Advertisment

ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ଜମ୍ମୁ: ଏନକାଉଣ୍ଟରରେ ୩ ଆତଙ୍କବାଦୀ ମୃତ। ଜାମ୍ମୁ ଓ କାଶ୍ମୀର ଅନନ୍ତନାଗ କୋକେରନାଗ ଅଞ୍ଚଳରେ ହୋଇଛି ଏନକାଉଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। କୋକେରନାଗ ଭାଏଲୋ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ…

ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

terrorist

Advertisment

ଜମ୍ମୁ: ଏନକାଉଣ୍ଟରରେ ୩ ଆତଙ୍କବାଦୀ ମୃତ। ଜାମ୍ମୁ ଓ କାଶ୍ମୀର ଅନନ୍ତନାଗ କୋକେରନାଗ ଅଞ୍ଚଳରେ ହୋଇଛି ଏନକାଉଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। କୋକେରନାଗ ଭାଏଲୋ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ କରାଯାଇଥିଲା ଅପରେସନ।

Advertisment

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୩ ଆତଙ୍କବାଦୀ ନିହତ ହୋଇଥିବା କାଶ୍ମୀର ପୋଲିସ ଆଇଜି ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ