Advertisment

କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୫ କରୋନା ଆକ୍ରାନ୍ତଙ୍କ ଜୀବନ

ଗାନ୍ଧିନଗର: ଗୁଜରାଟ ରାଜକୋଟ ସ୍ଥିତ ଶିବାନନ୍ଦ କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ହସ୍ପିଟାଲରେ ନିଆଁ ଲାଗି ଯାଇଥିଲା। ସୂଚନା ଅନୁସାରେ, ହସ୍ପିଟାଲ୍‌ର ଆଇସିୟୁରେ ପ୍ରଥମେ ନିଆଁ ଲାଗି ଯାଇଥିଲା। ଏହି ସମୟରେ ଆଇସିୟୁରେ ୧୧ଜଣ କରୋନା ଆକ୍ରାନ୍ତ ଥିଲେ। ସେମାନଙ୍କ ମଧ୍ୟରୁ ୫ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କେଉଁ କାରଣ ପାଇଁ ଅଗ୍ନିକାଣ୍ଡ ଘଟିଥିଲା ତାହା ଜଣାପଡ଼ି […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୫ କରୋନା ଆକ୍ରାନ୍ତଙ୍କ ଜୀବନ

covid hospital

ଗାନ୍ଧିନଗର: ଗୁଜରାଟ ରାଜକୋଟ ସ୍ଥିତ ଶିବାନନ୍ଦ କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଜଣଙ୍କ ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ହସ୍ପିଟାଲରେ ନିଆଁ ଲାଗି ଯାଇଥିଲା।

Advertisment

ସୂଚନା ଅନୁସାରେ, ହସ୍ପିଟାଲ୍‌ର ଆଇସିୟୁରେ ପ୍ରଥମେ ନିଆଁ ଲାଗି ଯାଇଥିଲା। ଏହି ସମୟରେ ଆଇସିୟୁରେ ୧୧ଜଣ କରୋନା ଆକ୍ରାନ୍ତ ଥିଲେ। ସେମାନଙ୍କ ମଧ୍ୟରୁ ୫ଜଣଙ୍କ ମୃତ୍ୟୁ ଘଟିଛି।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କେଉଁ କାରଣ ପାଇଁ ଅଗ୍ନିକାଣ୍ଡ ଘଟିଥିଲା ତାହା ଜଣାପଡ଼ି ନାହିଁ। ହସ୍ପିଟାଲ୍‌ରେ ଥିବା ସମସ୍ତ ରୋଗୀଙ୍କୁ ଅନ୍ୟ ଏକ କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି।

Advertisment

ଅନ୍ୟପକ୍ଷରେ, ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

Advertisment
Advertisment