/odishatv-khabar/media/post_attachments/uploadimage/library/16_9/16_9_0/bsp-1_1626339013.jpg)
bsp
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନରେ ପ୍ରାର୍ଥୀ ହେବେନି ବହୁଜନ ସମାଜପାର୍ଟିର ମୁଖ୍ୟ ମାୟାବତୀ। ଏନେଇ ଆଜି ସେ ଘୋଷଣା କରିଛନ୍ତି।
Advertisment
ନିର୍ବାଚନରେ ପ୍ରାର୍ଥୀ ହେଉ ନଥିଲେ ମଧ୍ୟ ସେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବୋଲି ସ୍ପଷ୍ଟ କରିଛନ୍ତି। ଉତ୍ତରପ୍ରଦେଶରେ ବହୁଜନ ସମାଜପାର୍ଟି, ସମାଜବାଦୀ ପାର୍ଟି ଓ ରାଷ୍ଟ୍ରୀୟ ଲୋକଦଳ ମଧ୍ୟରେ ମେଣ୍ଟ ହୋଇଛି। ଏପ୍ରିଲ ୧୧ରେ ଉତ୍ତରପ୍ରଦେଶରେ ପ୍ରଥମ ପର୍ଯ୍ୟାୟରେ ୮ଟି ଲୋକସଭା ପାଇଁ ନିର୍ବାଚନ ହେବ। ଏଥିପାଇଁ ମେଣ୍ଟ ପକ୍ଷରୁ ରଣନୀତି ପ୍ରସ୍ତୁତି ଚାଲିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)