ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ । ଆଜି ଶ୍ରୀନହରରେ ଗଜପତି ମହାରାଜାଙ୍କ ଅଧକ୍ଷତାରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି ।
ଦିନକୁ ଦିନ ଜୋର ଧରୁଛି ବ୍ରହ୍ମପୁର ମହାନଗର ନିଗମକୁ ପୂର୍ଣ୍ଣାଙ୍ଗ କରିବା ଦାବି । ଆଖପାଖ ପଞ୍ଚାୟତକୁ ମିଶ୍ରଣ କରି ବ୍ରହ୍ମପୁର ମହାନଗର ନିଗମରେ ମିଶାଇବା ନେଇ ୧୫ ବର୍ଷ ପୂର୍ବେ ନୋଟିଫିକେସନ ହୋଇଥିଲା । ହେଲେ ଆଜି ଯାଏଁ କୌଣସି ମିଶ୍ରଣ ହୋଇନି ।
କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନକୁ ନେଇ ହୋଇଥିବା ନୂଆ ଆଇନ୍ ଓ ଦୀର୍ଘ ଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ ।
ଅଧ ଏକର ଜମିରେ ପରୀକ୍ଷାମୂଳକ ଭାବେ ୧୬୦ଟି ବରକୋଳି ଗଛ ଲଗାଇଥିଲେ । ଯାହା ଏବେ ଦେଇଛି ସଫଳତା ।
ମାଆ ଓ ସାନ ଭାଇ ସହ ମିଶି କ୍ଷେତରେ ହଳଦୀ ଖୋଳୁଛନ୍ତି । କେବଳ ଯେ ହଳଦୀ ଖୋଳୁଛନ୍ତି ତା ନୁହେଁ ମାଆଙ୍କ ସହିତ ବସି ହଳଦୀ ବଛାବଛି କରୁଛନ୍ତି ।
ପ୍ରତ୍ୟେକ ଟିମ୍ରେ ୫ରୁ ୬ ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି । ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ।
ପ୍ରତିବର୍ଷ ୪ ଜାନୁଆରୀରେ ଆନ୍ତର୍ଜାତୀୟ ସ୍ତରରେ ‘ବିଶ୍ୱ ବ୍ରେଲି ଦିବସ’ ପାଳନ କରାଯାଏ। ନେତ୍ରହୀନ ଲୋକଙ୍କ ପାଇଁ ଏହି ଦିନଟି ଅତ୍ୟନ୍ତ ସ୍ୱତନ୍ତ୍ର ହୋଇଥାଏ, କାରଣ ଏହି ଦିନ ସେମାନଙ୍କ ଜୀବନରେ ଆଲୋକ ଆଣିଥିବା ଲୁଇସ୍ ବ୍ରେଲି ଜନ୍ମ ନେଇଥିଲେ।
ଅପହଂଚ, ଉପାନ୍ତ ଓ ଦୁର୍ଗମ ଅଂଚଳ ସହ ଗାଁ ଗାଁରେ ଲୋକଙ୍କୁ ଯାତାୟତର ସୁବିଧା ଦେବାକୁ ସରକାର ଆରମ୍ଭ କରିଛନ୍ତି ଲକ୍ଷ୍ମୀ ବସ୍ । ଉଦ୍ଦେଶ୍ୟ, ପଂଚାୟତରୁ ବ୍ଳକ୍ ଯାଏଁ ଲୋକଙ୍କୁ ହାତ ପାଆନ୍ତାରେ, ସ୍ୱଳ୍ପ ଖର୍ଚ୍ଚରେ ଗମନା ଗମନର ସୁବିଧା ଯୋଗାଇଦେବା । ହେଲେ ସରକାରଙ୍କ ଏହି ବହୁ ଆଡମ୍ବରେ ଯେମିତି ଲଘୁକ୍ରିୟାରେ ପରିଣତ ହୋଇଛି ।
ନୂଆବର୍ଷରେ ଜମିଥିଲା ନାଲିପାଣି ନିଶା ! ଫୁଲ୍ ନିଶାରେ ଝୁମିଥିଲା ପୂରା ଓଡ଼ିଶା ! ପିଉ ପିଉ ପିଇ ଦେଇଥିଲା ୧୧ ଲକ୍ଷ ଲିଟର ମଦ ! ନିଶାପାଣିରେ ଉଡ଼ିଗଲା ୬୦ କୋଟିରୁ ଅଧିକ ଟଙ୍କା !
ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣ, ଡଙ୍ଗରିଆ କନ୍ଧ ଏମ୍ବ୍ରୋଡରୀ ସାଲ୍କୁ ମଧ୍ୟ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିଛି ।
ନୂଆବର୍ଷରେ ଜମିଥିଲା ନାଲିପାଣି ନିଶା ! ଫୁଲ୍ ନିଶାରେ ଝୁମିଥିଲା ପୂରା ଓଡ଼ିଶା ! ପିଉ ପିଉ ପିଇ ଦେଇଥିଲା ୧୧ ଲକ୍ଷ ଲିଟର ମଦ ! ନିଶାପାଣିରେ ଉଡ଼ିଗଲା ୬୦ କୋଟିରୁ ଅଧିକ ଟଙ୍କା !
ଚିଲିକାକୁ ମାଡ଼ି ବସୁଛି ନଳ ଘାସ, ଦଳ । ସଙ୍କୁଚିତ ହେଉଛି ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ । ଚିଙ୍ଗୁଡ଼ି ମାଫିଆମାନେ ଭିତର ଚିଲିକାରେ ବଡ଼ ବଡ଼ ଅଂଚଳ ଆବଦ୍ଧ କରି ଘେରି କରୁଥିବାରୁ ଦଳ ବଢ଼ୁଥିବା ଅଭିଯୋଗ ।
ଚାଲିଛି ପର୍ଯ୍ୟଟନ ଋତୁ । ହେଲେ ବୁଲାବୁଲି ମଜାମସ୍ତି ନାଁରେ ଭୁଲିଯାଉଛନ୍ତି ନିଜ ସୀମା ସରହଦ । ଆଉ ଉତ୍ସାହିତ ହୋଇ ବିପଦ ମୁହଁକୁ ଟାଣି ହେଇଯାଉଛନ୍ତି ପର୍ଯ୍ୟଟକ ।
ନର୍ସିଂ, ଫାର୍ମାସୀ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବଢ଼ାଇଲେ ରାଜ୍ୟ ସରକାର ।
ଶ୍ରୀଜିଉଙ୍କ ଆଜି ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ।
ଗାଁ ଭିତରେ ହାତୀ ପଶିଥିବାରୁ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ। ସେହିପରି ୨ ଦିନ ତଳେ ମଳିପଡା ଗାଁରେ ପଶି ରାସ୍ତାରେ ଚାଲି ଚାଲି ଯାଇଥିଲା ହାତୀ ।
ଏପରି କି ମତ୍ସ୍ୟଜୀବୀଙ୍କ ଜନବସତି ଠାରୁ ଚିଲିକା ଏବେ ୪ରୁ ୫ କିଲୋମିଟର ଘୁଞ୍ଚି ଯାଇଥିବା ଅଭିଯୋଗ ହୋଇଛି।
ଶ୍ରୀକ୍ଷେତ୍ରମଣିଙ୍କୁ ରାମନଗରୀରୁ ଆସିଛି ସାଦର ନିମନ୍ତ୍ରଣ । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ବାଜିଲା ଶଙ୍ଖ । ପାନ, ଗୁଆ, ନଡ଼ିଆ, ଅକ୍ଷତ ଚାଉଳ, ଉପବିତ ଓ ନୂଆବସ୍ତ୍ର ସହ ସଜେଇ ହୋଇ ରହିଛି ନିମନ୍ତ୍ରଣ ପତ୍ର ।
ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
ଲଟେରୀ ଜିତିବା ପରେ ଏମିତି ନାଚିଲେ ଯେ, ଗଳି ପଡ଼ିଲେ । ଗୋଟେ ମିଲିୟନ ଡଲାର ଜିତିବା ଖୁସିରେ ଭରା ଷ୍ଟେଜ୍ ଉପରେ ଗଳି ପଡ଼ିଲେ ମହିଳା ।
୫ ଦିନରେ ୩ ଥର ଦଳ ପରିବର୍ତ୍ତନ । ପ୍ରଥମେ କଂଗ୍ରେସରୁ ବିଜେଡିକୁ ଗଲେ, ତା ପରେ ବିଜେଡିରୁ ପୁଣି କଂଗ୍ରେସକୁ ଫେରିଲେ । ଏଥର ବି ମନ ଥୟ ରହିଲାନି ଯେ, ତା ପରଦିନ ପୁଣି ବିଜେଡିକୁ ଫେରିଲେ । ମାନେ ଦୁଇ ଥର ଘର୍ ୱାପସି ।
ପୁଣି ଜଣେ ଶିଶୁ ନିଖୋଜ । ମିଳୁନି ବାଲେଶ୍ୱର ଜିଲ୍ଲା ସୋର ଥାନା ରାଇପୁର ଗାଁରେ ୩ ବର୍ଷୀୟ ଶିଶୁପୁତ୍ରର ପତ୍ତା । ନୂଆବର୍ଷର ପ୍ରଥମ ଦିନରେ ଏଭଳି ଅଘଟଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
ମାତ୍ର ଏପରି ଜଣେ ଡାକ୍ତର ଅଛନ୍ତି ଯିଏ କି ଏହି ସ୍ୱାର୍ଥପର ଦୁନିଆଁରେ ନିର୍ସ୍ୱାର୍ଥପର ସ୍ୱାସ୍ଥ୍ୟ ସେବା ଯୋଗାଉଛନ୍ତି । ତାହା ପୁଣି ମାଗଣାରେ ।
ମରୁଡି ପ୍ରପିଡିତ ବଲାଙ୍ଗିର ଜିଲ୍ଲା ପାଇଁ ଜୀବନ ଦାୟିନୀ ହେବ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ । ଆସନ୍ତା ୩ ତାରିଖ ପ୍ରକଳ୍ପକୁ ଉଦଘାଟନ କରିବା ପାଇଁ ବଲାଙ୍ଗିର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ
ସେ Autism Spectrum Disorder ହେଲେ ନିଜ ଜିର୍ ରୁ ଅଟଳ। ଯାହା ଇଚ୍ଛା କରିଛନ୍ତି କରି ଦେଖାଇଛନ୍ତି କଟକ ଚାଉଳିଆଗଞ୍ଜର ମାନସିକ ଅପରିପକ୍ୱ ପୁଅ ଅବିନାଶ ପାଣିଗ୍ରାହୀ।