/odishatv-khabar/media/post_attachments/uploadimage/library/16_9/16_9_0/ahamda-patel_1625114207.jpg)
ahamda-patel
ନୂଆଦିଲ୍ଲୀ: ଆଇସିୟୁରେ ଭର୍ତ୍ତି ହେଲେ ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲ। ଅକ୍ଟୋବର ପ୍ରଥମ ସପ୍ତାହରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେବେଠାରୁ ଡାକ୍ତରଙ୍କ ଚିକିତ୍ସାରେ ରହୁଥିଲେ ଅହମଦ। କିନ୍ତୁ ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗରୁତର ହେବାରୁ ତାଙ୍କୁ ଗୁରଗାଓଁର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏନେଇ ଆଜି ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
Advertisment
୭୧ ବର୍ଷୀୟ ଅହମଦ ଅକ୍ଟୋବର ୧ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଟ୍ୱିଟ୍ କରି ସୂଚନା ଦେଇଥିଲେ। ବର୍ତ୍ତମାନ ଅହମଦ ପଟେଲ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ଅହମଦଙ୍କ ପୁଅ ଫୈଜଲ ସୂଚନା ଦେଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)