଭଉଣୀ । ଯେଉଁମାନଙ୍କ ପାଖରେ ରହିଛି ସ୍ପାଇଡର ମ୍ୟାନ୍ ଭଳି ସୁପର ପାୱାର ।
ବିଧାୟକ କ୍ୱାର୍ଟର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ବାଚସ୍ପତି । ଏହି ଅବସରରରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ବାଚସ୍ପତି ।
ପ୍ରଫୁଲ୍ଲ ଓ ସ୍ତ୍ରୀ ମାନସୀ ଗତ ୨୦ ବର୍ଷ ଧରି ମୁମ୍ବାଇ, କୋଲକାତା ଓ ଚେନ୍ନାଇରେ ମୂର୍ତ୍ତି କାରିଗର ଭାବେ କାମ କରି ପେଟ ପୋଷୁଥିଲେ । ଲକଡାଉନ୍ ହେବାରୁ ଜୀବିକା ହରାଇ ଚେନ୍ନାଇରୁ ଘରକୁ ଫେରି ଆସିଲେ । ଅନ୍ୟଠୁ ଧାରକରଜ କରି ଗାଁରେ ଆରମ୍ଭ କଲେ ଏକ ମୂର୍ତ୍ତି ତିଆରି କାରଖାନା ।
ବାଜା, ବାଣ, ରୋଷଣୀ ସାଙ୍ଗକୁ ପୁରୋହିତଙ୍କ ମନ୍ତ୍ର ପାଠ । ବିବାହ ମନ୍ତ୍ରରେ କମ୍ପିଲା ଭୁବନେଶ୍ୱର ରାମ ମନ୍ଦିର ପରିସର ସମ୍ପୂର୍ଣ୍ଣ ବୈଦିକ ରୀତିନୀତିରେ ଗୋଟିଏ ସ୍ଥାନରେ ଜଣେ କି ଦୁଇଜଣ ନୁହେଁ ୨୫ ଯୋଡା ବରକନ୍ୟା ବାନ୍ଧି ହୋଇଛନ୍ତି । ବିବାହ ବନ୍ଧନରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପ୍ରୟାସ ପକ୍ଷରୁ ଆୟୋଜିତ ହୋଇଥିଲା ଏହି ଗଣ ବିବାହ ।
NISER କ୍ୟାମ୍ପସରେ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ପୋଲିସ୍ ସନ୍ଦେହ କରୁଛି।