ଅଦ୍ୟତନ ହୋଇଛି
accident
Advertisment
ବଡୋଦରା:ଗୁଜରାଟ ସ୍ଥିତ ବଡୋଦରା ବାଘେଡିଆ କ୍ରସିଂ ହାଇୱେରେ ବୁଧବାର ସକାଳେ ଏକ ଅଟୋ-ଡମ୍ପର ମୁହାଁମୁହିଁ ଧକ୍କା ଘଟି ୧୧ ଜଣଙ୍କର ମୃତ୍ୟୁ ଘଟିଛି। ୧୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି ସମସ୍ତ ଯାତ୍ରୀ ପାୱାଗଡ଼ ଦର୍ଶନ ପାଇଁ ଯାଉଥିଲେ। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ୫ ମହିଳା ଅଛନ୍ତି।
ଘଟଣାସ୍ଥଳରେ ଅତିରିକ୍ତ ସିପି କଲେକ୍ଟର, ସିଡିଏମ ଏବଂ ଏସ୍ଏସ୍ଜି ଡାକ୍ତରଖାନା ଚିକିତ୍ସା ଅଧିକ୍ଷକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲ୍ଲାପାଳ ମଧ୍ୟ ସକାଳୁ ସକାଳୁ ଘଟଣାସ୍ଥଳରେ ପହଞ୍ଚିଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/accident-6_1625107082.jpg)