Advertisment

'ଚଳିତ ମାସ ଶେଷ ସପ୍ତାହରେ ଆସିପାରେ କରୋନା ଟିକା'

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ଭିତରେ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ କରୋନା ଟିକାକୁ ନେଇ ତାଙ୍କର ବୟାନ ରଖିଛନ୍ତି। ସେ କହିଛନ୍ତି, ଭାରତରେ ଏକାଧିକ କରୋନା ଟିକା ପରୀକ୍ଷଣର ଶେଷ ପର୍ଯ୍ୟାୟ ଟ୍ରାଏଲ ଚାଲିଛି। ସରକାର ମଧ୍ୟ ଟିକା ବିତରଣ ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ତେଣୁ ଚଳିତ ମାସ ଶେଷ ସୁଦ୍ଧା କିମ୍ବା ଜାନୁଆରୀ ଆରମ୍ଭରୁ ଦେଶରେ ଯେମିତି ହେଲେ ଗୋଟିଏ ଟିକା ଉପଲବ୍ଧ ହୋଇଯିବ ବୋଲି  ଗୁଲେରିଆ କହିଛନ୍ତି। ଚଳିତ ବର୍ଷ […]

ଅଦ୍ୟତନ ହୋଇଛି
'ଚଳିତ ମାସ ଶେଷ ସପ୍ତାହରେ ଆସିପାରେ କରୋନା ଟିକା'

1

Advertisment

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ଭିତରେ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ କରୋନା ଟିକାକୁ ନେଇ ତାଙ୍କର ବୟାନ ରଖିଛନ୍ତି। ସେ କହିଛନ୍ତି, ଭାରତରେ ଏକାଧିକ କରୋନା ଟିକା ପରୀକ୍ଷଣର ଶେଷ ପର୍ଯ୍ୟାୟ ଟ୍ରାଏଲ ଚାଲିଛି।

Advertisment

ସରକାର ମଧ୍ୟ ଟିକା ବିତରଣ ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ତେଣୁ ଚଳିତ ମାସ ଶେଷ ସୁଦ୍ଧା କିମ୍ବା ଜାନୁଆରୀ ଆରମ୍ଭରୁ ଦେଶରେ ଯେମିତି ହେଲେ ଗୋଟିଏ ଟିକା ଉପଲବ୍ଧ ହୋଇଯିବ ବୋଲି  ଗୁଲେରିଆ କହିଛନ୍ତି।

ଚଳିତ ବର୍ଷ ଶେଷ କିମ୍ବା ଜାନୁଆରୀ ପ୍ରଥମ ସପ୍ତାହରେ ଯେ କୌଣସି ଗୋଟିଏ ଟିକାର ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମତି ମିଳିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଏହାପରେ ଏହି ଟିକା ଲୋକଙ୍କୁ ମଧ୍ୟ ଦିଆଯିବ ବୋଲି ସେ କହିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ