Advertisment

ଆଜିଠୁ ଏହି ସହରରେ ଲାଗୁ ହେବ ରାତ୍ରୀକାଳୀନ କର୍ଫ୍ୟୁ

ଅହମ୍ମଦାବାଦ: ଦିଲ୍ଲୀରେ କରୋନା ସ୍ଥିତି ଦିନକୁ ଦିନ ସାଂଘାତିକ ହେଉଥିବା ବେଳେ ଗୁଜରାଟ ଅହମ୍ମଦାବାଦରେ ଆଜିଠୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବାକୁ ଯାଉଛି। ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ପରବର୍ତ୍ତୀ ନିଷ୍ପତ୍ତି ନ ଆସିବା ଯାଏ ଏହି ନିଷ୍ପତ୍ତି ବଳବତ୍ତର ରହିବ ବୋଲି ସୂଚନା ମିଳିଛି। ଅହମ୍ମଦାବାଦରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। […]

ଅଦ୍ୟତନ ହୋଇଛି
undefined

night curfew

Advertisment

ଅହମ୍ମଦାବାଦ: ଦିଲ୍ଲୀରେ କରୋନା ସ୍ଥିତି ଦିନକୁ ଦିନ ସାଂଘାତିକ ହେଉଥିବା ବେଳେ ଗୁଜରାଟ ଅହମ୍ମଦାବାଦରେ ଆଜିଠୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବାକୁ ଯାଉଛି।

Advertisment

ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ପରବର୍ତ୍ତୀ ନିଷ୍ପତ୍ତି ନ ଆସିବା ଯାଏ ଏହି ନିଷ୍ପତ୍ତି ବଳବତ୍ତର ରହିବ ବୋଲି ସୂଚନା ମିଳିଛି। ଅହମ୍ମଦାବାଦରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଅହମ୍ମଦାବାଦରେ ପର୍ଯ୍ୟାପ୍ତ ସଂଖ୍ୟକ ବେଡ୍ ବ୍ୟବସ୍ଥା କରାଯାଇଛି। ସହରରେ ଥିବା ହସ୍ପିଟାଲଗୁଡିକରେ ୪୦% ବେଡ୍ କୋଭିଡ୍ ଆକ୍ରାନ୍ତଙ୍କ ପାଇଁ ରଖାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ