Advertisment

ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ: ଆଜି ବଜେଟ୍‌ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ବରିଷ୍ଠ ନାଗରିକଙ୍କ ପାଇଁ ଟିକସ କ୍ଷେତ୍ରରେ ବଡ଼ ରିହାତି ଦିଆଯାଇଛି। ୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ୍‌ କରାଯାଇଛି। ଫଳରେ ଏଣିକି ପେନ୍‌ସନ୍‌ଭୋଗୀ ବରିଷ୍ଠ ନାଗରିକଙ୍କୁ‌ ଆଉ ଆୟକର ରିଟର୍ଣ୍ଣ ଦେବାକୁ ପଡ଼ିବନି।

ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା

senior citizens

Advertisment

ନୂଆଦିଲ୍ଲୀ: ଆଜି ବଜେଟ୍‌ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି।

Advertisment

ବରିଷ୍ଠ ନାଗରିକଙ୍କ ପାଇଁ ଟିକସ କ୍ଷେତ୍ରରେ ବଡ଼ ରିହାତି ଦିଆଯାଇଛି। ୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ୍‌ କରାଯାଇଛି। ଫଳରେ ଏଣିକି ପେନ୍‌ସନ୍‌ଭୋଗୀ ବରିଷ୍ଠ ନାଗରିକଙ୍କୁ‌ ଆଉ ଆୟକର ରିଟର୍ଣ୍ଣ ଦେବାକୁ ପଡ଼ିବନି।

Union Budget 2021
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ