Advertisment

କରୋନା ଲକ୍ଷଣ ପରେ ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଠାରେ କୋଭିଡ୍-୧୯ ଲକ୍ଷଣ ଦେଖାଦେବାରୁ ତାଙ୍କୁ ଗୁରଗାଓଁରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ଗୁରଗାଓଁର ମେଦାନ୍ତ ହସ୍‌ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଥିବା ହସ୍‌ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି।। ବିଜେପି ପ୍ରବକ୍ତା ସମ୍ବିତ ପାତ୍ର ଦଳରେ ଜଣେ ଟାଣୁଆ ପ୍ରବକ୍ତା ଭାବେ ଜଣାଶୁଣା। ଜାତୀୟ ଗଣମାଧ୍ୟମଗୁଡ଼ିକରେ ଦଳ ପକ୍ଷରୁ ଖୁବ୍‌ ମଜ୍‌ଭୁତ ଭାବେ ପକ୍ଷ ରଖିବା ନେଇ […]

କରୋନା ଲକ୍ଷଣ ପରେ ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି

sambit

Advertisment

ନୂଆଦିଲ୍ଲୀ: ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଠାରେ କୋଭିଡ୍-୧୯ ଲକ୍ଷଣ ଦେଖାଦେବାରୁ ତାଙ୍କୁ ଗୁରଗାଓଁରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ଗୁରଗାଓଁର ମେଦାନ୍ତ ହସ୍‌ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଥିବା ହସ୍‌ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି।।

Advertisment

ବିଜେପି ପ୍ରବକ୍ତା ସମ୍ବିତ ପାତ୍ର ଦଳରେ ଜଣେ ଟାଣୁଆ ପ୍ରବକ୍ତା ଭାବେ ଜଣାଶୁଣା। ଜାତୀୟ ଗଣମାଧ୍ୟମଗୁଡ଼ିକରେ ଦଳ ପକ୍ଷରୁ ଖୁବ୍‌ ମଜ୍‌ଭୁତ ଭାବେ ପକ୍ଷ ରଖିବା ନେଇ ସେ ବେଶ୍‌ ଜଣାଶୁଣା। ସୋସିଆଲ୍‌ ମିଡିଆରେ ମଧ୍ୟ ସେ ଖୁବ୍ ସକ୍ରିୟ ରୁହନ୍ତି।

ଗତ ସାଧାରଣ ନିର୍ବାଚନରେ ଦଳ ତାଙ୍କୁ ପୁରୀରୁ ସାଂସଦ ପ୍ରାର୍ଥୀ ଭାବେ ଛିଡ଼ା କରିଥିଲା। 

Advertisment
Sambit Patra Odisha Breaking News Odia News Odia News Live Sambit Patra Bjp Khabar Odisha Today Odia Khabar Odisha Khabar Sambit Patra Hospitalised
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ