Advertisment

ନକ୍ସଲଙ୍କ IED ବିସ୍ଫୋରଣ: ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ, ୭ ଯବାନ ଗୁରୁତର

ରାଇପୁର: ଛତିଶଗଡ଼ର ସୁକ୍‌ମା ଜିଲ୍ଲାରେ ଆଇଡି ବିସ୍ଫୋରଣରେ ସିଆରପିଏଫ୍ କୋବ୍ରାର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ନୀତିନ ଭାଲେରେ ସହିଦ ହୋଇଛନ୍ତି। ଏହି ବିସ୍ଫୋରଣରେ ୭ଜଣ ସିଆରପିଏଫ୍ ଯବାନ ମଧ୍ୟ ଆହତ ହୋଇଛନ୍ତି। ମହାରାଷ୍ଟ୍ର ନାସିକର ନୀତିନ ଭାଲେରେ କୋବ୍ରା ୨୦୬ ବାଟାଲିୟନର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଶନିବାର ରାତିରେ ସିଆରପିଏଫ୍ ଯବାନମାନେ ଆଣ୍ଟି ନକ୍ସଲ ଅପରେସନ୍‌ରୁ ଫେରୁଥିଲେ। ଏହି ସମୟରେ ଯବାନମାନଙ୍କୁ ଟାର୍ଗେଟ୍ କରି ତାଦମେତଲା ଗାଁ ନିକଟ ଜଙ୍ଗଲରେ ନକ୍ସଲମାନେ ଆଇଡି ବିସ୍ଫୋରଣ କରିଥିଲେ।

ନକ୍ସଲଙ୍କ IED ବିସ୍ଫୋରଣ: ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ, ୭ ଯବାନ ଗୁରୁତର

jawan

Advertisment

ରାଇପୁର: ଛତିଶଗଡ଼ର ସୁକ୍‌ମା ଜିଲ୍ଲାରେ ଆଇଡି ବିସ୍ଫୋରଣରେ ସିଆରପିଏଫ୍ କୋବ୍ରାର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ନୀତିନ ଭାଲେରେ ସହିଦ ହୋଇଛନ୍ତି। ଏହି ବିସ୍ଫୋରଣରେ ୭ଜଣ ସିଆରପିଏଫ୍ ଯବାନ ମଧ୍ୟ ଆହତ ହୋଇଛନ୍ତି।

Advertisment

ମହାରାଷ୍ଟ୍ର ନାସିକର ନୀତିନ ଭାଲେରେ କୋବ୍ରା ୨୦୬ ବାଟାଲିୟନର ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଶନିବାର ରାତିରେ ସିଆରପିଏଫ୍ ଯବାନମାନେ ଆଣ୍ଟି ନକ୍ସଲ ଅପରେସନ୍‌ରୁ ଫେରୁଥିଲେ। ଏହି ସମୟରେ ଯବାନମାନଙ୍କୁ ଟାର୍ଗେଟ୍ କରି ତାଦମେତଲା ଗାଁ ନିକଟ ଜଙ୍ଗଲରେ ନକ୍ସଲମାନେ ଆଇଡି ବିସ୍ଫୋରଣ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ