Advertisment

ଦୁଇ ମାଓବାଦୀ ନିହତ

ବାଶାଖାପାଟଣା(ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଜିଲ୍ଲାରେ ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ପେଦାବାଇଲୁ ପଞ୍ଚାୟତର ପେଦାରୋଣ୍ଡାପଲ୍ଲି ଜଙ୍ଗଲରେ ହୋଇଥିବା ଏହି ଏନ୍‌କାଉଣ୍ଟରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି। ଏଥିସହ ଜଣେ ସିଆରପିଏଫ୍ ଯବାନ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଗ୍ରେହାଉଣ୍ଡ୍ ଓ ୧୯୮ ବାଟାଲିୟନ୍ ସିଆରପିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରସେନ୍ ବେଳେ ପ୍ରାୟ ୨୦ ମାଓବାଦୀ ସଂଘବଦ୍ଧ ଭାବେ ସେମାନଙ୍କୁ ଆକ୍ରମଣ କରିଥିଲେ। ମାଓବାଦୀ ସୁଧୀର ନେତୃତ୍ୱରେ ଏହି ଆକ୍ରମଣ ହୋଇଥିବା ବିଶାଖାପାଟଣା ପୁଲିସ୍‌ […]

ଦୁଇ ମାଓବାଦୀ ନିହତ

mao

Advertisment

ବାଶାଖାପାଟଣା(ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଜିଲ୍ଲାରେ ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ପେଦାବାଇଲୁ ପଞ୍ଚାୟତର ପେଦାରୋଣ୍ଡାପଲ୍ଲି ଜଙ୍ଗଲରେ ହୋଇଥିବା ଏହି ଏନ୍‌କାଉଣ୍ଟରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି। ଏଥିସହ ଜଣେ ସିଆରପିଏଫ୍ ଯବାନ ଆହତ ହୋଇଛନ୍ତି।

Advertisment

ଗତକାଲି ବିଳମ୍ବିତ ରାତିରେ ଗ୍ରେହାଉଣ୍ଡ୍ ଓ ୧୯୮ ବାଟାଲିୟନ୍ ସିଆରପିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରସେନ୍ ବେଳେ ପ୍ରାୟ ୨୦ ମାଓବାଦୀ ସଂଘବଦ୍ଧ ଭାବେ ସେମାନଙ୍କୁ ଆକ୍ରମଣ କରିଥିଲେ।

ମାଓବାଦୀ ସୁଧୀର ନେତୃତ୍ୱରେ ଏହି ଆକ୍ରମଣ ହୋଇଥିବା ବିଶାଖାପାଟଣା ପୁଲିସ୍‌ ସୂଚନା ଦେଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ