Advertisment

ବୈଜୟନ୍ତଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଆବଟ୍

ନୂଆଦିଲ୍ଲୀ  : ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଆବଟ୍ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ। ନୂଆଦିଲ୍ଲୀ ସ୍ଥିତ ବୈଜୟନ୍ତଙ୍କ ବାସଭବନରେ ଟୋନି ଆବଟ ଏକ ଭାରତୀୟ-ଅଷ୍ଟ୍ରେଲୀୟ ପ୍ରତିନିଧି ଦଳ ସହ ସାକ୍ଷାତ ଆଲୋଚନା କରିଥିଲେ। ଏହି ଅବସରରେ ଦ୍ୱିପାକ୍ଷିକ ସଂପର୍କ, ଭାରତ ସରକାରଙ୍କ ବୈଦେଶିକ ନୀତି ତଥା ଏଦିଗରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ପ୍ରସଙ୍ଗରେ ଆଲୋଚନା ହୋଇଥିଲା।  ଅନ୍ୟପକ୍ଷରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ ସଂପର୍କକୁ ଆହୁରି ସୁଦୃଢ କରିବା […]

ବୈଜୟନ୍ତଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଆବଟ୍

jay panda

Advertisment

ନୂଆଦିଲ୍ଲୀ  : ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଆବଟ୍ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ। ନୂଆଦିଲ୍ଲୀ ସ୍ଥିତ ବୈଜୟନ୍ତଙ୍କ ବାସଭବନରେ ଟୋନି ଆବଟ ଏକ ଭାରତୀୟ-ଅଷ୍ଟ୍ରେଲୀୟ ପ୍ରତିନିଧି ଦଳ ସହ ସାକ୍ଷାତ ଆଲୋଚନା କରିଥିଲେ।

Advertisment

ଏହି ଅବସରରେ ଦ୍ୱିପାକ୍ଷିକ ସଂପର୍କ, ଭାରତ ସରକାରଙ୍କ ବୈଦେଶିକ ନୀତି ତଥା ଏଦିଗରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ପ୍ରସଙ୍ଗରେ ଆଲୋଚନା ହୋଇଥିଲା।  ଅନ୍ୟପକ୍ଷରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ ସଂପର୍କକୁ ଆହୁରି ସୁଦୃଢ କରିବା ତଥା ସୁରକ୍ଷା ଜନିତ ପ୍ରସଙ୍ଗରେ ସହଯୋଗ କରିବା ଲାଗି ପଦକ୍ଷେପ ନିଆଯାଉଛି ବୋଲି ଟୋନି ଆବଟ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ