Advertisment

ସୋନିଆ ଗାନ୍ଧି ଅସୁସ୍ଥ

ନୂଆଦିଲ୍ଲୀ :  କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ହସ୍ପିଟାଲରେ ଭର୍ତ୍ତି ଖବରକୁ ନେଇ ଚର୍ଚ୍ଚା । ନିଜର ଅସୁସ୍ଥତା କାରଣରୁ ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ANIର ରିପୋର୍ଟ ମୁତାବକ ସୋନିଆ ଗାନ୍ଧି ନିଜର ରୋଟିନ୍‌ ଚେକ୍‌ଅପ୍‌ ପାଇଁ ଡାକ୍ତରଖାନାକୁ ଯାଇଛନ୍ତି । ଏହାକୁ ନେଇ ବିଦ୍ୟୁତ୍‌ ବେଗରେ ଖବର ଭାଇରାଲ୍‌ ସାଜିଛି । ଉଲ୍ଲେଖନୀୟ ଯେ, ଗତବର୍ଷ ସୋନିଆ  ସମୟ ସମୟରେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା ନେଇ ଆମେରିକା ଯାଉଥିଲେ […]

author-image
Pradesh Pratyush
ସୋନିଆ ଗାନ୍ଧି ଅସୁସ୍ଥ

sonia -1

ନୂଆଦିଲ୍ଲୀ :  କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ହସ୍ପିଟାଲରେ ଭର୍ତ୍ତି ଖବରକୁ ନେଇ ଚର୍ଚ୍ଚା । ନିଜର ଅସୁସ୍ଥତା କାରଣରୁ ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Advertisment

ANIର ରିପୋର୍ଟ ମୁତାବକ ସୋନିଆ ଗାନ୍ଧି ନିଜର ରୋଟିନ୍‌ ଚେକ୍‌ଅପ୍‌ ପାଇଁ ଡାକ୍ତରଖାନାକୁ ଯାଇଛନ୍ତି । ଏହାକୁ ନେଇ ବିଦ୍ୟୁତ୍‌ ବେଗରେ ଖବର ଭାଇରାଲ୍‌ ସାଜିଛି ।

ଉଲ୍ଲେଖନୀୟ ଯେ, ଗତବର୍ଷ ସୋନିଆ  ସମୟ ସମୟରେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା ନେଇ ଆମେରିକା ଯାଉଥିଲେ ।  ସେଠାରେ ପୁଅ ରାହୁଲ୍‌ ଗାନ୍ଧି ଓ  ଝିଅ ପ୍ରିୟଙ୍କା ଗାନ୍ଧି ଭଦ୍ରା ଉପସ୍ଥିତ ରହୁଥିଲେ ।

Advertisment

Advertisment
Advertisment