Advertisment

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା। ଟି-ଟ୍ୱେଣ୍ଟି, ଦିନିକିଆ ଏବଂ ଟେଷ୍ଟ ମ୍ୟାଚ ପାଇଁ ଦଳ ଘୋଷଣା ହୋଇଛି। କ୍ୟାପଟେନ୍ ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ସମସ୍ତ ୩ ଫର୍ମାଟରେ ଦଳ ଘୋଷଣା ହୋଇଛି।  ଅଷ୍ଟ୍ରେଲିଆ ଗସ୍ତରେ ଟିମ ଇଣ୍ଡିଆ ୩ଟି ଟି-ଟ୍ୱେଣ୍ଟି, ୩ଟି ଦିନିକିଆ ଏବଂ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବ। ଟି-ଟ୍ୱେଣ୍ଟି ଦଳ: ବିରାଟ କୋହଲି-ଅଧିନାୟକ, ଶିଖର ଧଓ୍ୱନ, ମୟଙ୍କ ଅଗ୍ରଓ୍ୱାଲ, କେ.ଏଲ. ରାହୁଲ, ଶ୍ରେୟସ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ […]

ଅଦ୍ୟତନ ହୋଇଛି
ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

india-aus

Advertisment

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା। ଟି-ଟ୍ୱେଣ୍ଟି, ଦିନିକିଆ ଏବଂ ଟେଷ୍ଟ ମ୍ୟାଚ ପାଇଁ ଦଳ ଘୋଷଣା ହୋଇଛି। କ୍ୟାପଟେନ୍ ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ସମସ୍ତ ୩ ଫର୍ମାଟରେ ଦଳ ଘୋଷଣା ହୋଇଛି।  ଅଷ୍ଟ୍ରେଲିଆ ଗସ୍ତରେ ଟିମ ଇଣ୍ଡିଆ ୩ଟି ଟି-ଟ୍ୱେଣ୍ଟି, ୩ଟି ଦିନିକିଆ ଏବଂ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବ।

Advertisment

ଟି-ଟ୍ୱେଣ୍ଟି ଦଳ: ବିରାଟ କୋହଲି-ଅଧିନାୟକ, ଶିଖର ଧଓ୍ୱନ, ମୟଙ୍କ ଅଗ୍ରଓ୍ୱାଲ, କେ.ଏଲ. ରାହୁଲ, ଶ୍ରେୟସ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ସଂଜୁ ସାମସନ, ରବୀନ୍ଦ୍ର ଜାଡେଜା, ଓ୍ୱାସିଂଟନ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ଜସପ୍ରିତ୍‌ ବୁମରା, ମହମ୍ମଦ ସାମି, ନବଦୀବ ସୈନି, ଦୀପକ ଚହର, ଏବଂ ବରୁଣ ଚକ୍ରବର୍ତ୍ତୀ

ଦିନିକିଆ ସ୍କ୍ୱାଡ: ବିରାଟ କୋହଲି-ଅଧିନାୟକ, ଶିଖର ଧଓ୍ୱନ, ଶୁଭମାନ ଗିଲ, କେ.ଏଲ. ରାହୁଲ, ଶ୍ରେୟସ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ମୟଙ୍କ ଅଗ୍ରଓ୍ୱାଲ, ରବୀନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଜସପ୍ରିତ୍ ବୁମରା, ମହମ୍ମଦ ସାମି, ନବଦୀବ ସୈନି, ଏବଂ ଶାର୍ଦ୍ଦୁଲ ଠାକୁର

Advertisment

ଟେଷ୍ଟ ଟିମ: ବିରାଟ କୋହଲି-କ୍ୟାପଟେନ, ମୟଙ୍କ ଅଗ୍ରଓ୍ୱାଲ, ପୃଥ୍ୱୀ ସ, କେ.ଏଲ. ରାହୁଲ, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାଣେ, ହନୁମା ବିହାରୀ, ଶୁଭମାନ ଗିଲ, ରିଦ୍ଧିମାନ ଶାହା, ଋସଭ ପନ୍ତ, ଜସପ୍ରିତ୍ ବୁମରା, ମହମ୍ମଦ ସାମି, ଉମେଶ ଯାଦବ, ନବଦୀବ ସୈନି,କୁଲଦୀପ ଯାଦବ, ରବୀନ୍ଦ୍ର ଜାଡେଜା, ଆର. ଅଶ୍ୱୀନ ଏବଂ ମହମ୍ମଦ ଶିରାଜ।

ଏହାସହ ଦଳ ସହ ୪ ଜଣ ଅତିରିକ୍ତ ବୋଲର ମଧ୍ୟ ଅଷ୍ଟ୍ରେଲିଆ ଗସ୍ତରେ ଯିବେ, ସେମାନେ ହେଲେ କମଲେଶ ନଗରକୋଟି, କାର୍ତ୍ତିକ ତ୍ୟାଗୀ, ଇଶାନ ପୋରେଲ ଏବଂ ଟି. ନଟରାଜନ। BCCIର ଅଲ ଇଣ୍ଡିଆ ସିଲେକ୍ସନ କମିଟି ଭିଡିଓ କନଫରେନ୍ସିଂ ଜରିଆରେ ଏହି ଦଳ ଘୋଷଣା କରିଛି। ପ୍ରକାଶ ଥାଉକି ଆହତ କାରଣରୁ ତିନୋଟିଯାକ ଫର୍ମାଟରୁ ବାଦ୍‌ ପଡ଼ିଛନ୍ତି ରୋହିତ ଶର୍ମା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ