Advertisment

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୭୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧ ଲକ୍ଷ ୮ ହଜାର ୧ ଜଣ ଆରୋଗ୍ୟ ଲାଭ କରି ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, […]

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୭୦୬ କରୋନା ଆକ୍ରାନ୍ତ

corona

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧ ଲକ୍ଷ ୮ ହଜାର ୧ ଜଣ ଆରୋଗ୍ୟ ଲାଭ କରି ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧ ଜଣ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1304056213676539905?s=20

ସେହିପରି ଝାରସୁଗୁଡ଼ାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, ଢେଙ୍କାନାଳ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ୱରରୁ ୩୮, ସୁନ୍ଦରଗଡ଼ରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗିରରୁ ୨୫, ବର୍ଣ୍ଣପୁରରୁ ୨୪, ବୌଦ୍ଧ ୨୩, ନୂଆପଡ଼ାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୋଳରୁ ୧୭ ଓ ଦେବଗଡ଼ରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ