/odishatv-khabar/media/post_attachments/uploadimage/library/16_9/16_9_0/Capture-7_1625454737.jpg)
Covid Care Facility
ବିଜୟଓ୍ୱାଡା: ଆନ୍ଧ୍ରପ୍ରଦେଶ ବିଜୟଓ୍ୱାଡାର ଏକ ହୋଟେଲ୍ରେ ହୋଇଥିବା କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଜଣଙ୍କ ମୃୃତ୍ୟୁ ହୋଇଛି। ଆଜ ଭୋର ୫ଟାରେ ହୋଟେଲ୍ରେ ନିଆଁ ଲାଗି ଯାଇଥିଲା।
Advertisment
ଅଗ୍ନିକାଣ୍ଡ ପରେ ହୋଟେଲ୍ରୁ ୩୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ NDRF ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
ମିଳିଥିବା ସୂଚନା ଅନୁସାରେ, କରୋନା ରୋଗୀଙ୍କୁ ଚିକିତ୍ସା କରିବା ପାଇଁ ଏକ ପ୍ରାଇଭେଟ୍ ହସ୍ପିଟାଲ୍ ଦ୍ୱାରା ଏହି ହୋଟେଲ୍କୁ କୋଭିଡ୍ କେୟାର୍ ସେଣ୍ଟର ଭାବେ ବ୍ୟବହାର କରାଯାଉଥିଲା।
Advertisment
ସୂଚନାଥାଉ କି, ଅଗଷ୍ଟ ୬ରେ ଗୁଜରାଟର ଅହମଦାବାଦ ସ୍ଥିତ ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)