Advertisment

ପ୍ରଧାନମନ୍ତ୍ରୀଙ୍କ ବାସ ଭବନରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କ ବାସଭବନ ପରିସରରେ ଅଗ୍ନିକାଣ୍ଡ। ୯ ଲୋକ କଲ୍ୟାଣ ମାର୍ଗରେ ଥିବା SPG ରିସେପ୍ସନ ଅଞ୍ଚଳରେ ସଂଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଅଗ୍ନିକାଣ୍ଡ ଘଟିଛି। ନିଆଁଲିଭା କାର୍ଯ୍ୟରେ ୯ଟି ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ । ତେବେ ଏହା ଏକ ଛୋଟ ଧରଣର ଅଗ୍ନିକାଣ୍ଡ ଥିଲା ଏବଂ ବିଦ୍ୟୁତ୍‌ ସଟ୍‌ ସର୍କିଟ୍‌ରୁ ନିଆଁ ଲାଗିଥିଲା ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରାଯାଇଛି । ଟ୍ୱିଟ୍‌ରେ ସ୍ପଷ୍ଟ କରାଯାଇଛି ଯେ, ପ୍ରଧାନମନ୍ତ୍ରୀଙ୍କ ବାସଭବନ […]

author-image
Pradesh Pratyush
ପ୍ରଧାନମନ୍ତ୍ରୀଙ୍କ ବାସ ଭବନରେ ଅଗ୍ନିକାଣ୍ଡ

pm

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କ ବାସଭବନ ପରିସରରେ ଅଗ୍ନିକାଣ୍ଡ। ୯ ଲୋକ କଲ୍ୟାଣ ମାର୍ଗରେ ଥିବା SPG ରିସେପ୍ସନ ଅଞ୍ଚଳରେ ସଂଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଅଗ୍ନିକାଣ୍ଡ ଘଟିଛି।

Advertisment

ନିଆଁଲିଭା କାର୍ଯ୍ୟରେ ୯ଟି ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ । ତେବେ ଏହା ଏକ ଛୋଟ ଧରଣର ଅଗ୍ନିକାଣ୍ଡ ଥିଲା ଏବଂ ବିଦ୍ୟୁତ୍‌ ସଟ୍‌ ସର୍କିଟ୍‌ରୁ ନିଆଁ ଲାଗିଥିଲା ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରାଯାଇଛି ।

ଟ୍ୱିଟ୍‌ରେ ସ୍ପଷ୍ଟ କରାଯାଇଛି ଯେ, ପ୍ରଧାନମନ୍ତ୍ରୀଙ୍କ ବାସଭବନ କି ଅଫିସ୍ ଏରିଆ ନୁହେଁ, ବରଂ LKM କମ୍ପ୍ଲେକ୍ସରେ ଥିବା SPG ରିସେପ୍ସନ ଏରିଆରେ ଏହି ନିଆଁ ଲାଗିଥିଲା ଏବଂ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ରହିଛି।

Advertisment

.

Advertisment
Advertisment