/odishatv-khabar/media/post_attachments/uploadimage/library/16_9/16_9_0/mumbai_1626690479.jpg)
mumbai
ମୁମ୍ବାଇ : ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରକୁ ୩୫କେଜି ସୁନା ଦାନ। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୪କୋଟି ଟଙ୍କା । ଦିଲ୍ଲୀର ଜଣେ ଶ୍ରଦ୍ଧାଳୁ ମନ୍ଦିରକୁ ଏହି ଦାନ କରିଥିବାବେଳେ ଉକ୍ତ ବ୍ୟକ୍ତିଙ୍କ ନା ଗୁପ୍ତ ରଖାଯାଇଛି । ଏହି ସୁନା ମନ୍ଦିରର ମୁଖ୍ୟ କବାଟ ଏବଂ ଏକ ପ୍ଲେଟ ପ୍ରସ୍ତୁତ କରାଯାଇ ଛାତ ତଳେ ଲଗାଯାଇଛି।
Advertisment
କୁହାଯାଉଛି ସିଦ୍ଧିବିନାୟକ ମନ୍ଦିରରୁ ଏଭଳି ଦାନ ଇତିହାସରେ ପ୍ରଥମ । ମାଘୀ ଗଣେଶ ଜୟନ୍ତୀ ପାଇଁ ଗତ ଜାନୁୟାରୀ ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହିଥିଲା । ଏହି ସମୟରେ ଦାନ ସୁନାକୁ ମନ୍ଦିରରେ ଲଗାଯାଇଥିବା କୁହାଯାଉଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)