/odishatv-khabar/media/post_attachments/uploadimage/library/16_9/16_9_0/covid-5_1627290408.jpg)
covid
ନୂଆଦିଲ୍ଲୀ: ବିଶ୍ୱରେ କରୋନା ପ୍ରଭାବିତ ଟପ୍ ଟେନ୍ ଦେଶ ତାଲିକାରେ ଥିବା ଭାରତରେ ଦିନକୁ ଦିନ ସ୍ଥିତି ଗମ୍ଭୀର ହେଉଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ୬ ହଜାର ୫୩୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୪୬ ମୃତ୍ୟୁ ରେକର୍ଡ କରାଯାଇଛି।
Advertisment
ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୧୬୭ ଟପିଥିବା ବେଳେ ଆକ୍ଟିଭ୍ କେସ୍ ୮୦ ହଜାର ୭୨୨ ରହିଛି। ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୬୦ ହଜାର ୪୯୧ ଜଣ ବ୍ୟକ୍ତି।
ମହାରାଷ୍ଟ୍ରରେ ସର୍ବାଧିକ ୫୨ ହଜାର ୬୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ମୃତ୍ୟୁ ସଂଖ୍ୟା ୧୬୯୫ ଟପିଛି। ସେହିଭଳି ଗୁଜରାଟରେ ୮୮୮ ଜଣ ମଧ୍ୟପ୍ରଦେଶ ୩୦୦, ପଶ୍ଚିମବଙ୍ଗରେ ୨୭୮ ଜଣଙ୍କର ଜୀବନ ନେଇ ସାରିଲାଣି କରୋନା। ଦିଲ୍ଲୀରେ ୨୭୬, ରାଜସ୍ଥାନରେ ୧୬୭, ଉତ୍ତରପ୍ରଦେଶରେ ୧୬୫ ଜଣ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଯାଇଛି। ଅଧିକ କରୋନା ଖବର ପାଇଁ ଆମ ସହିତ ଯୋଡି ହୁଅନ୍ତୁ ।
Advertisment
Odisha News
Covid-19 India
India Fights Corona
Coronavirus News
Coronavirus Pandemic In India
Corona Breaking News
News In Odia
Covid-19 Latest Update
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)