Advertisment

ହୋଟେଲ୍‌ରେ ହୋଇଥିବା କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ, ୭ ମୃତ

ବିଜୟଓ୍ୱାଡା‌: ଆନ୍ଧ୍ରପ୍ରଦେଶ ବିଜୟଓ୍ୱାଡାର ଏକ ହୋଟେଲ୍‌ରେ ହୋଇଥିବା କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଜଣଙ୍କ ମୃୃତ୍ୟୁ ହୋଇଛି। ଆଜ ଭୋର ୫ଟାରେ ହୋଟେଲ୍‌ରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡ ପରେ ହୋଟେଲ୍‌ରୁ ୩୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ NDRF ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ମିଳିଥିବା ସୂଚନା ଅନୁସାରେ, କରୋନା ରୋଗୀଙ୍କୁ ଚିକିତ୍ସା କରିବା ପାଇଁ ଏକ ପ୍ରାଇଭେଟ୍‌ […]

ଅଦ୍ୟତନ ହୋଇଛି
ହୋଟେଲ୍‌ରେ ହୋଇଥିବା କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ, ୭ ମୃତ

Covid Care Facility

Advertisment

ବିଜୟଓ୍ୱାଡା‌: ଆନ୍ଧ୍ରପ୍ରଦେଶ ବିଜୟଓ୍ୱାଡାର ଏକ ହୋଟେଲ୍‌ରେ ହୋଇଥିବା କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଜଣଙ୍କ ମୃୃତ୍ୟୁ ହୋଇଛି। ଆଜ ଭୋର ୫ଟାରେ ହୋଟେଲ୍‌ରେ ନିଆଁ ଲାଗି ଯାଇଥିଲା।

Advertisment

ଅଗ୍ନିକାଣ୍ଡ ପରେ ହୋଟେଲ୍‌ରୁ ୩୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ NDRF ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ମିଳିଥିବା ସୂଚନା ଅନୁସାରେ, କରୋନା ରୋଗୀଙ୍କୁ ଚିକିତ୍ସା କରିବା ପାଇଁ ଏକ ପ୍ରାଇଭେଟ୍‌ ହସ୍ପିଟାଲ୍‌ ଦ୍ୱାରା ଏହି ହୋଟେଲ୍‌କୁ କୋଭିଡ୍‌ କେୟାର୍‌ ସେଣ୍ଟର ଭାବେ ବ୍ୟବହାର କରାଯାଉଥିଲା।

Advertisment

ସୂଚନାଥାଉ କି, ଅଗଷ୍ଟ ୬ରେ ଗୁଜରାଟର ଅହମଦାବାଦ ସ୍ଥିତ ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା।

ପଢ଼ନ୍ତୁ: କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ

Fire At Covid Care Centre Fire At Hotel
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ